Reshuffle In OAS Level - The Sakala

ଓଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି। ଶୈଳେନ୍ଦ୍ର କୁମାର ଜେନା ମିଶନ ଶକ୍ତି ଯୁଗ୍ମ ସଚିବ ହୋଇଥିବାବେଳେ ମମତା ବାରିକଙ୍କୁ ଓଡ଼ିଶା ଜୀବିକା ମିଶନ ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ବିନୋଦ କୁମାର ଜେନା ପର୍ଯ୍ୟଟନ ବିଭାଗ ଯୁଗ୍ମ ସଚିବ ଏବଂ ଗୋପୀନାଥ କୁଅଁରଙ୍କୁ ମହିଳା ଓ ଶିଶୁ ବିକାଶ ଯୁଗ୍ମ ସଚିବ ଦାୟିତ୍ବ ଦିଆଯାଇଛି। ଅପରପକ୍ଷରେ ମନୋରଞ୍ଜନ ସାହୁଙ୍କୁ ଭୁବନେଶ୍ବର ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି।

[wp-embedder-pack width=”100%” height=”400px” download=”all” download-text=”” attachment_id=”137867″ /]

ସୂରଜ କୁମାର ପଟ୍ଟନାୟକଙ୍କୁ ବରଗଡ଼ ଜିଲା ପରିଷଦର ଅତିରିକ୍ତ ଇଓ, ରାଜ କିଶୋର ଜେନାଙ୍କୁ ପୁରୀ ସବ୍‌-କଲେକ୍ଟର, ହେମସାଗର ଭୋଇଙ୍କୁ କୁଚିଣ୍ଡା ଆଇଟିଡିଏ ପିଏ, ସୋହେଲା ବିଡିଓ ସୁରେନ୍ଦ୍ର ମେହେରଙ୍କୁ ସୁବର୍ଣ୍ଣପୁରର ଅତିରିକ୍ତ ସବ୍‌-କଲେକ୍ଟର, ମନୋରମା ଜାଲିଙ୍କୁ ଭୁବନେଶ୍ୱରସ୍ଥିତ ଏସ୍‌ଆଇଆରଡିର ଡେପୁଟି ଡାଇରେକ୍ଟର, ସୁନୀଲ କୁମାର ମେହେରଙ୍କୁ ପାଟଣାଗଡ଼ ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଛି।

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳ ବଦଳ, ଅନାମ ଚରଣ ପାତ୍ର ହେଲେ ସିଏମ୍‌ସି କମିଶନର
ଭୁବନେଶ୍ବର: ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର। ମୋଟ ୩୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। ଅନାମ ଚରଣ ପାତ୍ରଙ୍କୁ କଟକ ମହାନଗର ନିଗମର କମିଶନର କରାଯାଇଛି। ଏବେ ସେ କଟକ ମହାନଗର ନିଗମର ଅତିରିକ୍ତ କମିଶନର ଅଛନ୍ତି। ଗତ ଅଗଷ୍ଟ ଶେଷ ସପ୍ତାହରେ କଟକ ମହାନଗର ନିଗମ କମିଶନର ବିଜୟ କୁମାର ଦାଶଙ୍କୁ ଗଜପତି ଜିଲ୍ଲାପାଳ ଭାବେ ବଦଳି ପରଠୁ ଏହି ପଦବୀ ଖାଲି ପଡ଼ିଥିଲା।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ, ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ବରିଷ୍ଠ ଓଏଏସ୍ ମଧୁମିତା ରଥ ନିଜ ଦାୟିତ୍ୱ ସହ ‘ଉତ୍କଳିକା’ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ । କଳ୍ପତରୁ ବେହେରାଙ୍କୁ କଟକ ମହାନଗର ନିଗମ ଅତିରିକ୍ତ କମିଶନର କରାଯାଇଛି। ସେ ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କର ପ୍ରାଇଭେଟ ସେକ୍ରେଟାରୀ ଥିଲେ। ସେହିଭଳି ପ୍ରଦୀପ କୁମାର ରାଉତଙ୍କୁ ଓକାକ ମୁଖ୍ୟ ନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି। ପୂର୍ବତନ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀଙ୍କ ପ୍ରାଇଭେଟ ସେକ୍ରେଟେରୀ ଗୌରହରି ବେହେରାଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ନୂଆ ନିଯୁକ୍ତି ମିଳିଛି। କେନ୍ଦୁଝରର ପୂର୍ବତନ ଅତିରିକ୍ତ ଡିଏମ୍‌ ଯଦୁମଣି ମହାଲଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି।

ଓଏଏସ୍‌‌ ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର
ଭୁବନେଶ୍ୱର: ଗୁରୁବାର ରାଜ୍ୟ ସରକାର ଓଏଏସ୍‌‌ସ୍ତରରେ ଏକ ଛୋଟ ଅଦଳବଦଳ କରିଛନ୍ତି। ଭଦ୍ରକ ଅତିରିକ୍ତ ଜିଲ୍ଲାପାଳ ସୁଚାରୁ କୁମାର ବଳଙ୍କୁ ସମ୍ବଲପୁର ଅତିରିକ୍ତ ଜିଲ୍ଲାପାଳ ଭାବରେ ଅବସ୍ଥାପିତ କରାଯାଇଛି। ସେହିପରି ଝାରସୁଗୁଡ଼ା ପିଡି ଆଲ୍‌‌ମନି ସେଠୀଙ୍କୁ କୋରାପୁଟ ଅତିରିକ୍ତ ଜିଲ୍ଲାପାଳ, ବାଲେଶ୍ୱର ଅତିରିକ୍ତ ଜିଲ୍ଲାପାଳ ପ୍ରିୟଦର୍ଶନୀ ମଲ୍ଲିକଙ୍କୁ ରାଜ୍ୟ ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗକୁ ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି। ସମ୍ବଲପୁର ଅତିରିକ୍ତ ଜିଲ୍ଲାପାଳ ଓଏଏସ୍‌‌ ସମ୍ୱିତ କୁମାର ଗଡ଼ନାୟକଙ୍କୁ ଭଦ୍ରକ ଅତିରିକ୍ତ ଜିଲ୍ଲାପାଳ, ପାରଳାଖେମୁଣ୍ଡି ଆଇଟିଡିଏ ପିଡ଼ି ଫାଲଗୁନି ମାଝୀଙ୍କୁ ଆନନ୍ଦପୁର ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ଅନ୍ୟପକ୍ଷରେ ଉପଜିଲ୍ଲାପାଳ ଚିତ୍ତରଞ୍ଜନ ମହାନ୍ତଙ୍କୁ କନ୍ଧମାଳ ଉପଜିଲ୍ଲାପାଳ ଭାବରେ ଅବସ୍ଥାପିତ କରାଯାଇଥିବାବେଳେ ଗଞ୍ଜାମ ଆରଆଇସି ଜେନେରାଲ ମ୍ୟାନେଜର ପ୍ରସନ୍ନ କୁମାର ପାତ୍ର, ଆସିକା ସମବାୟ ଚିନି କଳର ପରିଚାଳନା ନିର୍ଦ୍ଦେଶିକା ଗାୟତ୍ରୀ ଦତ୍ତ ନାୟକ ଓ ବ୍ରହ୍ମପୁର ସିଡିଏମଓ ଅଫିସରେ ପ୍ରଶାସନିକ ଅଫିସର ଥିବା ସୁବ୍ରତ କୁମାର ଜେନାଙ୍କ ପୂର୍ବ ବଦଳି ନିର୍ଦ୍ଦେଶନାମାକୁ ବାତିଲ କରାଯାଇ ପୂର୍ବ ସ୍ଥାନରେ କାର୍ଯ୍ୟ ଜାରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

୨୫ ଓଏଏସ୍‌ ଅଧିକାରୀଙ୍କ ବଦଳି କଲେ ରାଜ୍ୟ ସରକାର
ଭୁବନେଶ୍ୱର: ଗତକାଲି ଓଏଏସ୍‌ ଅଧିକାରୀସ୍ତରରେ ରାଜ୍ୟ ସରକାର ଏକ ଅଦଳ ବଦଳ କରିଛନ୍ତି। ମୋଟ ୨୫ଜଣ ଓଏଏସ୍‌‌ ଅଧିକାରୀଙ୍କ ବଦଳି ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ସମସ୍ତ ଅଧିକାରୀଙ୍କୁ ବିଭିନ୍ନ ସ୍ଥାନରେ ବିଡିଓ ଓ ତହସିଲଦାର ଭାବେ ଅବସ୍ଥାପିତ କରାଯାଇଛି।

ବିଜ୍ଞପ୍ତି ଅନୁସାରେ, ଓଏଏସ୍‌‌ ଅଧିକାରୀ ବେରସିୟସ ଡୁଙ୍ଗଡୁଙ୍ଗଙ୍କୁ ବରଗଡ଼ ବିଡିଓ ଭାବେ ବଦଳି ହୋଇଛି। ସେହିପରି ସୁଧୀର କୁମାର ନନ୍ଦଙ୍କୁ ବରଗଡ଼ ତହସିଲଦାର, ଶଙ୍କର କୁମାର ପାତ୍ରଙ୍କୁ ବିଡିଓ ଲାଞ୍ଜିଗଡ଼, ଅଶୋକ ପଟ୍ଟନାୟକଙ୍କୁ ପାତ୍ରପୁର ତହସିଲଦାର, ସଦାକର କୁମ୍ଭାରଙ୍କୁ ଗୋଲମୁଣ୍ଡା ତହସିଲଦାର, ଚିନ୍ମୟ ମହାନନ୍ଦାଙ୍କୁ ରାୟଗଡ଼ା ଡେପୁଟି କଲେକ୍ଟର, ସ୍ମୃତିରେଖା ଦାସଙ୍କୁ ଇଡକୋ ଅତିରିକ୍ତ ଲ୍ୟାଣ୍ଡ ଅଧିକାରୀ ଭାବେ ବଦଳି ହୋଇଛି। ସେହିପରି ଧନଞ୍ଜୟ ମହାନ୍ତିଙ୍କୁ ଦାନଗଦି ତହସିଲଦାର, ସଞ୍ଜୟ କୁମାର ପଣ୍ଡାଙ୍କୁ ପରଜଙ୍ଗ ବିଡିଓ, ମନ୍ମଥ କୁମାର ନାୟକଙ୍କୁ ଭଞ୍ଜନଗର ବିଡିଓ, ଜିତେନ୍ଦ୍ର ମୁର୍ମୁଙ୍କୁ ଜଳେଶ୍ୱର ତହସିଲଦାର, ଜୟକୃଷ୍ଣ ପାତ୍ରଙ୍କୁ ଅନୁଗୁଳ ଉପଜିଲ୍ଲାପାଳ, ଅଙ୍କିତା ବାରିକଙ୍କୁ ଯାଜପୁର ଡେପୁଟି କଲେକ୍ଟର, ସାରା ହେମ୍ୱ୍ରମଙ୍କୁ ବନ୍ତ ତହସିଲଦାର, ବନବିହାରୀ ହରପାଲଙ୍କୁ ତୁମୁଡିବନ୍ଧ ବିଡିଓ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ଜ୍ଞାନରଞ୍ଜନ ମାଝୀଙ୍କୁ ବେଲପାହାଡ଼ ତହସିଲଦାର, ପ୍ରମୋଦ କୁମାର ନାୟକଙ୍କୁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ସନ୍ଧ୍ୟା ସମର୍ଥଙ୍କୁ ବୋରିଗୁମ୍ମା ବିଡିଓ, ଦୀପ୍ତିମୟୀ ପାତ୍ରଙ୍କୁ ପଦ୍ମପୁର ତହସିଲଦାର, ପ୍ରଦୀପ କୁମାର କରଙ୍କୁ କାଲିମେଳା ବିଡିଓ, ବିକ୍ରମ କୁମାର ଦୋରାଙ୍କୁ ବଲାଙ୍ଗିର ତହସିଲଦାର, ଯସ୍ମିନ କୁମାର ପ୍ରଧାନଙ୍କୁ ଗୁମ୍ମା ବିଡିଓ, ଶରତ କୁମାର ପାତ୍ରଙ୍କୁ କାଶୀନଗର ବିଡିଓ, ବସନ୍ତ କୁମାର ହାତୀଙ୍କୁ ଲଖନପୁର ତହସିଲଦାର ଓ ସମ୍ୱିତ ସଂଗ୍ରାମଜିତ୍‌‌ ସାହୁଙ୍କୁ ପର୍ଯ୍ୟଟନ ବିଭାଗର ଓଏସଡି ଭାବେ ବଦଳି କରାଯାଇଛି।

ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ଯସରକାର
ଭୁବନେଶ୍ୱର: ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି । ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି। ଶକ୍ତି ବିଭାଗର ସ୍ୱତନ୍ତ୍ର ସଚିବ ତଥା ଓଏଏସ୍ ସୁରଥ ଚନ୍ଦ୍ର ମଲ୍ଲିକଙ୍କୁ ଅତିରିକ୍ତ ଜେଲ୍ ଆଇଜି ଭାବେ ବଦଳି କରାଯାଇଛି। ସେହିପରି ଶକ୍ତି ବିଭାଗର ସ୍ୱତନ୍ତ୍ର ସଚିବ ସୁରଥ ଚନ୍ଦ୍ର ମଲ୍ଲିକଙ୍କୁ ଭୁବନେଶ୍ୱରସ୍ଥିତ ଜେଲ୍ ନିର୍ଦ୍ଦେଶାଳୟରେ ଅତିରିକ୍ତ ଜେଲ୍ ଆଇଜି ଭାବେ ବଦଳି ହୋଇଛନ୍ତି । ସେହିପରି ସେଠାରେ ଥିବା ବରିଷ୍ଠ ଓଏଏସ୍ ସୀତାରାମ ପଟେଲଙ୍କୁ ସମ୍ବଲପୁରସ୍ଥିତ ବନ୍ଦୋବସ୍ତ ଓ ଚକବନ୍ଦୀ ଅତିରିକ୍ତ କମିଶନର ଭାବେ ବଦଳି କରାଯାଇଛି । ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢ଼ୀଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି ଓ ସେ ଅତରିକ୍ତ ଭାବେ ଟିଚର୍ସ ଟ୍ରେନିଂ ଆଣ୍ଡ ଏସସିଇଆରଟି ନିର୍ଦ୍ଦେଶକ ଭାବେ ମଧ୍ୟ କାର୍ଯ୍ୟ କରିବେ।

ସେହିପରି ବରିଷ୍ଠ ଓଏଏସ୍ ବିରଂଚି ନାରାୟଣ ଦରୱାନଙ୍କୁ କଳାହାଣ୍ଡି ଜିଲ୍ଲା ପରିଷଦ ଅତିରିକ୍ତ ଏକଜ୍ୟୁଟିଭ ଅଫିସର ଭାବେ ବଦଳି ହୋଇଛି । ଓଏଏସ୍ ଟୁନା ମେହେରଙ୍କୁ କଳାହାଣ୍ଡି ଜିଲ୍ଲା ଥୂଆମୂଳ ରାମପୁର ଆଇଟିଡିଏ ପ୍ରକଳ୍ପ ଅଧିକାରୀ, ଓଏଏସ୍ ସୁରେନ୍ଦ୍ର ମେହେରଙ୍କୁ ସୁନ୍ଦରଗଡ଼ ଜିଲ୍ଲା ପରିଷଦ ଅତିରିକ୍ତ ଏକଜ୍ୟୁଟିଭ ଅଫିସର, ଓଏଏସ୍ ରାଖାଲ ଚନ୍ଦ୍ର ପରିଡ଼ାଙ୍କୁ ବାରିପଦା ମ୍ୟୁନିସପାଲଟିର ଏକଜ୍ୟୁଟିଭ ଅଫିସର ଏବଂ ଓଏଏସ୍ ଅଶୋକ କୁମାର ଲେଙ୍କାଙ୍କୁ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଭାବେ ବଦଳି କରାଯାଇଛି।