booking tickets - The Sakala

ବାରବାଟୀ ଦିନିକିଆ: ୨ରେ ଅନଲାଇନ୍‌, ୫ ଓ ୬ରେ କାଉଣ୍ଟରରେ ବିକ୍ରି ହେବ ଟିକେଟ୍‌
ଭୁବନେଶ୍ବର: ଐତିହାସିକ ବାରବାଟୀ କ୍ରିକେଟ ଷ୍ଟାଡିୟମ୍‌ରେ ଆୟୋଜିତ ହେବାକୁ ଯାଉଥିବା ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ଦିନିକିଆ ଦିବାରାତ୍ର କ୍ରିକେଟ୍ ମ୍ୟାଚ୍‌ର ଟିକେଟ୍‌ ବିକ୍ରି ନେଇ ତାରିଖ ଘୋଷଣା ହୋଇଯାଇଛି। ବାରବାଟୀ ଦିନିକିଆ ପାଇଁ ପ୍ରଥମ ଟିକେଟ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପ୍ରଦାନ କରାଯାଇଛି। ଓଡ଼ିଶା କ୍ରିକେଟ୍ ସଂଘ (ଓସିଏ) ପକ୍ଷରୁ ସଂପାଦକ ସଞ୍ଜୟ ବେହେରା ମହାପ୍ରଭୁଙ୍କ କରକମଳରେ ମ୍ୟାଚ୍ ଟିକେଟ ଚଢ଼ାଇ ଏହାର ସଫଳ ଆୟୋଜନ ଲାଗି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଫେବ୍ରୁଆରୀ ୯ରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଦିନିକିଆ।

ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦର୍ଶକଙ୍କ ଟିକେଟ୍‌ କିଣି ସାରିଥିବା ବେଳେ ଅନ୍ୟ ଦର୍ଶକମାନଙ୍କ ପାଇଁ ଓଡ଼ିଶା କ୍ରିକେଟ୍ ସଂଘ (ଓସିଏ) ପକ୍ଷରୁ ଟିକେଟ୍‌ କିଣିବାର ବ୍ୟବସ୍ଥା ଦର୍ଶକମାନଙ୍କ ପାଇଁ ଆସନ୍ତା ଫେବ୍ରୁଆରୀ ୨ ତାରିଖରେ ଅନ୍‌ଲାଇନ୍‌ରେ ଉପଲବ୍ଧ ହେବ। ସେହିପରି କ୍ରିକେଟ୍‌ପ୍ରେମୀମାନେ ଆସନ୍ତା ୫-୬ରେ କାଉଣ୍ଟର ଟିକେଟ୍‌ କିଣିପାରିବେ। କ୍ରୀଡ଼ା ଓ ଯୁବ ସେବା ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଏହା ପୂର୍ବରୁ ୨ ତାରିଖ ଦିନ ଅନ୍‌ଲାଇନ୍‌ରେ ୪ ହଜାର ଟିକେଟ୍‌ ବିକ୍ରି କରାଯିବ। ଚଳିତ ଥର ଷ୍ଟାଡିୟମ୍‌ରେ ଫ୍ୟାନ୍‌ ପାର୍କର ବ୍ୟବସ୍ଥା କରାଯିବ।

ରେଳ ଯାତ୍ରାରେ ଛୋଟ ପିଲାଙ୍କ ପାଇଁ ଟିକଟ୍ ବୁକିଂ ନିୟମ ରେ କୌଣସି ପରିବର୍ତ୍ତନ ହୋଇନାହିଁ : ରେଳବାଇ
ନୂଆଦିଲ୍ଲୀ : ନିକଟରେ କିଛି ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଥିଲା ଯେ ଟ୍ରେନ୍‌ରେ ଯାତ୍ରା କରୁଥିବା ପିଲା ମାନଙ୍କ ପାଇଁ ଟିକଟ୍ ବୁକିଂ ନେଇ ଭାରତୀୟ ରେଳ ନିୟମକୁ ପରିବର୍ତ୍ତନ କରିଦେଇଛି। ଏହି ରିପୋର୍ଟଗୁଡିକରେ ଦାବି କରାଯାଇଥିଲା ଯେ, ଏବେ ଏକରୁ ଚାରି ବର୍ଷ ପର୍ଯ୍ୟନ୍ତ ବୟସର ପିଲାମାନଙ୍କ ନିମନ୍ତେ ଟ୍ରେନ୍‌ରେ ଯାତ୍ରା କରିବା ପାଇଁ ଟିକଟ୍ କରିବାକୁ ପଡିବ। ଏହି ଖବରଗୁଡିକ ଏବଂ ଗଣମାଧ୍ୟମର ରିପୋର୍ଟଗୁଡିକ ବିଭ୍ରାନ୍ତିକର। ଏହା ସୂଚିତ କରାଯାଇଛି ଯେ, ଟ୍ରେନ୍‌ରେ ଯାତ୍ରା କରୁଥିବା ପିଲାମାନଙ୍କ ପାଇଁ ଟିକଟ୍ ବୁକିଂ ନେଇ ଭାରତୀୟ ରେଳବାଇ କୌଣସି ପରିବର୍ତ୍ତନ ଆଣିନାହିଁ। ଯାତ୍ରୀଙ୍କର ଚାହିଦା ଅନୁଯାୟୀ, ଟିକଟ୍ କିଣିବା ପାଇଁ ଏବଂ ୫ ବର୍ଷରୁ କମ୍ ପିଲାମାନଙ୍କ ନିମନ୍ତେ ବର୍ଥ ବୁକ୍ କରିବା ପାଇଁ ସେମାନଙ୍କୁ ଏକ ବିକଳ୍ପ ଦିଆଯାଇଛି।

ଯଦି ସେମାନେ ଏକ ପୃଥକ୍ ବର୍ଥ ଚାହୁଁନାହାନ୍ତି, ତେବେ ଏହା ମାଗଣା ରହିଛି ଆଉ  ଯେଉଁ ଭଳି ବ୍ୟବସ୍ଥା ପୂର୍ବରୁ ରହିଆସିଛି। ରେଳ ମନ୍ତ୍ରାଳୟର ୨୦୨୦ ମାର୍ଚ୍ଚ ୬ରେ ଏକ ବିଜ୍ଞପ୍ତିରେ ଦର୍ଶା ଯାଇଥିଲା ଯେ, ୫ ବର୍ଷରୁ କମ୍ ବୟସର ପିଲାମାନଙ୍କୁ ମାଗଣାରେ ଟ୍ରେନ୍ ଯାତ୍ରା କରିବାକୁ ଦିଆଯିବ। ଅଲଗା ବର୍ଥ କିମ୍ବା ଆସନ (ଚେୟାର କାର୍‌) ଦିଆଯିବନାହିଁ। ତେଣୁ ପୃଥକ୍ ବର୍ଥ ଦାବି ନ ହେଲେ କୌଣସି ଟିକଟ୍ କ୍ରୟ କରିବା ଆବଶ୍ୟକ ନାହିଁ । ଯଦି କେହି ୫ ବର୍ଷରୁ କମ୍ ବୟସର ପିଲା ମାନଙ୍କ ନିମନ୍ତେ ସ୍ୱେଚ୍ଛାକୃତ ଭାବରେ ବର୍ଥ/ସିଟ୍ ନେବାକୁ ଚାହାନ୍ତି, ତେବେ ପୂର୍ଣ୍ଣ ବୟସ୍କଙ୍କ ନିମନ୍ତେ ଉଦ୍ଦିଷ୍ଟ ଭଡା ଆଦାୟ କରାଯିବ।