flood review - The Sakala

ବନ୍ୟାରେ ୮ ଲକ୍ଷ ଲୋକ ପ୍ରଭାବିତ, ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା
ଭୁବନେଶ୍ୱର: ବନ୍ୟା ଯୋଗୁଁ ୮ ଲକ୍ଷ ଲୋକ ପ୍ରଭାବିତ । ଆକାଶ ମାର୍ଗରୁ ୧୨ଟି ବ୍ଲକର ବନ୍ୟା ସ୍ଥିତି ସମୀକ୍ଷା ପରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି କି, ୨ ଲକ୍ଷ ୬୯ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ୧୭ ଓଡ୍ରାଫ୍, ୭ ଏନଡିଆରଏଫ୍, ୧୨୯ ଅଗ୍ନିଶମ ଟିମ୍ ନିୟୋଜିତ ହୋଇଛନ୍ତି। ପାଣି ଛାଡ଼ିବାର ୩ ଦିନ ଭିତରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏସଡିଆରଏଫ୍ ରୁ ୨୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ବନ୍ୟା ପରବର୍ତ୍ତୀ ସ୍ଵାସ୍ଥ୍ୟ ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଆଗାମୀ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ, ସନ୍ଧ୍ୟାରେ ମୁଣ୍ଡଳୀରେ ସର୍ବାଧିକ ବନ୍ୟାଜଳ ପ୍ରବାହିତ ହେବା ଆକଳନ- ଏସଆରସି
ଭୁବନେଶ୍ବର: ରାଜ୍ଯରେ ବିଭିନ୍ନ ସ୍ଥାନରେ ବନ୍ୟା ସ୍ଥିତି ଗମ୍ଭୀର ରହିଛି। ଏଭଳି ସ୍ଥିତିରେ ଅନେକ ସ୍ଥାନରେ ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି । କିଛି ସ୍ଥାନରେ ଘରେ ଘରେ ପଶିଛି ବନ୍ୟାଜଳ । ବନ୍ୟା ସ୍ଥିତିକୁ ନେଇ ଏସଆରସି ସମୀକ୍ଷା କରିଛନ୍ତି। ସେ କହିଛନ୍ତି ଯେ, ରାଜ୍ଯରେ ଉଚ୍ଚ ଓ ମଧ୍ୟମ ଧରଣର ବନ୍ୟା ହୋଇଥିବା କହିପାରିବା। ଆଗାମୀ ୪୮ ଘଣ୍ଟା ଗୁରୁତ୍ବପୂର୍ଣ୍ଣ ରହିଛି। ସନ୍ଧ୍ୟାରେ ମୁଣ୍ଡଳୀରେ ସର୍ବାଧିକ ବନ୍ୟାଜଳ ପାସ କରିବା ଆକଳନ କରାଯାଉଛି। ପାଣି ଘେରରେ ଗାଁଗୁଡିକରେ ସ୍କୁଲ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟାସ୍ଥିତ ଦେଖି ସ୍କୁଲ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟା ମୁକାବିଲାରେ ଦାୟିତ୍ବରେ ସରକାରୀ କର୍ମଚାରୀ ନିୟୋଜିତ ହେବେ। ବର୍ତ୍ତମାନ ହୀରାକୁଦରେ ୨୬ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ପରେ ଗେଟ ଖୋଲିବ । ଆବଶ୍ଯକସ୍ଥଳେ ଲୋକଙ୍କୁ ସ୍ଥାନାନ୍ତର ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ବିଭିନ୍ନ ସ୍ଥାନରେ ଘାଇ ସୃଷ୍ଟି ହୋଇଛି। ସେଥିପାଇଁ ସତର୍କ ରହିବାକୁ କୁହାଯାଇଛି। ଆଗାମୀ ୩ଦିନ ପର୍ଯ୍ଯନ୍ତ ଲୋକମାନେ ସହଯୋଗ କରନ୍ତୁ। ସୁରକ୍ଷା ପାଇଁ ଆବଶ୍ଯକସ୍ଥଳେ ବିଦ୍ଯୁତ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କେନ୍ଦ୍ରାପଡ଼ା, ଯାଜପୁର, ପୁରୀ ଓ ଖୋର୍ଦ୍ଧା ଜିଲ୍ଲା ବନ୍ୟାରେ ବିଶେଷ ପ୍ରଭାବିତ ହୋଇଛି ବୋଲି ଏସଆରସି କହିଛନ୍ତି।