TMC Akhil Giri - The Sakala

ରାଷ୍ଟ୍ରପତିଙ୍କୁ ତାତ୍ସଲ୍ୟ ଘଟଣା: ନିଜ ମନ୍ତ୍ରୀଙ୍କ ଅଶାଳୀନ ମନ୍ତବ୍ୟ ପାଇଁ କ୍ଷମା ମାଗିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ
କୋଲକାତା: ମନ୍ତ୍ରୀ ଅଖିଳ ଗିରିଙ୍କ ଆପତ୍ତିଜନକ ମନ୍ତବ୍ୟ ପାଇଁ କ୍ଷମା ମାଗିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ରାଷ୍ଟ୍ରପତିଙ୍କୁ ତାତ୍ସଲ୍ୟ କରି ତାଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ଦେଇଥିବା ନିଜ ଦଳର ମନ୍ତ୍ରୀ ଅଖିଳ ଗିରିଙ୍କ ପାଇଁ କ୍ଷମା ମାଗିଲେ ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ରାଷ୍ଟ୍ରପତିଙ୍କ ବିରୋଧରେ ଟିଏମସି ନେତା ଅଖିଳ ଗିରିଙ୍କ ଅଶାଳୀନ ମନ୍ତବ୍ୟ ପାଇଁ ବିରୋଧୀ ମମତାଙ୍କଠାରୁ କ୍ଷମା ପ୍ରାର୍ଥନା ଦାବି କରିଥିଲେ ।

ମନ୍ତ୍ରୀ ଅଖିଳ ଗିରିଙ୍କ ବିବାଦୀୟ ମନ୍ତବ୍ୟ ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର କ୍ଷମା ମାଗି କହିଛନ୍ତି ଯେ, ‘ସେ ଜଣେ ବହୁତ ଭଲ ମହିଳା। ମୁଁ ମୋର ବିଧାୟକଙ୍କ ମନ୍ତବ୍ୟକୁ ନିନ୍ଦା କରୁଛି। ମୁଁ କ୍ଷମା ମାଗୁଛି । ଅଖିଳ ଗିରି ଯାହା କରିଛନ୍ତି ତାହା ଭୁଲ । ଭବିଷ୍ୟତରେ ଯଦି ଏଭଳି ହୁଏ ତେବେ ଦଳ ଆକ୍ସନ୍ ନେବ। ମମତା କହିଛନ୍ତି ଯେ, ଅଖିଲ ଗିରିଙ୍କୁ ଏମିତି ତାତ୍ସଲ୍ୟ କରିବା ଉଚିତ୍‌ ନଥିଲା। ମୁଁ ରାଷ୍ଟ୍ରପତିଙ୍କୁ ସମ୍ମାନ କରେ ବୋଲି ମମତା କହିଛନ୍ତି। ବ୍ୟକ୍ତିଗତ ମନ୍ତବ୍ୟ ଦେବା ତାଙ୍କ ଦଳର ସଂସ୍କୃତିରେ ନାହିଁ ବୋଲି କହି ସେ କହିଛନ୍ତି ଏବଂ ଅଖିଳ ଗିରିଙ୍କ ମନ୍ତବ୍ୟକୁ ନେଇ ତାଙ୍କୁ ସତର୍କ କରାଯାଇଛି ।

ନନ୍ଦିଗ୍ରାମରେ ଏକ ସଭାକୁ ସମ୍ବୋଧନ ବେଳେ ଅଖିଳ ଗିରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପରେ ଅରୁଚିକର ମନ୍ତବ୍ୟ ଦେଇଥିଲେ। ତାଙ୍କର ଏହି ଭିଡ଼ିଓ ଭାଇରାଲ ହେବା ପରେ ବିରୋଧୀ ଶାସକ ଦଳ ଟିଏମସି ଓ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସମାଲୋଚନା କରିଥିଲେ । ଅଖିଳ ଗିରିଙ୍କୁ ବରଖାସ୍ତ କରିବା ସହ ମମତା ସର୍ବସାଧାରଣରେ କ୍ଷମା ମାଗନ୍ତୁ ବୋଲି ସେମାନେ ଦାବି କରିଥିଲେ ।

ରାଷ୍ଟ୍ରପତିଙ୍କୁ ତାଚ୍ଛଲ୍ୟ କରି ଅରୁଚିକର ଟିପ୍ପଣୀ ରଖିଲେ ଟିଏମସି ନେତା ଅଖିଳ ଗିରି
ନୂଆଦିଲ୍ଲୀ: ମର୍ଯ୍ୟାଦାର ସୀମା ଲଂଘିଲେ ମମତାଙ୍କ ମନ୍ତ୍ରୀ । ଦେଶର ପ୍ରଥମ ନାଗରିକ ତଥା ଓଡ଼ିଆ ଝିଅ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ତାଚ୍ଛଲ୍ୟ କରିଛନ୍ତି ପଶ୍ଚିମବଙ୍ଗର କ୍ଷମତାସୀନ ଟିଏମସି ନେତା ଅଖିଳ ଗିରି । ପଶ୍ଚିମବଙ୍ଗର ନନ୍ଦିଗ୍ରାମର ଆୟୋଜିତ ଏକ ଜନସଭାରେ ରାଷ୍ଟ୍ରପତିଙ୍କ ଚେହେରାକୁ ନେଇ ତାଚ୍ଛଲ୍ୟ କରିଛନ୍ତି ମନ୍ତ୍ରୀ ଅଖିଳ ଗିରି ।

ମମତା ବାନାର୍ଜୀ ସରକାରରେ ଥିବା କ୍ୟାବିନେଟ ମନ୍ତ୍ରୀ ଅଖିଲ ଗିରି ଏଭଳି କିଛି ଆପତିଜନକ ମନ୍ତବ୍ୟ ଦେଇଛନ୍ତି । ଯାହାର ଭିଡିଓ ସାମ୍ନାକୁ ଆସିଛି । ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ୍ କରି ଭାଷଣ ଦେବା ବେଳେ ଟିଏମସିର ଅଖିଲ ଗିରି ରାଷ୍ଟ୍ରପତିଙ୍କ ରୂପ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ । ଭିଡିଓ ସାମ୍ନାକୁ ଆସିବା ପରେ ବିଜେପି ଟିଏମସି ଏବଂ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛି । ଏହି ଭିଡିଓକୁ ବିଜେପି ଦୃଢ ନିନ୍ଦା କରିଛି । ମମତା ବାନାର୍ଜୀ ଏବଂ ଟିଏମସିକୁ ଆଦିବାସୀ ବିରୋଧୀ ବୋଲି କହିିଛି ପଶ୍ଚିମବଙ୍ଗ ବିଜେପି । ବିଜେପିର ଅମିତ ମାଲବ୍ୟ ମଧ୍ୟ ଟ୍ୱିଟ୍ କରି ମମତା ବାନାର୍ଜୀଙ୍କୁ ଘେରିଛନ୍ତି । ସେ ଲେଖିଛନ୍ତି ଯେ ମମତା ବାନାର୍ଜୀ ସର୍ବଦା ଆଦିବାସୀ ବିରୋଧୀ ଏବଂ ରାଷ୍ଟ୍ରପତି ଭାବରେ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରୁନାହାନ୍ତି ।