Heavy Rain Alert - The Sakala
ପୁଣି ଏକ ଲଘୁଚାପ ସମ୍ଭାବନା, ଆଜି ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବର୍ଷା ନେଇ ଆଲର୍ଟ ଜାରି
ଭୁବନେଶ୍ୱର: ଲଘୁଚାପଜନିତ ବର୍ଷା ଲାଗି ରହିଥିବାବେଳେ ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଅକ୍ଟୋବର ୯ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ହେବା ନେଇ ଆଶଙ୍କା କରିଛି ଭାରତୀୟ ପାଣିପାଗ ବିଭାଗ।
ଅନ୍ୟପକ୍ଷରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ବର୍ଷାର ପରିମାଣ କମ୍‌ ରହିଥିଲେ ହେଁ ରବିବାର ପର୍ଯ୍ୟନ୍ତ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।
ନବରଙ୍ଗପୁର, ନୂଆପଡ଼ାରେ ପବନ ଓ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଆଦି ଜିଲାରେ ଝଟକା ପବନ ସହିତ ଘଡ଼ଘଡ଼ି ଓ ବର୍ଷା ହେବାର ଆକଳନ କରାଯାଇଛି।
ଭୁବନେଶ୍ବର: ଭାରତ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ସେପ୍ଟେମ୍ବର ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଅବପାତରେ ପରିଣତ ହେବାର ସମ୍ଭାବନା ଅଛି ଏବଂ ୨୭ ତାରିଖ ସକାଳେ ଏହା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ । ଏହାର ପ୍ରଭାବରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ସହିତ ଅନ୍ୟାନ୍ୟ ଦକ୍ଷିଣ ଓଡ଼ିଶା ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ।
ସ୍ବତନ୍ତ୍ର ରିଲିଫ୍ କମିଶନର ଆଜି ଭିଡିଓ କନଫରେନସିଙ୍ଗ ମାଧ୍ଯମରେ ୧୮ ଟି ଜିଲ୍ଲା  ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ ନୂଆପଡାର ଜିଲ୍ଲାପାଳମାନଙ୍କ ସହିତ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ସମ୍ୱନ୍ଧରେ ଆଲୋଚନା କରିଛନ୍ତି । ଏହି ବୈଠକରେ ଜଳ ସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ, ଭାରତ ପାଣିପାଗ ବିଭାଗର ନିର୍ଦ୍ଦେଶିକା, OSDMA ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ, ତଥା ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
ସତର୍କତାମୂଳକ ପଦକ୍ଷେପ ସ୍ବରୁପ ବିଶେଷ ଭାବରେ ପ୍ରଭାବିତ ହେବାକୁଥ‌ିବା ଜିଲ୍ଲା କୋରାପୁଟ ଓ ମାଲକାନାଗିରି ସହିତ ଅନ୍ୟାନ୍ୟ ଜିଲ୍ଲାଗୁଡିକର ଜିଲ୍ଲାପାଳମାନଙ୍କୁ କର୍ମ କ୍ଷେତ୍ରରେ ରହି ପରିସ୍ଥିତିର ମୁକାବିଲା କରିବା ପାଇଁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକ ସ୍ଥଳେ ଅଗ୍ନିଶମ ସେବା ଏବଂ ODRAF ଦଳଗୁଡ଼ିକୁ ନିୟୋଜିତ କରିବା ସ‌ହିତ ଯେକୌଣସି ବନ୍ୟା ପରିସ୍ଥିତିର ମୁକାବିଲା କରିବା ପାଇଁ ଡ୍ରେନେଜ୍ ଇଞ୍ଜିନିୟର/ଅଧିକାରୀମାନଙ୍କୁ ଲୋକ ଏବଂ ଯନ୍ତ୍ରପାତି ସହିତ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଛନ୍ତି । ପରିସ୍ଥିତିର ମୁକାବିଲା ନିମନ୍ତେ ପ୍ରଶାସନ ସଂପୂର୍ଣ ରୂପରେ ପ୍ରସ୍ତୁତ ଅଛନ୍ତି । ରାଜ୍ୟ ସରକାର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି । ଏଥି ନିମନ୍ତେ ଜନସାଧାରଣ କୌଣସି ପ୍ରକାର ଗୁଜବ ଯୋଗୁଁ ଭୟଭୀତ ହେବା ଅନାବଶ୍ୟକ ବୋଲି କୁହାଯାଇଛି।
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପୂର୍ବରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ ବର୍ଷାର ପ୍ରଭାବ ବଢ଼ିବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହି ଲଘୁଚାପ ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆକଳନ କରାଯାଇଥିବା ବେଳେ ୨ ଓ ୩ ତାରିଖରେ ବର୍ଷାର ପ୍ରଭାବ ସବୁଠୁ ଅଧିକ ରହିବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ୨ ଦିନ ପାଇଁ ସାରା ରାଜ୍ୟକୁ ବର୍ଷା ଜନିତ ଆଲର୍ଟ ଜାରି କରାଯାଇଛି।
ଅନ୍ୟପଟେ ବର୍ତ୍ତମାନ ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଅନୁଭୂତ ହୋଇଛି। ଗତ ୩୬ ଘଣ୍ଟାରେ ଦେବଗଡ଼ ୫୫ ମିମି ବର୍ଷା ହୋଇଥିବା ବେଳେ ଗୋପାଳପୁରରେ ୩୪, ଝାରସୁଗୁଡ଼ାରେ ୧୭, ପାରଳାଖେମୁଣ୍ଡି ୩୩, ଖୋର୍ଦ୍ଧା ୩୧ ଓ ନବରଙ୍ଗପୁରରେ ୧୭ ମିମି ବର୍ଷା ରେକର୍ଡ ହୋଇଛି। ଲଘୁଚାପ ପରେ ବର୍ଷାର ପ୍ରଭାବ ଆହୁରି ବଢ଼ିବା ଆଶଙ୍କା କରାଯାଉଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସେପ୍ଟେମ୍ୱର ୨ ରୁ ୪ ତାରିଖ ମଧ୍ୟରେ ଓଡ଼ିଶା ଉପକୂଳ ଏବଂ ଉତ୍ତର ବଙ୍ଗୋପସାଗରରେ ପବନର ବେଗ ୩୦-୪୦ କିଲୋମିଟର ଓ ଝଟକା ପବନ ଘଣ୍ଟାପ୍ରତି ୫୦ କିମି ପହଞ୍ଚିବାର ଆଶଙ୍କା ରହିଛି। ଏଥିପାଇଁ ଓଡ଼ିଶା ଉପକୂଳ ଏବଂ ଉତ୍ତର ବଙ୍ଗୋପସାଗରରେ ସମୁଦ୍ର ସ୍ଥିତି ଅଶାନ୍ତ ରହିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।
ଚଳିତ ବର୍ଷ ମୌସୁମୀ ଋତୁରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୭୪ ମିମି ବର୍ଷା ରେକର୍ଡ ହୋଇଛି। ଏହି ସମୟ ସୁଦ୍ଧା ସ୍ୱାଭାବିକ ବର୍ଷା ୯୨୨ ମିମି ତୁଳନାରେ ବର୍ଷାର ପରିମାଣ ୫ ପ୍ରତିଶତ କମ୍‌ ରହିଛି। ଜିଲ୍ଲାୱାରୀ ସ୍ଥିତି ଦେଖିଲେ ୯ ଟି ଜିଲ୍ଲରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୪ ଜିଲ୍ଲାରେ ସ୍ୱାଭାବିକଠୁ ଅଧିକ ଓ ବାକି ଜିଲ୍ଲାରେ ବର୍ଷାର ପରିମାଣ ସ୍ୱାଭାବିକ ରହିଛି।
ଭୁବନେଶ୍ବର: କେରଳ ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଆକଳନର ୮ ଦିନ ପୂର୍ବରୁ କେରଳ ଛୁଇଁଛି। ସେପଟେ, ମୌସୁମୀ କେରଳ ଛୁଇଁବା ପରେ ଓଡ଼ିଶା ଅନେକ ସ୍ଥାନରେ ପ୍ରାକମୌସୁମୀ ବର୍ଷା ଦେଖିବାକୁ ମିଳିଛି। ଭୁବନେଶ୍ୱର ସମେତ ଅନ୍ୟ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ଜାରି ରହିଛି। ଆସନ୍ତା ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଭଦ୍ରକ, କଟକ, ଯାଜପୁର, କେନ୍ଦ୍ରାପଡା ଓ ଜଗତିଂହପୁର ଏହି ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୩ ଜିଲ୍ଲାକୁ ବିଜୁଳି ଘଡଘଡି ସହ ହଳୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ କେନ୍ଦୁଝର, ମାଲକାନଗିରି , କୋରାପୁଟ,ରାୟଗଡା, ଗଜପତି, ଗଂଜାମ, ଜଗତସିଂହପୁର କେନ୍ଦ୍ରାପଡା କନ୍ଧମାଳକୁ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।
ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତି ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛ। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ସୃଷ୍ଟି ହେବାର ୨ ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ନେଇ ପୂର୍ବାନୁମାନ କରିଛି ବିଭାଗ। ଏହାରି ପ୍ରଭାବରେ ୨୭ ତାରିଖରୁ ୩୦ ତାରିଖ ଯାଏ ରାଜ୍ୟରେ ଭାରି ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ସତର୍କ ରୁହନ୍ତୁ ଏହି ସବୁ ଜିଲ୍ଲାବାସୀ, ଆଗାମୀ ଦୁଇ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି
ଭୁବନେଶ୍ବର : ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିଛି। ପାଗ ଠିକ୍‌ ରହିବା ସହ ଖରା  ହେଉଥିବା ବେଳେ ଅଚାନକ କଳାହାଣ୍ଡିଆ ମେଘ ଘୋଟିଆସୁଛି। ଆଉ ଏହାପରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା-ପବନ ହେଉଛି। ରାଜ୍ୟରେ ଏପରି ସ୍ଥିତି ଆହୁରି ୪ ଦିନ ଲାଗି ରହିବ। ତେବେ ଏହାରି ମଧ୍ୟରେ ଆଗାମୀ ଦୁଇ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଏବଂ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ବିଜୁଳି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯେଉଁଥି ପାଇଁ ଏହି ଦୁଇ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଦୁଇ ଜିଲ୍ଲାରେ ଭୀଷଣ ବଜ୍ରପାତ ସହ ୬୦ରୁ ୭୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।
ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ଆଉ କିଛି ଅଞ୍ଚଳ ବିଜୁଳି ସହିତ ମଧ୍ୟମ ଧରଣର ଝଡ଼ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବାଲେଶ୍ଵର, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କେନ୍ଦୁଝର ଏବଂ କୋରାପୁଟ ଜିଲ୍ଲାର କିଛି ଅଂଶ ପ୍ରଭାବିତ ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ସହ ଏହି ସବୁ ଅଞ୍ଚଳରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଯାହାକୁ ନେଇ ଏହି ସବୁ ଜିଲା ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଏଥି ସହିତ ସୁନ୍ଦରଗଡ଼, ଝାରସୁଗୁଡା, ଅନୁଗୁଳ, ନୂଆପଡା, ଯାଜପୁର, କେନ୍ଦ୍ରପଡା, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାର କିଛି ଅଂଶକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି। ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ଯମ ଧରଣ ବର୍ଷା ହେବା ସହିତ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଅଛି। ଯାହାକୁ ନେଇ ଏହି ଜିଲ୍ଲା ଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ରାଜ୍ୟର ୪ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ସତର୍କ ରହିବାକୁ ଏସଆରସିଙ୍କ ପରାମର୍ଶ
ଭୁବନେଶ୍ୱର: ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ରାଜ୍ୟ ଉପରେ ମୌସୁମୀ ଟ୍ରପ୍‌‌ ଲାଇନ୍‌‌ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରିରହିଛି। ଏହି ସ୍ଥିତି ପ୍ରାୟ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ଅନ୍ୟପଟେ ୧ ଓ ୨ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ମଧ୍ୟ ଆକଳନ ଜାରି କରାଯାଇଛି।
ବଲାଙ୍ଗୀର, ମୟୁରଭଞ୍ଜ, ସମ୍ବଲପୁର ଏବଂ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ଯାତାୟତ କରୁଥିବାବେଳେ ରାସ୍ତାଗୁଡ଼ିକ କମ ଦୃଶ୍ୟମାନ ରହିବ। ରାସ୍ତା , ସେତୁଗୁଡିକର ଜଳମଗ୍ନତା ଏବଂ ନିମ୍ନମାନର ଅଞ୍ଚଳଗୁଡିକର ଜଳମଗ୍ନ ହେବାର ସମ୍ଭାବନା ରହିଛି। ଜଳ ନିଷ୍କାସନ, ଡ୍ରେନେଜ ଚ୍ୟାନେଲର କ୍ଲିୟରାନ୍ସ ଏବଂ ଆବଶ୍ୟକ ସ୍ଥଳେ ପମ୍ପ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପରିସ୍ଥିତିର ତୁରନ୍ତ ସମାଧାନ ପାଇଁ ସ୍ୱତନ୍ତ୍ର ରିଲିଫକମିସନର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଅନୁଗୁଳ, ବୌଦ୍ଧ, ସୋନପୁର, ଢେଙ୍କାନାଳ ଓ ସମ୍ବଲପୁର ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।
ସେହିପରି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨ ତାରିଖ ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ରାଜ୍ୟରେ ଦୁଇଦିନ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ିଜନିତ ବର୍ଷା ଜାରିରହିଛି। ଆଜି ଏବଂ ଆସନତା କାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ପ୍ରବଳ ବର୍ଷା ଆଶଙ୍କାରେ ଆଜି ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ରାଜଧାନୀରେ ଗୁରୁବାର ଦିନ ତମାମ ପାଗ ମେଘୁଆ ରହିଥିବା ବେଳେ ସ୍ଥାନେ ସ୍ଥାନେ ବର୍ଷା ହୋଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ପାରଳାଖେମୁଣ୍ଡିରେ ୨୯ ମିମି ବର୍ଷା ହୋଇଥିବା ବେଳେ ମାଲକାନଗିରିରେ ୨୪, ଢେଙ୍କାନାଳ ୨୮, ପୁରୀରେ ୩୨ ଓ ପାରଦୀପରେ ୧୦ ମିମି ବର୍ଷା ହୋଇଛି। ଏହା ବ୍ୟତୀତ ଅନ୍ୟ ସ୍ଥାନଗୁଡ଼ିକରେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଏହି ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଏହାସହିତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାର ବିଭନ୍ନ ସ୍ଥାନରେ ଆଜି ପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। ଶନିବାର ମଧ୍ୟ ଅନେକ ସ୍ଥାନରେ ସମାନ ସ୍ଥିତି ସହିତ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ଥିବାରୁ ଚେତାବନୀ ଜାରିରହିଛି। ଏହି ସ୍ଥିତି ପାଇଁ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯିବା ସହ ବିଜୁଳି ଘଡ଼ଘଡ଼ିରୁ ବର୍ତ୍ତିବା ପାଇଁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।
ପ୍ରବଳ ବର୍ଷା ପାଇଁ ଟ୍ୱିନ ସିଟିକୁ ସତର୍କତା ଜାରି, ଆବଶ୍ୟକ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ
ଭୁବନେଶ୍ବର: ପ୍ରବଳ ବର୍ଷା ପାଇଁ ଟ୍ୱିନ ସିଟିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଘଡଘଡି ସହ ୨ ରୁ ୩ ସେମି ପର୍ଯ୍ୟନ୍ତ ବର୍ଷା ଆଶଙ୍କା କରାଯାଇଛି। ବର୍ଷା ବେଳେ ଟ୍ରାଫିକ୍‌‌ ସମସ୍ୟା ଦେଖାଯିବା ନେଇ ମଧ୍ୟ ସମ୍ଭାବନା ରହିଛି। ଗାଡିମୋଟର ଧିରେ ଚଳାଚଳ କରିବାକୁ ପରମର୍ଶ ଦିଆଯାଇଛି। ପ୍ରବଳ ବର୍ଷା ସମୟରେ ଘରୁ ନ ବାହାରିବାକୁ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ସେହପରି ଆସନ୍ତା ୨୪ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ଅରେଞ୍ଜ ଓ ୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ନୂଆପଡା, ବଲାଙ୍ଗୀର, ଖୋର୍ଦ୍ଧା, କଟକ, ଅନୁଗୁଳ, ଦେଙ୍କନାଳ, ଦେଓଗଡ, ନୟାଗଡ଼, ପୁରୀ ଏବଂ ଜଗତସିଂହପୁର ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ଯାଜପୁର, ଭଦ୍ରକ, କୋରାପୁଟ,ମାଲକାନଗିରି, ଗଞ୍ଜାମ, କେନ୍ଦ୍ରାପଡ଼ା, କେନ୍ଦୁଝର ସମ୍ବଲପୁର ଏବଂ ଝାରସୁଗୁଡା ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
ଅନ୍ୟପକ୍ଷରେ, ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ ସମ୍ଭାବନା ରହିଛି। ଦୁଇ ଦିନ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ ।  ଆସନ୍ତା ୧୨ ଘଣ୍ଟାରେ ଲଘୁଚାପର ରୂପନେବ ଘୁର୍ଣ୍ଣିବଳୟ। ଏହାର ପ୍ରଭାବରେ ଆଜି ଆଉ କଲି ରାଜ୍ୟରେ ପ୍ରବଳ ବର୍ଷା ଦେଖିବାକୁ ମିଳିବ। କନ୍ଧମାଳ କଲାହାଣ୍ଡିରେ ପବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ଲାଗୁଚପକୁ ନଜରରେ ରଖି ସମୁଦ୍ର ମଧ୍ୟକୁ ମାତ୍ସଜୀବିଙ୍କୁ ଯିବାକୁ ବାରଣ କରାଯାଇଛି। କୌଣସି ବନ୍ଦରକୁ ବିପଦ ସଂକେତ ଦିଆଯାଇନାହିଁ। ଶନିବାର ଠାରୁ ବର୍ଷା ପରିମାଣ କମିବା ସହ କିଛି ସ୍ଥାନରେ ବର୍ଷା ହେବ। ଲଘୁଚାପ ପ୍ରଭାବରେ ଆଜି ଆଉ ଆସନ୍ତା କାଲି ଭୁବନେଶ୍ୱରରେ ବର୍ଷା ହେବ।
ରାଜଧାନୀରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ବିଭିନ୍ନ ସ୍ଥାନରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ
ଭୁବନେଶ୍ବର: ରାଜଧାନୀରେ ଘଡଘଡି ବିଜୁଳି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଅଧିକାଂଶ ଅଞ୍ଚଳରେ ବିଦ୍ୟୁତ ସେବା ମଧ୍ୟ ବ୍ୟାଘାତ ରହିଛି। ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ଟୁଇନ୍‌ ସିଟି ଭୁବନେଶ୍ୱର-କଟକ ପାଇଁ ପ୍ରବଳ ବର୍ଷା ଆଲର୍ଟ ଜାରି ହୋଇଛି। ୭୦ ରୁ ୨୦୦ ମିମି ବର୍ଷିବା ନେଇ ଆକଳନ କରାଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷାରେ ରାଜଧାନୀର ବିଭିନ୍ନ ସ୍ଥାନରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।  ଇସ୍କନ ମନ୍ଦିର ସମ୍ମୁଖରେ ୩ ଫୁଟ ଉଚ୍ଚର ପାଣି ଦେଖିବାକୁ ମିଳିଛି। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।
ଘୁର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ବିଶେଷକରି ୨ରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ପ୍ରକାଶ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌‌ରେ ଆଜି ପାଇଁ ରାଜ୍ୟର ପ୍ରାୟ ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।
ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଏବଂ ଢେଙ୍କନାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ତାରିଖରେ ବର୍ଷାର ପରିମାଣ ଅପେକ୍ଷାକୃତ ବୃଦ୍ଧି ପାଇବା ସହ ପ୍ରାୟ ୧୫ଟି ଜିଲ୍ଲାରେ ଏହା ପ୍ରବଳ ମାତ୍ରାରେ ବର୍ଷିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ୪ ତାରିଖରେ ୭ଟି ଜିଲ୍ଲା ଯଥା ଗଞ୍ଜାମ, ଗଡ଼ପତି, ପୁରୀ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି।
ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଆଜି ୯ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ୱର: ଶନିବାର ପୂର୍ବ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆସନ୍ତା ୪୮ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସକାଳୁ ସକାଳୁ ଟ୍ଵିନ୍‌ ସିଟି ସମେତ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଲାଗିରହିଛି ବର୍ଷାର ପ୍ରଭାବ। କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଏବଂ କଟକ ଜିଲ୍ଲାର କିଛି ସ୍ଥାନରେ ବର୍ଷା ଲାଗିରହିଛି । ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‍ ଅନୁଯାୟୀ ରବିବାର ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, କନ୍ଧମାଳ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୯ ତାରିଖରେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ,ମାଲକାନଗିରି, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ ଯାଜପୁରରେ ପ୍ରବଳ ବର୍ଷା ହେବାର ଥିବାବେଳେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ ତାରିଖରେ ୧୦ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ଅନୁଗୋଳ, କନ୍ଧମାଳ, ନୟାଗଡ଼, ଢେଙ୍କାନାଳ, କଟକ ଓ ଖୋର୍ଦ୍ଧା ଜିଲ୍ଲାକୁ ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅଧା ଓଡ଼ିଶାକୁ ଭିଜାଇବ ବର୍ଷା : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୫ ଜିଲ୍ଲାରେ ବଜ୍ରପାତ ସହ ବର୍ଷା, ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ
ଭୁବନେଶ୍ବର : ସେପ୍ଟେମ୍ବର ୭ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ (ଅର୍ଥାତ୍‌ ୯ ସେପ୍ଟେମ୍ବରରେ) ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
#୭ସେପ୍ଟେମ୍ବର ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ #ଘୁର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ #୪୮ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ #ଲଘୁଚାପ କ୍ଷେତ୍ର ସମ୍ଭାବନା pic.twitter.com/5YurAbre9I
— Meteorological Centre, Bhubaneswar (@mcbbsr) September 5, 2022
ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ଠାରୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବା ଆଶଙ୍କା ଥିବା ବେଳେ ୮ ତାରିଖରୁ ବର୍ଷା ପରିମାଣ ବୃଦ୍ଧି ପାଇବା ସମ୍ଭାବନା ରହିଛି । ୯ ତାରିଖରେ ଅଧା ଓଡ଼ିଶାରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ବିଶେଷ କରି ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଦୁଇ ସପ୍ତାହ ମଧ୍ୟରେ ଦୁଇଟି ଲଘୁଚାପ ଆସୁଥିବାରୁ ରାଜ୍ୟରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।
ସେପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୬ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୨୫ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି ଯାଇଛି।
#Warning for Day-1 to Day-5 pic.twitter.com/i7zgjFnA0m
— Meteorological Centre, Bhubaneswar (@mcbbsr) September 5, 2022
ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ, କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ପ୍ରଭୃତି ୨୫ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।