Tuesday rasiphala - The Sakala

ମଙ୍ଗଳବାର ରାଶିଫଳ ( ୧୪ - ୧୦ - ୨୦୨୫ )
ମେଷ: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିପାରନ୍ତି। ପେଟ ଜନିତ ସମସ୍ୟା ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ହୋଇପାରେ। ଛାତ୍ରଛାତ୍ରୀ ପଢ଼ାରେ ମନ ଦେବେ।

ବୃଷ: ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ।

ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶରୁ ଲାଭ ପାଇବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି।

କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି। ମନ ପ୍ରସନ୍ନ ରହିବ। ମାନସିକ ଚିନ୍ତା ଦୂର ହେବ। ନୂଆ କାମ ଆରମ୍ଭ କରିବେ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।

ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ।

କନ୍ୟା: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମ ଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ।

ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ଚକ୍ଷୁ ସମସ୍ୟା ଦେଖା ଦେବ।

ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ।

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସ ଖୁସିରେ ସମୟ ଅତିବାହିତ କରିବେ।

କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।

ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।

ମଙ୍ଗଳବାର ରାଶିଫଳ ( ୩୦-୦୯-୨୦୨୫ )
ମେଷ: ପାରିବାରିକ ସମସ୍ୟା ଦେଖାଦେବ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ।

ବୃଷ: ବନ୍ଧୁଙ୍କ ସହଯୋଗ ମିଳିପାରେ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିପାରେ। ଦୀର୍ଘ ଦିନର ଆଶା ପୂରଣ ହେବ।

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ରାଜନେତାଙ୍କ ପାଇଁ ଦିନଟି ଭଲ। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ।

କର୍କଟ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ। ଆୟ ଓ ବ୍ୟୟ ସମାନ ରହିବ।

ସିଂହ: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ବିଦ୍ୟାର୍ଥୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ବନ୍ଧୁ ମିଳନ ଯୋଗ ରହିଛି।

ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜରୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ।  ପରିବାର ସହିତ ହସଖୁସିର ସମୟ ବିତାଇବେ।

ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହୋଇପାରେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କୌଣସି କଥାକୁ ନେଇ ମନ ଉଣା ହୋଇପାରେ।

ଧନୁ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ, ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଦାନ ଧର୍ମ କରନ୍ତୁ।

ମକର: ଶାରୀରିକ ଯନ୍ତ୍ରଣା ଭୋଗିପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ।  ଉଧାର ଟଙ୍କା ଫେରି ପାଇବେ।

କୁମ୍ଭ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଉଧାର ଟଙ୍କା ଫେରି ପାଇବେ।

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ।

ମଙ୍ଗଳବାର ରାଶିଫଳ ( ୧୬-୦୯-୨୦୨୫ )
ମେଷ: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିପାରନ୍ତି। ପେଟ ଜନିତ ସମସ୍ୟା ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ହୋଇପାରେ। ଛାତ୍ରଛାତ୍ରୀ ପଢ଼ାରେ ମନ ଦେବେ।

ବୃଷ: ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ।

ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶରୁ ଲାଭ ପାଇବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି।

କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି। ମନ ପ୍ରସନ୍ନ ରହିବ। ମାନସିକ ଚିନ୍ତା ଦୂର ହେବ। ନୂଆ କାମ ଆରମ୍ଭ କରିବେ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।

ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ।

କନ୍ୟା: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମ ଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ।

ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ଚକ୍ଷୁ ସମସ୍ୟା ଦେଖା ଦେବ।

ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ।

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସ ଖୁସିରେ ସମୟ ଅତିବାହିତ କରିବେ।

କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।

ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।

ମଙ୍ଗଳବାର ରାଶିଫଳ ( ୦୯-୦୯-୨୦୨୫ )
ମେଷ: ଆଶା ପୂରଣ ହେବ। ନୂତନ ବ୍ୟବସାୟ ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରହିବେ। ବ୍ୟବସାୟରେ କ୍ଷତି ହୋଇପାରେ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିିିତି ମଜଭୁତ୍‌ ହେବ।

ବୃଷ: ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ।

ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ଅଫିସ୍‌ ସହକର୍ମୀଙ୍କ ସହଯୋଗରେ ଆଗକୁ ବଢ଼ିବେ।

କର୍କଟ: ଲୋକ ସମ୍ପର୍କ ବୃଦ୍ଧି ପାଇବ। ରାଜନେତାଙ୍କ ପାଇଁ ଦିନଟି ଭଲ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେଇପାରେ। ଅଯଥା କାମରେ ସମୟ ନଷ୍ଟ ହେବ।

ସିଂହ: ଯେକୌଣସି ପରିସ୍ଥିତିକୁ ମୁକାବିଲା କରିବା ଶିଖନ୍ତୁ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ଭଲ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଚାକିରିରେ ବଦଳି ସମ୍ଭାବନା ଅଛି।

ତୁଳା: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ବୁଝାମଣା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ମାନ ସମ୍ମାନ ବୃଦ୍ଧି ପାଇବ।

ବିଛା: ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଅତିଥି ସତ୍କାର କରିବେ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। କୌଣସି କଥାକୁ ନେଇ ମନ ଉଣା କରିପାରନ୍ତି।

ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିବେ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ। ଆୟ ଓ ବ୍ୟୟ ସମାନ ରହିବ।

ମକର: ସମୟର ସଦୁପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହୋଇପାରନ୍ତି। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି।

କୁମ୍ଭ: ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିବେ। ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିପାରନ୍ତି।

ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ।

ମଙ୍ଗଳବାର ରାଶିଫଳ ( ୨- ୦୯- ୨୦୨୫ )
ମେଷ: ଅଟକି ଥିବା କାର୍ଯ୍ୟ ପୂରଣ କରିବେ। ଆପଣଙ୍କ ପାଇଁ ସମୟ ବହୁତ ଭଲ। ନୂତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ଦାନଧର୍ମରେ ସମୟ ଅତିବାହିତ ହେବ।

ବୃଷ: କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥଙ୍କଠାରୁ ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି। ଉଧାର ଟଙ୍କା ଫେରି ପାଇବେ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ମାମଲାରେ ସାବଧାନ ରହିବେ। କଥା କହିବା ସମୟରେ ସଂଯମତା ରକ୍ଷା କରନ୍ତୁ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।

କର୍କଟ: ସାହିତ୍ୟ ସମାବେଶରେ ପ୍ରଶଂସିତ ହୋଇପାରନ୍ତି। ସମୟର ସଦୁପଯୋଗ କରନ୍ତୁ। ପାରିବାରିକ କଳହ ଦେଖା ଦେବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ ।

ସିଂହ: ଆୟ ବ୍ୟୟ ସମାନ ହେବ। ଅକସ୍ମାତ୍‌ ଧନ ଲାଭ ଯୋଗ ରହିଛି। ନିର୍ଦ୍ଧାରିତ ଯୋଜନା ମୁତାବକ କାମ ହେବ। ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ। ନିବେଶରୁ ଲାଭ ମିଳିବ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ନିଜ ଟାର୍ଗେଟ୍‌କୁ ପୂରା କରନ୍ତୁ। ନୂତନ ଯାନବାହନ କ୍ରୟ କରିପାରନ୍ତି। ଅଯଥାରେ କାହା ସହିତ ଯୁକ୍ତିତର୍କ କରନ୍ତୁନି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ତୁଳା: ଆଜିର ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଉତ୍ତମ ବୁଦ୍ଧିରେ କାର୍ଯ୍ୟ ପୂରା କରିବେ। ପ୍ରତିକୂଳ ପରିସ୍ଥିତିରେ ଭାଙ୍ଗି ପଡ଼ନ୍ତୁନି। ସକାରାତ୍ମକ ଚିନ୍ତାଧାରାରେ ଆଗକୁ ବଢ଼ନ୍ତୁ।

ବିଛା: ଅଟକି ଥିବା ଦିଗରୁ ଧନ ମିଳିପାରେ। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ପରିବାରର ଚାପ ଆପଣଙ୍କ ଉପରେ ଅଧÒକ ରହିବ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।

ଧନୁ: ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କଠିନ ପରିଶ୍ରମ କରିବେ। କର୍ମକ୍ଷେତ୍ରରେ ବଡ଼ ଦାୟିତ୍ବ ପାଇପାରନ୍ତି। ଦୂରସ୍ଥାନ ଯାତ୍ରା କରିପାରନ୍ତି। ରାଜନେତାଙ୍କ ପାଇଁ ଦିନଟି ଭଲ।

ମକର: ସରକାରୀ ଚାକିରିଆଙ୍କ ପାଇଁ ଆଜିର ଦିନଟି ବହୁତ ଭଲ। ବନ୍ଧୁଙ୍କ ସହିତ ମନୋରଞ୍ଜନ କରିବେ। ପିଲାମାନେ ପଢ଼ା ପ୍ରତି ଅଧିକ ଧ୍ୟାନ ଦେବେ । ଦିନଟି ବେଶ୍‌ ହସଖୁସିରେ ବିତିବ।

କୁମ୍ଭ: ଅଚାନକ ଆପଣଙ୍କ ମନ ଭିତରେ ପରିବର୍ତ୍ତନ ଆସିବ। ଆର୍ଥିକ ସମସ୍ୟା ରହିବନି। ଅନ୍ୟକୁ ଉଧାର ଦେଇ ଠକି ପାରନ୍ତି। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ଭଗବାନଙ୍କ ପୂଜାର୍ଚ୍ଚନା କରନ୍ତୁ।

ମୀନ: ପାରିବାରିକ ମତଭେଦ ଦେଖା ଦେଇପାରେ । ଅନ୍ୟକୁ ଅଧିକ ବିଶ୍ବାସ କରନ୍ତୁ ନାହିଁ। ମହିଳାମାନେ ଅଯଥା ଖର୍ଚ୍ଚ କରିବେ। ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।

ମଙ୍ଗଳବାର ରାଶିଫଳ ( ୧୯-୦୮-୨୦୨୫ )
ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ।

ବୃଷ: ବନ୍ଧୁ ତଥା ଭାଇଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କର୍କଟ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ।

ସିଂହ: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ବିଦ୍ୟାର୍ଥୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ସାଙ୍ଗଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ।

ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜକୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।

ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ।

ଧନୁ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ, ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।

ମକର: ଶାରୀରିକ ଯନ୍ତ୍ରଣା ଭୋଗିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ।

କୁମ୍ଭ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି।

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।

ମଙ୍ଗଳବାର ରାଶିଫଳ ( ୧୨-୦୮-୨୦୨୫ )
ମେଷ: କୋର୍ଟକଚେରୀ ମାମଲାରୁ ଆଶ୍ବସ୍ତି ମିଳିପାରେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତଯୋଗ ରହିଛି। ମହିଳାମାନେ ଆଳସ୍ୟତା ଅନୁଭବ କରିବେ। ନୂତନ ନିବେଶରୁ କ୍ଷତିଗ୍ରସ୍ତ ହୋଇପାରନ୍ତି।

ବୃଷ: ବିଭିନ୍ନ କାର୍ଯ୍ୟରୁ ସଫଳତା ମିଳିବ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରମାଣିତ ହେବ । ପରିବାରର ସହାୟତା ପାଇବେ । ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଏତେ ଭଲ ନୁହେଁ।

ମିଥୁନ: କୌଣସି ଜରୁରି କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଦାମ୍ପତ୍ୟ ଜୀବନରେ ସମନ୍ୱୟ ରହିବ। ଜୀବନରେ ଆଗକୁ ବଢ଼ିବା ପାଇଁ ସୁଯୋଗ ପାଇବେ। ସନ୍ତାନଙ୍କ ସହ ମୂଲ୍ୟବାନ ସମୟ କଟାଇବେ।

କର୍କଟ: ପରିବାର ସମ୍ବନ୍ଧରେ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଆର୍ଥିକ ଉନ୍ନତି ପାଇଁ ନୂଆ ଉପାୟ ମିଳିବ। ଲଗାତାର ଚେଷ୍ଟା କରି ସଫଳତା ପାଇବେ। ପଡୋଶୀଙ୍କ ସହ ଭୁଲ୍‌ବୁଝାମଣା ହୋଇପାରେ।

ସିଂହ: ଗୁରୁଜନଙ୍କ ପରାମର୍ଶ ନେଇ କାମ ଆରମ୍ଭ କରିବେ। ବ୍ୟବସାୟରେ ସଫଳତା ପାଇବେ। ଦୂରଯାତ୍ରା ପାଇଁ ସୁଯୋଗ ରହିଛି। ପିଲାମାନେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।

କନ୍ୟା: କ୍ୟାରିୟର ପାଇଁ ନୂତନ ଦିଗ ପାଇବେ। କାର୍ଯ୍ୟକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ରହିବ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।

ତୁଳା: କୌଣସି କାର୍ଯ୍ୟରେ ସଫଳତା ନପାଇ ନିରାଶ ରହିପାରନ୍ତି। ସୃଜନଶୀଳ କଳା ପ୍ରତି ଆଗ୍ରହ ବୃଦ୍ଧି ପାଇବ। ମହିଳାମାନେ ଉଚିତ ନିଷ୍ପତ୍ତି ଗ୍ରହଣ କରିପାରିବେ। ନୂତନ ଜମିକ୍ରୟ କରିପାରନ୍ତି।

ବିଛା: ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟରେ ଅବନତି ଦେଖାଦେଇପାରେ। ମାନସିକ ଅବସାଦ ବଢ଼ିବ। ପରୀକ୍ଷାର୍ଥୀଙ୍କ ପାଇଁ ଦିନଟି ବହୁତ ଭଲ।

ଧନୁ: ପାରିବାରିକ ସମ୍ପର୍କ ମଜଭୁତ ହେବ। ଆର୍ଥିକ ଲାଭ ପାଇବାର କିଛି ସୁଯୋଗ ପାଇବେ। ଜୀବନସାଥୀଙ୍କ ପରାମର୍ଶକ୍ରମେ କାର୍ଯ୍ୟ କରିବେ। ଗୁରୁଜନଙ୍କ ଆଶୀର୍ବାଦ ନେଇ ଆଗକୁ ବଢ଼ିବ।

ମକର: ପରିବାର ସହିତ ଆନନ୍ଦଭରା ସମୟକୁ ଅତିବାହିତ କରିବେ। ମହିଳାମାନେ ସ୍ବାଭିମାନୀ ହୋଇ କାର୍ଯ୍ୟ କରିବେ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।

କୁମ୍ଭ: କର୍ମସ୍ଥଳୀରେ କିଛି ନୂତନ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ। ସୁଯୋଗର ସଠିକ୍‌ ଉପଯୋଗ କରିବେ। ଦୀର୍ଘ ଦିନର ଆଶା ପୂରଣ ହୋଇପାରେ। ଉଧାର ଟଙ୍କା ଫେରିପାଇବେ।

ମୀନ: ସ୍ବଭାବରେ ପରିବର୍ତ୍ତନ ଆଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। କୋର୍ଟ କଚେରୀ ମାମଲାରୁ ବିଜୟୀ ହେବେ। ଉଧାର ଟଙ୍କା ଫେରି ପାଇବେ।

ମଙ୍ଗଳବାର ରାଶିଫଳ ( ୦୫-୦୮- ୨୦୨୫ )
ମେଷ: କୋର୍ଟକଚେରୀ ମାମଲାରୁ ଆଶ୍ବସ୍ତି ମିଳିପାରେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତଯୋଗ ରହିଛି। ମହିଳାମାନେ ଆଳସ୍ୟତା ଅନୁଭବ କରିବେ। ନୂତନ ନିବେଶରୁ କ୍ଷତିଗ୍ରସ୍ତ ହୋଇପାରନ୍ତି।

ବୃଷ: ବିଭିନ୍ନ କାର୍ଯ୍ୟରୁ ସଫଳତା ମିଳିବ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରମାଣିତ ହେବ । ପରିବାରର ସହାୟତା ପାଇବେ । ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଏତେ ଭଲ ନୁହେଁ।

ମିଥୁନ: କୌଣସି ଜରୁରି କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଦାମ୍ପତ୍ୟ ଜୀବନରେ ସମନ୍ୱୟ ରହିବ। ଜୀବନରେ ଆଗକୁ ବଢ଼ିବା ପାଇଁ ସୁଯୋଗ ପାଇବେ। ସନ୍ତାନଙ୍କ ସହ ମୂଲ୍ୟବାନ ସମୟ କଟାଇବେ।

କର୍କଟ: ପରିବାର ସମ୍ବନ୍ଧରେ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଆର୍ଥିକ ଉନ୍ନତି ପାଇଁ ନୂଆ ଉପାୟ ମିଳିବ। ଲଗାତାର ଚେଷ୍ଟା କରି ସଫଳତା ପାଇବେ। ପଡୋଶୀଙ୍କ ସହ ଭୁଲ୍‌ବୁଝାମଣା ହୋଇପାରେ।

ସିଂହ: ଗୁରୁଜନଙ୍କ ପରାମର୍ଶ ନେଇ କାମ ଆରମ୍ଭ କରିବେ। ବ୍ୟବସାୟରେ ସଫଳତା ପାଇବେ। ଦୂରଯାତ୍ରା ପାଇଁ ସୁଯୋଗ ରହିଛି। ପିଲାମାନେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।

କନ୍ୟା: କ୍ୟାରିୟର ପାଇଁ ନୂତନ ଦିଗନ୍ତ ପାଇବେ। କାର୍ଯ୍ୟକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ରହିବ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।

ତୁଳା: କୌଣସି କାର୍ଯ୍ୟରେ ସଫଳତା ନପାଇ ନିରାଶ ରହିପାରନ୍ତି। ସୃଜନଶୀଳ କଳା ପ୍ରତି ଆଗ୍ରହ ବୃଦ୍ଧି ପାଇବ। ମହିଳାମାନେ ଉଚିତ ନିଷ୍ପତ୍ତି ଗ୍ରହଣ କରିପାରିବେ। ନୂତନ ଜମିକ୍ରୟ କରିପାରନ୍ତି।

ବିଛା: ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟରେ ଅବନତି ଦେଖାଦେଇପାରେ। ମାନସିକ ଅବସାଦ ବଢ଼ିବ। ପରୀକ୍ଷାର୍ଥୀଙ୍କ ପାଇଁ ଦିନଟି ବହୁତ ଭଲ।

ଧନୁ: ପାରିବାରିକ ସମ୍ପର୍କ ମଜଭୁତ ହେବ। ଆର୍ଥିକ ଲାଭ ପାଇବାର କିଛି ସୁଯୋଗ ପାଇବେ। ଜୀବନସାଥୀଙ୍କ ପରାମର୍ଶକ୍ରମେ କାର୍ଯ୍ୟ କରିବେ। ଗୁରୁଜନଙ୍କ ଆଶୀର୍ବାଦ ନେଇ ଆଗକୁ ବଢ଼ିବ।

ମକର: ପରିବାର ସହିତ ଆନନ୍ଦଭରା ସମୟକୁ ଅତିବାହିତ କରିବେ। ମହିଳାମାନେ ସ୍ବାଭିମାନୀ ହୋଇ କାର୍ଯ୍ୟ କରିବେ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।

କୁମ୍ଭ: କର୍ମସ୍ଥଳୀରେ କିଛି ନୂତନ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ। ସୁଯୋଗର ସଠିକ୍‌ ଉପଯୋଗ କରିବେ। ଦୀର୍ଘ ଦିନର ଆଶା ପୂରଣ ହୋଇପାରେ। ଉଧାର ଟଙ୍କା ଫେରିପାଇବେ।

ମୀନ: ସ୍ବଭାବରେ ପରିବର୍ତ୍ତନ ଆଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। କୋର୍ଟ କଚେରୀ ମାମଲାରୁ ବିଜୟୀ ହେବେ। ଉଧାର ଟଙ୍କା ଫେରି ପାଇବେ।

ମଙ୍ଗଳବାର ରାଶିଫଳ ( ୧-୦୭- ୨୦୨୫ )
ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ।

ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଦେଖା ଦେବ।

ମିଥୁନ: ଯାନବାହନ କିଣିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।

ସିଂହ:ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଆୟର ନୂଆ ଅବସର ପ୍ରାପ୍ତ ହେବ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିପାରେ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।

କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।

ମୀନ: ଭାବିଚିନ୍ତି ନିବେଶ କରନ୍ତୁ। ଅଫିସ୍‌ରେ ସହକର୍ମୀଙ୍କ ସହ ମତାନ୍ତର ଦେଖା ଦେବ। ନୂଆ କାର୍ଯ୍ୟ ଆରମ୍ଭ କରିବାର ଉତ୍ତମ ସମୟ। ସ୍ବାମୀ-ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝମଣା ରହିବ।

ମଙ୍ଗଳବାର ରାଶିଫଳ ( ୨୪- ୦୬- ୨୦୨୫ )
ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ।

ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଦେଖା ଦେବ।

ମିଥୁନ: ଯାନବାହନ କିଣିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।

ସିଂହ:ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଆୟର ନୂଆ ଅବସର ପ୍ରାପ୍ତ ହେବ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।

କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।

ମୀନ: ଭାବିଚିନ୍ତି ନିବେଶ କରନ୍ତୁ। ଅଫିସ୍‌ରେ ସହକର୍ମୀଙ୍କ ସହ ମତାନ୍ତର ଦେଖା ଦେବ। ନୂଆ କାର୍ଯ୍ୟ ଆରମ୍ଭ କରିବାର ଉତ୍ତମ ସମୟ। ସ୍ବାମୀ-ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝମଣା ରହିବ।

ମଙ୍ଗଳବାର ରାଶିଫଳ ( ୧୦- ୦୬- ୨୦୨୫ )
ମେଷ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ଧୈର୍ଯ୍ୟର ସହ କାମ କରନ୍ତୁ। କ୍ୟାରିୟରରେ ଉନ୍ନତି କରିବେ। ଖର୍ଚ୍ଚାନ୍ତ ହୋଇପାରନ୍ତି।

ବୃଷ: ପରିବାର ସଦସ୍ୟଙ୍କ ସହାୟତା ଯୋଗୁଁ ଅଟକି ଥିବା କାମକୁ ପୂରା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବିଦେଶ ଯାତ୍ରା କରିପାରନ୍ତି। ବ୍ୟୟ ଅଧିକ ହେବ। ନୂଆ କାମ ହାତକୁ ଆସିପାରେ ।

ମିଥୁନ: ସୁସମ୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ସାମାଜିକ କାର୍ଯ୍ୟ କରିବାରେ ରୁଚି ବଢ଼ିବ। ସ୍ବାସ୍ଥ୍ୟ ଉପରେ ଧ୍ୟାନ ଦେବେ। ନୂତନ ଜମି କ୍ରୟ କରିପାରନ୍ତି। ଅତିଥି ସତ୍କାର କରିପାରନ୍ତି।

କର୍କଟ: ବ୍ୟବସାୟରେ ଲାଭବାନ ହେବେ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ନିଜର ଦାୟିତ୍ବକୁ ସୁରୁଖୁରୁରେ ସମ୍ଭାଳିବେ। ବନ୍ଧୁଙ୍କ ସହିତ ମଧୁର ବ୍ୟବହାର କରିବେ। ଦୂରସ୍ଥାନ ଯାତ୍ରା କରିପାରନ୍ତି।

ସିଂହ: କାମଚାପ ଅଧିକ ରହିବ। ସ୍ବାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।

କନ୍ୟା: ଆର୍ଥିକ ସ୍ଥିତିରେ ସୁଧାର ଆସିବ। କ୍ୟାରିୟରକୁ ନେଇ ଚିନ୍ତିତ ହୁଅନ୍ତୁନି। ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଦିନସାରା ବ୍ୟସ୍ତ ରହିବା କାରଣରୁ ଥକ୍କାପଣ ଅନୁଭବ କରିବେ।

ତୁଳା: ଘର ମାହୋଲ ଶାନ୍ତିପୂର୍ଣ୍ଣ ରହିବ। କାର୍ଯ୍ୟକ୍ଷେତ୍ରରେ ଚାପ ଯୋଗୁଁ ଅସ୍ଥିରତା ଅନୁଭବ କରିପାରନ୍ତି। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଛାତ୍ରଛାତ୍ରୀ ଖେଳପ୍ରିୟ ହେବେ।

ବିଛା: ବିଦ୍ୟାର୍ଥୀମାନେ ନିଜ କ୍ୟାରିୟରକୁ ଅଧିକ ଗୁରୁତ୍ବ ଦେବା ଦରକାର। ଆଳସ୍ୟ ଓ ଚିନ୍ତାରେ ଦିନଟି ବିତିବ। ପ୍ରେମ ବ୍ୟାପାରରେ ଶୁଭ ଖବର ପାଇବେ । ଘର କାମରେ ବ୍ୟସ୍ତ ରହିପାରନ୍ତି।

ଧନୁ: ନକାରାତ୍ମକ ପ୍ରବୃତ୍ତିର ଲୋକଙ୍କଠାରୁ ଦୂରେଇ ରୁହନ୍ତୁ। ଅଫିସ୍‌ ଓ ଘର କାମରେ ବ୍ୟସ୍ତ ରହିବେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ଆଶା କରିଥÒବା ଦିଗରୁ ଖୁସି ଖବର ମିଳିବ।

ମକର: ଟଙ୍କା ନେଣଦେଣ କାର୍ଯ୍ୟରେ ଅନ୍ୟ ଉପରେ ଅଧିକ ଭରସା କରନ୍ତୁନି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପଡୋଶୀଙ୍କ ସହ ସମ୍ପର୍କ ବଢ଼ିବ।

କୁମ୍ଭ: ପରିସ୍ଥିତି ଅନୁସାରେ କାମ କରନ୍ତୁ। ମନକୁ ଆୟତ୍ତରେ ରଖିବା ଭଲ। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମହିଳାମାନେ ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।

ମୀନ: କର୍ମକ୍ଷେତ୍ରରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପୁରୁଣା ସମସ୍ୟା ଦେଖାଦେଇପାରେ। ପ୍ରେମ ବ୍ୟପାରରେ ଦିନଟି ଭଲରେ ବିତିବ। ବୈବାହିକ ଜୀବନ ସୁଖମୟ ହେବ।

ମଙ୍ଗଳବାର ରାଶିଫଳ (୦୩-୦୬ -୨୦୨୫ )
ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ । ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଉଧାର ଟଙ୍କା ଫେରିପାଇବେ।

ବୃଷ: ନୂତନ କାମ ଆରମ୍ଭ କରିବାକୁ ଭଲ ସମୟ। କୋର୍ଟ ସମ୍ବନ୍ଧୀୟ ମାମଲାର ସମାଧାନ ହେବ। ରାଜନୀତିରେ ନୂଆ ଲୋକଙ୍କ ସହ ମିଳାମିଶା ବଢ଼ିବ। ବନ୍ଧୁଙ୍କଠାରୁ ଆର୍ଥିକ ସାହାଯ୍ୟ ପାଇବେ।

ମିଥୁନ: ଯାନବାହାନ କିଣିବା ଯୋଗ ଅଛି। ପରିବାରକୁ ସମୟ ଦେବେ। ବ୍ୟବସାୟରେ କମ୍ ନିବେଶ କରି ଅଧିକ ଲାଭ ପାଇବେ। ପିଲାଙ୍କ ବଦମାସ ସ୍ବଭାବରେ ପିତାମାତା ବିରକ୍ତି ହୋଇପାରନ୍ତି।

କର୍କଟ: ଦିନଟି ମିଶ୍ରିତଫଳ ପ୍ରଦାନ କରିବ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିପାରେ। ପରିବାରର ଦାୟିତ୍ବଭାର ବଢ଼ିବ। ବ୍ୟବସାୟ ଆରମ୍ଭ କରିବା ପାଇଁ ଅଧÒକ ଅର୍ଥର ଆବଶ୍ୟକ ହେବ।

ସିଂହ: ପାରିବାରିକ ବ୍ୟବସାୟକୁ ଆଗକୁ ନେବେ। ସମ୍ମାନ ହାନି ଯୋଗ ଅଛି। ଚାଷ କ୍ଷେତ୍ରରେ ଲାଭ ମିଳିବ। ଘରେ ପୂଜାପାଠ ଆୟୋଜନ କରିବେ। ଚକ୍ଷୁ ସମସ୍ୟା ହୋଇପାରେ।

କନ୍ୟା: ଅଚାନକ ଖୁସି ଖବର ପାଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ବିଦେଶ ଯାତ୍ରା କରିପାରନ୍ତି। ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖାଦେବ।

ତୁଳା: ସମାଜସେବା ପ୍ରତି ଆଗ୍ରହ ବଢ଼ିବ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିପାରେ। ନୂତନ ଯାନବାହନ କିଣିପାରନ୍ତି। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ଦୀର୍ଘ ଦିନର ଆଶା ପୂରଣ ହେବ।

ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ବିବାହ ସମସ୍ୟା ସମାଧାନ ହେବ। ଘରେ ପୂଜାପାଠ, ଭଜନକୀର୍ତ୍ତନ ଆୟୋଜନ କରିବେ। ଆଳସ୍ୟ ଅନୁଭବ କରିପାରନ୍ତି। ପ୍ରେମରେ ବିଫଳ ହୋଇପାରନ୍ତି।

ଧନୁ: ସନ୍ତାନଙ୍କ କ୍ୟାରିୟରକୁ ନେଇ ଅଭିଭାବକ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କୌଣସି ନୂଆ କାମ ଆରମ୍ଭ କରିପାରନ୍ତି।

ମକର: କର୍ମତତ୍ପର ରହିବେ। ଆଧ୍ୟାତ୍ମିକ ଦିଗରୁ ଦିନଟି ଭଲ। କର୍ମକ୍ଷେତ୍ରରେ କାମ ଚାପ ରହିବ। ଛାତ୍ରଛାତ୍ରୀମାନେ ନୂଆ ବିଷୟ ପାଇଁ ଆଗ୍ରହ ପ୍ରକାଶ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କୁମ୍ଭ: ବ୍ୟବସାୟରୁ ଆଶାଜନକ ଲାଭ ମିଳିବ। କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ। ଭବିଷ୍ୟତ ପାଇଁ ଚିନ୍ତା ବଢ଼ିବ। ନୂଆ ଯୋଜନା କରିପାରନ୍ତି। ବିଦ୍ୟାର୍ଥୀମାନେ ଖେଳକୁଦରେ ସମୟ ବିତାଇବେ।

ମୀନ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପଢ଼ା ପାଇଁ ଅର୍ଥ ନିବେଶ କରିବେ। ଧାର କରଜରୁ ଦୂରେଇ ରହିବେ। ପାରିବାରିକ ସମସ୍ୟାର ସମାଧାନ ହେବ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ।