Plus 2 - The Sakala

+୨ ଇଣ୍ଟରନାଲ୍‌ ପରୀକ୍ଷା ପାଇଁ ମାର୍ଗଦର୍ଶିକା ଜାରି, ୨୦ରୁ ୬ ଏବଂ ୧୦ରୁ ୩ ମାର୍କ ରଖିଲେ ପାସ୍‌
ଭୁବନେଶ୍ୱର: ଡିସେମ୍ବର ୨୨ତାରିଖରୁ ଯୁୁକ୍ତ ଦୁଇ ଇଣ୍ଟରନାଲ୍‌ ପରୀକ୍ଷା ଆରମ୍ଭ ହୋଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପ୍ରସ୍ତୁତି ଆରମ୍ଭ କରିଛି। ଇଣ୍ଟରନାଲ୍‌ ବା ପ୍ରୋଜେକ୍ଟ ପରୀକ୍ଷାକୁ ସୁଚାରୁଭାବେ କରିବା ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। କେବଳ ରେଗୁଲାର୍‌ ପରୀକ୍ଷାର୍ଥୀମାନେ ଇଣ୍ଟରନାଲ୍‌ ବା ପ୍ରୋଜେକ୍ଟ ପରୀକ୍ଷା ଦେବେ। ମୋଟ୍‌ ୨୦ରୁ ୬ ଏବଂ ୧୦ରୁ ୩ ମାର୍କ ରଖିଲେ କୃତକାର୍ଯ୍ୟ ହେବ। ଯେଉଁ ଛାତ୍ରଛାତ୍ରୀମାନେ ପ୍ରଥମ ସ୍ଲଟ୍‌ ବା ଡିସେମ୍ବର ୨୨ରୁ ୩୧ ମଧ୍ୟରେ ପରୀକ୍ଷା ଦେଇ ନ ପାରିବେ, ସେମାନଙ୍କୁ ଆଉ ଗୋଟିଏ ସୁଯୋଗ ପ୍ରଦାନ କରାଯିବ।

ଜାନୁଆରୀ ୨ରୁ ୧୫ ତାରିଖ ମଧ୍ୟରେ ସେମାନେ ପରୀକ୍ଷା ଦେଇପାରିବେ। ଏକ୍ସ-ରେଗୁଲାର୍‌ ପିଲାଙ୍କୁ ଏହି ପରୀକ୍ଷା ଦେବାକୁ ପଡ଼ିବ ନାହିଁ। ପରୀକ୍ଷାରେ ଅନୁପସ୍ଥିତ ରହୁଥିବା ଛାତ୍ରଛାତ୍ରୀଙ୍କୁ ଫେଲ୍‌ ଭାବେ ଘୋଷଣା କରାଯିବ। ପରୀକ୍ଷାର ପ୍ରଶ୍ନପତ୍ର ପାଟର୍ଣ୍ଣ ମଧ୍ୟ ସିଏଚ୍‌ଏସ୍‌ଇ ପକ୍ଷରୁ ଜାରି କରାଯାଇଛି। ସୂଚନାଯୋଗ୍ୟ, ଫେବୃଆରୀ ତୃତୀୟ ସପ୍ତାହରୁ ବାର୍ଷିକ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ଫେବୃଆରୀ ୧୪ ତାରିଖ ସୁଦ୍ଧା ପିଲାଙ୍କୁ ଆଡମିଟ୍‌ କାର୍ଡ ପ୍ରଦାନ କରାଯିବ। ଚଳିତ ବର୍ଷ ନୂତନ ଭାବେ ୮୯ କେନ୍ଦ୍ରରେ ପରୀକ୍ଷା ହେବ। ସମୁଦାୟ ୧୩୪୯ ପରୀକ୍ଷା କେନ୍ଦ୍ରରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ ବୋଲି ସିଏଚ୍‌ଏସ୍‌ଇ ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ କୁମାର ପରିଡ଼ା ସୂଚନା ଦେଇଛନ୍ତି।

ଆଜିଠୁ +୨ ତୃତୀୟ ପର୍ଯ୍ୟାୟ ନାମଲେଖା ଆବେଦନ
ଭୁବନେଶ୍ୱର: +୨ର ଦୁଇଟି ପର୍ଯ୍ୟାୟ ନାମଲେଖା ପରେ ଖାଲିଥିବା ସିଟ୍‌‌ରେ ନାମଲେଖା ପାଇଁ ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ଆରମ୍ଭ ହେବ ଆବେଦନ। ୨୭ତାରିଖ ପର୍ଯ୍ୟନ୍ତ ଆଶାୟୀ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ନଭେମ୍ୱର ୧ ତାରିଖରେ ମେଧା ତାଲିକା ସମେତ ୱେଟିଂ ତାଲିକା ପ୍ରକାଶ ପାଇବ। ଖାଲିଥିବା ସିଟ୍‌‌ ସଂଖ୍ୟାର ୧୦ଗୁଣ ଛାତ୍ରଛାତ୍ରୀ ୱେଟିଂ ତାଲିକାରେ ସ୍ଥାନ ପାଇବେ। ୨ ରୁ ୫ ତାରିଖ ପର୍ଯ୍ୟନ୍ତ ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ନାମ ଲେଖାଇ ପାରିବେ। ଏହାପରେ ୱେଟିଂ ତାଲିକାରେ ଥିବା ଛାତ୍ରଛାତ୍ରୀମାନେ ୭ ଓ ୮ ତାରିଖ ଅପରାହ୍‌ଣ ୩ଟା ପର୍ଯ୍ୟନ୍ତ ପଞ୍ଜୀକରଣ କରିବା ପରେ ସେହିଦିନ ୪ଟା ୩୦ରେ ଚୂଡ଼ାନ୍ତ ୱେଟିଂ ଲିଷ୍ଟ ପ୍ରକାଶ ପାଇବ। ୧୧ରୁ ୧୩ ତାରିଖ ମଧ୍ୟରେ ନାମଲେଖା ଶେଷ ହେବ। ଯେଉଁ ଛାତ୍ରଛାତ୍ରୀମାନେ ପ୍ରଥମ ଦୁଇଟି ପର୍ଯ୍ୟାୟରେ ନାମ ଲେଖାଇ ନାହାନ୍ତି ବା ଆବେଦନ କରିନାହାନ୍ତି, ସେମାନେ ଆବେଦନ କରିପାରି ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଯୁକ୍ତ ଦୁଇ ଇନ୍‌‌ଷ୍ଟାଣ୍ଟ ପରୀକ୍ଷା ଫର୍ମପୂରଣ ପାଇଁ ପୁନଃ ସୁଯୋଗ: ଜୁନ୍‌‌ ୨୮ରେ ପରୀକ୍ଷା, ଜୁଲାଇ ୧୫ରେ ପ୍ରକାଶ ପାଇବ ରେଜଲ୍ଟ
ଭୁବନେଶ୍ୱର: ସିଏଚ୍‌‌ଏସ୍‌‌ଇ ପରିଚାଳିତ +୨ ଇନ୍‌‌ଷ୍ଟାଣ୍ଟ ପରୀକ୍ଷା ପାଇଁ ଫର୍ମ ପୂରଣ କରିବାକୁ ପୁନଃ ସୁଯୋଗ ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଗତ ୧ରୁ ୫ ତାରିଖ ମଧ୍ୟରେ ଫର୍ମପୂରଣ ହୋଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ଆସନ୍ତା ୧୧ ଓ ୧୨ ତାରିଖରେ ଆଶାୟୀ ଛାତ୍ରଛାତ୍ରୀ ଆ‌ବେଦନ କରିପାରିବେ ବୋଲି ସୂଚନା ଦିଆଯାଇଛି। ୧୩ତାରିଖ ସୁଦ୍ଧା ଆବେଦନକାରୀ ସେମାନଙ୍କର ପ୍ରମାଣପତ୍ର ଅପ୍‌‌ଲୋଡ କରିପାରିବେ। କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାରେ ଇନ୍‌‌ଷ୍ଟାଣ୍ଟ ପରୀକ୍ଷା ପାଇଁ ୨୦ ତାରିଖରେ ଆଡମିଟ୍‌‌ କାର୍ଡ ପ୍ରଦାନ କରାଯିବ। ୨୮ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ ଓ ଜୁଲାଇ ୧୫ରେ ଫଳ ପ୍ରକାଶ କରାଯିବ ବୋଲି ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ ପରିଡ଼ା ସୂଚନା ଦେଇଛନ୍ତି। ଯେଉଁ ଛାତ୍ରଛାତ୍ରୀ ଏଗ୍ରିଗେଟ୍‌‌ ମାର୍କ ରଖି ସମସ୍ତ ବିଷୟରେ ପାସ୍‌‌ କରିଥିବେ ଏବଂ କେବଳ ଗୋଟିଏ ବିଷୟରେ ଫେଲ୍‌‌ ହୋଇଥିବେ, ସେମାନେ ଇନ୍‌‌ଷ୍ଟାଣ୍ଟ ପରୀକ୍ଷା ଦେଇପାରିବେ।

ଅଗଷ୍ଟ ୧ରୁ +୨ ପ୍ରଥମ ବର୍ଷ ପାଠପଢ଼ା, ୭ରୁ ଆରମ୍ଭ ନାମଲେଖା ଆବେଦନ
ଭୁବନେଶ୍ୱର: +୨ ପ୍ରଥମ ବର୍ଷରେ ନାମଲେଖା ପାଇଁ ଆସନ୍ତା ୭ ତାରିଖଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ବିଭାଗରେ ପଢ଼଼ିବାକୁ ଛାତ୍ରଛାତ୍ରୀମାନେ ସାମ୍‌‌ସ ୱେବସାଇଟ୍‌ www.samsodisha.gov.inରେ ଆବେଦନ କରିପାରିବେ। ଜୁଲାଇ ୬ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଜାରି ରହିବ। ଆବେଦନ ଫି’ ବାବଦକୁ ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ୨ଶହ ଟଙ୍କା ଏବଂ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ପାଇଁ ଶହେ ଟଙ୍କା ଧାର୍ଯ୍ୟ କରାଯାଇଛି। ସେହିପରି ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗୀ ଓ ଅନାଥ ପିଲାଙ୍କ ପାଇଁ ନିଶୁଳ୍କ କରାଯାଇଛି। ନାମଲେଖା ସରିବା ପରେ ଅଗଷ୍ଟ ପହିଲାରୁ +୨ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

ପ୍ରକାଶ ପାଇଲା ଏକାଡେମିକ୍‌‌ କ୍ୟାଲେଣ୍ଡର, ମାର୍ଚ୍ଚ ୫ରୁ ହୋଇପାରେ ଯୁକ୍ତ ୨ ପରୀକ୍ଷା
ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନୂଆ ଶିକ୍ଷାବର୍ଷ ପାଇଁ ଏକାଡେମିକ୍‌‌ କ୍ୟାଲେଣ୍ଡର ପ୍ରସ୍ତୁତ କରିଛି। ଆସନ୍ତା ଅଗଷ୍ଟ ପହିଲାରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢ଼଼ା ଆରମ୍ଭ ହେବାକୁ ଥିବା ବେଳେ ଏହା ପୂର୍ବରୁ ୫୦ଟି ସରକାରୀ ଉଚ୍ଚମାଧ୍ୟମିକ ସ୍କୁଲ ଅଧ୍ୟକ୍ଷମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତ ହୋଇଥିବା ଏକାଡେମିକ୍‌‌ କ୍ୟାଲେଣ୍ଡର କାର୍ଯ୍ୟକାରିତା ନେଇ ଅଧ୍ୟକ୍ଷମାନଙ୍କ ମତାମତ ମଧ୍ୟ ନିଆଯାଇଛି। କ୍ୟାଲେଣ୍ଡର ଅନୁସାରେ କାମ କରିବା ସହ ପ୍ରୋକ୍ଟରିଆଲ କ୍ଲାସକୁ ଫୋକସରେ ରଖାଯାଇଛି। ନୂଆ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍‌‌ କ୍ୟାଲେଣ୍ଡର ଉଭୟ ପ୍ରଥମ ଓ ଦ୍ୱିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ କାର୍ଯ୍ୟକାରୀ କରାଯିବ। ଏଥିରେ ପୂଜା ଛୁଟି ପୂର୍ବରୁ ଦ୍ୱିତୀୟ ବର୍ଷର ଇଣ୍ଟରନାଲ ପରୀକ୍ଷା କରାଯିବ।

ଯଦି ଏହି କ୍ୟାଲେଣ୍ଡରରେ କିଛି ପରିବର୍ତ୍ତନ ନ କରାଯାଏ, ତେବେ ଦ୍ୱିତୀୟ ବର୍ଷର ଆନୁଆଲ ପରୀକ୍ଷା ୨୦୨୪ ମାର୍ଚ୍ଚ ୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ ସୁଦ୍ଧା ସରିବ। ସେହିପରି ପ୍ରଥମ ବର୍ଷ ପରୀକ୍ଷା ଏପ୍ରିଲ ୨୫ରୁ ଆରମ୍ଭ କରି ମେ ୫ରେ ସାରି ଖରାଛୁଟି କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ମିଳିଛି।

+୨ ଦ୍ୱିତୀୟ ବର୍ଷର ପ୍ରୋକ୍ଟରିଆଲ କ୍ଲାସର ବି ସମୀକ୍ଷା କରାଯିବ। ଯେଉଁଥିରେ ପ୍ରତି ଶିକ୍ଷକଙ୍କୁ କିଛି ଛାତ୍ରଛାତ୍ରୀଙ୍କ ଦାୟିତ୍ୱ ଦିଆଯାଇଥିଲା। ସେମାନଙ୍କ ପାଠପଢ଼଼ା, ଆବଶ୍ୟକତା ଓ ପ୍ରଦର୍ଶନର ଫିଡବ୍ୟାକ ଶିକ୍ଷକ ଦେବେ। ଏଥିପାଇଁ ଅଗଷ୍ଟ ୨୩ରେ ପ୍ରୋକ୍ଟରିଆଲ ମିଟିଂ ବସିବ। ସେହିପରି ନଭେମ୍ୱର ୨୧ରେ ପ୍ରଥମ ବର୍ଷ ଓ ଡିସେମ୍ୱର ୧୮ରେ ଦ୍ୱିତୀୟ ବର୍ଷର ଅଭିଭାବକ-ଶିକ୍ଷକ ବୈଠକ ବସିବ। ନଭେମ୍ୱର ୧୮ରେ ଜିଲ୍ଲାସ୍ତରୀୟ ହାକାଥନ୍‌‌ର ଆୟୋଜନ ହେବ। ଡିସେମ୍ୱର ୧୩ରୁ ୧୮ ଯାଏ କ୍ରୀଡ଼ା ସପ୍ତାହ ପାଳନ କରାଯିବ।

ଯୁକ୍ତ ଦୁଇରେ ଗତ ବର୍ଷ ଭଳି ଏଥର ମଧ୍ଯ ହେବ ତ୍ରୈମାସିକ ପରୀକ୍ଷା
ଭୁବନେଶ୍ୱର: ଏଥର ଯୁକ୍ତ ଦୁଇରେ ଗତ ବର୍ଷ ଭଳି ତ୍ରୈମାସିକ ବା କ୍ଵାଟର ଏଣ୍ଡ ପରୀକ୍ଷା ଅନୁଷ୍ଠିତ ହେବ। ଗଣଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଜୁନ ୧୮ ରୁ କଲେଜ ଖୋଲିଥିଲେ ସୁଦ୍ଧା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କ୍ଵାଟର ଏଣ୍ଡ ପରୀକ୍ଷା ହେବ ନା ନାହିଁ ସ୍ପଷ୍ଟ କରି ନ ଥିଲା। ଫଳରେ ପିଲାମାନେ ଚିନ୍ତାରେ ଥିଲେ। ଆଜି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଥିଓରୀ ପାଇଁ ୨୦ ଓ ପ୍ରାକ୍ଟିକାଲ ପାଇଁ ୧୦ ମାର୍କ ର ପରୀକ୍ଷା ହେବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ଖୁବ୍ ଶୀଘ୍ର CHSE ପରୀକ୍ଷା ଡେଟ ଘୋଷଣା କରିବ ବୋଲି ସୂଚନା ମିଳିଛି।