Monday Horoscope (15-03-2021) - The Sakala

ସୋମବାର ରାଶିଫଳ (୧୫-୦୩-୨୦୨୧)
ମେଷ:ଦିନଟିରେ ବ୍ୟସ୍ତବିବ୍ରତ ରହିବେ। ଚାକିରିରେ କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ମହିଳାମାନେ ବିରକ୍ତିମନା ହେବେ। ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ।

ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ବୃଷ: ଏକାଦଶସ୍ଥ ଚନ୍ଦ୍ରଙ୍କ କାରଣରୁ ଆର୍ଥିକ ସମୃଦ୍ଧି ପ୍ରାପ୍ତି ହେବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଚାକିରିରେ ସମ୍ମାନ ପାଇବେ। ବାଣିଜ୍ୟରେ ଲାଭ ହେବ।

ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମିଥୁନ:କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ରାଜନୀତିରେ ଧନସମ୍ମାନ ପ୍ରାପ୍ତି ହେବ। ଚାକିରିରେ ସ୍ଥାୟିତ୍ବ ରହିବ। ପରିବହନ ଓ ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ।

ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କର୍କଟ:ଦିନଟିରେ ଶୃଙ୍ଖଳିତ ଧାରାରେ କର୍ମ ସମାପନ କରିବେ। ସାଂସାରିକ ଦାନଧର୍ମରେ ମନ ରହିବ। ଶିଳ୍ପ , ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ।

ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା

ସିଂହ:କର୍ମକ୍ଷେତ୍ରରେ ସମସ୍ୟା ଘେରରେ ରହିବେ। ମହିଳାମାନେ ହତାଦର ହୋଇପାରନ୍ତି। ରାଜନୀତିରେ ଷଡଯନ୍ତ୍ରରେ ପଡିପାରନ୍ତି। ବାଣିଜ୍ୟରେ ହାନି ହୋଇପାରେ।

ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:ସପ୍ତମସ୍ଥ ଚନ୍ଦ୍ର ଓ ପଞ୍ଚମସ୍ଥ ବୃହସ୍ପତିଙ୍କ କାରଣରୁ ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ରାଜନୀତିରେ ଲୋକପ୍ରିୟ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ।

ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା:ପରିଶ୍ରମର ଫଳ ପାଇବେ। ଆର୍ଥିକ ସ୍ବଚ୍ଛଳତା ରହିବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଶୁଭ ହେବ।

ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ବିଛା:ଚିନ୍ତା କରିଥିବା କାର୍ଯ୍ୟ କେତେକାଂଶରେ ସଫଳ ହେବ। ପ୍ରଶାସନିକ ଦାୟିତ୍ବବୋଧ ରହିବ। ବାଣିଜ୍ୟ ଲାଭଜନକ ରହିବ। ବାଦ୍ୟାର୍ଥୀ ସଫଳ ହେବେ।

ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ଧନୁ:ଘାତ ପ୍ରଭାବ ଥିବାରୁ ଜଟିଳ ପରିସ୍ଥିତି ଦେଇ ଗତି କରିବେ। ମହିଳାମାନେ ଚିନ୍ତାରେ ରହିବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଗ୍ରାହକପ୍ରିୟତା କମିବ।

ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପୀ

ମକର:ଦୃଢ ପଦକ୍ଷେପ ନେଇ ସଫଳ ହେବେ। ଚାକିରିରେ ଧନସମ୍ମାନ ପାଇବେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ଉତ୍ତମ ଆୟ ହେବ।

ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ:ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ। ମହିଳାମାନେ ପରିଶ୍ରମୀ ହେବେ। ଚାକିରିରେ ପ୍ରଶଂସିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ।

ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମୀନ:ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ମହିଳାମାନେ ଉତ୍ସାହିତ ରହିବେ। ପ୍ରଶାସନିକ ପ୍ରଶଂସା ପାଇବେ।ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ।

ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍