HPV vaccine - The Sakala

କିଶୋରୀଙ୍କୁ ମିଳିବ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା, ୨୮ରେ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: କିଶୋରୀଙ୍କୁ ମିଳିବ ସର୍ଭିକାଲ କ୍ୟାନ୍ସର ବା ଜରାୟୁ କର୍କଟ ଟୀକା । କିଶୋରୀମାନଙ୍କୁ ସର୍ଭାଇକାଲ୍ କ୍ୟାନ୍ସରରୁ ସୁରକ୍ଷିତ ରଖିବା ପାଇଁ ଖୁବଶୀଘ୍ର ସାରା ଭାରତରେ HPV ବା ହ୍ୟୁମାନ ପାପିଲୋମା ଭାଇରସ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି ।ଓଡ଼ିଶାରେ ଆସନ୍ତା ୨୮ ତାରିଖରେ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ୧୪ ବର୍ଷ ଯାଏଁ ଝିଅଙ୍କୁ ସିଙ୍ଗଲ ଡୋଜ୍ ଦିଆଯିବ । ୧୪ରୁ ବାହାଘର ପର୍ଯ୍ୟନ୍ତ ୩ଟି ଡୋଜ୍ ଦିଆଯିବ । ଏନେଇ ଗାଇଡଲାଇନ୍ ଆଣିଛନ୍ତି କେନ୍ଦ୍ର ସରକାର । ସରକାରଙ୍କ ଏହି ଯୋଜନା ମାଧ୍ୟମରେ ପ୍ରତିବର୍ଷ ଦେଶର ପ୍ରାୟ ୧.୧୫ କୋଟି ୧୪ ବର୍ଷର କିଶୋରୀଙ୍କୁ ସମ୍ପୂର୍ଣ୍ଣ ମାଗଣାରେ ଟିକାକରଣ କରାଯିବ ଏବଂ ଏହି ସୁବିଧା ସମସ୍ତ ସରକାରୀ ଡାକ୍ତରଖାନାରେ ଉପଲବ୍ଧ ହେବ ।

ସେହିପରି ୨୦୨୬-୨୭ ଆର୍ଥିକ ବର୍ଷରେ ମୁଖ୍ୟମନ୍ତ୍ରୀ କର୍କଟ ଚିକିତ୍ସା ଅଭିଯାନ ଆରମ୍ଭ କରିବେ । ଏଥିରେ ୩୧୧ କୋଟି ଟଙ୍କା ଖର୍ଚ୍ଚ ହେବ । ଯେଉଁଥିରେ ସବୁ ପ୍ରକାର କର୍କଟ ରୋଗ ପ୍ରତିହତ କରାଯିବ ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।

ସର୍ଭିକାଲ କ୍ୟାନସର ପାଇଁ ବାହାରିଲା ଟିକା
ନୂଆଦିଲ୍ଲୀ: ଜରାୟୁ କର୍କଟ ବା ସର୍ଭିକାଲ କ୍ୟାନସର ପାଇଁ ବାହାରିଲା ଟିକା। ଦେଶର ପ୍ରଥମ ଜରାୟୁ କର୍କଟ ଟିକା ପ୍ରସ୍ତୁତ କରିଛି ସେରମ ଇନଷ୍ଟିଚ୍ୟୁଟ । କ୍ୱାଡ୍ରିଭାଲାଣ୍ଟ ହ୍ୟୁମାନ୍ ପାପିଲୋମାଭାଇରସ୍ ଭ୍ୟାକ୍ସିନ୍ ପ୍ରସ୍ତୁତ ନେଇ ସେରମ୍ ସିଇଓ ଅଦର ପୁନାୱାଲାଙ୍କ ସୂଚନା ଦେଇଛନ୍ତି। ୨ଶହରୁ ୪ଶହ ଟଙ୍କା ମଧ୍ୟରେ ମିଳିବ ଜରାୟୁ କର୍କଟ ଟିକା। କେନ୍ଦ୍ର ସରକାରଙ୍କ ସହ ଆଲୋଚନା ପରେ ଦର ସ୍ଥିର କରାଯିବ ବୋଲି ପୁନାଓ୍ୱାଲା କହିଛନ୍ତି। ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ଏବଂ ବାୟୋଟେକ୍ନୋଲୋଜି ବିଭାଗ ଗର୍ଭାଶୟ କର୍କଟ ବିରୋଧରେ ଭାରତର ପ୍ରଥମ ସ୍ୱଦେଶୀ ବିକଶିତ ଟିକା ଲଞ୍ଚ କରିଛନ୍ତି।

ସୂଚନା ଅନୁଯାୟୀ, ପ୍ରଥମେ ୯ରୁ ୧୪ବର୍ଷ ବୟସର କିଶୋରୀଙ୍କୁ ଟିକା ଦିଆଯିବ। ଜୁଲାଇ ୧୨ତାରିଖରେ ଟିକାକୁ ମାର୍କେଟ୍ ଅଥରାଇଜେସନ୍ ଦେଇଥିଲା ଡିସିଜିଆଇ। ଦେଶରେ ୧୫ରୁ ୪୪ ବର୍ଷ ବୟସ ମହିଳାଙ୍କୁ ମଧ୍ୟରେ ସର୍ଭିକାଲ କ୍ୟାନସର ଦ୍ବିତୀୟ ସର୍ବାଧିକ ସଂକ୍ରମିତ କରୁଛି । ତେଣୁ ଏପରି ଏକ ସମୟରେ ଟିକାର ଆବଶ୍ୟକତା ରହିଥିବାବେଳେ, ଟିକା ବଜାରକୁ ଆସି ନ ଥିଲା। ଏବେ ଏହି ଟିକା ଦେଶକୁ ମିଳିବାକୁ ଯାଉଛି।