OTET - The Sakala

ପ୍ରକାଶ ପାଇଲା OTET-୨୦୨୫ ରେଜଲ୍ଟ, ମୋଟ୍‌ ୧ ଲକ୍ଷ ୬ ହଜାର ୪୧ ଜଣ ଉତ୍ତୀର୍ଣ୍ଣ
କଟକ: ପ୍ରକାଶ ପାଇଲା OTET-୨୦୨୫ ରେଜଲ୍ଟ । ୨୦୨୫ ଡିସେମ୍ବର ୧୭ ତାରିଖରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏଥିରେ ପେପର-୧ରେ ୪୫ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୨ ହଜାର ଉତ୍ତୀର୍ଣ୍ଣ ହୋଇଛନ୍ତି। ପେପର-୨ରେ ୧ ଲକ୍ଷ ୮ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୭୩ ହଜାର ୯୫୪ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି । ପେପର-୧ ଓ ପେପର-୨ରେ ମୋଟ୍‌ ୧ ଲକ୍ଷ ୬ ହଜାର ୪୧ ଉତ୍ତୀର୍ଣ୍ଣ ହୋଇଛନ୍ତି । ଅପରାହ୍ନ ୨ଟାରୁ ରେଜଲ୍ଟ ବୋର୍ଡ ୱେବ ସାଇଟ www.bseodisha.ac.in ରେ ଉପଲବ୍ଧ ହେଉଛି । ଉତ୍ତୀର୍ଣ୍ଣ ହୋଇଥିବା ପରୀକ୍ଷାର୍ଥୀମାନେ ଆଜି ଅପରାହ୍ନ ୪ଟା ପରଠାରୁ ଆବଶ୍ୟକ ଫି’ ଦେଇ ଏହି ୱେବ୍‌ ସାଇଟ୍‌ରୁ ସେମାନଙ୍କ ଡିଜିଟାଇଜ୍‌ଡ ସାର୍ଟିଫିକେଟ୍ ଡାଉନ୍‌ଲୋଡ୍ କରିପାରିବେ ବୋଲି ମାଧ୍ୟମକି ଶିକ୍ଷା ପରିଷଦ (BSE) ପକ୍ଷରୁ କୁହାଯାଇଛି।

ସେହିପରି ମେ’ ତୃତୀୟ ସପ୍ତାହରେ ପରବର୍ତ୍ତୀ OTET-୨୦୨୬ ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଆବେଦନ ପାଇଁ ଖୁବ୍‌ଶୀଘ୍ର ତାରିଖ ପ୍ରକାଶ କରାଯିବ ବୋଲି ବୋର୍ଡ କହିଛି। ପରୀକ୍ଷା ତାରିଖ ଓ ସିଲାବସ୍‌ ନେଇ ମଧ୍ୟ ସୂଚନା ଦିଆଯିବ ବୋଲି କୁହାଯାଇଛି।

ଡିସେମ୍ବର ୧୭ରେ ଓଟିଇଟି: ଆଜିଠୁ ଅନଲାଇନ ଆବେଦନ ଆରମ୍ଭ, ୨୫ତାରିଖ ଯାଏଁ କରିପାରିବେ ପରୀକ୍ଷାର୍ଥୀ
କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଆନୁକୂଲ୍ୟରେ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) -୨୦୨୫ ପରୀକ୍ଷା ଆସନ୍ତା ଡିସେମ୍ବର ୧୭ରେ ଅନୁଷ୍ଠିତ ହେବ ବୋଲି ଧାର୍ଯ୍ୟ ହୋଇଛି। ଏ ସଂକ୍ରାନ୍ତରେ ବୋର୍ଡ ପକ୍ଷରୁ ଗତକାଲି ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି। ପ୍ରଥମ ସିଟିଂରେ ପେପର୍‌-୧ ପରୀକ୍ଷା ସକାଳ ୯ଟାରୁ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଓ ଦ୍ୱିତୀୟ ସିଟିଂରେ ପେପର-୨ ପରୀକ୍ଷା ଦିନ୨ଟାରୁ ଅପରାହ୍‌ଣ ସାଢ଼େ ୪ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଆଜିଠାରୁ ଏଥିପାଇଁ ଅନଲାଇନ ଆବେଦନ ପାଇଁ ଲିଙ୍କ୍‌ ବୋର୍ଡ ୱେବସାଇଟ୍‌ରେ ନଭେମ୍ବର ୨୫ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ଉପଲବ୍ଧ ରହିବ। ତେବେ ଫି’ ଦେୟ ଓ ଫର୍ମ ଦାଖଲ ଆସନ୍ତା ନଭେମ୍ବର ୨୬ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ କରାଯାଇପାରିବ। ସେହିଭଳି ଆସନ୍ତା ଡିସେମ୍ବର ୧୦ରୁ ଆଡମିଟ କାର୍ଡ ପ୍ରଦାନ କରାଯିବ।

ପ୍ରକାଶଥାଉକି, ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌  ଯୋଗୁଁ ଗତ ଜୁଲାଇ ୨୦ରେ ଥିବା ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ପରେ ତରବରିଆ ଭାବେ ଅଗଷ୍ଟ ୩୧ରେ ପରୀକ୍ଷା ପାଇଁ ବିଜ୍ଞପ୍ତି ଜାରି କରାଯାଇ ଏହାକୁ ମଧ୍ୟ ସ୍ଥଗିତ ରଖାଯାଇଥିଲା। ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ବୋର୍ଡର ପ୍ରାକ୍ତନ ଉପସଭାପତି ନୀହାର ମହାନ୍ତି ଓ ଡାଟା ଏଣ୍ଟ୍ରି ଅପରେଟର୍‌ ଜିତନ ମହାରଣାଙ୍କ ସମେତ ମୋଟ ୮ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା।

ଅଗଷ୍ଟ ୩୧ରେ ହେବ ସ୍ବତନ୍ତ୍ର OTET ପରୀକ୍ଷା
କଟକ: ଅଗଷ୍ଟ ୩୧ରେ ହେବ ସ୍ବତନ୍ତ୍ର ଓଟିଇଟି ପରୀକ୍ଷା। ଦୁଇଟି ସିଟିଂରେ ପରୀକ୍ଷା କରାଯିବ। ପେପର-୧ ଓ ପେପର-୨ ପରୀକ୍ଷା ହେବ। ପୂର୍ବାହ୍ନ ୯ ଟାରୁ ୧୧ଟା ୩୦ ଯାଏଁ ପ୍ରଥମ ପତ୍ର ପରୀକ୍ଷା ଅନୁଷ୍ଠିତ ହେବ। ଅପରାହ୍ନ ୨ ଟାରୁ ୪ଟା ୩୦ ଯାଏଁ ଦ୍ବିତୀୟ ପତ୍ର ପରୀକ୍ଷା ହେବ। ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ଓ ଭାଇରାଲ ପାଇଁ ବାତିଲ ହୋଇଥିଲା ଓଟିଇଟି ପରୀକ୍ଷା ।

ପ୍ରକାଶ ପାଇଲା ଓଟିଇଟି-୨୦୨୪ ପରୀକ୍ଷା ଫଳ, www.bseodisha.ac.in ସାଇଟରେ ରେଜଲ୍ଟ ଉପଲବ୍ଧ
ଭୁବନେଶ୍ୱର: ପ୍ରକାଶ ପାଇଲା ଓଟିଇଟି-୨୦୨୪ ପରୀକ୍ଷା ଫଳ । ଓଡ଼ିଶା ଟିଚର ଇଲିଜିବିଲିଟି ଟେଷ୍ଟ ଓଟିଇଟି-୨୦୨୪ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ବୋର୍ଡର ୱେବସାଇଟ www.bseodisha.ac.in ରେ ରେଜଲ୍ଟ ଉପଲବ୍ଧ ହୋଇଛି । କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀ ମାନେ ସେମାନଙ୍କ ଡିଜିଟାଲ୍ ସାର୍ଟିଫିକେଟ୍ ଏହି ଓ୍ବେବସାଇଟ୍‌ରୁ ଡାଉନଲୋଡ୍ କରିପାରିବେ । ସେହିଭଳି କୃତକାର୍ଯ୍ୟ ହୋଇନଥିବା ପରୀକ୍ଷାର୍ଥୀ ସେମାନଙ୍କର ସ୍କାନ୍ ହୋଇଥିବା ଓଏମ୍‌ଆର୍ ଉତ୍ତର ଖାତା ଏହି ଓ୍ବେବସାଇଟ୍‌ରୁ ଡାଉନଲୋଡ୍ କରିପାରିବେ । ଯାହା ଆସନ୍ତା ୨୯ ତାରିଖ ଯାଏଁ ଓ୍ବେବସାଇଟ୍‌ରେ ଉପଲବ୍ଧ ହେବ ।

ଓଟିଇଟି ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୨୪ରୁ ଆବେଦନ, ଅଗଷ୍ଟ ୯ରେ ପରୀକ୍ଷା
ଭୁବନେଶ୍ବର: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୪ ତାରିଖରୁ ଆବେଦନ ଆରମ୍ଭ ହେଉଥିବା ବେଳେ ଅଗଷ୍ଟ ୯ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ।

ବିଜ୍ଞପ୍ତି ଅନୁଯାୟୀ, ଓଟିଇଟି ପରୀକ୍ଷା ପାଇଁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଜୁନ୍‌ ୨୪ ତାରିଖରୁ ଆରମ୍ଭ ହେବ। ଆଶାୟୀ ପ୍ରାର୍ଥୀମାନେ ବୋର୍ଡ ୱେବସାଇଟ୍‌ www.bseodisha.ac.inରେ ଜୁଲାଇ ୫ ତାରିଖ ମଧ୍ୟରାତ୍ରି ଯାଏଁ ଆବେଦନ କରିପାରିବେ। ଆବଶ୍ୟକ ଫି’ ଜୁଲାଇ ୬ ତାରିଖ ରାତି ୧୧.୪୫ ସୁଦ୍ଧା ଦାଖଲ କରିବାକୁ ହେବ। ଅଗଷ୍ଟ ୨ରେ ପରୀକ୍ଷାର୍ଥୀମାନଙ୍କୁ ଆଡ୍‌ମିଟ୍‌ କାର୍ଡ ଅନ୍‌ଲାଇନ୍‌ରେ ପ୍ରଦାନ କରାଯିବ। ଅଗଷ୍ଟ ୯ ତାରିଖ ସକାଳ ୯ଟାରୁ ସାଢ଼େ ୧୧ ଟା ପର୍ଯ୍ୟନ୍ତ ପେପର-୧ ପରୀକ୍ଷା ଏବଂ ଅପରାହ୍ଣ ୨ଟାରୁ ସାଢ଼େ ୪ ପର୍ଯ୍ୟନ୍ତ ପେପର-୨ ପରୀକ୍ଷା ହେବ। କୌଣସି ପରିସ୍ଥିତିରେ ମଧ୍ୟ ଆବେଦନର ଅନ୍ତିମ ତାରିଖ ଘୁଞ୍ଚାଯିବ ନାହିଁ ବୋଲି ବୋର୍ଡ ସ୍ପଷ୍ଟ କରିଛି। ଆବେଦନକାରୀମାନେ ଅନ୍‌ଲାଇନ୍‌ ଫର୍ମ ପୂରଣ ବେଳେ ସଚେତନ ହୋଇ ଫର୍ମ ପୂରଣ କରିବେ। ଅନ୍ୟଥା ପରବର୍ତ୍ତୀ ସମୟରେ ଆଉ ପରିବର୍ତ୍ତନ କରାଯାଇପାରିବ ନାହିଁ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

ବଢ଼ିଲା OTET ପାସ୍‌ କରିନଥିବା ଗଣଶିକ୍ଷକଙ୍କ ପାରିଶ୍ରମିକ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ  କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।  ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ ।

ସୂଚନାଯୋଗ୍ୟ ଯେ, 5-T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, OTET ପାସ କରିଥିବା ଗଣଶିକ୍ଷକ ମାନଙ୍କୁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ଭାବରେ ନିୟମିତ କରାଯିବ।   ଏହାଦ୍ୱାରା ରାଜ୍ୟର ୧୪୭୨  ଗଣଶିକ୍ଷକ   ଉପକୃତ ହେଲେ । ସେହିପରି OTET ପାସ କରିନଥିବା ଗଣଶିକ୍ଷକ ମାନଙ୍କ ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାଦ୍ୱାରା ୧୧୨୧ ଜଣ ଗଣଶିକ୍ଷକ  ଉପକୃତ ହେଲେ ।

ଏହାସହିତ ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ OTET ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ପ୍ରଦାନ କରାଯିବ । ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର)  ଉପକୃତ ହେବେ ।

ସରିବାକୁ ବସିଲାଣି ବର୍ଷ, ଆଶା ଆଶଙ୍କାରେ ଓଟିଇଟି-୨୦୨୩ ପରୀକ୍ଷା
କଟକ: ୨୦୨୩ ବର୍ଷ ଶେଷ ହେବାକୁ ବସିଲାଣି। କିନ୍ତୁ ଏ ପର୍ଯ୍ୟନ୍ତ ଚଳିତବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ହୋଇପାରିନାହିଁ। ରାଜ୍ୟରେ ଲକ୍ଷାଧିକ ଆଶାୟୀ କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ଆବେଦନ କରିବାକୁ ଅପେକ୍ଷା କରିଛନ୍ତି। କିନ୍ତୁ ସେମାନଙ୍କୁ ନିରାଶ ହେବାକୁ ପଡ଼ିବ। କାରଣ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ଓଟିଇଟି-୨୦୨୩ ପାଇଁ ବର୍ତ୍ତମାନ ସୁଦ୍ଧା କୌଣସି ଯୋଜନା ପ୍ରସ୍ତୁତ କରାଯାଇନାହିଁ। କେବେ ଏହି ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ଏବଂ ପରୀକ୍ଷା କରାଯିବ ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ଓଟିଇଟି-୨୦୨୩ ବିଳମ୍ବ ହେବା ପ୍ରତିବାଦରେ ରାଜ୍ୟର ବିଭିନ୍ନ ଜିଲ୍ଲାର ଶହଶହ ଆଶାୟୀ ପରୀକ୍ଷାର୍ଥୀ ସୋମବାର ବୋର୍ଡ କାର୍ଯ୍ୟାଳୟ ଘେରଉ କରିଛନ୍ତି। ସେମାନେ ବୋର୍ଡ କର୍ତ୍ତୃପକ୍ଷଙ୍କୁ ଭେଟିବାକୁ ଚାହିଁଥିଲେ ମଧ୍ୟ କୌଣସି ଅଧିକାରୀ ଆସି ନ ଥିଲେ। ଫଳରେ ଆଶାୟୀମାନେ ଅସନ୍ତୋଷ ପ୍ରକାଶ କରିବା ସହ ଧାରଣା ଦେଇଥିଲେ।

ପ୍ରତିବର୍ଷ ବୋର୍ଡ ପକ୍ଷରୁ ଓଟିଇଟି ପରୀକ୍ଷା କରାଯାଉଛି। କିନ୍ତୁ ଗତ ୩ବର୍ଷ ଧରି ସଠିକ ଭାବେ ଏହି ପରୀକ୍ଷା କରାଯାଇପାରୁନାହିଁ। ୨୦୨୦ରେ କରୋନା ନିମନ୍ତେ ପରୀକ୍ଷା ବନ୍ଦ କରିଦିଆଯାଇଥିଲା। ୨୦୨୨ ଶିକ୍ଷାବର୍ଷରେ ଓଟିଇଟି-୨୦୨୧ ପରୀକ୍ଷା କରାଯାଇଥିଲା। ୨୦୨୩ ଶିକ୍ଷାବର୍ଷରେ ଓଟିଇଟି-୨୦୨୨ (ସ୍ପେଶାଲ) ଏବଂ ଓଟିଇଟି-୨୦୨୨ (ଦ୍ୱିତୀୟ) ପରୀକ୍ଷା କରାଯାଇଛି। କିନ୍ତୁ ସେପ୍ଟେମ୍ବର ମାସ ହୋଇସାରିଥିଲେ ମଧ୍ୟ ଓଟିଇଟି-୨୦୨୩ ପାଇଁ ଆଜିପର୍ଯ୍ୟନ୍ତ ପ୍ରକ୍ରିୟା ଆରମ୍ଭ ହୋଇନାହିଁ। ଅନ୍ୟପକ୍ଷରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୧୩ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। କିନ୍ତୁ ରାଜ୍ୟରେ ଓଟିଇଟି ଦେବାକୁ ଥିବା ଏକ ଲକ୍ଷରୁ ଊର୍ଦ୍ଧ୍ବ ଆଶାୟୀ ଏହି ଆବେଦନ କରିପାରିବେନାହିଁ। ତେବେ ଓଟିଇଟି ପରୀକ୍ଷା ସମ୍ପର୍କରେ ବୋର୍ଡ ଉପସଭାପତି ଡ. ନିହାର ରଞ୍ଜନ ମହାନ୍ତିଙ୍କୁ ପଚାରିବାରୁ କହିଥିଲେ, ଏ ନେଇ ସରକାରୀ ସ୍ତରରେ ଆଲୋଚନା ଚାଲିଛି। ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ।

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ
ଭୁବନେଶ୍ବର: ପ୍ରକାଶ ପାଇଲା ଓଡିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ (ଓଟିଇଟି) ପରୀକ୍ଷା ଫଳ। ମାଧ୍ୟମିକ ଶିକ୍ଷା ପରିଷଦର ୱେବ୍ ସାଇଟ୍ www.bseodisha.ac.in ରେ ପରୀକ୍ଷା ଫଳ ଉପଲବ୍ଧ ହୋଇଛି । ପରୀକ୍ଷାର୍ଥୀମାନେ ରୋଲନମ୍ବର ଓ ମୋବାଇଲ ନମ୍ବର ଦେଇ ପରୀକ୍ଷା ଫଳ ଦେଖି ପାରିବେ।

ଓଟିଇଟି ପରୀକ୍ଷା ପୂର୍ବରୁ ପରିଚାଳନା ବିଭ୍ରାଟ! ପେପର-୧ ପରୀକ୍ଷା କେନ୍ଦ୍ର କେନ୍ଦ୍ରାପଡ଼ା ଓ ପେପର-୨ ପରୀକ୍ଷା କେନ୍ଦ୍ର ଅନୁଗୁଳରେ
କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଆସନ୍ତା ଜୁଲାଇ ୧ ତାରିଖରେ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଅନୁଷ୍ଠିତ ହେବ। ହେଲେ ପରୀକ୍ଷା ପୂର୍ବରୁ ଦେଖାଦେଇଛି ପରିଚାଳନା ବିଭ୍ରାଟ। ଓଟିଇଟିର ପେପର-୧ (ପ୍ରଥମ ପତ୍ର) ପରୀକ୍ଷା ଏବଂ ପେପର-୨(ଦ୍ୱିତୀୟ ପତ୍ର) ପରୀକ୍ଷା ଗୋଟିଏ ଦିନରେ ହେଉଥିବାବେଳେ ପରୀକ୍ଷାର୍ଥୀଙ୍କର ଭିନ୍ନଭିନ୍ନ ପରୀକ୍ଷା କେନ୍ଦ୍ର ରହିଛି। କିଛି ପରୀକ୍ଷାର୍ଥୀଙ୍କର କେନ୍ଦ୍ରାପଡ଼ାରେ ପେପର-୧ ପରୀକ୍ଷା କେନ୍ଦ୍ର ଓ ପେପର-୨ ପରୀକ୍ଷା କେନ୍ଦ୍ର ଅନୁଗୁଳରେ ହୋଇଛି। ପ୍ରଥମ ପତ୍ର ପରୀକ୍ଷା ଶେଷ ହେବାର ୨ ଘଣ୍ଟା ମଧ୍ୟରେ ଦ୍ୱିତୀୟ ପତ୍ର ପରୀକ୍ଷା ଆରମ୍ଭ ହେବ। ଏଭଳି ସ୍ଥିତିରେ ଜଣେ ପରୀକ୍ଷାର୍ଥୀ ପ୍ରଥମ ପେପର ପରୀକ୍ଷା ଦେବା ପରେ କିଭଳି ନିର୍ଦ୍ଧାରିତ ସମୟରେ ଦୂର ବାଟକୁ ଯାଇ ଦ୍ୱିତୀୟ ପେପରରେ ପରୀକ୍ଷା ଦେବେ ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଫଳରେ ବହୁ ପରୀକ୍ଷାର୍ଥୀ ଦ୍ୱିତୀୟ ପତ୍ର ପରୀକ୍ଷା ଦେବାରୁ ବଞ୍ଚିତ ହେବାର ସମ୍ଭାବନା ଦେଖାଦେଇଛି।

ବୋର୍ଡ ପକ୍ଷରୁ ପରୀକ୍ଷାର୍ଥୀଙ୍କ ସମସ୍ୟା ଜଣାଇବା ନିମନ୍ତେ ହେଲ୍ପଲାଇନ୍‌‌ ନମ୍ବର ୦୬୭୧-୨୪୧୨୦୫୯ ଏବଂ ୦୬୭୧-୨୪୧୨୦୬୦ ଜାରି କରାଯାଇଛି। କିନ୍ତୁ ଏହି ନମ୍ବରକୁ ଯୋଗାଯୋଗ କଲେ ମଧ୍ୟ କେହି ଫୋନ୍‌‌ ଉଠାଉ ନ ଥିବା ପରୀକ୍ଷାର୍ଥୀଙ୍କ ପକ୍ଷରୁ ଅଭିଯୋଗ ଉଠିଛି। ଏ ସଂକ୍ରାନ୍ତରେ ବୋର୍ଡ ସଭାପତି ରାମାଶିଷ ହାଜରା କହିଛନ୍ତି ଯେ ବୋର୍ଡ ଦ୍ୱାରା କୌଣସି ତ୍ରୁଟି ହୋଇନାହିଁ। ଯଦି କୌଣସି ପରୀକ୍ଷାର୍ଥୀ ଉଭୟ ପ୍ରଥମ ଏବଂ ଦ୍ୱିତୀୟ ପତ୍ରରେ ପରୀକ୍ଷା ଦେବାକୁ ଚାହୁଁଛନ୍ତି, ସେମାନେ ଫର୍ମପୂରଣ କରିବା ସମୟରେ ଗୋଟିଏ ପଞ୍ଜୀକରଣ ନମ୍ବରକୁ ଉଭୟ ପତ୍ର ପରୀକ୍ଷା ପାଇଁ ଦାଖଲ କରିବାର ବ୍ୟବସ୍ଥା ରହିଛି। କିନ୍ତୁ ବହୁ ପରୀକ୍ଷାର୍ଥୀ ପ୍ରଥମ ପତ୍ରର ପଞ୍ଜୀକରଣ ନମ୍ବର ଦେଇଥିବାବେଳେ ସେହି ପଞ୍ଜୀକରଣ ନମ୍ବରକୁ ଦ୍ୱିତୀୟ ପତ୍ର ପରୀକ୍ଷାର ଫର୍ମପୂରଣବେଳେ ଦେଇନାହାନ୍ତି। ଯେଉଁଥିପାଇଁ ଭିନ୍ନ ଭିନ୍ନ ପରୀକ୍ଷା କେନ୍ଦ୍ର ସେମାନଙ୍କର ରହିଛି। ଯେଉଁମାନେ ସଠିକ୍‌‌ ଭାବେ ନିୟମାବଳୀ ଅନୁସାରେ ଫର୍ମପୂରଣ କରିଛନ୍ତି, ସେମାନଙ୍କର ଗୋଟିଏ ପରୀକ୍ଷା କେନ୍ଦ୍ର କରାଯାଇଛି। ତେବେ ଏହି ଅସୁବିଧା ପରୀକ୍ଷାର୍ଥୀଙ୍କ ଦ୍ୱାରା ହୋଇଥିବାବେଳେ କିପରି ଦୂର କରାଯାଇ ପାରିବ ସେଥିପ୍ରତି ଦୃଷ୍ଟି ଦିଆଯାଉଥିବା ସଭାପତି ଶ୍ରୀ ହାଜରା ସୂଚନା ଦେଇଛନ୍ତି।

ଏଠାରେ ସୂଚନା ଯୋଗ୍ୟ ଯେ, ଆସନ୍ତା ଜୁଲାଇ ୧ ତାରିଖରେ ଓଟିଇଟି (ଦ୍ୱିତୀୟ) ପରୀକ୍ଷା ବୋର୍ଡ ଦ୍ୱାରା କରାଯିବ। ପୂର୍ବାହ୍ଣ ୮ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ପ୍ରଥମ ପତ୍ରରେ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ସେହିଭଳି ମଧ୍ୟାହ୍ନ ୧୨ଟାରୁ ଅପରାହ୍ଣ ୨ଟା ୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପତ୍ର ପରୀକ୍ଷା ଚାଲିବ। ଏଥିନିମନ୍ତେ ଗତ ୨୩ ତାରିଖଠାରୁ ଅନ୍‌‌ଲାଇନ୍‌‌ରେ ଆଡ୍‌‌ମିଟ୍‌‌ କାର୍ଡ ପରୀକ୍ଷାର୍ଥୀଙ୍କୁ ଯୋଗାଇଦେବାର ବ୍ୟବସ୍ଥା କରାଯାଇଛି। କିନ୍ତୁ ଆଡ୍‌‌ମିଟ୍‌‌ କାର୍ଡ ପାଇବା ପରେ ପରୀକ୍ଷାର୍ଥୀମାନଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ ଦେଖାଦେଇଛି। ଗୋଟିଏ ଦିନରେ ପରୀକ୍ଷା ଥିବାବେଳେ ବହୁ ଦୂରତ୍ୱ ବ୍ୟବଧାନରେ ଭିନ୍ନ ଭିନ୍ନ ପରୀକ୍ଷା କେନ୍ଦ୍ର ପଡ଼ିଥିବାରୁ ପରୀକ୍ଷାର୍ଥୀମାନେ ଏହାର ପ୍ରତିବାଦ କରିଛନ୍ତି। ଏନେଇ କିଛି ପରୀକ୍ଷାର୍ଥୀ ମୁଖ୍ୟମନ୍ତ୍ରୀ, ‘୫-ଟି’ ସଚିବ, ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ଟ୍ୱିଟ୍‌‌ କରି ଅଭିଯୋଗ କରିଛନ୍ତି। ଏପରିକି ଶନିବାର ବହୁ ପରୀକ୍ଷାର୍ଥୀ ବୋର୍ଡର କଟକସ୍ଥିତ ମୁଖ୍ୟ କାର୍ଯ୍ୟାଳୟକୁ ଆସି କର୍ତ୍ତୃପକ୍ଷଙ୍କୁ ଭେଟିଥିବା ସୂଚନା ମିଳିଛି।

ଶିକ୍ଷକ ନିଯୁକ୍ତି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି; ଏଣିକି ଥରେ ଓଟିଇଟି ପାସ୍ କଲେ ଜୀବନସାରା ଦେବାକୁ ପଡିବନି ପରୀକ୍ଷା
ଭୁବନେଶ୍ବର : ରାଜ୍ୟରେ ଶିକ୍ଷକତା ପାଇଁ ଆବେଦନ କରୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ଥରେ ଓଟିଇଟି ପାସ୍ କଲେ ଜୀବନବ୍ୟାପୀ ରହିବ ବୈଧତା। ଥରେ ଓଟିଇଟି(ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ)ରେ ସଫଳ ହେଲେ ଆଉ ଜୀବନସାରା ପରୀକ୍ଷା ଦେବାକୁ ପଡ଼ିବ ନାହିଁ। ପୂର୍ବରୁ ଓଟିଇଟିର ବୈଧତା ୭ ବର୍ଷ ଥିବା ବେଳେ ରାଜ୍ୟ ସରକାର ଏହାକୁ ଲାଇଫ ଟାଇମ ପାଇଁ ବଢ଼ାଇ ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି।

Candidates once qualified in OTET will be now eligible to appear in recruitments to be held in future for engagement of Teachers in elementary cadre.

— CMO Odisha (@CMO_Odisha) May 12, 2023

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଏଣିକି ଥରେ  ଓଟିଇଟି ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଯେବେ ବି ଶିକ୍ଷକ ନିଯୁକ୍ତି ବାହାରିବ ସେମାନେ ଆବେଦନ କରି ପାରିବେ । ସରକାରଙ୍କ ଏହି ନିଷ୍ପତ୍ତି ଦ୍ୱାରା ସଂଖ୍ୟାଧିକ ଶିକ୍ଷକ ଆଶାୟୀ ସୁଫଳ ପାଇବେ ବୋଲି ମତ ପ୍ରକାଶ ପାଇଛି। କାରଣ ପୁର୍ବରୁ ଯେଉଁଛାତ୍ରଛାତ୍ରୀ ଥରେ ଓଟିଇଟି ପାସ୍‌ କରୁଥିଲେ, ସେମାନେ ୭ ବର୍ଷ ଭିତରେ ଶିକ୍ଷକତା ଚାକିରି କିରିପାରୁନଥିଲେ। ପୁଣିଥରେ ୭ବର୍ଷ ପରେ ପରୀକ୍ଷା ଦେବାକୁ ପଡୁଥିଲା। କିନ୍ତୁ ରାଜ୍ୟ ସରକାରଙ୍କ ଆଜିର ନିଷ୍ପତ୍ତି ପରେ ଯେଉଁ ପ୍ରାର୍ଥୀ ଥରେ ଓଟିଇଟିରେ ସଫଳ ହେବେ ସେ ସାରା ଜୀବନ ଶିକ୍ଷକତା ପାଇଁ ଆବେଦନ କରିବାକୁ ଯୋଗ୍ୟ ବିବେଚିତ ହେବେ। ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ଶିକ୍ଷକତା ପାଇଁ ଓଟିଇଟିରେ ଯୋଗ୍ୟ ପ୍ରାର୍ଥୀ ଆବେଦନ କରିପାରିବେ।

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ, ୱେବସାଇଟରେ ଦେଖିପାରିବେ ରେଜଲ୍ଟ
କଟକ : ପ୍ରକାଶ ପାଇଲା ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ଫଳ। ରାଜ୍ୟରେ ଶିକ୍ଷକ ନିଯୁକ୍ତି ପାଇଁ ହେଉଥିବା ପରୀକ୍ଷା ଓଟିଇଟି (ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା)ର ଫଳ ପ୍ରକାଶ ପାଇଛି। ପରୀକ୍ଷାର ମୋଟ ପାସ ହାର ୪୯.୮୪ % ରହିଛି। ପେପର- ୧ ରେ ପାସ ହାର ୪୭.୯୭ % ରହିଛି। ପେପର -୨ ରେ ପାସ ହାର ୫୬% ରହିଛି।

ସୂଚନା ଅନୁଯାୟୀ, ମୋଟ ୩୨୪୪୮ ପରୀକ୍ଷାର୍ଥୀ  ଦେଇଥିଲେ ପରୀକ୍ଷା। ସେଥିମଧ୍ଯରୁ ୧୬୧୭୧ ଜଣ ପରୀକ୍ଷାର୍ଥୀ ପାସ ହୋଇଛନ୍ତି। ଗତବର୍ଷ ଅଗଷ୍ଟ ମାସରେ ହୋଇଥିଲା ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶାର ଅଫିସିଆଲ୍‌ ୱେବ୍‌ସାଇଟ୍‌ http://www.bseodisha.ac.in/ ରେ ଲଗ୍‌ ଇନ୍‌ କରି ପରୀକ୍ଷାର୍ଥୀମାନେ ତାଙ୍କର ରେଜଲ୍ଟ ଜାଣିପାରିବେ। ପରୀକ୍ଷାର୍ଥୀମାନେ ସେମାନଙ୍କ ରୋଲ୍‌ ନମ୍ୱର ବା ନାଁ ସବମିଟ୍‌ କରିବା ପରେ ରେଜଲ୍ଟ ଦେଖିପାରିବେ।

OTET-୨୦୨୨ ଦ୍ୱିତୀୟ ପରୀକ୍ଷା ପାଇଁ ଆସନ୍ତା ୧୦ରୁ ଆରମ୍ଭ ହେବ ଅନଲାଇନରେ ଆବେଦନ ପ୍ରକ୍ରିୟା
ଭୁବନେଶ୍ୱର: ଓଡିଶା ଟିଚର ଏଲିଜିବିଲିଟ ଟେଷ୍ଟ ( ଓଟିଇଟି) ୨୦୨୨ ଦ୍ୱିତୀୟ ପରୀକ୍ଷା ପାଇଁ ଆବେଦନ ଆହ୍ୱାନ କରାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳନା କରୁଛି ଏହି ପରୀକ୍ଷା। ଆବେଦନ କରିବାକୁ ଚାହୁଁଥିବା ପ୍ରାର୍ଥୀ ମାନେ ଆସନ୍ତା ୧୦ ତାରିଖ ସକାଳ ୧୦ ଟାରୁ ୧୯ ତାରିଖ ମଧ୍ୟ ରାତ୍ର ପର୍ଯ୍ୟନ୍ତ ଅନଲାଇନରେ ଏଥିପାଇଁ ଆବେଦନ କରିପାରିବେ। www.bseodisha.ac.in ୱେବସାଇଟରେ ଏଥିପାଇଁ ଆବେଦନ କରିବାକୁ ବୋର୍ଡ ପକ୍ଷରୁ କୁହାଯାଇଛି। ରାଜ୍ୟରେ ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ଓଟିଇଟି ପାସ କରିବା ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର।