vigilalance raid - The Sakala
ଭିଜିଲାନ୍ସ ଜାଲରେ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଏବଂ ହାଟଡିହି ବ୍ଲକ ବଞ୍ଚୋ ଗ୍ରାମପଞ୍ଚାୟତ ପିଇଓ
କଟକ/କେନ୍ଦୁଝର: ଭିଜିଲାନ୍ସ ଜାଲରେ ଦୁଇ ସରକାରୀ ବାବୁ । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡା ଏବଂ କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ହାଟଡ଼ିହି ବ୍ଲକ୍ PEO ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢ଼ାଉ କରି ଯାଞ୍ଚ ଚଲାଇଛନ୍ତି । ଏଥିରେ ୪ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର, ଜଣେ ଏଏସଆଇ ଓ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି । ବିଭିନ୍ନ ସ୍ଥାନରେ ଠାବ ହୋଇଛି ବାବୁଙ୍କର ବହୁତଳ ଅଟ୍ଟାଳିକା । ଭୁବନେଶ୍ବର ବଡ଼ଗଡ ଓ ବ୍ରିଟ କଲୋନୀରେ ଦୁଇଟି ତିନି ମହଲା ଓ ଖୋର୍ଦ୍ଧା ସନପଲାରେ ଦୁଇଟି ଦୁଇମହଲା କୋଠା ରହିଛି । ଏସବୁ ସ୍ଥାନ ସମେତ ବାରଙ୍ଗସ୍ଥିତ କାର୍ଯ୍ୟାଳୟରେ ମଧ୍ୟ ଚଢ଼ାଉ କରୁଛି ଭିଜିଲାନ୍ସ ।
ସେହିପରି ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ହାଟଡିହି ବ୍ଲକ ବଞ୍ଚୋ ଗ୍ରାମପଞ୍ଚାୟତ ପିଇଓ ଜିତେନ୍ଦ୍ର କୁମାର ଜେନାଙ୍କ ବିଭିନ୍ନ ଠିକଣାରେ ବି ଚାଲିଛି ଭିଜିଲାନ୍ସ ଚଢ଼ାଉ । ତାଙ୍କ ବାସଭବନ ସମେତ ୬ଟି ସ୍ଥାନରେ ଚଢାଉ କରାଯାଇଛି । କେନ୍ଦୁଝର ଓ ବାଲେଶ୍ୱରର ଭିଜିଲାନ୍ସ ଟିମ ମିଳିତଭାବେ ଚଢାଉ କରିଛନ୍ତି । ବସନ୍ତିଆସ୍ଥିତ ଘର ଓ ବ୍ୟବସାୟ ପ୍ରତିଷ୍ଠାନରେ ଚଢ଼ାଉ ଚାଲିଛି । ୪ ଜଣ ଡିଏସପି ଓ ୮ ଜଣ ଇନସପେକ୍ଟରଙ୍କୁ ନେଇ ରେଡ କରାଯାଉଛି । ଚଣ୍ଡିବିରଞ୍ଚିପୁରରେ ୩ ତାଲା ଘର, ବସନ୍ତିଆଠାରେ ଥିବା ମାର୍କେଟ କମ୍ପ୍ଲେକ୍ସ, ଗୋଦାମ ଗୃହ, ବିଦ୍ୟାଧରପୁରରେ ଥିବା ଇଲେକ୍ଟ୍ରୋନିକ ଦୋକାନ, ପଢିଆରିପଲ୍ଲୀରେ ସମ୍ପର୍କୀୟଙ୍କ ଘର ଓ ପଞ୍ଚାୟତ କାର୍ଯ୍ୟାଳୟରେ ଏକାବେଳକେ ରେଡ ଚାଲିଛି ।
ଭିଜିଲାନ୍ସ ଜାଲରେ OAS ଅଧିକାରୀ, ଲାଞ୍ଚ ନେଇ ଧରାପଡ଼ିଲେ....
ଗଞ୍ଜାମ: ଭିଜିଲାନ୍ସ ଜାଲରେ OAS ଅଧିକାରୀ। ଭିଜିଲାନ୍ସ ଜାଲରେ ଗଞ୍ଜାମ ବେଲଗୁଣ୍ଠା NAC କାର୍ଯ୍ୟନିର୍ବାହୀ ଅଧିକାରୀ। କାର୍ଯ୍ୟନିର୍ବାହୀ ଅଧିକାରୀ OAS ବନମାଳୀ ଶତପଥୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ । ଜଣେ କର୍ମଚାରୀଙ୍କ ରିଲିଜ ଅର୍ଡର ଓ ଏରିୟର କରାଇଦେବାକୁ ଲାଞ୍ଚ ନେଉଥିଲେ। ଲାଞ୍ଚ ନେଇ ଧରାପଡ଼ିବା ପରେ ବନମାଳୀଙ୍କ ୩ଟି ସ୍ଥାନରେ ରେଡ୍‌ ଆରମ୍ଭ ହୋଇଛି।
ଭୁବନେଶ୍ବର: ଘାରିଛି ରାତାରାତି କୋଟିପତି ହେବାର ସପ୍ନ। ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ)। ଥୁଆମୁଳ-ରାମପୁର ବକ୍ଲ ପିଇଓ ଦେବାନନ୍ଦ ସାଗରକୁ ଆଜି ଗିରଫ କରିଛି ଭିଜିଲାନ୍ସ। ସରକାରୀ ଟଙ୍କା ଆତ୍ମସାତ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସରକାରୀ ଅର୍ଥକୁ କ୍ରିକେଟ ବେଟିଂରେ ଦେବାନନ୍ଦ ଲଗାଉଥିବା ଭିଜିଲାନ୍ସ ସନ୍ଦେହ କରୁଛି। ଦେବାନନ୍ଦଙ୍କ ବିରୁଦ୍ଧରେ ୩ କୋଟିରୁ ଉର୍ଦ୍ଧ୍ବ ଟଙ୍କା ଆତ୍ମସାତ ଅଭିଯୋଗ ଆସିଛି।
ସେହପରି, ଗତକାଲି ରାତାରାତି କୋଟିପତି ହେବାର ନିଶାରେ ଜଣେ ପିଇଓ ଭିଜିଲାନ୍ସ ଜାଲରେ ପଡିଥିଲେ। ପଞ୍ଚାୟତର ୪୩ଲକ୍ଷ ସରକାରୀ ଟଙ୍କା ହଡ଼ପ କରି କ୍ରିକେଟ୍‌ ବେଟିଂ କରିବା ଅଭିଯୋଗରେ ଭିଜିଲାନ୍ସ  ତାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତର ପିଇଓ କ୍ଷେତ୍ରମୋହନ ନାୟକ। ସରପଞ୍ଚଙ୍କ ଜାଲ ଦସ୍ତଖତରେ ସେ ଏହି ଟଙ୍କା ଉଠାଇବା ପରେ ଅନ୍‌ଲାଇନ୍‌ ଗେମିଂ ଓ ବେଟିଂ ଆପରେ ନିବେଶ କରୁଥିଲେ। ଏ ନେଇ ବ୍ରହ୍ମପୁର ଭିଜିଲାନ୍ସ ଏସପି ପ୍ରଦୀପ ପ୍ରଧାନ ଏହି ସୂଚନା ଦେଇଥିଲେ।
ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ASI, ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଏଏସଆଇ ବୁଦୁ ଭୋଇ। ଏକ ଦୁର୍ଘଟଣା ମାମଲାରେ ଜବତ ହୋଇଥିବା ମୋଟରସାଇକେଲକୁ ଛାଡିବା ପାଇଁ ଜଣେ ଅଭିଯୋଗକାରୀଙ୍କୁ ୬ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଆଜି ଏହି ଲାଞ୍ଚ ଟଙ୍କା ନେଉଥିବାବେଲେ ମାଡିବସିଥିଲା ଭିଜିଲାନ୍ସ।
ଖବର ଅନୁଯାୟୀ, ଗତ ଏକ ମାସ ଧରି ଅଭିଯୋଗକାରୀ ଏଏସଆଇ ବୁଦୁ ଭାଇଙ୍କୁ ତାଙ୍କ ମୋଟରସାଇକେଲ ଛାଡିବା ପାଇଁ ଅନୁରୋଧ କରି ଆସୁଥିଲେ। କିନ୍ତୁ ବୁଦୁ ଭୋଇ ଏହାକୁ ଛାଡିବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ମାଗୁଥିଲେ। ଏହାପରେ ଅଭିଯୋଗକାରୀ ଜଣଙ୍କ ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରିଥିଲେ। ଭିଜିଲାନ୍ସ  ଆଜି ଅଭିଯୋଗକାରୀଙ୍କଠାରୁ ୬ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଅଭିଯୁକ୍ତ ଏଏସଆଇ ବୁଦୁ ଭୋଇଙ୍କୁ ଗିରଫ କରିଛି। ତାଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଉଦ୍ଧାର କରାଯାଇ ଜବତ କରାଯାଇଛି। ଏହାପରେ ତାଙ୍କର ଏକକାଳୀନ ୨ ସ୍ଥନାରେ ଚଢାଉ ଜାରି ରହିଥିବା ସୂଚନା ।
ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। କଟକ, ଭୁବନେଶ୍ବର ଓ କେନ୍ଦ୍ରାପଡ଼ା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି।
ଭିଜିଲାନ୍ସ ଜାଲରେ ଆରଆଇ, ଲାଞ୍ଚ ନେଲା ବେଳେ ଧରାପଡ଼ିଲେ
ଖୋର୍ଦ୍ଧା: ଲାଞ୍ଚ ନେବା ବେଳେ ଧରାପଡିଲେ ବେଗୁନିଆ ତହସିଲ ସିକୋ ଆରଆଇ ବିଶ୍ଵେଶ୍ଵର ରାଏ ବେହେରା । ସେ  ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଓଡିଶା ଭିଜିଲାନ୍ସ ଟିମ ଦ୍ବାରା ଧରାପଡି ଗିରଫ ହୋଇଛନ୍ତି ।
ଜଣେ ଅଭିଯୋଗକାରୀଙ୍କ ଠାରୁ ସରକାରୀ ଜମିରୁ ଗଛ କାଟିବା କାରଣରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଧମକ ଦେଇ ଲାଞ୍ଚ ମାଗିଥିଲେ। ଏନେଇ ସଂପୃକ୍ତ ବ୍ଯକ୍ତି ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଆଜି ନିଜସ୍ବ କାର୍ଯ୍ଯାଳୟରେ ଲାଞ୍ଚ ନେଉଥିବା ବେଳେ ପୂର୍ବ ଯୋଜନା ଅନୁସାରେ ଛକି ରହିଥିବା ଟିମ ମାଡି ବସିଥିଲା। ତାଙ୍କ ଠାରୁ ରଙ୍ଗ ପ୍ରଲେପ ଦିଆ ଟଙ୍କା ଜବତ କରିଛି ଭିଜିଲାନ୍ସ। ତାଙ୍କ ସରକାରୀ କାର୍ଯ୍ଯାଳୟ ସମେତ ୨ ଟି ସ୍ଥାନରେ ଚଢାଉ ଜାରି ରହିଛି। ଏନେଇ ଭୁବନେଶ୍ବର ଭିଜିଲାନ୍ସ କାର୍ଯ୍ଯାଳୟରେ ୧୩/୨୪ ରେ ଏକ ମାମଲା ରୁଜୁ ହୋଇଛି।
ଭିଜିଲାନ୍ସ ଜାଲରେ ଡମପଡ଼ା ତହସିଲର ବରିଷ୍ଠ କିରାଣୀ
ବାଙ୍କୀ: ଭିଜିଲାନ୍ସ ଜାଲରେ ତହସିଲର ବରିଷ୍ଠ କିରାଣୀ । କଟକ ଜିଲ୍ଲା ଡମପଡ଼ା ତହସିଲ ଅଫିସର ବରିଷ୍ଠ କିରାଣୀ ପ୍ରଶାନ୍ତ କୁମାର ରାଉତ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଏକ ଜମି ପଟ୍ଟାର ଅବିକଳ ନକଲ କରିଦବା ପାଇଁ  ଜଣେ ଅଭିଯୋଗକାରୀଙ୍କ ଠାରୁ ୧୨ ହଜାର ୫୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଅଭିଯୋଗକାରୀ ଆଜି ୩ ହଜାର ଟଙ୍କା ଦେଉଥିବାବେଳେ ଭିଜିଲାନ୍ସ  ପ୍ରଶାନ୍ତଙ୍କୁ ମାଡ଼ି ବସିଥିଲା। ଲାଞ୍ଚ ଟଙ୍କା ଉଦ୍ଧାର କରାଯାଇ ଜବତ କରାଯାଇଛି। ଏହାପରେ ତାଙ୍କର ୨ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି।
ଭିଜିଲାନ୍ସ ଜାଲରେ ଡାକ୍ତର, ୬ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ
ଝାରସୁଗୁଡ଼ା: ଭିଜିଲାନ୍ସ ଜାଲରେ ଡାକ୍ତର । ୬ହଜାର ଟଙ୍କା ଲାଞ୍ଚ ନେଇ ଭିଲିଲାନ୍ସ ହାତରେ ଧରାପଡ଼ିଛନ୍ତି ଡାକ୍ତର ସୌରଭ ସୁପ୍ରୀତ। ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନାର ଡାକ୍ତର ସୌରଭ ସୁପ୍ରୀତ ଲାଞ୍ଚ ନେବାବେଳେ ତାଙ୍କୁ ଭିଜିଲାନ୍ସ ଧରିଥିଲା। ଅପରେସନ କରିବାକୁ ୨ ରୋଗୀଙ୍କଠାରୁ ଲାଞ୍ଚ ନେଉଥିବା ଡାକ୍ତର ସୌରଭ ସୁପ୍ରୀତଙ୍କ ନାମରେ ଅଭିଯୋଗ ହୋଇଛି। ଭିଜିଲାନ୍ସ ଅଧିକାରୀ ଡାକ୍ତର ସୌରଭ ସୁପ୍ରୀତଙ୍କଠାରୁ ୬ହଜାର ଟଙ୍କା ଜବତ ସହ ପଚରାଉଚୁରା ଜାରି ରହିଥିବା ସୂଚନା ମିଳିଛି।
ଭିଜିଲାନ୍ସ ଜାଲରେ ସୁକିନ୍ଦା ଥାନା ଏସଆଇ, ଲାଞ୍ଚ ନେଲାବେଳେ ଧରାପଡ଼ିଲେ
ଯାଜପୁର: ଭିଜିଲାନ୍ସ ଜାଲରେ ଥାନା ଏସଆଇ । ଯାଜପୁର ଜିଲ୍ଲା ସୁକିନ୍ଦା ଥାନାର ସବ୍ ଇନ୍ସପେକ୍ଟର ନିର୍ମଳ କୁମାର ସେନାପତି ଭିଜିଲାନ୍ସ ଜାଲରେ ପଡିଛନ୍ତି । ସେ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି।
ଖବର ଅନୁଯାୟୀ, ଏସ୍‌ଆଇ ଜଣଙ୍କ ଏକ ଚୋରା ବାଲି ବୋଝେଇ ଗାଡ଼ି ଜବତ ମାମଲାର ରଫାଦଫା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ସେହି ସମୟରେ ତାଙ୍କୁ ମାଡ଼ି ବସିଥିଲା ଭିଜିଲାନ୍ସ । ତାଙ୍କ ନିକଟରୁ ୧୦ ହଜାର ଟଙ୍କା ଜବତ କରିବା ସହ ସବ୍ ଇନ୍ସପେକ୍ଟର ନିର୍ମଳଙ୍କୁ ଥାନାରୁ ଉଠାଇ ନେଲା କଟକ ଭିଜିଲାନ୍ସ ଟିମ୍ ।
ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଉପଜିଲ୍ଲାପାଳ: ଚଢାଉ ବେଳେ ପଡ଼ୋଶୀଙ୍କ ଛାତ ଉପରୁ ମିଳିଳା ପେଟି ପେଟି ଟଙ୍କା
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଉପଜିଲ୍ଲାପାଳ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଭିଜିଲାନ୍ସର ଚଢ଼ାଉ କରିଛି। ଏକକାଳୀନ ୯ ଟି ସ୍ଥାନରେ ଚାଲିଛି ଚଢ଼ାଉ।  ତେବେ ଚଢାଉ ବେଳେ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଭୁବନେଶ୍ବର କାନନ ବିହାର ପଡ଼ୋଶୀଙ୍କ ଘରୁ ପେଟି ପେଟି ଟଙ୍କା ଜବତ କରାଯାଇଛି। ୫୦୦ ଟଙ୍କିଆ ନୋଟ ଭର୍ତ୍ତି ୬ଟି ପେଟ ଜବତ ହୋଇଛି । ଟଙ୍କା ଗଣା ମେସିନ ଆଣି ଗଣା ହେଉଛି ବିଡ଼ା ବିଡ଼ା ଟଙ୍କା । ବର୍ତ୍ତମାନ ସୁଦ୍ଧା ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଥିବା ବେଳେ ଗଣତି ପ୍ରକ୍ରିୟା ଜାରି ରହିଛି।
ଭିଜିଲାନ୍ସ ବିଭାଗର ୯ ଟି ଟିମ ପ୍ରଶାନ୍ତ ରାଉତଙ୍କ ନବରଙ୍ଗପୁର ସରକାରୀ ବାସଭବନ ,କାର୍ଯ୍ୟାଳୟ ସହ ଭଦ୍ରକରେ ନିଜ ବାସ ଭବନ ଓ ଭୁବନେଶ୍ୱର ସ୍ଥିତ କାନନ ବିହାରର ଏକ ଘରେ ରେଡ଼  ଚାଲିଛି।
ସୂଚନା ଅନୁଯାୟୀ, ପ୍ରଶାନ୍ତ ପୂର୍ବରୁ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ବ୍ଲକରେ ବିଡ଼ିଓ ଥିବା ସମୟରେ ଜିରିପାଣି ପଞ୍ଚାୟତରେ ୧୧ ଲକ୍ଷ ଟଙ୍କାର ଏକ ପ୍ରୋଜେକ୍ଟର ବିଲ କରେଇଦେବା ପାଇଁ ଏକ ଲକ୍ଷ ଟଙ୍କା ଲାଞ୍ଚ ନେଇ ଗିରଫ ହୋଇଥିଲେ। ଏ ମାମଲା ସହ ନବରଙ୍ଗପୁର ଜିଲ୍ଲାରେ ମଧ୍ୟ ଶ୍ରୀ ରାଉତଙ୍କ ନାଁ ରେ ଅନେକ ଅଭିଯୋଗ ଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ଜଣାପଡ଼ିଛି।
ଭିଜିଲାନ୍ସ ଜାଲରେ ଶିକ୍ଷାଧିକାରୀ, ଦରମା ବୃଦ୍ଧି ପାଇଁ ନେଉଥିଲେ ଲାଞ୍ଚ
ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ହିନ୍ଦୋଳ ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ କୁମାର ମଲ୍ଲିକ । ହିନ୍ଦୋଳ ବ୍ଲକ ବ୍ରହ୍ମପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଅଦ୍ୱୈତ ସାମଲଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ଏହାପରେ ଏକକାଳୀନ ୩ଟି ଜାଗାରେ ଚଢ଼ାଉ କରିଛି ଭିଜିଲାନ୍ସ। ଭଦ୍ରକ ସ୍ଥିତି ଘର ,ହି ନ୍ଦୋଳ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ଯାଳୟ ଓ ଖଜୁରିଆକଟା ଭଡା ଘରେ ରେଡ କରିଛି ଭିଜିଲାନ୍ସ । ମହଙ୍ଗା ଭତ୍ତା ଓ ମାସିକ ଦରମା ବୃଦ୍ଧି ପାଇଁ ଲାଞ୍ଚ ନେଉଥିଲେ ବିଇଓ । ବିଇଓଙ୍କ ପାଖରୁ ନଗଦ ୯୧ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ।
କଳାଧନର କୁବେର ଜିଏସଟି ଅଧିକାରୀ: ଅମାପ ସମ୍ପତ୍ତି ଦେଖି ଭିଜିଲାନ୍ସ ଜଳକା, ବିଭିନ୍ନ ବ୍ୟାଙ୍କରେ ଚାଲିଛି ଛାନବିନ୍
ପାରାଦୀପ: ସିଟି ଆଣ୍ଡ ଜିଏସ୍‌ଟି ଅଧିକାରୀ ଚିତ୍ତରଂଜନ ମହାନ୍ତିଙ୍କ ପୁଳାପୁଳା ସମ୍ପତ୍ତି ଠାବ ହୋଇଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜିଏସଟି ଅଧିକାରୀଙ୍କ ଅମାପ ସମ୍ପତ୍ତି ଦେଖି  ଭିଜିଲାନ୍ସ  ମଧ୍ଯ ଜଳକା ହୋଇଛି। ପାରାଦୀପ ଜିଏସଟି ଅଧିକାରୀ ଚିତ୍ତରଂଜନ ମହାନ୍ତିଙ୍କ ଘରୁ ରେଡ୍ ବେଳେ ଜବତ ହୋଇଛି ୫ ଲକ୍ଷ ୪୦ ହଜାର ନଗଦ ଟଙ୍କା ସହ ୧ କିଲୋ ୬୦ ଗ୍ରାମ ସୁନା । କାର୍ଯ୍ଯାଳୟରେ ଥିବା ଆଲମାରିରୁ ବି ଏକ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ । ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର ଲକରରୁ ୫.୪ ଲକ୍ଷ ଟଙ୍କା ଜବତ ହୋଇଛି । ମୋଟ ଏକ କୋଟି ୪ ଲକ୍ଷ ଟଙ୍କାର ବ୍ୟାଙ୍କଜମା, ବୀମା ଓ ମ୍ୟୁଚୁଆଲ ଫଣ୍ଡରେ ନିବେଶ ଠାବ କରିଛି ଭିଜିଲାନ୍ସ । କଟକ ସିଡିଏ ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର, ସିନ୍ଧ ବ୍ୟାଙ୍କ ଓ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ସର୍ଚ୍ଚ ଚଳାଇଛି ଭିଜିଲାନ୍ସ । ଜବତ ସୁନା ମଧ୍ୟରେ ୨୬ ଲକ୍ଷ ଟଙ୍କାର ୧୯ଟି ସୁନା ବିସ୍କୁଟ ରହିଥିବା ସୂଚନା ରହିଛି ।
ଚିତରଞ୍ଜନ ଭିଜିଲାନ୍ସ ରିମାଣ୍ଡରେ ଏପ୍ରିଲ ୧୩ ଯାଏଁ ରହିଛନ୍ତି । ଏକ ବ୍ୟବସାୟୀକ ପ୍ରତିଷ୍ଠାନର ଜିଏସଟି ମାମଲା ରଫାଦଫା ଓ ଜବତ ହୋଇଥିବା ସାମଗ୍ରୀ ଫେରାଇବା ପାଇଁ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଥିଲା ଭିଜିଲାନ୍ସ । ଆଗରୁ ମଧ୍ୟ ଅନେକ ଅଭିଯୋଗ ଚିତ୍ତରଂଜନ ମହାନ୍ତିଙ୍କ ବିରୋଧରେ ରହିଥିଲା । କେନ୍ଦ୍ରାପଡ଼ାର ପୈତୃକ ଘର, କଟକର ନିଜ ଘର ଓ ପାରାଦୀପ କାର୍ୟ୍ୟାଳୟରେ ଚଢାଉ କରିଥିଲା ଭିଜିଲାନ୍ସର ତିନୋଟି ଟିମ୍ ।