Lowpressure - The Sakala

ଆସୁଛି ଲଘୁଚାପ, ୨୨ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା...
ଭୁବନେଶ୍ବର: ରାଜ୍ୟରେ ଆସୁଛି ଆଉ ଏକ ଲଘୁଚାପ । ୨୨ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇପାରେ ଏହି ଲଘୁଚାପ। ଲଘୁଚାପ ସୃଷ୍ଟି ସହ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତିକରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଦକ୍ଷିଣବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତରେ ପରିଣତ ହେବ।  ପରବର୍ତ୍ତୀ ୪୮ ଘଣ୍ଟାରେ ଗତିର ଦିଗ ବଜାୟ ରଖିବା ସହ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର: ପ୍ରବଳ ବର୍ଷା ନେଇ ସତର୍କତା
ଭୁବନେଶ୍ୱର: ଘନୀଭୂତ ହୋଇ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲି ସନ୍ଧ୍ୟାରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ଏକ ସକ୍ରିୟ ଲଘୁଚାପ କ୍ଷେତ୍ର ଭାବେ ସୃଷ୍ଟି ହୋଇଥିଲା। ଲଘୁଚାପଟି ଅଧିକ ଘନୀଭୂତ ହୋଇ ବର୍ତ୍ତମାନ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।

ଏହାର ପ୍ରଭାବରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ସତର୍କତା ଜାରି କରିଛି। ଏହି ଲଘୁଚାପଟି ଅକ୍ଟୋବର ୩ ତାରିଖ ସକାଳ ସମୟରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।

ପ୍ରବଳ ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି | ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ (ପ୍ରବଳ ବର୍ଷା): କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଅନ୍ୟ ୨୫ ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
ଭୁବନେଶ୍ବର: ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ। ଏହା ଧିରେ ଧିରେ ଉତ୍ତରମୁହାଁ ହେବା ସମ୍ଭାବନା ରହିଛି।

ସେପଟେ, ରାଜ୍ୟରେ ବର୍ଷା ସତର୍କତା ନେଇ ଜିଲ୍ଲାପାଳମାନଙ୍କୁ SRCଙ୍କ ଚିଠି। ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ SRC ନିର୍ଦ୍ଦେଶ ଦେଇଛନ୍ତି। ବଜ୍ରପାତ ଅଘଟଣ ଏଡ଼ାଇବାକୁ ଲୋକଙ୍କୁ ସଚେତନ କରାଇବା ସହ କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଜାରି ହୋଇଛି। ବର୍ଷା ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ବର୍ଷା ଓ ବଜ୍ରପାତ ସମୟରେ ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦେଇଛନ୍ତି ।

ଆସୁଛି ଲଘୁଚାପ, ଆଗାମୀ ୭ ଦିନ ଯାଏ ରାଜ୍ୟରେ ଜାରି ରହିବ କାଳବୈଶାଖୀ ପ୍ରଭାବ
ଭୁବନେଶ୍ବର: ଆସୁଛି ଲଘୁଚାପ। ୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବା ପରେ ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରିଛି ବିଭାଗ।

ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ୨୬ ଓ ୨୭ ତାରିଖରେ ରାଜ୍ୟ ସାରା ବର୍ଷା ସମ୍ଭାବନା ରହିଥିବାବେଳେ ସତର୍କତା ଜାରି କରିଛି ପାଣିପାଗ ବିଭଗ। ତେବେ କେରଳ ଆଡକୁ ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ। ଏହି ପ୍ରକ୍ରିୟା ସକ୍ରିୟ ରହିଲେ ମୌସୁମୀ ଓଡ଼ିଶା ଆଗମନ ନେଇ ବାଟ ଫିଟିବ।

ସେପଟେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୬ ଓ ୨୭ ଏହି ଦୁଇଦିନ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସହ ଦକ୍ଷିଣ ଓଡ଼ିଶାର ରାୟଗଡା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା  ରହିଛି। ସେହିପରି ଆସନ୍ତା ୭ ଦିନ ଯାଏ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ବିଜୁଳି ଘଡଘଡି ସହ ବର୍ଷା ଓ ଝଡି ପବନ ବହିବାର  ସମ୍ଭାବନା ରହିଛି।

ଆଗାମୀ ୨୪ ଘଣ୍ଟାରେ ଝାରସୁଗୁଡା, ବରଗଡ, ସମ୍ବଲପୁର ଓ ଦେବଗଡକୁ ବାଦ ଦେଲେ ଅନ୍ୟ ୨୬ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେପଟେ ଆସନ୍ତା ୨୪ ଘଣ୍ଟା ଯାଏ ଗଞ୍ଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା,ପୁରୀ, କଟକ ଜଗତସିଂହପୁର, କେନ୍ଦ୍ରାପଡ। ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଏହି ଏହି ୧୧ ଜିଲ୍ଲାରେ ଉଷ୍ମ ଓ ଆଦ୍ର ସ୍ଥିତି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୨୨ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ୨୪ରେ ନେଇପାରେ ଅବପାତ ରୂପ
ଭୁବନେଶ୍ବର: ଆସନ୍ତା ୨୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି କ୍ରମେ ଘନିଭୂତ ହୋଇ ୨୪ ତାରିଖରେ ଅବପାତ ରୂପ ନେଇପାରେ। ତେବେ ଏହାର ଗତିପଥ ଓ ତୀବ୍ରତା ଇତ୍ୟାଦି ଅସ୍ପଷ୍ଟ ରହିଛି। ଆସନ୍ତା ୩ରୁ ୪ଦିନ ମଧ୍ୟରେ ଏହି ସିଷ୍ଟମ ସମ୍ପର୍କରେ ଅଧିକ ତଥ୍ୟ ମିଳିପାରିବ ବୋଲି କୁହାଯାଇଛି।

ରାଜ୍ୟରେ ୨୭ରେ ଆଉ ଏକ ଲଘୁଚାପ, ୨୯ରେ ଅବପାତ ସମ୍ଭାବନା
ଭୁବନେଶ୍ବର: ରାଜ୍ୟରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା ରହିଥିବା ବେଳେ ଏହାରି ପ୍ରଭାବରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୯ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

୨୭ ରେ #ଲଘୁଚାପ , ୨୯ରେ #ଅବପାତ ସମ୍ଭାବନା !! pic.twitter.com/fyx7wjT31z

— Meteorological Centre, Bhubaneswar (@mcbbsr) November 24, 2023

ଆଜି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ
ଭୁବନେଶ୍ୱର : ରବିବାର ଦକ୍ଷିଣ ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ବିଷୁବ ରେଖା ନିକଟସ୍ଥ ଭାରତ ମହାସାଗର ଏବଂ ତତ୍‍ସଂଲଗ୍ନ ମାଲକା ଷ୍ଟ୍ରେଟ ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିଛି। ଏହା ଏହି ଅଞ୍ଚଳରେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ଦକ୍ଷିଣ ଭାରତ ଉପକୂଳମୁହାଁ ହୋଇପାରେ ବୋଲି ଆକଳନ କରାଯାଇଛି। ଅନ୍ୟପଟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଥିଲା।

ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୩.୮ ଡିଗ୍ରୀ ସେଲ୍‌ଫସିୟସ ରେକର୍ଡ ହୋଇଥିବା ବେଳେ ରବିବାର ଅନେକ ଅଞ୍ଚଳରେ ଘନ କୁହୁଡ଼ି ହୋଇଛି। ଫୁଲବାଣୀ ଓ ସୋନପୁରରେ ଘନ କୁହୁଡ଼ି ହୋଇଥିବା ବେଳେ ଏଠାରେ ଦୃଶ୍ୟମାନ କ୍ଷମତା ୧୦୦ ମିଟରକୁ ଖସିଆସିଛି। ସେହିପରି କଟକ, ଅନୁଗୁଳ, କଳାହାଣ୍ଡି, ଭବାନୀପାଟଣା, ଟିଟଲାଗଡ଼ ଓ କୋରାପୁଟ ଆଦି ଅଞ୍ଚଳରେ ମଧ୍ୟମ ଧରଣର କୁହୁଡ଼ି ହୋଇଛି। ସମ୍ପ୍ରତି ରାଜ୍ୟକୁ ପ୍ରଚୁରମାତ୍ରାରେ ସାମୁଦ୍ରିକ ବାୟୁ ପ୍ରବେଶ କରୁଛି। ଏହି ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ରାତିର ତାପମାତ୍ରା ଦୃଷ୍ଟାନ୍ତମୂଳକ ଭାବେ ବୃଦ୍ଧି ହୋଇଥିବା ବେଳେ କୁହୁଡ଼ି ହେବା ପାଇଁ ମଧ୍ୟ ସହାୟକ ହେଉଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ରାତିତାପମାତ୍ରା ସ୍ୱାଭାବିକଠାରୁ ୮ ଡିଗ୍ରୀ ଅଧିକ ଥିବା ବେଳେ ବାକି ଅଞ୍ଚଳରେ ମଧ୍ୟ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିଛି। ଆସନ୍ତା ୨-୩ ଦିନ ମଧ୍ୟରେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ଆସିବା ଯୋଗୁଁ ତାପମାତ୍ରା ହ୍ରାସ ପାଇବ। ଅଧିକାଂଶ ଅଞ୍ଚଳରେ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବା ଯୋଗୁଁ ବର୍ତ୍ତମାନ ଅପେକ୍ଷା ଥଣ୍ଡା ବଢ଼଼ିବ ବୋଲି ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି।

ସ୍ଥଳ ଭାଗ ମୁହାଁ ଲଘୁଚାପ
ଆଜି ପଶ୍ଚିମ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି । 24 ଘଣ୍ଟା ପରେ ରାଜ୍ୟରେ କମିବ ଲଘୁଚାପର ପ୍ରଭାବ ମୌସୁମୀ ପ୍ରଭାବରେ ରାଜ୍ୟରେ ୧ ଜୁନ ରୁ ୨୦ ସେପ୍ଟେମ୍ବର ମଧ୍ୟରେ ୧୧୪୦.୯ ମିମି ବର୍ଷା ରେକର୍ଡ, ଯାହା ସ୍ୱାଭାବିକ ବର୍ଷା ୧୦୯୧.୧ ମିମି ତୁଳନାରେ ୫% ଅଧିକ କନ୍ଧମାଳ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ସର୍ବାଧିକ ୧୬୪୯.୯ ମିମି (୫୧ ପ୍ରତିଶତ ଅଧିକ ) ଏବଂ ଭଦ୍ରକ ଜିଲ୍ଲାରେ ସର୍ବନିମ୍ନ ୮୩୬.୧ ମିମି (୧୮ ପ୍ରତିଶତ କମ ) ବର୍ଷା ରେକର୍ଡ ଏହି ସମୟ ପରିଧିରେ ୫ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଏବଂ ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ।