SAMS PG - The Sakala
ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ହୋଇଥିବା Common PG Entrance Test (CPET) ପ୍ରବେଶିକା ପରୀକ୍ଷା ଫଳାଫଳ ଆଜି ଅପରାହ୍ନ ୪.୦୦ ଘଟିକା ସମୟରେ SAMS PG ପୋର୍ଟାଲରେ ପ୍ରକାଶିତ ହୋଇଛି। ଛାତ୍ରଛାତ୍ରୀମାନେ SAMS PG ପୋର୍ଟାଲରେ ନିଜର ପରୀକ୍ଷା ଫଳ ଓ ରାଙ୍କ୍‌ ଦେଖିପାରିବେ।
ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଅନୁଷ୍ଠିତ ହୋଇଥିବା Common PG Entrance Test (CPET) ପ୍ରବେଶିକା ପରୀକ୍ଷା ନିମନ୍ତେ ମୋଟ୍ ୬୨,୩୨୧ ଜଣ ପରୀକ୍ଷାର୍ଥୀ ଆବେଦନ କରିଥିଲେ। ସେଥିମଧ୍ୟରୁ ୫୬,୯୭୬ ଜଣ ପରୀକ୍ଷାର୍ଥୀ ପ୍ରବେଶିକା ପରୀକ୍ଷା ଦେଇଥିଲେ।
ରାଜ୍ୟରେ ୧୧୬ଟି ପିଜି କଲେଜ୍‌ରେ ରହିଥିବା ୩୦,୮୦୨ ପିଜି ସିଟ୍ ନିମନ୍ତେ ବିଗତ ମେ’ ୪ ତାରିଖରୁ ମେ’ ୧୮ ତାରିଖ ପର୍ଯ୍ୟନ୍ତ Common PG Entrance Test (CPET) ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା।
ଆଜି ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀମାନେ SAMS ପୋର୍ଟାଲରେ ଜୁନ୍‌ ୩ ତାରିଖରୁ ଜୁନ୍‌ ୮ ତାରିଖ ପର୍ଯ୍ୟନ୍ତ ନିଜ ରାଙ୍କ୍ ଅନୁଯାୟୀ ନିଜ ମନପସନ୍ଦର ପିଜି କଲେଜ୍‌ରେ ନାମ ଲେଖାଇବା ପାଇଁ ଚଏସ୍‌ ଫିଲିଙ୍ଗ (Choice Filling) କରିପାରିବେ। ଏଥିସହ ବିଭିନ୍ନ ସ୍ନାତକୋତ୍ତର କଲେଜ୍‌ର ସ୍ନାତକୋତ୍ତର ପାଠ୍ୟକ୍ରମର ପ୍ରଥମ ମେଧା ତାଲିକା (Provisional allotment of seats for 1st round selection process) ଆସନ୍ତା ଜୁନ୍‌ ୧୩ ତାରିଖ ଅପରାହ୍ନ ୪.୦୦ ଘଟିକା ସମୟରେ ପ୍ରକାଶିତ ହେବ।
ଖାଲିଥିବା ପିଜି ସିଟରେ ହେବ ସ୍ପଟ୍‍ ନାମଲେଖା
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସରକାରୀ ବିଶ୍ୱବିଦ୍ୟାଳୟ ଓ ଡିଗ୍ରି କଲେଜରେ ଖାଲିଥିବା ପିଜି ସିଟ୍‍ଗୁଡ଼ିକରେ ପୁଣି ନାମଲେଖା ହେବ। ଏନେଇ ଉଚ୍ଚଶିକ୍ଷା ବିଭାଗ ବିଶ୍ୱବିଦ୍ୟାଳୟର ପିଜି ପରିଷଦ ଓ ଡିଗ୍ରି କଲେଜର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛି। ପିଜି ପ୍ରବେଶିକା ପରୀକ୍ଷାର ମାର୍କ ଓ କ୍ୟାରିୟର ମାର୍କ ଆଧାରରେ ଚୟନ କରାଯିବ। ୱେଟିଂ ତାଲିକାରେ ଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଯୋଗ୍ୟ ପିଲାଙ୍କୁ ଚୟନ କରାଯିବ। ତେବେ ଖାଲିଥିବା ସିଟ୍‍ ଅନୁଯାୟୀ ବିଦ୍ୟାର୍ଥୀଙ୍କ ଯୋଗ୍ୟ ତାଲିକା ଆସନ୍ତା ୧୯ ତାରିଖ ସୁଦ୍ଧା କଲେଜର ‘ଇ-ସ୍ପେସ’ରେ ଅପଲୋଡ କରିବା ପାଇଁ ବିଭାଗ ନିର୍ଦ୍ଦେଶ ଦେଇଛି। ନାମଲେଖା ପରେ ଯଦି କୌଣସି ସିଟ୍‍ ଖାଲି ରହେ ଓଜେଇଇ କିମ୍ବା ଜାତୀୟ ସ୍ତରର ପ୍ରବେଶିକା ପରୀକ୍ଷା ଦେଇଥିବା ବିଦ୍ୟାର୍ଥୀଙ୍କୁ ସେମାନଙ୍କ ଯୋଗ୍ୟତା ହାରରେ ଚୟନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପରାମର୍ଶ ଦେଇଛି। ତେବେ ମାର୍ଚ୍ଚ ୩୧ ସୁଦ୍ଧା ନାମଲେଖା ପ୍ରକ୍ରିୟା ସାରିବା ପାଇଁ ବିଭାଗ ପରାମର୍ଶ ଦେଇଛି।