Dhamnagar Result - The Sakala

ଧାମନଗର ଉପନିର୍ବାଚନ ଫଳାଫଳ: ତୃତୀୟ ରାଉଣ୍ଡ ସୁଧା ବିଜେପି ପ୍ରାର୍ଥୀ ଆଗୁଆ
ଧାମନଗର: ଧାମନଗର ଉପନିର୍ବାଚନରେ ଆରମ୍ଭ ହୋଇଛି ଭୋଟ ଗଣତି । ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୧୪ଟି ଟେବୁଲରେ ୨୫୨ ବୁଥ ପାଇଁ ମୋଟ ୧୮ ରାଉଣ୍ଡ ଗଣତି କରାଯିବ । ପ୍ରତି ରାଉଣ୍ଡ ପରେ ଘୋଷଣା ହେଉଛି ଫଳାଫଳ । ପ୍ରଥମେ ପୋଷ୍ଟାଲ ବାଲଟ ଗଣତି ହେବା ପରେ ଇଭିଏମ ଗଣତି ଚାଲିଛି । ତେବେ ପ୍ରାରମ୍ଭିକ ପର୍ଯ୍ୟାୟରେ ବିଜେପି ପ୍ରାର୍ଥୀ ସୁରଜ ସୂର୍ଯ୍ୟବଂଶୀ ଆଗରେ ଥିବା ଜଣାପଡ଼ିଛି । ତୃତୀୟ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେପି ପ୍ରାର୍ଥୀ ୧୨୮୯୨ ଭୋଟ ପାଇ ଆଗରେ ରହିଥିବା ବେଳେ ବିଜେଡି ପ୍ରାର୍ଥୀ ୧୦୮୫୯ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ରହିଛନ୍ତି । କଂଗ୍ରେସ ପ୍ରାର୍ଥୀ ୪୨୭ ଭୋଟ ଏବଂ ସ୍ବାଧୀନ ପ୍ରାର୍ଥୀ ୧୦୯୨ ଭୋଟ ପାଇଛନ୍ତି ।

ବର୍ତ୍ତମାନ ସୁଦ୍ଧା ତୃତୀୟ ରାଉଣ୍ଡ ଗଣତି ଶେଷ ହୋଇଛି । ପ୍ରଥମ ରାଉଣ୍ଡ ଶେଷ ହେବା ପରେ ବିଜେପି ପ୍ରାର୍ଥୀ ଆଗୁଆ ରହିଥିବାବେଳେ ଦ୍ୱିତୀୟ ରାଉଣ୍ଡ ଶେଷରେ ମଧ୍ୟ ବିଜେପି ପ୍ରାର୍ଥୀ ଆଗୁଆ ରହିଛନ୍ତି । ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ୧୨୮୯୨ ଖଣ୍ଡ ଭୋଟ ପାଇଥିବାବେଳେ ବିଜେଡି ୧୦୮୫୯ ଖଣ୍ଡ ଭୋଟ୍ ପାଇଛି । ସେହିପରି କଂଗ୍ରେସ ଖାତାକୁ ୧୦୯୪ ଖଣ୍ଡ ଭୋଟ୍ ଯାଇଥିବାବେଳେ ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସଙ୍କ ଖାତାକୁ ଯାଇଛି ୧୦୯୨ ଖଣ୍ଡ ଭୋଟ୍‌ ।