Dilip Kumar Tirkey - The Sakala

ହକି ଇଣ୍ଡିଆ ସଭାପତି ପଦବୀ ପାଇଁ ନାମାଙ୍କନ ଭରିଲେ ଦିଲ୍ଲୀପ ତିର୍କି
ଭୁବନେଶ୍ୱର: ହକି ଇଣ୍ଡିଆ ସଭାପତି ପାଇଁ ନୋମିନେସନ କଲେ ଦିଲ୍ଲୀପ ତିର୍କି । ପୂର୍ବତନ ହକି ଅଧିନାୟକ ଦିଲ୍ଲୀପ ତିର୍କି ନୋମିନେସନ କରିବା ପରେ ତାଙ୍କୁ ନେଇ ଚର୍ଚ୍ଚା ଜୋର ଦରିଛି । ଅକ୍ଟୋବର ୧ତାରିଖରେ ହେବ ହକି ଇଣ୍ଡିଆ ସଭାପତି ନିର୍ବାଚନ । ଅକ୍ଟୋବର ୯ତାରିଖ ସୁଦ୍ଧା ପ୍ରକ୍ରିୟା ଶେଷ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଦିଲ୍ଲୀପ ତିର୍କୀ ବର୍ତ୍ତମାନ ଓଡ଼ିଶା ହକି ପ୍ରମୋସନ କାଉନସିଲର ଅଧ୍ୟକ୍ଷ ଅଛନ୍ତି। ଦିଲ୍ଲୀପଙ୍କ ଅଧିନାୟକତ୍ୱରେ ଭାରତୀୟ ହକିଦଳ ଅନେକ ସଫଳତା ହାସଲ କରିଥିଲା। ତେଣୁ  ସେ ଗୋଟିଏ କଦମ ଆଗକୁ ଯାଇ ହକି ଇଣ୍ଡିଆ ସଭାପତି ପଦବୀ ପାଇଁ ନିର୍ବାଚନ ଲଢ଼ୁଛନ୍ତି। ଅକ୍ଟୋବର ୯ ସୁଦ୍ଧା ହକି ଇଣ୍ଡିଆ ନିର୍ବାଚନ ପ୍ରକ୍ରିୟା ଶେଷ ହେବାର ଅଛି। ବିହାର ସରକାରର ପୂର୍ବତନ ର୍ନିବାଚନ ଅଧିକାରୀ ଅଜୟ ନାୟକଙ୍କୁ ଏହି ର୍ନିବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ଭାବରେ ନିଯୁକ୍ତ କରାଯାଇଛି।