ASO Exam - The Sakala

୬ ସପ୍ତାହ ମଧ୍ୟରେ ASO ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ: ASO ଚୟନ ଅନିୟମିତତା ମାମଲାରେ ଆଜି ହାଇକୋର୍ଟ ରାୟ ଦେଇଛନ୍ତି। ୬ ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତ ଅବମାନନା ମାମଲାରେ ଓପିଏସସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଖବର ଅନୁଯାୟୀ, ମେ’୧୯ ରାୟକୁ ପାଳନ କରାଯାଇ ନଥିବାରୁ ଅବମାନନା ଏନେଇ ଏକ ଅବମାନନା ମାମଲା ଦାୟର ହୋଇଥିଲା। ସାନି ମେରିଟ୍‌‌ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ରାୟ ଶୁଣାଇଥିଲେ।

ASO ପରୀକ୍ଷାକୁ ନେଇ ହାଇକୋର୍ଟଙ୍କ ବଡ଼ ରାୟ: ଚୂଡ଼ାନ୍ତ ତାଲିକା ପ୍ରକାଶ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ
ଭୁବନେଶ୍ବର: ଏଏସଓ ପରୀକ୍ଷାକୁ ନେଇ ଆଜି ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ଚୂଡ଼ାନ୍ତ ତାଲିକା ପ୍ରକାଶ ଉପରେ ହାଇକୋର୍ଟ ରୋକ୍ ଲଗାଇଛନ୍ତି। ତେବେ କମ୍ପ୍ୟୁଟର ପ୍ରୋଫିସିଏନସି ଟେଷ୍ଟ ଜାରି ରଖିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କମ୍ପ୍ୟୁଟର ଟେଷ୍ଟ ହେଲେ ବି ଚୂଡ଼ାନ୍ତ ତାଲିକା ପ୍ରକାଶ ଉପରେ ରୋକ୍ ଲାଗିଛି। କୋର୍ଟଙ୍କ ବିନା ଅନୁମତିରେ ଓପିଏସି ରେଜଲ୍ଟ ପ୍ରକାଶ କରିପାରିବନି ଏନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା  ଅନଯାୟୀ, ରେଜଲ୍ଟ ବାହାରିବାକୁ ନେଇ ପରୀକ୍ଷାର୍ଥୀଙ୍କ ଭିତରେ ପୂର୍ବରୁ ଅସନ୍ତୋଷ ଦେଖା ଦେଇଥିଲା। ଯାହାକୁ ଓପିଏସ୍‌ସି ଖଣ୍ଡନ କରିଥିଲା। ଏହି ମାମଲା ମଧ୍ୟ ହାଇକୋର୍ଟକୁ ଯାଇଥିଲା।

ଆଜି ଏଏସଓ ପରୀକ୍ଷା: ୪୮୨ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ
କଟକ: ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ପକ୍ଷରୁ ଆଜି ଆସିଷ୍ଟାଣ୍ଟ ସେକ୍ସନ୍‍ ଅଫିସର(ଏଏସଓ) ପରୀକ୍ଷା ଆରମ୍ଭ ହୋଇଯାଇଛି। ରାଜ୍ୟର ପ୍ରାୟ ୨ ଲକ୍ଷ ୧୮ ହାଜର ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଫର୍ମପୂରଣ କରିଛନ୍ତି। ୪୮୨ଟି କେନ୍ଦ୍ରରେ ୩ଟି ସିଟିଂରେ ପରୀକ୍ଷା କରାଯିବ।

ସକାଳ ୯ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ଜେନେରାଲ ଆୱାରନେସ ବିଷୟରେ ପରୀକ୍ଷା ହେବ। ଏହାପରେ ପୂର୍ବାହ୍ନ ୧୧ଟା ୩୦ରୁ ୧ଟା ପର୍ଯ୍ୟନ୍ତ ରିଜୋନିଂ ଏବଂ ଗଣିତ ବିଷୟରେ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ସେହିପରି ଅପରାହ୍ନ ୨ଟା ୩୦ ମିନିଟରୁ ଅପରାହ୍ନ ୪ଟା ୩୦ ଯାଏ ଇଂରାଜୀ, ଓଡ଼ିଆ ଭାଷା ପରୀକ୍ଷା କରାଯିବ ବୋଲି ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ପରୀକ୍ଷା ନିମନ୍ତେ ବିଭିନ୍ନ ଜିଲ୍ଲାରେ ଥିବା ବିଦ୍ୟାଳୟ ଏବଂ କଲେଜଗୁଡିକରେ ପରୀକ୍ଷା କେନ୍ଦ୍ର କରାଯାଇଛି। ଚଳିତବର୍ଷ ୫ଟି ଜୋନ ପରିବର୍ତ୍ତେ ପ୍ରାୟ ୨୦ଟି ଜିଲ୍ଲାରେ ପରୀକ୍ଷା ହେଉଛି। ପରୀକ୍ଷାର ସୁପରିଚାଳନା ନିମନ୍ତେ ଓପିଏସି ପକ୍ଷରୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲାସ୍ତରରେ ସ୍ୱତନ୍ତ୍ର ସ୍କ୍ୱାଡ୍‌ ଗଠନ ହୋଇଥିବା ସୂଚନା ମିଳିଛି।

ସୂଚନା ଥାଉକି, ପୂର୍ବରୁ ଗତ ୨୧ ତାରିଖରେ ଓପିଏସସି ପକ୍ଷରୁ ଏଏସଓ ପଦବୀ ପୂରଣ ପାଇଁ ଲିଖିତ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ଏହା ପରିବର୍ତ୍ତେ ୨୭ ତାରିଖ ପରୀକ୍ଷା ହେବ ବୋଲି ସ୍ଥିର ହୋଇଥିଲା। ଶନିବାର ଯେଉଁ ବିଦ୍ୟାଳୟ ଏବଂ କଲେଜଗୁଡିକରେ ପରୀକ୍ଷା କରାଯାଉଛି ସେଠାରେ ଗୋଟିଏ ଦିନ ପାଇଁ ଏହି ଶିକ୍ଷାନୁଷ୍ଠାନଗୁଡିକୁ ବନ୍ଦ ରଖାଯାଇଛି।

ଆସନ୍ତା ୨୭ ତାରିଖରେ ହେବ ASO ପରୀକ୍ଷା, OPSC ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର: ଆସନ୍ତା ୨୭ରେ ହେବ ASO ପରୀକ୍ଷା । ବନ୍ୟା ଯୋଗୁ ଘୁଞ୍ଚିଥିବା ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ASO) ପରୀକ୍ଷା ଅଗଷ୍ଟ ୨୭ ତାରିଖରେ ହେବ। ଏନେଇ OPSC ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୭ ତାରିଖ ଅର୍ଥାତ୍ ଶନିବାର ଦିନ ASO ପରୀକ୍ଷା ହେବ ।

ଏହି ପରୀକ୍ଷା ୩ଟି ସିଟିଂରେ ହେବ। ପ୍ରଥମ ସିଟିଂ ପରୀକ୍ଷା ସକାଳ ୯ରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ରହିଛି। ଦ୍ୱିତୀୟ ସିଟିଂ ପରୀକ୍ଷା ସାଢ଼େ ୧୧ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ହେବ। ସେହିପରି ତୃତୀୟ ସିଟିଂ ଅପରାହ୍ଣ ୨ଟାରୁ ୪ଟା ୩୦ ପର୍ଯ୍ୟନ୍ତ ହେବ। ତେବେ ଭିନ୍ନକ୍ଷମ ପ୍ରାର୍ଥୀଙ୍କ ପାଇଁ ପରୀକ୍ଷା ସମୟ ଟିକେ ଅଧିକ ରଖାଯାଇଛି। ସେମାନେ ପ୍ରତି ସିଟିଂରେ ଅଧ ଘଣ୍ଟାଏ ଲେଖାଏଁ ଅଧିକ ସମୟ ପାଇବେ।

ପ୍ରଥମ ସିଟିଂରେ ସାଧାରଣ ଜ୍ଞାନ ପରୀକ୍ଷା ହେବ। ଦ୍ୱିତୀୟ ସିଟିଂରେ Reasoning ଓ Meantal Ablility ସହିତ ଗଣିତ ପରୀକ୍ଷା କରାଯିବ। ସେହିପରି ତୃତୀୟ ସିଟିଂରେ ଇଂରାଜୀ ଓ ଓଡ଼ିଆ ପରୀକ୍ଷା ହେବ। ମୋଟ ୭୬୯ଟି ASO ପଦବୀରେ ନିଯୁକ୍ତି ପାଇଁ ଏହି ପରୀକ୍ଷା କରାଯାଉଛି।