chse odisha - The Sakala
ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ବ୍ୟବସ୍ଥା: ଗୋଟିଏ ବିଷୟରେ ଦେଇପାରିବେ ଇମ୍‌ପ୍ରୁଭମେଣ୍ଟ ପରୀକ୍ଷା
ଭୁବନେଶ୍ୱର: +୨ ପରୀକ୍ଷାରେ ଅଧିକ ନମ୍ବର ରଖିବା ପାଇଁ ଛାତ୍ରଛାତ୍ରୀଙ୍କୁ ଆଉ ଏକ ସୁଯୋଗ ମିଳିବ। ଏଥିପାଇଁ ଚଳିତ ଶିକ୍ଷାବର୍ଷ ଠାରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ନୂତନ ପଦକ୍ଷେପ ନିଆଯାଇଛି। ପରୀକ୍ଷାରେ ପାସ୍‌ କରିଥିବା ପିଲାମାନେ ଗୋଟିଏ ବିଷୟରେ ଅଧିକ ମାର୍କ ରଖିବା ପାଇଁ ଇମ୍‌ପ୍ରୁଭମେଣ୍ଟ (ଉନ୍ନତି) ପରୀକ୍ଷା ଦେଇପାରିବେ। ସେମାନଙ୍କ ପରୀକ୍ଷା ଫଳ ଦୁଇମାସ ମଧ୍ୟରେ ପ୍ରକାଶ ପାଇବ ବୋଲି ସିଏଚ୍‌ଏସ୍‌ଇ ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ କୁମାର ପରିଡ଼ା ସୂଚନା ଦେଇଛନ୍ତି।
ଡ. ପରିଡ଼ା କହିଛନ୍ତି ଯେ, ପୂର୍ବପରି ଗୋଟିଏ ବିଷୟରେ ଫେଲ୍‌ ହେଉଥିବା ଛାତ୍ରଛାତ୍ରୀମାନେ ଇନଷ୍ଟାଣ୍ଟ ପରୀକ୍ଷା ଦେବେ। ମାତ୍ର ସମସ୍ତ ବିଷୟରେ ପାସ କରିଥିବା ପିଲା ନିଜର ମାର୍କ ବା ପରସେଣ୍ଟ୍‌ ବଢ଼ାଇବା ପାଇଁ ଇମପ୍ରୁଭମେଣ୍ଟ ପରୀକ୍ଷା ଦେଇପାରିବ। ନିଜ ଇଚ୍ଛା ମୁତାବକ କେବଳ ଗୋଟିଏ ବିଷୟରେ ହିଁ ଏହି ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀମାନେ ସୁଯୋଗ ପାଇବେ। ଏକାଧିକ ବିଷୟରେ ଏହି ପରୀକ୍ଷା ଦେଇପାରିବେ ନାହିଁ। ଇନଷ୍ଟାଣ୍ଟ ପରୀକ୍ଷା ସହ ଇମ୍‌ପ୍ରୁଭମେଣ୍ଟ ପରୀକ୍ଷା ହେବ ଓ ଏକା ସାଙ୍ଗରେ ହିଁ ପରୀକ୍ଷା ଫଳ ପ୍ରକାଶ ପାଇବ। ନିୟମିତ ପରୀକ୍ଷାର ଫଳ ପ୍ରକାଶ ପାଇବାର ୬୦ ଦିନ ବା ୨ମାସରେ ଏସବୁ ପରୀକ୍ଷା ସରି ରେଜଲ୍ଟ ପ୍ରକାଶ ପାଇବ। ଇମ୍ପୃଭମେଣ୍ଟ ପରୀକ୍ଷା ପାଇଁ ଗତ ଅଗଷ୍ଟ ମାସରୁ ନୀତିଗତ ନିଷ୍ପତ୍ତି ହୋଇଛି। ୨୦୨୬ ରେ ବାର୍ଷିକ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ଠାରୁ ଏହାକୁ ଲାଗୁ କରାଯାଉଥିବା ଡ. ପରିଡ଼ା ସ୍ପଷ୍ଟ କରିଛନ୍ତି।
+2 ପିଲାଙ୍କ ପାଇଁ ବଡ଼ ଖୁସି ଖବର: CHSE ଦେଲା ଶେଷ ସୁଯୋଗ, ୧୮ ଡିସେମ୍ବର ଯାଏଁ କରିପାରିବେ ଫର୍ମ ପୂରଣ
ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପକ୍ଷରୁ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଜାରି କରାଯାଇଛି। ଯେଉଁ ଛାତ୍ରଛାତ୍ରୀମାନେ କୌଣସି ଅନିବାର୍ଯ୍ୟ କାରଣରୁ ଚଳିତ ବର୍ଷର ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣ କରିପାରି ନାହାନ୍ତି, ସେମାନଙ୍କୁ ପରିଷଦ ପକ୍ଷରୁ ଶେଷ ସୁଯୋଗ ପ୍ରଦାନ କରାଯାଇଛି। ଏଭଳି ଛାତ୍ରଛାତ୍ରୀମାନେ ଆସନ୍ତା ଡିସେମ୍ବର ୧୮ ତାରିଖ ସୁଦ୍ଧା ଫର୍ମ ପୂରଣ କରିପାରିବେ ବୋଲି ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି।
ଫର୍ମ ପୂରଣ ତାରିଖ ବୃଦ୍ଧି ହେବା କାରଣରୁ ଆଡମିଟ କାର୍ଡ ମିଳିବା ତାରିଖରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ବଦଳରେ ଏବେ ଡିସେମ୍ବର ୧୯ ତାରିଖରେ ଆଡମିଟ କାର୍ଡ ଉପଲବ୍ଧ ହେବ। ତେବେ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ପରିଷଦ ପକ୍ଷରୁ ନିୟମ କୋହଳ କରାଯାଇଛି। ବିନା ଆଡମିଟ କାର୍ଡରେ ମଧ୍ୟ ପିଲାମାନେ ଇଣ୍ଟରନାଲ ପରୀକ୍ଷା ଦେଇପାରିବେ। କେବଳ ରେଜିଷ୍ଟ୍ରେସନ ନମ୍ବର ଆଧାରରେ ଇଣ୍ଟରନାଲ ପରୀକ୍ଷା ଦେବାକୁ ଅନୁମତି ମିଳିବ। କିନ୍ତୁ ପ୍ରାକ୍ଟିକାଲ ପରୀକ୍ଷା ପାଇଁ ଆଡମିଟ କାର୍ଡ ବାଧ୍ୟତାମୂଳକ ରହିବ।
ରାଜ୍ୟରେ ଯୁକ୍ତ ଦୁଇ ସ୍ତରରେ ଡ୍ରପ୍ ଆଉଟ୍ ସଂଖ୍ୟା କମାଇବା ପାଇଁ CHSE ଏହି ପଦକ୍ଷେପ ନେଇଛି। ଏନେଇ CHSE ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ ପରିଡା ଏବଂ ଅଧ୍ୟାପକ ଝର ମେହେର ସୂଚନା ପ୍ରଦାନ କରିଛନ୍ତି। ଯେଉଁମାନେ ବଞ୍ଚିତ ହୋଇଛନ୍ତି, ସେମାନେ ତୁରନ୍ତ ଏହି ସୁଯୋଗର ଲାଭ ଉଠାଇବାକୁ ପରାମର୍ଶ ଦିଆଯାଇଛି।
ଭୁବନେଶ୍ବର : ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଆରମ୍ଭ ପୂର୍ବରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଏକ ନିଷ୍ପତ୍ତି ନେଇଛି। ଚଳିତ ବର୍ଷ ପରୀକ୍ଷାରେ କପି କରି ମାଲ ପ୍ରାକ୍ଟିସ ବା ଏମପିରେ ବୁକ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଦିଆଯିବ ବଡ଼ ଆସ୍ୱସ୍ତି। କୌଣସି ଭୁଲ ନ ଥାଇ ତ୍ରୁଟିପୂର୍ଣ୍ଣ ଭାବେ ଏମପିରେ ବୁକ ହୋଇଥିଲେ ସେମାନଙ୍କ ପରୀକ୍ଷା ଫଳ ସାଧାରଣ ପରୀକ୍ଷାର୍ଥୀଙ୍କ ସହ ଏକାସାଙ୍ଗରେ ପ୍ରକାଶ ପାଇବ।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଗଠିତ ସ୍ୱତନ୍ତ୍ର କମିଟିର ଯାଞ୍ଚରେ ଏମପିରେ ବୁକ ହୋଇଥିଲା ଛାତ୍ରଛାତ୍ରୀ ନିଜର ପକ୍ଷ ରଖିବେ। ଯଦି ସେମାନେ ଭୁଲରେ ବୁକ ହୋଇଥିବେ ତାହେଲେ ସେମାନଙ୍କୁ କ୍ଷମା ଦିଆଯିବ ଓ ପରୀକ୍ଷା ଫଳ ସ୍ୱାଭାବିକ ଭାବେ ପ୍ରକାଶ ପାଇବ ବୋଲି ସୂଚନା ଦେଲେ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା। ଚଳିତ ବର୍ଷ ଠାରୁ ଏହି ନୂଆ ନିୟମ ଲାଗୁ ହେବ। ପୂର୍ବରୁ ଭୁଲରେ ଏମପିରେ ବୁକ ହେଉଥିବା ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ସାଧାରଣ ପିଲାଙ୍କ ପରୀକ୍ଷା ଫଳ ବାହାରିବାର ତିନି ମାସ ପରେ ବାହାରୁଥିଲା। ଯେଉଁଥିପାଇଁ ପିଲାମାନେ ଭୁଲ ନ କରି ବି ନାନା ଅସୁବିଧାର ସମ୍ମୁଖୀନ ହେଉଥିଲେ।
ଉଲ୍ଲେଖଯୋଗ୍ୟ ଆସନ୍ତା ଏପ୍ରିଲ୍‌ ୨ ରୁ ଆରମ୍ଭ ହେବ ଯୁକ୍ତ ୨ ଖାତାଦେଖା। ପ୍ରଥମ ପର୍ଯ୍ୟାୟରେ ୧୩ ତାରିଖ ପର୍ଯ୍ୟନ୍ତ ଓ ଦ୍ୱିତୀୟ ପର୍ଯ୍ୟାୟରେ ୧୫ରୁ ୨୬ ତାରିଖ ମଧ୍ୟରେ ଖାତାଦେଖା ଚାଲିବ। ମୂଲ୍ୟାଙ୍କନର ୧୦ଦିନ ପୂର୍ବରୁ ପରୀକ୍ଷା ଖାତାକୁ କୋଡିଂ କରାଯିବ। କଳା ବିଭାଗର ଓଡ଼ିଆ ଓ ଇଂରାଜୀ ବିଷୟର ଖାତା ଦେଖା ବହୁ ବିଳମ୍ବ ହେଉଥିବାରୁ ଚଳିତ ଥର ଏହାକୁ ଅନ୍‌ଲାଇନ୍‌ ମୂଲ୍ୟାଙ୍କନ କରିବାକୁ ପଦକ୍ଷେପ ନିଆଯାଇଛି। ଚଳିତ ଥର ୬୩ଟି ଅନ୍‌ଲାଇନ୍‌ ମୂଲ୍ୟାଙ୍କନ କେନ୍ଦ୍ର କରାଇଥିବାବେଳେ ୭୭ଟି ଅଫ୍‌ଲାଇନ୍‌ ଓ ୫୭ଟି କୋଡିଂ ସେଣ୍ଟର କରାଯାଇଛି। ମୂଲ୍ୟାଙ୍କନ କେନ୍ଦ୍ରକୁ ହେଉଥିବା ଦୂରତାକୁ ଦୃଷ୍ଟିରେ ରଖି ପ୍ରତି ଜିଲ୍ଲାରେ ମୂଲ୍ୟାଙ୍କନ କେନ୍ଦ୍ର ଖୋଲାଯାଇଛି। ଦେବଗଡ଼ ପରି ଜିଲ୍ଲାରେ ପ୍ରଥମ ଥର ପାଇଁ ମୂଲ୍ୟାଙ୍କନ କେନ୍ଦ୍ର ଖୋଲିବ। ସେହିପରି ପୂର୍ବରୁ କଲେଜଗୁଡ଼ିକ ପ୍ରାକ୍ଟିକାଲ୍‌ ମାର୍କ ମାନୁଆଲ୍‌ ଭାବେ ଦେଉଥିଲେ। ମାତ୍ର ଚଳିତ ବର୍ଷ କଲେଜମାନେ ଏହାକୁ ଅନ୍‌ଲାଇନ୍‌ରେ ଦାଖଲ କରିଥିବାରୁ ଅତିରିକ୍ତ ସମୟ ଅପଚୟ ହେବ ନାହିଁ। ପରୀକ୍ଷା ସରିବାର ୪୫ ଦିନ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ କରିବାକୁ ପରିଷଦ ଲକ୍ଷ୍ୟ ରଖିଛି।
ସେପଟେ  ଅତ୍ୟଧିକ ଖରା ଯୋଗୁ ବହୁ ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିବାକୁ ଆସୁ ନ ଥିବାରୁ ଖାତା ଦେଖା କେନ୍ଦ୍ର ବଢାଯାଇଥିବା କୁହାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଖାତା ଦେଖା ପାଇଁ ନିଯୁକ୍ତି ହୋଇଛନ୍ତି। ଏକଜାମିନରଙ୍କ ସୁବିଧା ଦୃଷ୍ଟିରୁ ସେମାନଙ୍କୁ ନିଜ ଜିଲ୍ଲାରେ ହୋଇଥିବା ମୂଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖିବା ପାଇଁ ନିୟୋଜିତ କରାଯାଇଛି। ୩୫, ୪୦ ଓ ୫୦ ମାର୍କ ଥିବା ବିଷୟ ଗୁଡିକ ପାଇଁ ୩୦ ଟି ଖାତା ୫ ଘଣ୍ଟାରେ ଦେଖାଯାଇ ପାରିବ। ସେହିପରି ୭୦ ଓ ୮୦ ମାର୍କ ଥିବା ବିଷୟ ପାଇଁ ୫ ଘଣ୍ଟାରେ ୨୦ ଟି ଖାତା ଦେଖିପାରିବେ। ମେ ୧୫ ତାରିଖ ସୁଦ୍ଧା ସଠିକ ସମୟରେ ପରୀକ୍ଷାଫଳ ବାହାରିବ ବୋଲି ସୂଚନା ଦେଇଛନ୍ତି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା।  ଚଳିତ ଥର ମୋଟ୍‌ ୧୨୭୬ ଟି ପରୀକ୍ଷା କେନ୍ଦ୍ରରେ ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ବର୍ଗର ପ୍ରାୟ ୩ଲକ୍ଷ ୯୩ ହଜାର ପିଲା ପରୀକ୍ଷା ଦେଇଛନ୍ତି।
ଭୁବନେଶ୍ବର: ଯୁକ୍ତଦୁଇ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ କଲା ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ)। ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ +୨ ପରୀକ୍ଷା । ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୭ ଯାଏଁ ଚାଲିବ ପରୀକ୍ଷା । ଏନେଇ ସୂଚନା ଦେଇଛି ସିଏଚଏସଇ। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ହେବ। ୧୮ ତାରିଖରେ ବିଜ୍ଞାନ ବିଭାଗର ଏମ୍‌ଆଇଏଲ୍‌ ଓଡ଼ିଆ ପରୀକ୍ଷା ହେବା ସହ ୧୯ରେ କଳା ଓ ବାଣିଜ୍ୟ ପିଲାଙ୍କ ଏମ୍‌ଆଇଏଲ୍‌ ଓଡ଼ିଆ ପରୀକ୍ଷା ହେବ ନେଇ ସୂଚନା ଦେଇଛନ୍ତି।
[wp-embedder-pack width=”100%” height=”400px” download=”all” download-text=”” attachment_id=”139676″ /]
ଯୁକ୍ତ ଦୁଇ ନାମଲେଖା ଆବେଦନ ଅବଧି ୧୨ ଯାଏଁ ବୃଦ୍ଧି, ଜୁଲାଇ ୨୦ରେ ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା
ଭୁବନେଶ୍ୱର: +୨ ପ୍ରଥମ ବର୍ଷ ନାମଲେଖା ପାଇଁ ଆବେଦନ ଅବଧିକୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପୂର୍ବରୁ ଆବେଦନର ଶେଷ ତାରିଖ ଜୁଲାଇ ୬ ଥିବାବେଳେ ଏହାକୁ ବଢ଼଼ାଯାଇଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ୨୦ ତାରିଖରେ ପ୍ରକାଶ ପାଇବ। ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ୨୨ ରୁ ୨୭ ତାରିଖ ମଧ୍ୟରେ ନାମଲେଖାଇପାରିବେ। ପ୍ରଥମ ପର୍ଯ୍ୟାୟରେ ନାମଲେଖାଇଥିବା ଛାତ୍ରଛାତ୍ରୀମାନେ ଅନ୍ୟ ଶିକ୍ଷାନୁଷ୍ଠାନରେ ପଢ଼଼ିବାକୁ ଇଚ୍ଛୁକ ଥିଲେ ୨୨ରୁ ୩୦ ତାରିଖ ମଧ୍ୟରେ ସ୍ଲାଇଡ୍‌‌ ଅପ୍‌‌ ଅପସନ୍‌‌ ଦେଇପାରିବେ। ଏହାପରେ ଅଗଷ୍ଟ ୫ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ୭ ରୁ ୧୦ ତାରିଖ ମଧ୍ୟରେ ନାମଲେଖାଇ ପାରିବେ। ଅନ୍ୟ ଉଚ୍ଚତର ଶିକ୍ଷାନୁଷ୍ଠାନରେ ସ୍ପଟ୍‌‌ ନାମଲେଖାରେ ଅଂଶଗ୍ରହଣ କରିବା ପାଇଁ ଅଗଷ୍ଟ ୧୨ରୁ ୧୪ ତାରିଖ ଯାଏଁ ଚଏସ୍‌‌ ଲକିଂ କରିପାରିବେ। ଅଗଷ୍ଟ ୨୦ ତାରିଖରେ ସ୍ପଟ୍‌‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ୨୨ ତାରିଖ ମଧ୍ୟାହ୍ଣରୁ ୨୮ ତାରିଖ ଅପରାହ୍ଣ ୬ଟା ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ସ୍ପଟ୍‌‌ ନାମଲେଖା ଅନୁଷ୍ଠିତ ହେବ।
ସୂଚନାଯୋଗ୍ୟ, ଗତ ଜୁନ୍‌‌ ୭ ତାରିଖ ଠାରୁ ଆବେଦନ ଆରମ୍ଭ ହୋଇଛି। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ବିଭାଗରେ ପଢ଼଼ିବାକୁ ଆଗ୍ରହୀ ଛାତ୍ରଛାତ୍ରୀମାନେ ସାମ୍‌‌ସ ୱେବସାଇଟ୍‌‌ www.samsodisha.gov.in ରେ ଆବେଦନ କରିପାରିବେ। କଳା ବିଭାଗରେ ୨ଲକ୍ଷ ୯୪ହଜାର ୮୪୦ ଟି ସିଟ୍‌‌ ଥିବାବେଳେ ବିଜ୍ଞାନରେ ୧ଲକ୍ଷ ୬୬ହଜାର ୯୨୯, ବାଣିଜ୍ୟରେ ୪୦ହଜାର ୧୦୪, ସଂସ୍କୃତରେ ୧୩ ହଜାର ୦୮୮ ଏବଂ ଧନ୍ଦାମୂଳକ ଶିକ୍ଷାରେ ୧୦ହଜାର ୫୦୪ ସିଟ୍‌‌ ଉପଲବ୍ଧ ରହିଛି। ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ଆବେଦନ ଫି’ ୨ଶହ ଟଙ୍କା ଏବଂ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ପାଇଁ ଶହେ ଟଙ୍କା ଧାର୍ଯ୍ୟ କରାଯାଇଛି। ସେହିପରି ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗୀ ଓ ଅନାଥ ପିଲାଙ୍କ ପାଇଁ ଆବେଦନ ନିଶୁଳ୍କ କରାଯାଇଛି। ନାମଲେଖା ସରିବା ପୂର୍ବରୁ ଅଗଷ୍ଟ ପହିଲାରୁ +୨ ପ୍ରଥମ ବର୍ଷ ପାଠପଢ଼଼ା ଆରମ୍ଭ ହେବବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।
ଆଜିଠୁ ୨ଦିନ ଯୁକ୍ତ ଦୁଇ ଇନ୍‌‌ଷ୍ଟାଣ୍ଟ ପରୀକ୍ଷା ପାଇଁ ଫର୍ମପୂରଣ
ଭୁବନେଶ୍ୱର: +୨ ଇନ୍‌‌ଷ୍ଟାଣ୍ଟ ପରୀକ୍ଷା ପାଇଁ  ମଙ୍ଗଳବାର ଠାରୁ ଆରମ୍ଭ ହେବ ଫର୍ମ ପୂରଣ। ୧୧ ଓ ୧୨ ତାରିଖରେ ଆଶାୟୀ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ୧୩ ତାରିଖ ସୁଦ୍ଧା ସମସ୍ତ ପ୍ରମାଣପତ୍ର ଅପ୍‌‌ଲୋଡ କରିପାରିବେ। ୨୦ରେ ଆଡମିଟ୍‌‌ କାର୍ଡ ପ୍ରଦାନ କରାଯିବ ଓ ୨୮ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ। ଜୁଲାଇ ୧୫ ତାରିଖରେ ପରୀକ୍ଷା ଫଳ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌‌ଏସ୍‌‌ଇ) ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଫର୍ମ ପୂରଣ ପାଇଁ ଏହା ଦ୍ୱିତୀୟ ସୁଯୋଗ ପ୍ରଦାନ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଗତ ୧ରୁ ୫ ତାରିଖ ମଧ୍ୟରେ ଫର୍ମପୂରଣ ହୋଇଥିଲା। ଯେଉଁ ଛାତ୍ରଛାତ୍ରୀ ଏଗ୍ରିଗେଟ୍‌‌ ପାସ୍‌‌ ମାର୍କ ରଖିଥିବେ ଏବଂ କେବଳ ଗୋଟିଏ ବିଷୟରେ ଫେଲ୍‌‌ ହୋଇଥିବେ; ସେମାନେ ଇନ୍‌‌ଷ୍ଟାଣ୍ଟ ପରୀକ୍ଷା ଦେଇପାରିବେ। ଚଳିତ ବର୍ଷ ପ୍ରାୟ ୧୫ ଶହ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ବୋଲି ଜଣାପଡ଼ିଛି।
ଯୁକ୍ତ ଦୁଇ ଇନ୍‌‌ଷ୍ଟାଣ୍ଟ ପରୀକ୍ଷା ଫର୍ମପୂରଣ ପାଇଁ ପୁନଃ ସୁଯୋଗ: ଜୁନ୍‌‌ ୨୮ରେ ପରୀକ୍ଷା, ଜୁଲାଇ ୧୫ରେ ପ୍ରକାଶ ପାଇବ ରେଜଲ୍ଟ
ଭୁବନେଶ୍ୱର: ସିଏଚ୍‌‌ଏସ୍‌‌ଇ ପରିଚାଳିତ +୨ ଇନ୍‌‌ଷ୍ଟାଣ୍ଟ ପରୀକ୍ଷା ପାଇଁ ଫର୍ମ ପୂରଣ କରିବାକୁ ପୁନଃ ସୁଯୋଗ ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଗତ ୧ରୁ ୫ ତାରିଖ ମଧ୍ୟରେ ଫର୍ମପୂରଣ ହୋଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ଆସନ୍ତା ୧୧ ଓ ୧୨ ତାରିଖରେ ଆଶାୟୀ ଛାତ୍ରଛାତ୍ରୀ ଆ‌ବେଦନ କରିପାରିବେ ବୋଲି ସୂଚନା ଦିଆଯାଇଛି। ୧୩ତାରିଖ ସୁଦ୍ଧା ଆବେଦନକାରୀ ସେମାନଙ୍କର ପ୍ରମାଣପତ୍ର ଅପ୍‌‌ଲୋଡ କରିପାରିବେ। କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାରେ ଇନ୍‌‌ଷ୍ଟାଣ୍ଟ ପରୀକ୍ଷା ପାଇଁ ୨୦ ତାରିଖରେ ଆଡମିଟ୍‌‌ କାର୍ଡ ପ୍ରଦାନ କରାଯିବ। ୨୮ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ ଓ ଜୁଲାଇ ୧୫ରେ ଫଳ ପ୍ରକାଶ କରାଯିବ ବୋଲି ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ ପରିଡ଼ା ସୂଚନା ଦେଇଛନ୍ତି। ଯେଉଁ ଛାତ୍ରଛାତ୍ରୀ ଏଗ୍ରିଗେଟ୍‌‌ ମାର୍କ ରଖି ସମସ୍ତ ବିଷୟରେ ପାସ୍‌‌ କରିଥିବେ ଏବଂ କେବଳ ଗୋଟିଏ ବିଷୟରେ ଫେଲ୍‌‌ ହୋଇଥିବେ, ସେମାନେ ଇନ୍‌‌ଷ୍ଟାଣ୍ଟ ପରୀକ୍ଷା ଦେଇପାରିବେ।
CHSE ଯୁକ୍ତ ଦୁଇ ପରୀକ୍ଷା: ମାର୍ଚ୍ଚ ୨୨ରୁ ଆରମ୍ଭ ହେବ ମୂଲ୍ୟାୟନ, ଚଏସ ଡେଫିସିଟ୍‌ ପ୍ରଶ୍ନ ଆଟେମ୍ପ୍‌ଟ ନେଇଥିଲେ ମିଳିବ ଗ୍ରେସ ମାର୍କ
ଭୁବନେଶ୍ବର: CHSE ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷା ରେଗୁଲାର ଓ ଏକ୍ସ- ରେଗୁଲାର ପିଲାଙ୍କ ସିଲବସକୁ ନେଇ ପ୍ରଶ୍ନ ତିଆରି ହୋଇଥିଲା। କିନ୍ତୁ ରେଗୁଲାର ପରୀକ୍ଷାର୍ଥୀଙ୍କ ଚଏସ ଡେଫିସିଟ୍‌ ହୋଇଛି। କେବଳ ଗୋଟିଏ ପ୍ରଶ୍ନ ରେଗୁଲାର ପିଲାଙ୍କ ସିଲବସକୁ କଭର କରିନି। ତାହାର ପୂରା ମାର୍କ ସମସ୍ତେ ପାଇବେ।  କିନ୍ତୁ ଅନ୍ୟ ପ୍ରଶ୍ନ ଗୁଡ଼ିକରେ ଚଏସ ଡେଫିସିଟ୍‌ ହୋଇଛି। Expert କମିଟି ବହୁତ୍ ଜଲଦି ବସିବ। ମୋଟ ୧୯ ନମ୍ବର ଚଏସ୍‌ ଡେଫିସିଟ୍‌ ରହିଛି । ଯେଉଁ ପିଲା ଏସବୁ ପ୍ରଶ୍ନ ଆଟେମ୍ପ୍‌ଟ ନେଇଥିବେ ଗ୍ରେସ୍‌ ମାର୍କ ପାଇବେ । ଆଟେମ୍ପ୍‌ଟ ନେଇ ନ ଥିଲେ ପିଲାଙ୍କୁ ଗ୍ରେସ୍‌ ମାର୍କ ମିଳିବ ନାହିଁ । ଯେତିକି ଚଏସ ଡେଫିସିଟ୍‌ ପ୍ରଶ୍ନ ଆଟେମ୍ପ୍‌ଟ ନେଇଥିବେ ପୂରା ମାର୍କ ପାଇବେ । ଏକ୍ସ- ରେଗୁଲାର ପିଲାଙ୍କ କୌଣସି ଅସୁବିଧା ହୋଇନି। ପିଲାମାନେ ବହୁତ୍ ଭଲ କରିଛନ୍ତି। ପ୍ରଶ୍ନ ପତ୍ର ତିଆରିରେ କେଉଁଠି ତ୍ରୁଟି ରହିଛି ତାର ଯାଞ୍ଚ ନିଶ୍ଚିତ କରାଯିବ। କିନ୍ତୁ ପରୀକ୍ଷା ପ୍ରକ୍ରିୟା ସରିବା ପରେ।
ମାର୍ଚ୍ଚ ୨୨ରୁ ମୂଲ୍ୟାୟନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ମୂଲ୍ୟାୟନ ହେବ। ୨୨ ମାର୍ଚ୍ଚରୁ ଏପ୍ରିଲ ୨ ପ୍ରଥମ ପର୍ଯ୍ୟାୟ ଖାତା ମୂଲ୍ୟାୟନ ହେବ । ସେହିପରି ଏପ୍ରିଲ ୪ରୁ ୧୫ ମଧ୍ୟରେ ୨ୟ ପର୍ଯ୍ୟାୟ ଖାତା ମୂଲ୍ୟାୟନ ହେବ ବୋଲି ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ କହିଛନ୍ତି।
ଫେବ୍ରୁଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ ଯୁକ୍ତ ଦୁଇ ପରୀକ୍ଷା
ଭୁବନେଶ୍ବର: ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। କଳା, ବାଣିଜ୍ୟ ଓ ବିଜ୍ଞାନ ସମସ୍ତଙ୍କ ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହେବ। ପ୍ରଥମ ଦିନ ଅର୍ଥାତ ୧୬ ତାରିଖରେ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ସାହିତ୍ୟ ପରୀକ୍ଷା ରହିଛି । ସେହିପରି କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କର ୧୭ ତାରିଖରେ ସାହିତ୍ୟ ପରୀକ୍ଷା ରହିଛି। ୧୯ ତାରିଖରେ ସମସ୍ତ ବିଭାଗର ଇଂରାଜୀ ପରୀକ୍ଷା ରହିଛି।
[wp-embedder-pack width=”100%” height=”400px” download=”all” download-text=”” attachment_id=”108544″ /]
ମେ’ ୩୧ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
ଭୁବନେଶ୍ବର: ମେ’ ୩୧ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବାହାରିବ। ଏ ନେଇ ଆଜି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଦେଇଛନ୍ତି।
ସୂଚନାଥାଉକି ,ଚଳିତବର୍ଷ ରାଜ୍ୟର ୧୧୪୫ଟି ପରୀକ୍ଷକେନ୍ଦ୍ରରେ ୩ଲକ୍ଷ ୫୦ ହଜାରରୁ ଅଧିକ ପରୀକ୍ଷାର୍ଥୀ +୨ ପରୀକ୍ଷା ଦେଇଛନ୍ତି। କଳାରେ ୨ଲକ୍ଷ ୩୩ହଜାର ୮୫୫ ଜଣ ପରୀକ୍ଷାର୍ଥୀ ଥିବା ବେଳେ ବିଜ୍ଞାନରେ ୯୩ହଜାର ୮୯୪ଜଣ, ବାଣିଜ୍ୟରେ ୨୪ହଜାର ୩୧୧ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୨୨ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିଲେ। ସେମାନଙ୍କ ମଧ୍ୟରୁ ୫ହଜାର ୫୯୭ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ଥିବାବେଳେ ୫୭୫ଜଣ କପି କରି ଧରାପଡ଼ିଥିଲେ।
ମାର୍ଚ୍ଚ ପ୍ରଥମ ସପ୍ତାହରେ ଯୁକ୍ତ ଦୁଇ ପରୀକ୍ଷା, ୧୪ରୁ ଆରମ୍ଭ ହେବ ଫର୍ମ ପୂରଣ
ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ମାସରେ ହେବ +୨ ପରୀକ୍ଷା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ୱାରା ପରିଚାଳିତ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ପରୀକ୍ଷା ମାର୍ଚ୍ଚ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ। ଏନେଇ ସିଏଚଏସଇ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ଦୁଇ ବର୍ଷ କରୋନାକୁ ନେଇ ପରୀକ୍ଷାରେ ଅନିଶ୍ଚିତ ଦେଖା ଦେଇଥିବା ବେଳେ ଚଳିତ ବର୍ଷରୁ ସମସ୍ତ ପ୍ରକ୍ରିୟା ପୂର୍ବ ନିର୍ଦ୍ଧାରିତ ସୂଚୀରେ ଆୟୋଜନ ହେବ। ତେଣୁ ସ୍ୱାଭାବିକ ସ୍ଥିତିରେ +୨ ପରୀକ୍ଷା ଆୟୋଜନ ପାଇଁ ସିଏଚଏସଇ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି।
ମାର୍ଚ୍ଚରେ ଯୁକ୍ତ ଦୁଇ ପରୀକ୍ଷା ହେବାକୁ ଥିବାବେଳେ ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ଆସନ୍ତା ୧୪ ତାରିଖରୁ ଆରମ୍ଭ ହେବ। ନଭେମ୍ବର ୧୪ରୁ ୧୯ ମଧ୍ୟରେ ଫର୍ମ ପୂରଣ ହେବାକୁ ଥିବାବେଳେ ୨୧ରୁ ୨୩ ତାରିଖ ମଧ୍ୟରେ ଫି ଦାଖଲ ହେବ। ସେହିପରି ଶହ ଟେଙ୍କା ଜରିମାନା ଦେଇ ୨୧ରୁ ୨୬ ଏବଂ ୪୫୦ ଟଙ୍କା ଫାଇନ୍‍ ଦେଇ ୨୮ରୁ ୩୦ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ଫର୍ମ ପୂରଣ କରିବେ। ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀ ଏହି ସମୟରେ ଫର୍ମ ପୂରଣ କରିବେ। ତେବେ ମାର୍ଚ୍ଚ ପ୍ରଥମ ସପ୍ତାହରେ ପରୀକ୍ଷା ଆୟୋଜନ ପାଇଁ ସିଏଚଏସଇ ତାରିଖ ନିର୍ଦ୍ଧାରଣ କରିଥିବା ପରିଷଦ ସୁତ୍ରରୁ ସୂଚନା ମିଳିଛି। ସବୁ ବର୍ଗର ଛାତ୍ରଛାତ୍ର ୩୦ ତାରିଖ ସୁଦ୍ଧା ଫର୍ମ ପୂରଣ ପ୍ରକ୍ରିୟା ସାରିବେ। ୩୦ ପରେ କୌଣସି ପିଲାଙ୍କ ଫର୍ମ ପୂରଣ ଗ୍ରହଣ କରାଯିବ ନାହିଁ। ତେବେ ରେଗୁଲାର ବର୍ଗର ପିଲାଙ୍କ କ୍ଷେତ୍ରରେ ୫୨୦ ଟଙ୍କା ଫର୍ମ ପୂରଣ ଫି’ ଓ ପ୍ରାକ୍ଟିକାଲ୍‍ ବିଷୟ କ୍ଷେତ୍ରରେ ୪୦ ଟଙ୍କା ଲେଖାଏଁ ଦାଖଲ କରିବେ।
ଚଳିତ ବର୍ଷ ଛାତ୍ରଛାତ୍ରୀ ଶତ ପ୍ରତିଶତ ସିଲାବସରେ ପରୀକ୍ଷା ଦେବେ। ପୂର୍ବ ଦୁଇ ବର୍ଷରେ କରୋନା ପାଇଁ ପିଲାମାନେ ୭୦ ପ୍ରତିଶତ ସିଲାବସ୍‍ରେ ପରୀକ୍ଷା ଦେଉଥିବାବେଳେ ଚଳିତ ବର୍ଷ ସମ୍ପୂର୍ଣ୍ଣ ସିଲାବସରେ ପରୀକ୍ଷା ଦେବେ। ସେହିପରି ମୂଲ୍ୟାୟନ ପଦ୍ଧତ୍ତି ମଧ୍ୟ ପୂର୍ବ ବର୍ଷ ଭଳି ସମାନ ରହିବ। ୨୦ ପ୍ରତିଶତ ମାର୍କ ଶିକ୍ଷାନୁଷ୍ଠାନ ସ୍ତରରୁ ମିଳିବାକୁ ଥିବାବେଳେ ୮୦ ପ୍ରତିଶତ ମାର୍କ ସିଏଚଏସଇ ପ୍ରଦାନ କରିବ। ଶିକ୍ଷାନୁଷ୍ଠାନ ସ୍ତରରେ ଆୟୋଜିତ ହେଉଥିବା ତ୍ରୟ ମାସିକ ପରୀକ୍ଷାର ପ୍ରଦର୍ଶନ ଅନୁଯାୟୀ ପିଲାମାନଙ୍କୁ ୨୦ ପ୍ରତିଶତ ମାର୍କ ମିଳିବ। ଅବଶିଷ୍ଟ ୮୦ ପ୍ରତିଶତ ମାର୍କ ସିଏଚଏସଇ ପରୀକ୍ଷାରେ ପ୍ରଦର୍ଶନ ଅନୁଯାୟୀ ଦିଆଯିବ। ତେବେ ୨୦ ଓ ୮୦ ପ୍ରତିଶତକୁ ବିଚାରକୁ ନିଆଯାଇ ପିଲାଙ୍କୁ ପ୍ରତ୍ୟେକ ବିଷୟର ମାର୍କ ପ୍ରଦାନ କରାଯିବ।