OCA President - The Sakala

ଓସିଏର ନୂଆ ସଭାପତି ଭାବେ ଦାୟିତ୍ୱ ନେଲେ ବିଧାୟକ ପ୍ରଣବ ପ୍ରକାଶ ଦାସ
କଟକ: ବିଜେଡି ସାଂଗଠନିକ ସଂପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଆଜି ଓସିଏର ନୂଆ ସଭାପତି ଭାବେ ଦାୟିତ୍ୱ ନେଇଛନ୍ତି । ଓସିଏର ୧୧ତମ ସଭାପତି ଭାବେ ଦାୟିତ୍ୱ ନେଇଛନ୍ତି ବିଧାୟକ ପ୍ରଣବ ପ୍ରକାଶ ଦାସ। ସଭାପତି ଭାବେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିବା ପ୍ରଣବଙ୍କ ନେତୃତ୍ୱରେ ରାଜ୍ୟର ଏହି ସର୍ବୋଚ୍ଚ କ୍ରିକେଟ ସଂଘ ଏକ ନୂତନ ସୂର୍ଯ୍ୟୋଦୟ ଦେଖିବ ବୋଲି ଆଶା ରହିଛି। ଓଡିଶା କ୍ରିକେଟ ଆସୋସିଏସନ (ଓସିଏ)ର କର୍ମକର୍ତ୍ତା ନିର୍ବାଚନରେ ସମସ୍ତ ୬ ପଦବୀ ପାଇଁ ପ୍ରାର୍ଥୀ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି । କୌଣସି ପଦ ପାଇଁ କେହି ପ୍ରତିପକ୍ଷ ପ୍ରାର୍ଥୀ ନଥିବାରୁ ସମସ୍ତେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ଆଜି କେବଳ ଔପଚାରିକ ଭାବେ ଫଳାଫଳ ଘୋଷଣା କରାଯାଇଛି । ବିଧାୟକ ପ୍ରଣବ ପ୍ରକାଶ ଦାସ ଓସିଏର ନୂଆ ସଭାପତି ହୋଇଛନ୍ତି । ସେହପରି ସଞ୍ଜୟ ବେହେରା ଦ୍ୱିତୀୟ ଥର ଭାବରେ ଓସିଏର ସମ୍ପାଦକ ଭାବରେ ନିଜର ଗାଦି ଅଧିକୃତ କରିଛନ୍ତି।

ସଞ୍ଜୟ ବେହେରାଙ୍କ ପ୍ୟାନେଲର ୬ ଜଣ ସଦସ୍ୟ ପ୍ରାର୍ଥିପତ୍ର ଦାଖଲ କରିଥିଲେ । ଉପସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି, ସମ୍ପାଦକ ଭାବେ ସଂଜୟ ବେହେରା, କୋଷାଧକ୍ଷ ଭାବେ ବିକାଶ ପ୍ରଧାନ, ସହ ସମ୍ପାଦକ ଭାବେ ପ୍ରଭାତ ଭୋଳ ଓ ଆପେକ୍ସ କାଉନସିଲ ସଦସ୍ୟ ଭାବେ ପ୍ରତାପ ଚନ୍ଦ୍ର ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ।

ଆଗାମୀ ଦିନରେ କିପରି ତୃଣମୂଳ ସ୍ତରରୁ କ୍ରିକେଟର ସୃଷ୍ଟି ହେବେ ତାହା ଉପରେ ଗୁରୁତ୍ୱ ଦିଆଯିବ ଓ ବାରବାଟୀ ଷ୍ଟାଡିଅମର ଆହୁରି ବିକାଶ କରାଯିବ ବୋଲି କହିଛନ୍ତି ସଭାପତି ପ୍ରଣବ ପ୍ରକାଶ ଦାସ। ଏହାସହ ଯେଉଁ ଭିଜନ ୨୦୨୪ ପାଇଁ ରହିଥିଲା ତାହା ଉପରେ ଆହୁରି ଦୃଷ୍ଟି ଦିଆଯିବ। ସମସ୍ତ ଜିଲ୍ଲାର କ୍ରୀଡା ସଂଘର ସହଯୋଗରେ ଆଗକୁ ବଢ଼ିବୁ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କ୍ରୀଡ଼ାର ବିକାଶ ପାଇଁ ସବୁବେଳେ ପ୍ରୟାସ କରୁଛନ୍ତି । କ୍ରିକେଟ ଓ ବାରବାଟୀ ଷ୍ଟାଡିୟମକୁ ନେଇ ଅନେକ ଯୋଜନା ରହିଛି ବୋଲି କହିଛନ୍ତି ଓସିଏ ସଭାପତି । ଅନ୍ୟପଟେ ସଞ୍ଜୟ ବେହେରା କହିଛନ୍ତି, ଗ୍ରାମାଞ୍ଚଳରେ କ୍ରିକେଟର ବିକାଶ ପାଇଁ ଯୋଜନା ପ୍ରସ୍ତୁତି ହେଉଛି । ବର୍ତ୍ତମାନ ସୁଦ୍ଧା ୮ ହଜାର ୭୦୦ ଜଣ ସିନିଅର ଓ ଜୁନିଅର କ୍ରିକେଟ ଖେଳାଳିଙ୍କ ପଞ୍ଜିକରଣ କରାଯାଇଛି । କ୍ରିକେଟକୁ ନେଇ ୨୦୨୪ ପାଇଁ ଭିନ ସ୍ଥିର କରାଯାଇଛି । କଟକ-ଭୁବନେଶ୍ୱରକୁ ସ୍ପୋର୍ଟସ ହବ୍‌ ଭାବେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନ ରହିଛି । ଏହାକୁ ପୂରଣ କରିବାକୁ ଚେଷ୍ଟା କରିବୁ ବୋଲି କହିଛନ୍ତି ସଞ୍ଜୟ ବେହେରା । ୩୦ ଜିଲ୍ଲାରେ କ୍ରିକେଟ ଏକାଡେମୀ ପାଇଁ ଉଦ୍ୟମ କରାଯିବ ବୋଲି ସେ କହିଛନ୍ତି ।

ପ୍ରଣବ ପ୍ରକାଶ ଦାସ ଓସିଏ ସଭାପତି ପଦ ପାଇଁ ସର୍ବସମ୍ମତ ପ୍ରାର୍ଥୀ, ୨୮ ତାରିଖରେ ହେବ ନିର୍ବାଚନ
କଟକ : ଯାଜପୁରର ବିଧାୟକ ତଥା ବିଜେଡିର ସାଂଗଠିନକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓଡ଼ିଶା କ୍ରିକେଟ ଆସୋସିଏସନର ସଭାପତି ପଦ ପାଇଁ ସର୍ବସମ୍ମତ ପ୍ରାର୍ଥୀ ହୋଇଛନ୍ତି। ଓଡ଼ିଶା କ୍ରିକେଟ୍ ଆସୋସିଏସନ ନିର୍ବାଚନ ନେଇ ପୁରୀରେ ଶେଷ ହୋଇଛି ବୈଠକ । ସର୍ବସମ୍ମତ କ୍ରମେ ସଭାପତି ପଦ ପାଇଁ ପ୍ରାର୍ଥୀ ହୋଇଛନ୍ତି ପ୍ରଣବ ପ୍ରକାଶ ଦାସ । ସଂଜୟ ବେହେରା ସଂପାଦକ ଓ ପଙ୍କଜ ଲୋଚନ ମହାନ୍ତି ଉପସଭାପତି ପ୍ରାର୍ଥୀ ହେବେ। ସେହିପରି ଯୁଗ୍ମ ସଂପାଦକ, କୋଷାଧ୍ୟକ୍ଷ ଓ ଗୋଟିଏ କାଉନସିଲ ପଦ ପାଇଁ ନାମ ଚୁଡାନ୍ତ କରିବାକୁ ଦାୟିତ୍ବ ପୂର୍ବତନ ସମ୍ପାଦକ ଆଶିର୍ବାଦ ବେହେରାଙ୍କ ଉପରେ ଛଡାଯାଇଛି ।

ସୂଚନା ମୁତାବତ ଆସନ୍ତା ୨୧ରେ ନିର୍ବାଚନ ନେଇ ନାମାଙ୍କନ ଦାଖଲ କରାଯିବ । ୨୨ରେ ଯାଞ୍ଚ ଓ ଅଭିଯୋଗ ଗ୍ରହଣ କରାଯିବା ସହିତ ନାମ ପ୍ରକାଶ କରାଯିବ । ୨୩ ତାରିଖରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ସହ ଚୁଡାନ୍ତ ତାଲିକା ପ୍ରକାଶ କରାଯିବ । ୨୮ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଆଜିର ବୈଠକରେ ବିଭିନ୍ନ ଜିଲ୍ଲା କ୍ରିକେଟ ଆସୋସିଏସନର ସଦସ୍ୟ ମାନେ ଯୋଗ ଦେଇଥିଲେ ।