coronavirus india - The Sakala

ଦେଶରେ ୨୪ ଘଣ୍ଟାରେ ୨,୭୬୭ କରୋନା ଆକ୍ରାନ୍ତଙ୍କ ମୃତ୍ଯୁ, ୩ ଲକ୍ଷ ୪୯ହଜାର ୬୯୧ ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ଯା ୩ ଲକ୍ଷ ଟପିଲାଣି। ଗତ ୨୪ ଘଣ୍ଟାରେ ଆଉ ୩ ଲକ୍ଷ ୪୯ ହଜାର ୬୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨,୭୬୭ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୯୨ ହଜାର ୩୧୧ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୨,୧୭, ୧୧୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧ କୋଟି ୪୦ ଲକ୍ଷ ୮୫  ହଜାର ୧୧୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୬ ଲକ୍ଷ ୮୨ ହଜାର ୭୫୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ଦେଶରେ ଭୟଙ୍କର ସ୍ଥିତି : ୨୪ ଘଣ୍ଟାରେ ୨,୧୦୨ ମୃତ, ୩ ଲକ୍ଷରୁ ଅଧିକ ପଜିଟିଭ୍‌ ଚିହ୍ନଟ
ନୂଆଦିଲ୍ଲୀ : ଦେଶରେ କରୋନା ବିସ୍ଫୋରକ ରୂପ ଧାରଣ କରିସାରିଛି । ମହାମାରୀ ଅନିୟନ୍ତ୍ରିତ ମନେ ହେଉଛି । ପ୍ରତିଦିନ କୋଭିଡ ସଂକ୍ରମଣର ନୂଆ ରେକର୍ଡ ସାମ୍ନାକୁ ଆସୁଛି। ସାଂଘାତିକ ହେଉଛି କରୋନାର ସେକେଣ୍ଡ ଓ୍ୱେଭ୍ । ସଂକ୍ରମଣ ସହ ହୁ ହୁ ହୋଇ ବଢୁଛି ମୃତ୍ୟୁସଂଖ୍ୟା । ଦୈନିକ ଡେଥ୍ କେସ୍ ଏବେ ମୁଣ୍ଡବିନ୍ଧାର କାରଣ ହୋଇଛି । ଗତ ୨୪ ଘଣ୍ଟାରେ କରୋନାରେ ସାରା ଦେଶରୁ ୨ ହଜାର ୧୦୨୧ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଯାହାକି ବର୍ତ୍ତମାନ ସୁଦ୍ଧା ଦେଶରେ ସର୍ବାଧିକ ।

ଏଥି ସହିତ  ମାତ୍ର ୧୭ ଦିନ ଭିତରେ ଦେଶରେ ଦୈନିକ ସଂକ୍ରମଣ ଲକ୍ଷେରୁ ତିନି ଲକ୍ଷ ଡେଇଁଗଲା । ଏପ୍ରିଲ ୪ ତାରିଖରେ ଦେଶରେ ଦୈନିକ ସଂକ୍ରମଣ ଲକ୍ଷେ ପାର କରିଥିଲା । ଆଜି ଏହି ସଂଖ୍ୟା ୩ ଲକ୍ଷ ଉପରେ । ୧୭ଟି ରାଜ୍ୟରେ ଦୈନିକ ସଂକ୍ରମଣ ଉପରମୁହାଁ ହୋଇଛି।ଗତ୨୪ ଘଣ୍ଟା ମଧ୍ୟରେ ଦେଶରେ ୩.୧୫ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହା ବିଶ୍ୱରେ ରେକର୍ଡ କରିଛି ଭାରତ କରୋନା ସଂକ୍ରମିତଙ୍କ ସଂଖ୍ୟା । ଏହାପୂର୍ବରୁ, ଆମେରିକାରେ ବିଶ୍ୱରେ ଗୋଟିଏ ଦିନରେ ସର୍ବାଧିକ ନୂଆ ସଂକ୍ରମିତ ହେବାର ରେକର୍ଡ ଥିଲା। ଜାନୁଆରୀ ୮, ୨୦୨୧ ରେ, ଆମେରିକାରେ ୩ ଲକ୍ଷ ୭ ହଜାର ୫୭୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିଲେ। ୧୭ ଦିନରେ ଦୈନିକ ସଂକ୍ରମଣ ହାର ରହିଛି ୬.୭୬ ପ୍ରତିଶତ । କିନ୍ତୁ ଆମେରିକାରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେରୁ ତିନି ଲକ୍ଷ ହେବାକୁ ୬୫ ଦିନ ଲାଗିଥିଲା । ଏଥିରୁ ଜଣା ପଡୁଛି, ଏପ୍ରିଲରେ ଦେଶରେ ସଂକ୍ରମଣ ଦ୍ରୁତ ବଢୁଛି । ଆଗକୁ ସ୍ଥିତି ଅଧିକ ସଙ୍ଗୀନ ହୋଇପାରେ ।

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୧୦୦ ଲୋକ ପ୍ରାଣ ହରାଇଥିବା ବେଳେ ବୁଧବାର ଦିନ ୧ ଲକ୍ଷ ୭୯ ହଜାର ୩୭୨ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ସଂକ୍ରମଣ ହେତୁ ଏକ ଲକ୍ଷ ୮୪ ହଜାର ୬୭୨ ଜଣଙ୍କର ମୃତ୍ୟୁ ହୋଇଛି। ଏପର୍ଯ୍ୟନ୍ତ ସମୁଦାୟ ସଂକ୍ରମିତ କରୋନା ସଂଖ୍ୟା ୧ କୋଟି ୫୯ ଲକ୍ଷ ୨୪ ହଜାର ୭୩୨ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଦେଶରେ ୨୨ ଲକ୍ଷ ୮୪ ହଜାର ୨୦୯ ରୋଗୀ ଚିକିତ୍ସିତ ହେଉଛନ୍ତି।

କରୋନା ଲେଉଟାଣି, ଦେଶରେ ୨୪ ଘଣ୍ଟାରେ ୩୫ ହଜାର ୮୭୧ ନୂଆ ଆକ୍ରାନ୍ତ, ୧୭୨ ମୃତ
ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ଯା ପୁଣି ବୃଦ୍ଧି ପାଇବେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ଯ ବଢ଼ି ଚାଲିଛି । ଭାରତରେ ଗତ ୨୪ ଘଣ୍ଟାରେ ୩୫ ହଜାର ୮୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୨୧୬କୁ ବୃଦ୍ଧି ପାଇଥିବ ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୪ ଲକ୍ଷ ୭୪ ହଜାର ୬୦୫ରେ ପହଞ୍ଚିଛି।  ଦେଶରେ ଏବେ ୨ ଲକ୍ଷ ୫୨ ହଜାର ୩୬୪ ଜଣ ସକ୍ରିୟ ରୋଗୀ ଥିବାବେଳେ ୧ କୋଟି ୧୦ ଲକ୍ଷ ୬୩ ହଜାର୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଦେଶରେ ପୁଣି ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ଯା; ୨୪ ଘଣ୍ଟାରେ ୧୪ ହଜାର ୨୬୪ ନୂଆ ଆକ୍ରାନ୍ତ, ୯୦ ମୃତ
ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଉଭୟ ହ୍ରାସ ଓ ବୃଦ୍ଧି ହେଉଥିବାର ଦେଖିବାକୁ ମିଳୁଛି। ୨୪ ଘଣ୍ଟାରେ ୧୪ ହଜାର ୨୬୪ ଜଣ ନୂଆ କୋରନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ପଜିଟିଭଙ୍କ ସଂଖ୍ଯା ୧୦,୯୯୧,୬୫୧କୁ ବୃଦ୍ଧି ପାଇଛି। ୯୦ ଜଣ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧, ୫୬, ୩୦୨ରେ ପହଞ୍ଚିଛି। ୨୪ ଘଣ୍ଟାରେ ଆଉ ୧୧ ହଜାର ୬୬୭ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୬,୮୯,୭୧୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୪୫,୬୩୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।