Wednesday rasiphala - The Sakala
ବୁଧବାର ରାଶିଫଳ (୧୫- ୧୦ - ୨୦୨୫)
ମେଷ: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଚାକିରିରେ ପରିବର୍ତ୍ତନ ହେବ। ରାଜନୀତିରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତ ଲାଗି ବାପାମାଆ ଅର୍ଥ ନିବେଶ କରିବେ।
ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିବେ। ସୃଜାନାତ୍ମକ କ୍ଷେତ୍ରରେ ସଫଳତା ହାସଲ କରିବେ।
ମିଥୁନ: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଅଧିକ ପରିଶ୍ରମ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ବାଦବିବାଦରୁ ଦୂରେଇ ରହିବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।
କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ଉଧାର ଧନ ଫେରିପାଇବେ। ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଯିବେ। ମାନସିକ ଶାନ୍ତି ପାଇଁ ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ସିଂହ: ନିବେଶରୁ ଲାଭ ପାଇବେ। କାର୍ଯ୍ୟରେ ସଫଳତା ମିଳିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ତରିବରିଆ ଭାବେ କୌଣସି ନିଷ୍ପତ୍ତି ନେବେ ନାହିଁ। ଶିକ୍ଷା କ୍ଷେତ୍ରରେ ସମ୍ମାନ ମିଳିବ।
କନ୍ୟା: ନୂଆ ରଣନୀତିରେ କାରବାରକୁ ଆଗକୁ ନେବେ। ଘର ସାଜସଜ୍ଜାରେ ଅଧିକ ଖର୍ଚ୍ଚାନ୍ତ ହେବେ। ଭାଇ, ଭଉଣୀଙ୍କ ସହ ସୁଖଦୁଃଖ ବାଣ୍ଟିବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ।
ତୁଳା: ସରକାରୀ କ୍ଷେତ୍ରରେ ଲାଭ ମିଳିବ। ଧାର କରଜ କରିବାରୁ ରକ୍ଷା ପାଇବେ। ଭବିଷ୍ୟତ ପାଇଁ ବଡ଼ ନିଷ୍ପତ୍ତି ନେବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ବିଛା: ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିବେ। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନ ଖୁସିରେ ବିତିବ। ବନ୍ଧୁଙ୍କ ସହ ବୁଲିବାକୁ ଯିବେ।
ଧନୁ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟା ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।
ମକର: ନାଚ, ଗୀତରେ ସଫଳତା ମିଳିବ। ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। ବିଦେଶ ଯାତ୍ରା ଯୋଗ ଅଛି। ଭଉଣୀଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖା ଦେବ।
କୁମ୍ଭ: ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ଶିକ୍ଷାରେ ସଫଳତା ମିଳିବ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। ବ୍ୟବସାୟରେ ପରିବର୍ତ୍ତନ ଆଣିବେ।
ବୁଧବାର ରାଶିଫଳ ( ୦୮-୧୦-୨୦୨୫)
ମେଷ: ଅଚାନକ ଖୁସି ଖବର ପାଇପାରନ୍ତି। ଆୟ ଅନୁସାରେ ବ୍ୟୟ ହେବ।  ପେଟ ଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ।
ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ।
ମିଥୁନ: କ୍ୟାରିୟରକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶରୁ ଲାଭ ପାଇବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି।
କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି। ମନ ପ୍ରସନ୍ନ ରହିବ। ମାନସିକ ଚିନ୍ତା ଦୂର ହେବ। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ।  ଦୀର୍ଘ ଦିନର ଆଶା ପୂରଣ ହେବ।
ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। । ଅଫିସ୍ ସହକର୍ମୀଙ୍କ ସହଯୋଗ ପାଇବେ।
କନ୍ୟା: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମ ଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ନୂଆ ବ୍ୟବସାୟ ଆରମ୍ଭ କରିବେ। ଲୋକସମ୍ପର୍କ ବୃଦ୍ଧି ପାଇବ।
ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ଖର୍ଚ୍ଚ ବଢ଼ିପାରେ ।
ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଯୁକ୍ତିତର୍କ ହୋଇପାରେ ।
ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ନୂଆ ଗାଡ଼ି କିଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସ ଖୁସିରେ ସମୟ ଅତିବାହିତ କରିବେ।
କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହେବ।
ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।
ବୁଧବାର ରାଶିଫଳ ( ୨୭-୦୮-୨୦୨୫ )
ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ।
ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ମିଥୁନ: ଯାନବାହନ କିଣିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।
କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ସିଂହ: ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ।
ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।
ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।
ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।
କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।
ମୀନ: ଚାକିରିରେ ବନ୍ଧୁଙ୍କ ସହାୟତା ମିଳିବ। ଅଫିସ୍‌ରେ ସହକର୍ମୀଙ୍କ ସହ ମତାନ୍ତର ଦେଖା ଦେବ। ନୂଆ କାର୍ଯ୍ୟ ଆରମ୍ଭ କରିବାର ଉତ୍ତମ ସମୟ। ସ୍ବାମୀ-ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝମଣା ରହିବ।
ବୁଧବାର ରାଶିଫଳ ( ୦୬-୦୮-୨୦୨୫ )
ମେଷ: କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ମିଳିବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ପାଇବ। ମହିଳାମାନଙ୍କର ବିଳାସ ବ୍ୟସନରେ ଦିନଟି କଟିବ। ଆୟ ତୁଳନାରେ ବ୍ୟୟ ଅଧିକ ରହିବ।
ବୃଷ: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟରେ ନୂତନ ନିବେଶ କରି ଦ୍ବନ୍ଦ୍ବରେ ପଡ଼ିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚିନ୍ତାରେ ରହିବେ। ଅତିଥି ସତ୍କାର କରିବେ।
ମିଥୁନ: ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଯୋଜନା କରିବେ। ନୂତନ ବ୍ୟବସାୟ ଆରମ୍ଭ କରିବାକୁ ଉତ୍ତମ ସମୟ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। କୌଣସି କଥାକୁ ନେଇ ମନ ଉଣା ହୋଇପାରେ।
କର୍କଟ: ଦୀର୍ଘ ଦିନରୁ ଅଟକିଥିବା କାର୍ଯ୍ୟ ପୂରା ହେବ। ମହିଳାଙ୍କ ଦୃଷ୍ଟିକୋଣ ସକାରାତ୍ମକ ରହିବ। ପାରିବାରିକ ସହଯୋଗ ପାଇ ମନ ପ୍ରସନ୍ନ ରହିବ। ସମାଜରେ ମାନ ସମ୍ମାନ ବଢ଼ିବ। ଅଯଥା ଯୁକ୍ତି କରନ୍ତୁନି।
ସିଂହ: ବ୍ୟବସାୟରେ କ୍ଷତି ସହିପାରନ୍ତି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିବେ। ବନ୍ଧୁବାନ୍ଧବଙ୍କ ଆଗମନ ହେବ। ଧାର୍ମିକ କାର୍ଯ୍ୟରେ ସମୟ କଟିବ। ଚକ୍ଷୁ ସମସ୍ୟା ଭୋଗି ପାରନ୍ତି। ମହିଳାଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ।
କନ୍ୟା : ପାରିବାରିକ ସମସ୍ୟା ଲାଗିରହିବ। ଆଶା କରିଥÒବା ଦିଗରୁ ଅର୍ଥ ମିଳିବନି। ଛାତ୍ରଛାତ୍ରୀମାନେ ଚେଷ୍ଟା ଜାରି ରଖି ସଫଳତା ପାଇବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ପଡୋଶୀଙ୍କ ସହ ମନୋମାଳିନ୍ୟ ହେବ।
ତୁଳା: ନିଜର କ୍ୟାରିୟରକୁ ନେଇ ଚିନ୍ତିତ ରହିବେ। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଉତ୍ତମ ରହିବ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ପିଲାମାନେ ଖେଳକୁଦରେ ସମୟ ବିତାଇବେ।
ବିଛା: ଦୀର୍ଘ ଦିନର କାମ ସଂପୂର୍ଣ୍ଣ କରିବା ପାଇଁ ବନ୍ଧୁଙ୍କ ସାହାଯ୍ୟ ପାଇବେ। ସହକର୍ମୀଙ୍କଠାରୁ ସହଯୋଗ ପାଇବେ। ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ମନୋଯୋଗ ଦିଅନ୍ତୁ। ଆୟ ଅନୁସାରେ ବ୍ୟୟ ଅଧିକ ହେବ।
ଧନୁ: ପାରିବାରିକ ସୁଖସମୃଦ୍ଧି ବୃଦ୍ଧି ହେବ। ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ । ଅଜଣା ବ୍ୟକ୍ତି ବନ୍ଧୁତାର ହାତ ବଢ଼ାଇବେ। ଲେଖାପଢ଼ାରେ ଛାତ୍ରଛାତ୍ରୀମାନଙ୍କ ଏକାଗ୍ରତା ବଢ଼ିବ।
ମକର:  ବିଭିନ୍ନ କ୍ଷେତ୍ରରେ ସଫଳତା ପାଇବେ। କଳା ଓ ସଂସ୍କୃତିରେ ସମ୍ମାନ ବୃଦ୍ଧି ପାଇବ। ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।
କୁମ୍ଭ: ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ। ଧର୍ମକାର୍ଯ୍ୟ ପ୍ରତି ଆସ୍ଥା ବଢ଼ିବ। ଆପଣଙ୍କ ବ୍ୟବହାରରେ ‌ପ୍ରତ୍ୟେକ ବ୍ୟକ୍ତି ପ୍ରଭାବିତ ହେବେ। ପଡୋଶୀଙ୍କ ସହିତ ମନୋମାଳିନ୍ୟ ହୋଇପାରେ।
ମୀନ: ଆର୍ଥିକ ଲାଭ ମିଳିପାରେ। ସୁସ୍ଥ ଅନୁଭବ କରିବେ। ଉଜ୍ଜ୍ବଳ ଭବିଷ୍ୟତ ପାଇଁ ନୂଆ ପଦକ୍ଷେପ ନେବେ। ସମାଜରେ ପ୍ରସିଦ୍ଧି ବଢ଼ିବ।‌ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷାରେ ଶୁଭ ଖବର ପାଇବେ।
ବୁଧବାର ରାଶିଫଳ ( ୧୬- ୦୭- ୨୦୨୫ )
ମେଷ: ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ। ଘରକୁ ଅତିଥି ଆସିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ଦେଖାସାକ୍ଷାତ ହେବ। ଆର୍ଥିକ ସମସ୍ୟା ଦେଖା ଦେବ।
ବୃଷ: ଘରକୁ ନୂଆ ଜିନିଷ ଆଣିବେ। ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବା ଭଲ। ଗୁରୁଜନଙ୍କ ଆଶୀର୍ବାଦ ନେବେ। ଆର୍ଥିକ କାରବାରରେ ଲାଭ ମିଳିବ। ଅପ୍ରିୟ ସତ କହି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।
ମିଥୁନ: ଆତ୍ମବିଶ୍ବାସର ସହ ସମସ୍ତ କାର୍ଯ୍ୟ କରିବେ। ପରିଶ୍ରମ ଅନୁସାରେ ଫଳ ମିଳିବନି। ବାଦବିବାଦରୁ ଦୂରେଇ ରହିବେ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପରିଶ୍ରମ କରିବେ। ଜୀବନସାଥୀଙ୍କୁ ସମୟ ଦେବେ।
କର୍କଟ: ମାଂସପେଶୀ ଯନ୍ତ୍ରଣା ଅନୁଭବ କରିବେ। ଇଷ୍ଟ ଦେବଙ୍କୁ ସ୍ମରଣ କରିବେ। ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଜମି କିଣିବା ଯୋଗ ଅଛି।
ସିଂହ: ଦିନଟି ହସଖୁସିରେ କଟିବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମ ମାମଲାରେ ଦିନଟି ଭଲ। ବନ୍ଧୁଙ୍କ କଥା ଆଘାତ ଦେବ। ଗରିବ ଲୋକଙ୍କୁ ସାମର୍ଥ୍ୟ ମୁତାବକ ସାହାଯ୍ୟ କରିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ରୋଗମୁକ୍ତ ହେବେ। ପରିବାର ସଦସ୍ୟଙ୍କ ମନ ଜିଣିବେ। ନିଯୁକ୍ତିକୁ ନେଇ ଖୁସି ଖବର ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ରାଜନେତାଙ୍କ ପାଇଁ ଦିନଟି ଭଲ।
ତୁଳା: ବ୍ୟବସାୟରେ ଲାଭ ହେବ। ପାରିବାରିକ ବିବାଦ ଦେଖା ଦେବ। ଜୀବନସାଥୀଙ୍କ ସହ ନୂଆ ସ୍ଥାନ ବୁଲିବାକୁ ଯିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ପୁରୁଣା ନିବେଶରୁ ଲାଭ ମିଳିବ।
ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିବେ। ସନ୍ତାନଙ୍କ ସହ ବୁଲିବାକୁ ଯିବେ। ସ୍ବାଦିଷ୍ଠ ଖାଦ୍ୟ ଖାଇବେ। ବନ୍ଧୁମିଳନ ଯୋଗ ଅଛି। ମାଲିମକଦ୍ଦମା ଲାଗି ସମୟ ଅନୁକୂଳ ନୁହେଁ।
ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। ଛାତ୍ରଛାତ୍ରୀ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ତିକ୍ତତା ଦେଖା ଦେବ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ମକର: ଆଣ୍ଠୁଗଣ୍ଠି ସମସ୍ୟା ଦେଖା ଦେବ। ସମୟର ସଠିକ ଉପଯୋଗ କରିବେ। ସମ୍ପର୍କୀୟଙ୍କ ସହଯୋଗ ମିଳିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଉତ୍ତମ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ।
କୁମ୍ଭ: ଭଗବାନ ଶିବଙ୍କୁ ବେଲପତ୍ର ଅର୍ପଣ କରିବେ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଅଫିସ୍‌ରେ କାର୍ଯ୍ୟଭାର କମ୍ ହେବ। ଆଣ୍ଠୁଗଣ୍ଠି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।
ମୀନ: ଇଞ୍ଜିନିୟରିଂ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁ ମିଳନ ଯୋଗ ଅଛି। ଭାଇଭଉଣୀଙ୍କ ମଧ୍ୟରେ ଝଗଡ଼ା ହେବ। ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ। ଅଧିକ ଖର୍ଚ୍ଚାନ୍ତ ହେବେ।
ମେଷ: ଚିନ୍ତାରେ ରହିବେ ଏବଂ ପେଟ ଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ। ଛାତ୍ରଛାତ୍ରୀ ପଢ଼ାରେ ମନ ଦେବେ।
ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ।
ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶରୁ ଲାଭ ପାଇବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି।
କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି। ମନ ପ୍ରସନ୍ନ ରହିବ। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ।
କନ୍ୟା: ଦୀର୍ଘଦିନରୁ ଚାଲଥିବା ପାରିବାରିକ ମତଭେଦ ଦୂର ହେବ। କର୍ମ ଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ।
ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ଚକ୍ଷୁ ସମସ୍ୟା ଦେଖା ଦେବ।
ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ।
ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ନୂଆ ଗାଡ଼ି କିଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସ ଖୁସିରେ ସମୟ ଅତିବାହିତ କରିବେ।
କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।
ମେଷ: ନୂତନ ନିେବଶ କରିବାରୁ ଦୂରେଇ ରୁହନ୍ତୁ। ପରିବାର ସହ ଆନନ୍ଦପୂର୍ଣ୍ଣ ଦିନ ଅତିବାହିତ କରିପାରନ୍ତି। ବ୍ୟବସାୟ ପ୍ରସାରିତ କରିବା ପାଇଁ ସାଙ୍ଗସାଥୀଙ୍କ ସହଯୋଗ ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହୋଇପାରେ।
ବୃଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଯୋଗ ରହିଛି। ବ୍ୟବସାୟରେ ଆଶାନୁରୂପ ସଫଳତା ପାଇବେ। ମହିଳାମାନେ ଆତ୍ମବିଶ୍ବାସ ସହ ଆଗକୁ ବଢ଼ିବେ। ପାରିବାରିକ ସାହାଯ୍ୟ ସହଯୋଗ ପାଇବେ।
ମିଥୁନ: କୌଣସି ସ୍ଥାନରୁ ଶୁଭ ଖବର ପାଇ ଆନନ୍ଦିତ ହେବେ। ମହିଳାମାନେ ନିଜକୁ ହେୟ ମନେ କରିପାରନ୍ତି। ଛାତ୍ରଛାତ୍ରୀ କ୍ୟାରିୟକୁ ନେଇ ଚିନ୍ତିତ ରହିପାରନ୍ତି। ଆୟର ବିଭିନ୍ନ ମାର୍ଗ ବାହାରିବ।
କର୍କଟ: ବେରୋଜଗାରୀମାନଙ୍କୁ ରୋଜଗାରର ସୁଯୋଗ ମିଳିପାରେ। ଅତ୍ୟଧିକ କାମ କରି ମାନସିକ ଅବସାଦରେ ରହିପାରନ୍ତି। ନିଜ ସ୍ବାସ୍ଥ୍ୟ ପାଇଁ ଯତ୍ନଶୀଳ ହେବେ। ଛାତ୍ରଛାତ୍ରୀ ଲେଖାପଢ଼ାରେ ଆଗୁଆ ରହିବେ।
ସିଂହ: ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ। ପରିବାରସହ ତର୍କବିତର୍କ ପରିସ୍ଥିତି ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବା ସହ ପଦୋନ୍ନତିର ମଧ୍ୟ ସମ୍ଭାବନା ରହିଛି।
କନ୍ୟା: ଆତ୍ମବିଶ୍ବାସ ଓ ସାହସିକତାର ସହ କାର୍ଯ୍ୟ କରିବେ। ସାମାଜିକ କାର୍ଯ୍ୟରେ ଭାଗନେବେ। ପ୍ରତିଦ୍ବନ୍ଦ୍ବୀମାନେ ଦୂରେଇ ରହିବେ। ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ।
ତୁଳା: ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ସମ୍ପର୍କ ସ୍ଥାପନ କରିପାରନ୍ତି। ମାନସମ୍ମାନର ଅଧିକାରୀ ହେବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମୀ ହେବେ। ଜୀବନସାଥୀଙ୍କ ସହ ବାଦବିବାଦ ଦେଖାଦେଇ ପାରେ।
ବିଛା: ଦିନଟି ହସଖୁସିରେ କଟିବ। ବରିଷ୍ଠ ବ୍ୟକ୍ତିଙ୍କଠାରୁ ସହଯୋଗ ପାଇବେ। କ୍ୟାରିୟରରେ ଉନ୍ନତି ହୋଇପାରେ। ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ। ନୂତନ ନିବେଶ କରି ଲାଭବାନ ହେବେ।
ଧନୁ: ସମାଜରେ ମାନପ୍ରତିଷ୍ଠା ବୃଦ୍ଧି ପାଇବ। ଗୁରୁଜନଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ସହକର୍ମୀଙ୍କ ସହଯୋଗ ପାଇବେ। ବିଭିନ୍ନ କ୍ଷେତ୍ରରୁ ଲାଭବାନ ହୋଇପାରନ୍ତି। ପରିବାରରେ ପ୍ରଶଂସା ପାଇବେ।
ମକର: କର୍ମକ୍ଷେତ୍ରରେ ସଫଳତା ପାଇବେ। ଜୀବନରେ ନୂତନ ପରିବର୍ତ୍ତନ ଦେଖାଦେଇପାରେ। ପ୍ରିୟଜନଙ୍କ ସହ ଯାତ୍ରାଯୋଗ ରହିଛି। କିଛି ଭୁଲ୍‌ ନିଷ୍ପତ୍ତି ନେଇପାରନ୍ତି। ଜୀବନସାଥୀଙ୍କ ସହ ସମ୍ପର୍କ ବିଗିଡ଼ି ଯାଇପାରେ।
କୁମ୍ଭ: ସାମାଜିକ କାର୍ଯ୍ୟରେ ସାମିଲ ହେବେ। ଉତ୍ତମ ଲୋକଙ୍କ ସହ ମିଳାମିଶା ବଢ଼ିବ। ପାରିବାରିକ ଜୀବନରେ ସୁଖସମୃଦ୍ଧି ଦେଖାଦେଇପାରେ। ସନ୍ତାନସନ୍ତତିଙ୍କ ସହ ସମୟ ଅତିବାହିତ କରିବେ। ଧର୍ମକର୍ମରେ ରୁଚି ବଢ଼ିବ।
ମୀନ: ଅଟକି ରହିଥିବା ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ପୂରଣ ହେବ। ସାଙ୍ଗସାଥୀଙ୍କ ସହ ମିଳାମିଶା ବଢ଼ିବ। ମନ ପ୍ରସନ୍ନ ରହିବ। କର୍ମକ୍ଷେତ୍ରରେ ଉଚ୍ଚପ୍ରଶଂସା ପାଇବେ। ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ।
ମେଷ: ପରିବାରରେ ଦାୟିତ୍ବ ବୃଦ୍ଧି ପାଇବା ସହ ଅଧିକ ଖର୍ଚ୍ଚ ବହନ କରିବାକୁ ପଡ଼ିବ। ଦୂରଯାତ୍ରାରୁ ଦୂରେଇ ରୁହନ୍ତୁ। ନୂତନ ନିବେଶରୁ ଲାଭ ପାଇବେ। ସାଙ୍ଗସାଥୀଙ୍କ ସହ ଦିନ କଟିବ।
ବୃଷ: ପାରିବାରିକ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ପରିଶ୍ରମ ଫଳ ପାଇବେ। କର୍ମକ୍ଷେତ୍ରରେ ପ୍ରଶଂସା ସହ ପଦୋନ୍ନତିର ସୁଯୋଗ ରହିଛି। ଅତ୍ୟଧିକ ଚିନ୍ତା ନିଜ ବ୍ୟକ୍ତିଗତ ଜୀବନରେ ପ୍ରଭାବ ପକାଇପାରେ।
ମିଥୁନ: ଭବିଷ୍ୟତ ଯୋଜନା ଗୁଡ଼ିକ ଅନ୍ୟ ଆଗରେ ପ୍ରକାଶ କରନ୍ତୁ ନାହିଁ। ପାରବାରିକ ଜୀବନରେ ନକାରାତ୍ମକ ପ୍ରଭାବ ପଡ଼ିପାରେ। ମହିଳାମାେନ ନିଜ ପାଇଁ ଯୋଜନା ପ୍ରସ୍ତୁତ କରିବେ।
କର୍କଟ: ଅଯଥା ଝାମେଲାରେ ପଡ଼ି ମାନସିକ ଶାନ୍ତିରେ ବାଧା ସୃଷ୍ଟି ହୋଇପାରେ। ସାଙ୍ଗସାଥୀଙ୍କ ସାହାଯ୍ୟରେ ସମସ୍ୟାରୁ ମୁକ୍ତି ପାଇବେ। କର୍ମସ୍ଥଳୀରେ ଅଧିକ ସମୟ ବିତାଇବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ।
ସିଂହ: ଖେଳକୁଦରେ ସମୟ ବିତିବ। ନୂତନ ନିବେଶ ଆପଣଙ୍କୁ ଯଥେଷ୍ଟ ଲାଭ ଦେଇପାରେ। କୌଣସି କାରଣରୁ ପାରବାରିକ ଜୀବନରେ ଅଶାନ୍ତି ଦେଖା ଦେବ। ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମୀ ହେବେ।
କନ୍ୟା: ମହିଳାମାନେ ନିଜ ମନମୁତାବକ କାର୍ଯ୍ୟ କରିବେ। ପରିବାର ସମ୍ବନ୍ଧୀୟ କୌଣସି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବାକୁ ବାଧ୍ୟ ହୋଇପାରନ୍ତି। ମହିଳାମାନେ ଅଧିକ ଖର୍ଚ୍ଚ କରିବେ।
ତୁଳା: ଦିନଟି ବ୍ୟସ୍ତତା ମଧ୍ୟରେ କଟିବ। ଚିନ୍ତା ବୃଦ୍ଧି ପାଇବ। କ୍ୟାରିୟରରେ ବାଧା ଉପୁଜିପାରେ। ଗୁରୁଜନଙ୍କ ସ୍ବାସ୍ଥ୍ୟ ଅବସ୍ଥା ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରକ୍ଷା କରନ୍ତୁ।
ବିଛା: ସାମାଜିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଅନେକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ଯୋଗାଯୋଗ ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ। ମହିଳାମାନେ ମୂଲ୍ୟବାନ ବସ୍ତୁ କ୍ରୟ କରିବେ।
ଧନୁ: ରୋଜଗାର ପାଇଁ ନୂତନ ପନ୍ଥା ବାଛିବେ। ଅନ୍ୟ କଥାରେ କାର୍ଯ୍ୟ ନକରି ନିଜ ବୁଦ୍ଧି ବିବେକ ଅନୁସାରେ କାର୍ଯ୍ୟ କରନ୍ତୁ। ବ୍ୟବସାୟ କାମରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
ମକର: ଅତିଥିଙ୍କ ଆଗମନରେ ମନ ପ୍ରସନ୍ନ ରହିବ। ଆର୍ଥିକ ସ୍ଥିତି ମଜଭୁତ ହେବ। ବ୍ୟବସାୟରେ ନୂଆ ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଆପଣଙ୍କ ପରାମର୍ଶକୁ ସମସ୍ତେ ସମ୍ମାନ କରିବେ। ପ୍ରେମ ମାମଲାରେ ସଫଳତା ମିଳିବ।
କୁମ୍ଭ: ବୈବାହିକ ଜୀବନରେ କିଛି ପରିବର୍ତ୍ତନ ଦେଖାଦେଇପାରେ। ଜରୁରୀ କାର୍ଯ୍ୟ ପୂରଣ ହୋଇପାରେ । ଅଧିକାରୀଙ୍କଠାରୁ ସଂପୂର୍ଣ୍ଣ ସହଯୋଗ ପାଇବେ। କୌଣସି ପୁରୁଣା ବିବାଦର ସମାଧାନ ହୋଇପାରେ।
ମୀନ: ପାରିବାରିକ ଝାମେଲାରେ ଫସି ରହିବେ। ଅନ୍ୟକୁ ଅଧିକ ବିଶ୍ବାସ କରନ୍ତୁ ନାହିଁ। ମହିଳାମାନେ ଅଯଥା ଖର୍ଚ୍ଚରେ ପଡ଼ିଯାଇପାରନ୍ତି। କ୍ୟାରିୟରରେ ଉନ୍ନତି ପାଇଁ ନୂତନ ରାସ୍ତା ପାଇବେ।
ମେଷ: କୌଣସି ନିଷ୍ପତ୍ତି ନେବା ସମୟରେ ଦ୍ବନ୍ଦ୍ବରେ ପଡ଼ିଯାଇ ପାରନ୍ତି। ନୂତନ ଚୁକ୍ତିରୁ ଲାଭାନ୍ବିତ ହୋଇପାରନ୍ତି। ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରରେ ରୁହନ୍ତୁ। ମହିଳାମାନେ ସମ୍ବେଦନଶୀଳା ହେବେ।
ବୃଷ: ଗୁରୁଜନଙ୍କଠାରୁ ପ୍ରେରଣା ପାଇଁ ଆଗକୁ ବଢ଼ିବେ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିବ। ସମାଜରେ ପ୍ରତିଷ୍ଠା ଲାଭ କରିବେ। ଗରିବମାନଙ୍କ ଖାଦ୍ୟ ,ବସ୍ତ୍ରଦାନ କରି ଶାନ୍ତି ପାଇବେ।
ମିଥୁନ: କୌଣସି କାରଣରୁ ମନ ଅଶାନ୍ତ ରହିବ। ଦୂରଯାତ୍ରା କରିବା ସମୟରେ ନିଜ ସୁରକ୍ଷାକୁ ଗୁରୁତ୍ବ ଦିଅନ୍ତୁ। ଜୀବନରେ ନୂତନ ପରିବର୍ତ୍ତନ ଆସିପାରେ। ଅବିବାହିତମାନଙ୍କର ବିବାହ ସ୍ଥିର ହୋଇପାରେ।
କର୍କଟ: ନିଜ ପ୍ରତିଭାର ସଠିକ୍‌ ବ୍ୟବହାର କରି ପ୍ରଶଂସା ସାଉଁଟିବେ। ସନ୍ତାନସନ୍ତତିଙ୍କ କାର୍ଯ୍ୟରେ ଗର୍ବିତ ହେବେ। ପାରିବାରିକ ସମ୍ପର୍କରେ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ।
ସିଂହ: ଅନ୍ୟର କଥାରେ ନ ପଡ଼ି ନିଜ ବୁଦ୍ଧି ବିବେକ ଅନୁସାରେ କାର୍ଯ୍ୟ କରନ୍ତୁ। ଗୁରୁଜନଙ୍କ ପରାମର୍ଶ କ୍ରମେ କାର୍ଯ୍ୟ କରିବେ। କର୍ମକ୍ଷେତ୍ରରେ ବାଦବିବାଦ ପରିସ୍ଥିତିରୁ ଦୂେରଇ ରୁହନ୍ତୁ।
କନ୍ୟା: ପୈତୃକ ସମ୍ପତ୍ତି ଦ୍ବାରା ଲାଭବାନ ହେବେ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ। କର୍ମକ୍ଷେତ୍ରରେ ମାନସମ୍ମାନର ଅଧିକାରୀ ହେବେ। ଜୀବନସାଥୀଙ୍କ ସହଯୋଗ ପାଇବେ।
ତୁଳା: ଅଯଥା ଖର୍ଚ୍ଚ ଚିନ୍ତାର କାରଣ ହୋଇପାରେ। ଶତ୍ରୁମାନଙ୍କ କୁଚକ୍ରାନ୍ତର ଶିକାର ହୋଇପାରନ୍ତି। ଭ୍ରମଣରୁ ନିବୃତ୍ତ ରୁହନ୍ତୁ। କର୍ମକ୍ଷେତ୍ରରେ ହତୋତ୍ସାହ ହେବେ। କ୍ୟାରିୟରରେ ନୂତନ ମୋଡ଼ ଆସିପାରେ।
ବିଛା: ସମୟ ଅନୁସାରେ କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ଜୀବନରେ ଭିନ୍ନ ପରିବର୍ତ୍ତନ ଦେଖାଦେବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ଯୋଗ ରହିଛି। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ରହିଛି।
ଧନୁ: କୋର୍ଟକଚେରୀ ମାମଲାରେ ଦୂରଯାତ୍ରା କରିପାରନ୍ତି। ଧାର ଦେଇଥିବା ଧନ ଫେରିପାଇବେ। ଗୁରୁଜନଙ୍କ ସହ ତୀର୍ଥଯାତ୍ରାରେ ଯାଇପାରନ୍ତି। ଜୀବନସାଥୀଙ୍କ ବ୍ୟବହାରରେ କଷ୍ଟ ପାଇପାରନ୍ତି।
ମକର:ସହକର୍ମୀଙ୍କ ସହ ବାଦବିବାଦ ଦେଖାଦେବ। ବ୍ୟବସାୟୀଙ୍କ ପାଇଁ ଦିନଟି ଉତ୍ତମ ରହିବ। ବେରୋଜଗାରୀ ରୋଜଗାରକ୍ଷମ ହେବେ। ଆର୍ଥିକସ୍ଥିତି ବିଗିଡ଼ି ଯାଇପାରେ। ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ରହିବ।
କୁମ୍ଭ: କୋର୍ଟକଚେରୀ ମାମଲାକୁ ନେଇ ଚିନ୍ତାରେ ରହିବେ। ନୂତନ ନିବେଶରୁ ଦୂରେଇ ରୁହନ୍ତୁ। ବ୍ୟକ୍ତିଗତ ସମ୍ପର୍କରେ ଫାଟ ସୃଷ୍ଟି ହୋଇପାରେ। ଆଶା କରୁଥିବା ଦିଗରୁ ସଫଳତା ପାଇବେ।
ମୀନ: ବାଧାବିଘ୍ନକୁ କାଟି ଆଗକୁ ବଢ଼ିବେ। ସନ୍ତାନସନ୍ତତିଙ୍କ ସଫଳତାରେ ଗର୍ବ ଅନୁଭବ କରିବେ। ଅଯଥା ଖର୍ଚ୍ଚରୁ ନିବୃତ୍ତ ରୁହନ୍ତୁ। ପରିବାରବର୍ଗଙ୍କ ସହ ଭ୍ରମଣଯୋଗ ରହିଛି।
ମେଷ: ଚତୁରତା ସହ କାର୍ଯ୍ୟ ତୁଲାଇବେ। ସାଂସାରିକ ଜୀବନରେ ତିକ୍ତତା ଦେଖାଯାଇପାରେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବୁଲାବୁଲିରେ ଅଯଥା ଖର୍ଚ୍ଚ ହୋଇପାରେ। ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ।
ବୃଷ: କର୍ମକ୍ଷେତ୍ରରେ ସହଯୋଗ କ୍ରମେ ଜଟିଳ କାର୍ଯ୍ୟକୁ ପୂରଣ କରିବେ। ସ୍ବଳ୍ପ ସମୟ ପାଇଁ ସାଂସାରିକ ଦାୟିତ୍ବରୁ ମୁକ୍ତି ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବେ। ବ୍ୟବସାୟରେ ଲାଭାନ୍ବିତ ହେବେ।
ମିଥୁନ: ମହିଳାମାନେ ଗୁରୁଜନଙ୍କ ନିକଟରେ ଆଦରଣୀୟା ହେବେ। କଳା, ବିଜ୍ଞାନ କ୍ଷେତ୍ରରେ ନିଜର ସୃଜନଶୀଳତା ପ୍ରକାଶ କରିବାର ସୁଯୋଗ ପାଇବେ। ବ୍ୟବସାୟୀମାନେ ସୁସମ୍ବାଦ ପାଇବେ।
କର୍କଟ: ପୂର୍ବ ଯୋଜନାରେ ଅସଫଳତା ପାଇପାରନ୍ତି। ଉଚ୍ଚ ଆଶା କରି କଷ୍ଟ ପାଇବେ। ପ୍ରଶାସନିକ ମାନମର୍ଯ୍ୟାଦା ପୂରଣ ହେବ। ଜୀବନସାଥୀଙ୍କ ପରାମର୍ଶ ଲୋଡ଼ିବେ।
ସିଂହ: ପ୍ରତିଟି କ୍ଷେତ୍ରରେ ସଫଳତା ପାଇବେ। ମହିଳାମାନେ ରକ୍ଷଣଶୀଳ ହେବେ। ନୂତନ ନିବେଶରୁ ବିଶେଷ ଲାଭ ପାଇବେ । ନୂତନ ନିଯୁକ୍ତି ପାଇବାର ଯୋଗ ରହିଛି।
କନ୍ୟା: ଦୀର୍ଘଦିନର ସ୍ବପ୍ନ ସାକାର ହେବ। କର୍ମମୟ ଜୀବନରେ ବ୍ୟତିବ୍ୟସ୍ତ ରହିବେ। ସନ୍ତାନମାନଙ୍କ ପାଇଁ ଚିନ୍ତାରେ ରହିପାରନ୍ତି। ବ୍ୟବସାୟରେ ବିଶେଷ ଲାଭ ପାଇବେ ନାହିଁ।
ତୁଳା: କର୍ମକ୍ଷେତ୍ରରେ ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ପ୍ରଶଂସା ସାଉଁଟିବେ। ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ। ଜୀବନରେ ନୂତନ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟୀମାନେ ନୂତନ ନିବେଶ କରିବାରୁ ଦୂରେଇ ରୁହନ୍ତୁ।
ବିଛା: ଅଟକିଥିବା ଜମିଜମା ବିବାଦ ଓ ଆର୍ଥିକ ଅଭାବ ଦୂର ହେବ। କର୍ମକ୍ଷେତ୍ର ଓ ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହେବ । ପାରିବାରିକ ବିଶୃଙ୍ଖଳା ଦେଖାଦେଇପାରେ ।
ଧନୁ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି । କର୍ମକ୍ଷେତ୍ରରେ କାର୍ଯ୍ୟକୁ ସୁଚାରୁ ରୂପରେ କରିବେ। ଯାତାୟାତ ସମୟରେ ସାବଧାନ ରୁହନ୍ତୁ। ଦାମ୍ପତ୍ୟ ଜୀବନରେ ଅପ୍ରୀତିକର ପରିସ୍ଥିତି ଉପୁଜିପାରେ।
ମକର: ପାରିବାରିକ ସ୍ଥିତି ଭଲ ରହିବ । ପିଲାଙ୍କ ସହିତ ସମୟ ଅତିବାହିତ କରିବେ। ଜୀବନସାଥୀଙ୍କ ସଂପୂର୍ଣ୍ଣ ସହଯୋଗ ପାଇବେ। ପିତାମାତାଙ୍କ ଅସୁସ୍ଥତା କାରଣରୁ ମାନସିକ ଚାପରେ ରହିବେ।
କୁମ୍ଭ: ଚ୍ୟାଲେଞ୍ଜ୍‌ ସହ କାର୍ଯ୍ୟକୁ କରି ସଫଳତା ପାଇବେ। ପାରିବାରିକ ସ୍ଥିତି କାରଣରୁ ମାନସିକ ଚାପରେ ରହିବେ । ବାଦବିବାଦ ସ୍ଥିତିରୁ ଦୂରେଇ ରୁହନ୍ତୁ। ନୂତନ ଜମିବାଡ଼ି କ୍ରୟ କରିପାରନ୍ତି ।
ମୀନ: ଆର୍ଥିକ ସ୍ତରରେ ବେଶ୍‌ ଲାଭ ମିଳିବ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହେବ। ମହିଳାମାନେ ନୂତନ ଅଳଙ୍କାର, ଗୃହଉପକରଣ କ୍ରୟ କରିପାରନ୍ତି । ଜୀବନ ଖୁସିରେ ଅତିବାହିତ ହେବ ।
ବୁଧବାର ରାଶିଫଳ (୧୪-୦୯-୨୦୨୨)
ମେଷ: ପଡ଼ୋଶୀଙ୍କ ସହଯୋଗରେ ସମସ୍ୟାରୁ ମୁକ୍ତି ପାଇବେ। କାର୍ଯ୍ୟକ୍ଷେତ୍ରରେ ଉଚ୍ଚକୋଟୀର ପ୍ରଦର୍ଶନ କରିବେ। କ୍ୟାରିୟରରେ ଉନ୍ନତି କରିବା ପାଇଁ ନୂତନ ଅବସର ପ୍ରାପ୍ତି ହେବ। ଦୀର୍ଘଦିନର ସମସ୍ୟାର ଅନ୍ତ ଘଟିବ।
ବୃଷ: ଅକସ୍ମାତ୍‌ ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ। କାର୍ଯ୍ୟ ବିଳମ୍ବ ପାଇଁ ମନସ୍ତାପ କରିପାରନ୍ତି। ସାଙ୍ଗସାଥୀଙ୍କ ମଧ୍ୟରେ ପ୍ରତିଦ୍ବନ୍ଦ୍ବିତା ରହିବ। ମହିଳାମାନେ ଚିନ୍ତିତ ରହିବେ। ଆର୍ଥିକସ୍ଥିତି ମଜଭୁତ୍‌ ହୋଇପାରେ।
ମିଥୁନ: ଆଧ୍ୟାତ୍ମିକ ଚିନ୍ତାରେ ସମୟ କଟିବ। ବନ୍ଧୁବାନ୍ଧଙ୍କ ସହ ସମ୍ପର୍କରେ ସୁଧାର ଆସିବ। କର୍ମକ୍ଷେତ୍ରରେ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ଦରକାରୀ କାଗଜରେ ଦସ୍ତଖତ କରିବାରୁ ନିବୃତ୍ତ ରୁହନ୍ତୁ।
କର୍କଟ: ଅତ୍ୟଧିକ ଚିନ୍ତା କରି ଅଶାନ୍ତ ରହିବେ। ପରିବାରରେ ସକାରାତ୍ମକ ଭାବଧାରା ଦେଖାଦେବ। ଆର୍ଥିକକ୍ଷେତ୍ରରେ ଉନ୍ନତି ଦେଖାଦେବ। କଠିନ କାର୍ଯ୍ୟକୁ ଅତି ସହଜରେ ସମାପନ କରିବେ।
ସିଂହ: ଜୀବନରେ ନୂତନ ପରିବର୍ତ୍ତନ ଦେଖାଦେବ। ଅଧିକ ସମୟ ପରିବାରବର୍ଗଙ୍କ ସହ ବିତେଇବେ। ନିଷ୍ପତ୍ତି ନେବା ସମୟରେ ଦ୍ବନ୍ଦ୍ବରେ ପଡ଼ିଯିବେ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ।
କନ୍ୟା: ନୂତନ ଯୋଜନା କରି ସଫଳ ହେବେ। ଅସହାୟ ବ୍ୟକ୍ତିଙ୍କୁ ଦାନ କରିବେ। ମହିଳାମାନେ ଅନୁଶାସନ ଭିତରେ ରହିବେ। ସାହିତ୍ୟ ପ୍ରତି ରୁଚି ବଢ଼ିବ।
ତୁଳା: ଧୈର୍ଯ୍ୟ ଓ ସାହସର ସହ ପରିସ୍ଥିତିକୁ ସାମ୍ନା କରନ୍ତୁ। ବ୍ୟସ୍ତତା ଭିତରେ ଦିନଟି କଟିବ। କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ। ସାଙ୍ଗସାଥୀଙ୍କ ସହଯୋଗରେ ଉତ୍ସାହିତ ହେବେ।
ବିଛା: ପ୍ରିୟଜନଙ୍କୁ ମନର କଥା କହି ଆତ୍ମସନ୍ତୋଷ ପାଇବେ। ବିଭିନ୍ନ କାର୍ଯ୍ୟରେ ସଫଳତା ପାଇବେ। ଜୀବନସାଥୀଙ୍କ ସହ କୌଣସି କଥାକୁ ନେଇ ମତଭେଦ ଦେଖାଦେବ।
ଧନୁ: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଆଦରଣୀୟା ହେବେ। ସମାଜରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।
ମକର: ସମାଜରେ ମାନ ପ୍ରତିଷ୍ଠା ବୃଦ୍ଧି ପାଇବ। ଆଳସ୍ୟତା ଅନୁଭବ କରିବେ। ଗୁରୁଜନଙ୍କ ଆଶୀର୍ବାଦର ଅଧିକାରୀ ହେବେ। ଅନାବଶ୍ୟକ ନିବେଶରୁ ଦୂରେଇ ରୁହନ୍ତୁ।
କୁମ୍ଭ: ଶତ୍ରୁମାନଙ୍କର କୂଟ ଚକ୍ରାନ୍ତର ଶିକାର ହେବେ। କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତିର ସମ୍ମୁଖୀନ ହୋଇପାରନ୍ତି। କୌଣସି ନିଷ୍ପତ୍ତି ନେବା ପୂର୍ବରୁ ପୁନଶ୍ଚ ଭାବି ଦେଖନ୍ତୁ। ପ୍ରିୟଜନଙ୍କ ସହ ସମ୍ପର୍କରେ ଦୃଢ଼ତା ବଢ଼ିବ।
ମୀନ: କଠିନ ପରିସ୍ଥିତିର ମୁକାବିଲା କରିବେ। କାର୍ଯ୍ୟକ୍ଷେତ୍ରକୁ ଅଧିକ ଗୁରୁତ୍ବ ଦେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେବ। ଛାତ୍ରଛାତ୍ରୀ କ୍ୟାରିୟରରେ ଉନ୍ନତି ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ।
ମେଷ: କୌଣସି ସମସ୍ୟାରେ ପଡ଼ିପାରନ୍ତି। ଧାର ମାଗୁଥିବା ବ୍ୟକ୍ତିଙ୍କୁ ଅଣଦେଖା କରିବା ଉଚିତ ହେବ। ବ୍ୟବସାୟ କାର୍ଯ୍ୟରେ ଦୂରଯାତ୍ରା କରିପାରନ୍ତି। ପ୍ରେମୀ ଯୁଗଳଙ୍କ ପାଇଁ ନୂତନ ରାସ୍ତା ଉନ୍ମୋଚନ ହେବ।
ବୃଷ: ଗୃହପାଇଁ ନୂତନ ବସ୍ତୁ କ୍ରୟ କରିପାରନ୍ତି। ପଡ଼ୋଶୀଙ୍କ ସହ ସମ୍ପର୍କ ଦୃଢ଼ ହେବ। କଠିନ ପରିଶ୍ରମ କରି ସଫଳତା ହାସଲ କରିବେ। ପ୍ରେମ ଓ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ।
ମିଥୁନ: ଦେହ ଓ ମନ ଭଲ ରହିବ। ପରିବାରରେ ବିବାଦୀୟ ସ୍ଥିତି ଉପୁଜିପାରେ। ଆୟ ଓ ବ୍ୟୟ ସମାନ ରହିବ। ବନ୍ଧୁବାନ୍ଧବଙ୍କଠାରୁ ଆର୍ଥିକ ସହାୟତା ପାଇବେ। ଜୀବନସାଥୀଙ୍କ ସାହାଯ୍ୟ ଲୋଡ଼ିବେ।
କର୍କଟ: ଦିନଟି ମଧ୍ୟମ ଧରଣର ରହିବ। ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। କାହାର ଭାବନାକୁ କ୍ଷତି ପହଞ୍ଚାନ୍ତୁ ନାହିଁ। ବୈବାହିକ ଜୀବନରେ କଳହ ସୃଷ୍ଟି ହୋଇପାରେ।
ସିଂହ: ଅତୀତ ର ନିଷ୍ପତ୍ତି ପାଇଁ ମାନସିକ ଅଶାନ୍ତିରେ ପଡ଼ିବେ। ମହିଳାମାନେ ବ୍ୟସ୍ତ ରହିବେ। ଆର୍ଥିକ ସ୍ଥିତି ସଠିକ୍‌ ରହିବ। ଭ୍ରମଣ ଯୋଗ ରହିଛି। ଘରୋଇ ସମସ୍ୟା ଦେଖାଦେଇପାରେ।
କନ୍ୟା: ସମାଜରେ ପ୍ରତିଷ୍ଠା ପାଇବେ। ପୁରୁଣା ନିବେଶରୁ ଲାଭାନ୍ବିତ ହେବେ। ମନ ପ୍ରଫୁଲ୍ଲିତ ରହିବ। ପ୍ରିୟଜନଙ୍କ ସହ ବୁଲାବୁଲି କରିବାକୁ ଯାଇପାରନ୍ତି। ପ୍ରେମ ଓ ଦାମ୍ପତ୍ୟ ଜୀବନ ସୁଖକର ହେବ।
ତୁଳା:ଗୋପନୀୟ କଥା ପ୍ରକଟ କରନ୍ତୁ ନାହିଁ। ଅନ୍ୟର ଖୁସିରେ ନିଜକୁ ସାମିଲ କରନ୍ତୁ। ଅର୍ଥ କାରବାର ଉପରେ ଦୃଷ୍ଟି ଦିଅନ୍ତୁ। ସହକର୍ମୀଙ୍କ ସାହାଯ୍ୟ ପାଇବେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।
ବିଛା: ପାରିବାରିକ ସହଯୋଗ ପାଇ ଉନ୍ନତି କରିବେ। କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ। ବ୍ୟବସାୟରେ ସଫଳତା ମିଳିବ। ବାଦବିବାଦରୁ ନିବୃତ୍ତ ରୁହନ୍ତୁ। ବିଦେଶ ଭ୍ରମଣ ଯୋଗ ରହିଛି।
ଧନୁ: ଦିନଟି ବ୍ୟସ୍ତବହୁଳ ରହିବ। ଭବିଷ୍ୟତ ପାଇଁ ନୂତନ ଯୋଜନା ବନାଇବେ। ଇଚ୍ଛା ଅନୁଯାୟୀ ଫଳ ପାଇବେ। ସମ୍ପର୍କରେ ଫାଟ ସୃଷ୍ଟି ହୋଇପାେର। ଜୀବନସାଥୀଙ୍କ ସ୍ବସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।
ମକର: ଦୀର୍ଘିଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ। ଘରୋଇ ଦାୟିତ୍ବକୁ ସୁଚାରୁ ଭାବରେ ତୁଲାନ୍ତୁ। କର୍ମକ୍ଷେତ୍ରରେ ଅଧିକ ସମୟ ଅତିବାହିତ କରିବେ। କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।
କୁମ୍ଭ: ଉଦାସୀନ ରହିପାରନ୍ତି। ପ୍ରିୟଜନ ସାହାଯ୍ୟ ସହଯୋଗର ହାତ ବଢ଼ାଇବେ। ସାଙ୍ଗସାଥୀଙ୍କ ସହ ସମୟ ଅତିବାହିତ କରନ୍ତୁ। ସହକର୍ମୀଙ୍କ ସହ ମତଭେଦ ଦେଖା ଦେବ।
ମୀନ: ସମାଜରେ ମାନସମ୍ମାନ ବୃଦ୍ଧି ପାଇବ। ଧନଲାଭର ଯୋଗ ରହିଛି। ପାରିବାରିକ ସମ୍ପର୍କରେ ମଧୁରତା ଦେଖାଦେବ। କଠିନ ପରିଶ୍ରମ କରି ସଫଳତା ପାଇବେ।