FIFA Under-17 - The Sakala

ଫିଫା ଅଣ୍ଡର ୧୭ ମହିଳା ବିଶ୍ବକପର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ଫିଫା ଅଣ୍ଡର ୧୭ ମହିଳା ବିଶ୍ବକପର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫିଫା ପକ୍ଷରୁ ଜର୍ସି ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଭାରତୀୟ ଟିମ୍‌ ସହ ଫଟୋ ଉଠାଇ କରମର୍ଦ୍ଦନ କରିଛନ୍ତି ମୁଖ୍ୟମନ୍ତ୍ରୀ  । ଫିଫା ଅଣ୍ଡର 17 ବିଶ୍ବକପ୍ ମ୍ୟାଚ୍ ଷ୍ଟାଡିୟମରେ ବସି ଦେଖିପାରିବେ ଦର୍ଶକ । ଖୁବଶୀଘ୍ର ଆରମ୍ଭ ହେବ ଟିକେଟ୍ ବିକ୍ରି । କଳିଙ୍ଗ ଷ୍ଟାଡିୟମରେ ଅକ୍ଟୋବର ୧୧, ୧୪ ଏବଂ ୧୭ରେ ଫିଫା ବିଶ୍ବକପ୍ ମ୍ୟାଚ୍ ଅନୁଷ୍ଠିତ ହେବ ।

ଚଳିତ ମାସ ଶେଷ ଆଡ଼କୁ ଟିକେଟ ବିକ୍ରି ଆରମ୍ଭ ହେବ । ଏଥିସହ ମ୍ୟାଚ୍ ସମୟରେ ଷ୍ଟାଡିମୟରେ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ଉପଲବ୍ଧ କରାଯିବ । ସ୍କୁଲ ଛାତ୍ରଛାତ୍ରୀଙ୍କ ସହ ଫୁଟବଲ କାର୍ନିଭାଲରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଏନେଇ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ନବୀନଙ୍କ ସହ ଏହି କାର୍ଯ୍ୟକ୍ରମରେ ୫ଟି ସଚିବ ଭିକେ ପାଣ୍ଡିଆନ, କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ସଚିବ ଭିନିଲ କ୍ରିଷ୍ଣା ଯୋଗ ଦେଇଛନ୍ତି  । ଏଥିସହ କଳିଙ୍ଗ ଷ୍ଟାଡିୟମରେ ସ୍କୁଲ ଫୁଟବଲ କାର୍ନିଭାଲ ମଧ୍ୟ ଆୟୋଜିତ ହେବ ।