thunderstorm and rain - The Sakala
କାଳବୈଶାଖୀ ପ୍ରଭାବରେ ଟ୍ବିନସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
ଭୁବନେଶ୍ୱର: କିଛି ଦିନର ବ୍ୟବଧାନ ପରେ ଫେରିଲା ବର୍ଷା । ଶୀତ ଭିତରେ ଏଣ୍ଟ୍ରି କଲା ବର୍ଷା । କାଳବୈଶାଖୀ ପ୍ରଭାବରେ ଟ୍ବିନସିଟିରେ ବର୍ଷା ସହ ଘଡ଼ଘଡ଼ି ହୋଇଛି । ପ୍ରବଳ ବର୍ଷା ଯୋଗୁଁ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ପାଣି ଜମିଥିବା ମଧ୍ୟ ଦେଖିବାକୁ ମିଳିଛି। ଏହାସହ ରାଜଧାନୀରେ ପବନର ବେଗ ମଧ୍ୟ ଅଧିକ ରହିଥିବା ଦେଖିବାକୁ ମିଳିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ଆଜି ଟ୍ବନସିଟି ସମେତ ରାଜ୍ୟର ୪ ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ଘଡ଼ଘଡ଼ି ହେବା ନେଇ ପୁର୍ବାନୁମାନ କରାଯାଇଥିଲା । ସଂନ୍ଧ୍ୟା ୭ଟା ୩୦ ପର୍ଯ୍ୟନ୍ତ କାଳବୈଶାଖୀ ଆଲର୍ଟ ରହିଛି । ଟ୍ବିନସିଟି ସମେତ ପୁରୀ, ଗଞ୍ଜାମ, ମୟୂରଭଞ୍ଜରେ ମଧ୍ୟ ଆଲର୍ଟ ରହିଛି ।
ଆସୁଛି ଲଘୁଚାପ, ଆଗାମୀ ୭ ଦିନ ଯାଏ ରାଜ୍ୟରେ ଜାରି ରହିବ କାଳବୈଶାଖୀ ପ୍ରଭାବ
ଭୁବନେଶ୍ବର: ଆସୁଛି ଲଘୁଚାପ। ୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବା ପରେ ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରିଛି ବିଭାଗ।
ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ୨୬ ଓ ୨୭ ତାରିଖରେ ରାଜ୍ୟ ସାରା ବର୍ଷା ସମ୍ଭାବନା ରହିଥିବାବେଳେ ସତର୍କତା ଜାରି କରିଛି ପାଣିପାଗ ବିଭଗ। ତେବେ କେରଳ ଆଡକୁ ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ। ଏହି ପ୍ରକ୍ରିୟା ସକ୍ରିୟ ରହିଲେ ମୌସୁମୀ ଓଡ଼ିଶା ଆଗମନ ନେଇ ବାଟ ଫିଟିବ।
ସେପଟେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୬ ଓ ୨୭ ଏହି ଦୁଇଦିନ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସହ ଦକ୍ଷିଣ ଓଡ଼ିଶାର ରାୟଗଡା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା  ରହିଛି। ସେହିପରି ଆସନ୍ତା ୭ ଦିନ ଯାଏ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ବିଜୁଳି ଘଡଘଡି ସହ ବର୍ଷା ଓ ଝଡି ପବନ ବହିବାର  ସମ୍ଭାବନା ରହିଛି।
ଆଗାମୀ ୨୪ ଘଣ୍ଟାରେ ଝାରସୁଗୁଡା, ବରଗଡ, ସମ୍ବଲପୁର ଓ ଦେବଗଡକୁ ବାଦ ଦେଲେ ଅନ୍ୟ ୨୬ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେପଟେ ଆସନ୍ତା ୨୪ ଘଣ୍ଟା ଯାଏ ଗଞ୍ଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା,ପୁରୀ, କଟକ ଜଗତସିଂହପୁର, କେନ୍ଦ୍ରାପଡ। ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଏହି ଏହି ୧୧ ଜିଲ୍ଲାରେ ଉଷ୍ମ ଓ ଆଦ୍ର ସ୍ଥିତି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଭୁବନେଶ୍ୱର: ଶୁକ୍ରବାର ହଠାତ ରାଜଧାନୀରେ ବଦଳିଗଲା ପାଣିପାଗର ମିଜାଜ୍। ଚାରିଆଡ ଅନ୍ଧାର।  ମାଡିଆସିଲା କାଳବୈଶାଖୀ ବର୍ଷା । ଆଉ ଏହି ଝଡତୋଫାନରେ ବିଭିନ୍ନ ସ୍ଥାନରେ ଗଛ ଉପଡିଥିଲା । ଏହାର ପ୍ରଭାବରେ ଅନେକ ଗଛଡାଳ ଭାଙ୍ଗି ଯାଇଥିବା ବେଳେ ରାସ୍ତାଘାଟରେ ଗାଡ଼ି ମଧ୍ୟ ଓଲଟି ଯାଇଥିବା ଦେଖିବାକୁ ମିଳିଥିଲା। ପାଖାପାଖି ୩୦ ମିନିଟରୁ ଉର୍ଦ୍ଧ ସମୟ ପର୍ଯ୍ୟନ୍ତ ଚାଲିଥିଲା ଏପରି ପାଗ ।
ଖବର ଅନୁଯାୟୀ, ୩ ଘଣ୍ଟା ପାଇଁ  ଖୋର୍ଦ୍ଧା ଜିଲ୍ଲା ସମେତ ଟ୍ବିନସିଟି ଭୁବନେଶ୍ବର-କଟକକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିଲା।  ଏହି ସମୟରେ ଘଣ୍ଟା ପ୍ରତି ୪୦ ରୁ ୫୦ କି.ମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଥିବା ଆକଳନ କରିଥିବା ପାଣିପାଗ ବିଭାଗ।  ପୁରି ଜିଲ୍ଲାକୁ ମଧ୍ଯ ୟେଲୋ ଆଲର୍ଟ ଜାରି ହୋଇଛି। ଏହି ସମୟରେ ଘଣ୍ଟା ପ୍ରତି ୩୦ ରୁ ୪୦ କି.ମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଥିଲା। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଥିଲା।
ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ। ଏହାରି ମଧ୍ଯରେ ଆଶ୍ବସ୍ତିକର ଖବର ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କମିବ ତାପମାତ୍ରା ।  ୫ ଦିନ ପାଇଁ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ଜାରି କରାଯାଇଛି। ଏହି କାଳବୈଶାଖୀ ସମୟରେ ବିଭିନ୍ନ ଜିଲ୍ଲାରେ ୩୦ରୁ ୪୦ କିମି ଏବଂ ସ୍ଥାନେ ସ୍ଥାନେ ପବନର ବେଗ ୪୦ରୁ ୫୦ କିମି ରହିପାରେ। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
୧୯ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ମୟୁରଭଞ୍ଜ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି ହୋଇଛି।
୨୦ ତାରିଖ ପାଇଁ ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ସମ୍ବଲପୁର, ଦେବଗଡ଼, ବୌଦ୍ଧ, ଅନୁଗୁଳ ଓ ଯାଜପୁର ଆଦି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
୨୧ ତାରିଖ ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ଜିଲ୍ଲାଗଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା । ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାଗୁଡ଼କ ମଧ୍ଯରେ ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା ଓ ସୋନପୁର ରହିଛନ୍ତି।
୨୨ ତାରିଖ ପାଇଁ  କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ମୟୁରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର ଆଦି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମଲାକାନାଗିରି ଆଦି ଜିଲ୍ଲାକୁ ୟେଲୋ ଆର୍ଟ ଜାରି ହୋଇଛି।
୨୩ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଆଦି ଜିଲ୍ଲାକୁ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି ହୋଇଛି।
କାଳବୈଶାଖୀ ବର୍ଷା ଆଣିବ ଆଶ୍ୱସ୍ତି: କମିବ ତାତି, ପୁଣି ୨୫ରୁ ବଢିବ ତାପମାତ୍ରା
ଭୁବନେଶ୍ୱର: ସାରା ରାଜ୍ୟରେ ତାତିର ପ୍ରକୋପ ଜାରି ରହିଛି। ଅସହ୍ୟ ତାତି ଯୋଗୁଁ ରାଜ୍ୟବାସୀ କଲବଲ ହେଉଛନ୍ତି। ସକାଳ ୮ ଟାରୁ ସୂର୍ଯ୍ୟଙ୍କ ପ୍ରଖର କିରଣ ଆରମ୍ଭ ହୋଇଯାଉଛି। ଦିନତମାମ ଟାଣ ଖରାରେ ଭାଜି ହେଉଥିବା ଲୋକେ ରାତିରେ ବି ତାତିରୁ ନିସ୍ତାର ପାଉ ନାହାନ୍ତି। ଏହାରି ମଧ୍ୟରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଶ୍ବସ୍ତିକର ସୂଚନା ଆସିଛି। କାଳବୈଶାଖୀ ଜନିତ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତା ୨୧ ଓ ୨୨ ତାରିଖରେ କାଳବୈଶାଖୀ ପ୍ରଭାବ ହେତୁ ୨୧ ଠାରୁ ୨୪ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୨ ରୁ ୩ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି। ଫଳରେ ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ନିସ୍ତାର ମିଳିବ। ମାତ୍ର ପୁଣି ୨୫ ତାରିଖ ଠାରୁ ତାପମାତ୍ରାରେ ବୃଦ୍ଧି ହେବାର ସମ୍ଭାବନା ରହିଛି। ୨୬ ଏପ୍ରିଲରୁ ୨ ମଇ ମଧ୍ୟରେ ରାଜ୍ୟରେ ପୁଣି ଉଷ୍ମ-ଆଦ୍ର ପାଣିପାଗ ସହ କିଛି ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି।
ଆଜି ଦିନ ୨ ଟା ୩୦ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ସୁନ୍ଦରଗଡର ତାପମାତ୍ରା ସର୍ବୋଚ୍ଚ ରହିଛ। ସୁନ୍ଦରଗଡର ତାପମାତ୍ରା ୪୩.୮ ଡ଼ିଗ୍ରୀ  ସେଲସିୟସ ରେକର୍ଡ କରାଯାଇଛି।  ସେହିପରି-
ସୁନ୍ଦରଗଡ: 43.8°C
ସମ୍ବଲପୁର: 42.4°C
କେନ୍ଦୁଝର: 42.2°C
ଚାନ୍ଦବାଲି: 42.2°C
ହୀରାକୁଦ: 42°C
ରାଉରକେଲା: 41.8°C
ଭୁବନେଶ୍ୱର: 41.4°C
ବାଲେଶ୍ୱର: 39.4°C
ପାରାଦ୍ୱୀପ: 34.8°C
ପୁରୀ:34.4°C
ଗୋପାଳପୁର:33.6°C
କାଳବୈଶାଖୀ ରଚିଲା ତାଣ୍ଡବ: ବଜ୍ରପାତରେ କେନ୍ଦ୍ରାପଡ଼ାର ପୃଥକ ପୃଥକ ସ୍ଥାନରେ ୫ ଜଣଙ୍କର ମୃତ୍ୟୁ
କେନ୍ଦ୍ରାପଡ଼ା: କାଳବୈଶାଖୀ ରଚିଲା ତାଣ୍ଡବ। ବଜ୍ରପାତରେ କେନ୍ଦ୍ରାପଡ଼ା ଜିଲ୍ଲାର ପୃଥକ ପୃଥକ ସ୍ଥାନରେ ୫ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଗରଦପୁର ବ୍ଲକ ଅଞ୍ଚଳରେ ବଜ୍ରପାତ ଘଟି ତଳକୁସୁମା ପଞ୍ଚାୟତର ବଙ୍ଗାରୀ , ପୁଣ୍ଡିଲୋ ଓ ବିରିଜଙ୍ଗୀ ଗ୍ରାମରୁ ତିନିଜଣଙ୍କର ମୁତ୍ଯୁ ଘଟିଥିବା ବେଳେ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଓସ୍ତପୁର ପଞ୍ଚାୟତରେ ଜଣେ ଓ ଆଳି ଥାନା ଅନ୍ତର୍ଗତ ସାଳିଅଞ୍ଚ ଗ୍ରାମରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।
ଗରଦପୁର ବ୍ଲକ ଅନ୍ତର୍ଗତ କୁଦାନଗରୀ ଥାନା ତଳକୁସୁମା ପଞ୍ଚାୟତ ପୁଣ୍ଡିଲୋ ଗ୍ରାମର ପୂର୍ଣ୍ଣଚନ୍ଦ୍ର ଛାଟୋଇ (୬୨) ଘରର ଛାତ ଉପରେ ଶୁଖାଯାଇଥିବା ମୁଗ ବସ୍ତା କରୁଥିବା ସମୟରେ ବଜ୍ରପାତ ଯୋଗୁ ମୃତ୍ୟୁ ଘଟିଥିଲା  ସେହିଭଳି ବଙ୍ଗାରୀ ଗ୍ରାମରେ ମଧ୍ୟ ସମାନ ଘଟଣା ଘଟିଛି । ବର୍ତ୍ତମାନ ମୁଗ ଫସଲ ଅମଳ ସମୟ ଥିବାରୁ ମୁଗ ଖଳାରେ ମୁଗ ଘୋଡାଉଥିବା ସମୟରେ ଅଧିର ଜେନାଙ୍କ ସାନ ପୁଅ ଆଶୁତୋଷ ଜେନା(୧୮)ଙ୍କ ମୃତ୍ୟୁ ଘଟିଛି । ସୂଚନା ଅନୁସାରେ ଆଶୁତୋଷ ଯୁକ୍ତ ୩ ପାଠ ପଢୁଥିଲେ। ତାଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ଭାଙ୍ଗିପଡ଼ିଛନ୍ତି । ଅନ୍ୟ ଏକ ଘଟଣାରେ ବିରିଜଙ୍ଗା ଅଞ୍ଚଳର ଘଟିଛି।  ବିରିଜଙ୍ଗା ଗ୍ରାମର ଶିବପ୍ରସାଦ ସାହୁ (୬୦) ବିଲରୁ ମୁଗ ଉପାଡୁଥିବା ସମୟରେ ବଜ୍ରପାତ ତାଙ୍କର ମୁତ୍ଯୁ ଘଟିଛି।
ସେହିପରି କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଓସ୍ତପୁର ପଞ୍ଚାୟତର ବିରସ୍ୱତୀ ଗ୍ରାମର ନାରାୟଣ ମଳିକଙ୍କ ପତ୍ନୀ ଅମ୍ବିକା ମଳିକ(୫୨) ତାଙ୍କ ବିଲକୁ ମୁଗ ଉପାଡିବାକୁ ଯାଇଥିବା ବେଳେ ଅପରାହ୍ନ ପ୍ରାୟ ୫ଟା ସମୟରେ ବଜ୍ରପାତ ହେବାରୁ ଅମ୍ବିକା ବିଲରେ ଟଳି ପଡିଥିଲେ। ସେଠାରେ ଉପସ୍ଥିତ ଥିବା ଅନ୍ୟମାନେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟପଟେ, ଆଳି ଥାନା ଅନ୍ତର୍ଗତ ସାଳିଅଞ୍ଚ ଗ୍ରାମର ବିଷ୍ଣୁଚରଣ ବେହେରାଙ୍କ ସାନ ପୁର ଅନିଲ ବେହେରା ଆଜି ଅପରାହ୍ନରେ ବିଲରେ କାମ କରୁଥିବା ବେଳେ ବଜ୍ରପାତର ଶୀକାର ହୋଇଥିଲେ। ତାଙ୍କୁ ସଙ୍ଗେସଙ୍ଗେ ଆଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯିବା ପରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ଯୁବକଙ୍କ ମୃତ୍ୟୁରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।
ବର୍ଷା ଓ ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ନେଇ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଖୋର୍ଦ୍ଧା ଓ ନୟାଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ  ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।
ଟ୍ବିନ ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡି ସହ ତୀବ୍ର ବୃଷ୍ଟିପାତ ସମ୍ଭାବନା
ଭୁବନେଶ୍ୱ: ଭୁବନେଶ୍ୱର ଏବଂ କଟକରେ ଆଗମୀ ୧ରୁ୨ ଘଣ୍ଟା ମଧ୍ୟରେ ବଜ୍ରପାତ ସହିତ ଗୋଟେ ଦୁଇଟି ସ୍ଥାନରେ ତୀବ୍ର ବୃଷ୍ଟିପାତ ସମ୍ଭାବନା ରହିଛି । ଏଥିସହିତ ଅନୁଗୁଳ, ଢେ଼ଙ୍କାନାଳ ଓ ଯାଜପୁର ଜିଲ୍ଲାର କେତେକ ଅଞ୍ଚଳରେ ଆଗମୀ ୨-୩ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।
ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୨ରୁ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କଟକ, ବୌଦ୍ଧ, ନୟାଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବର୍ଷା ସମୟରେ ପବନ ବହିବାର ସମ୍ଭାବନା ରହିଛ। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।
ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ଟ୍ବିନ ସିଟି ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ କା‌ଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ବର୍ଷା ସହ ଜୋରରେ ପବନ ଓ ଧୂଳି ଝଡ଼ ହୋଇଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଟ୍ବିନ ସିଟି ସମେତ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକୁ ଆଗୁଆ ସତର୍କତା କରାଯଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।
ବର୍ଷା ଓ ବଜ୍ରପାତ ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଆଜି କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବର୍ଷା ବେଳେ ପବନର ବେଗ ଘଣ୍ଟା ପ୍ରତି ୩୦କିମି ରହିବା ସମ୍ଭାବନା ରହିଛି। କାଳବୈଶାଖୀ ଜନିତ ଝଡ଼ବର୍ଷା ସହ କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି। ଅଧିକାଂଶ ଜିଲ୍ଲାରେ ମେ ୬ ତାରିଖ ଯାଏ କାଳବେଶାଖୀ ଜନିତ ବର୍ଷା ଓ କୁଆପଥର ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆଜିଠୁ କାଳବୈଶାଖୀ, ୪୦ ଡିଗ୍ରୀ ତଳକୁ ଖସିବନି ତାତି
ଭୁବନେଶ୍ୱର: ଆଜି ଠାରୁ ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ ବୋଲି ପାଣିପାଗ କେନ୍ଦ୍ର କହିଛି। ଅଧିକାଂଶ ସ୍ଥାନରେ ଉପରଓଳି କାଳବୈଶାଖୀ ଆଶଙ୍କା ରହୁଥିବାରୁ ତାପମାତ୍ରା ହ୍ରାସ ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ତାତି କମିଲେ ମଧ୍ୟ ଅନେକ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ। ଏମିତି କିଛି ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ମଧ୍ୟ ୨-୩ ଡିଗ୍ରୀ ଅଧିକ ରହିବା ନେଇ ଆକଳନ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ରହିବ। ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ବର୍ଷା ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ସ୍ଥିତି ଜାରି ରହିବାର ଆଶଙ୍କା ଥିବାରୁ ପରବର୍ତ୍ତୀ ୩ ଦିନ ପାଇଁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।
ବର୍ତ୍ତମାନ ବଙ୍ଗୋପସାଗରରୁ ଜଳୀୟବାଷ୍ଫପୂର୍ଣ୍ଣ ବାୟୁ ରାଜ୍ୟକୁ ପ୍ରବେଶ କରୁଛି। ଏହା ଦ୍ୱାରା କିଛି ସ୍ଥାନରେ ପାଗ ମେଘୁଆ ରହିବା କାରଣରୁ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଛି। କିନ୍ତୁ ଏହି ବାୟୁ ପ୍ରବାହ ଦ୍ୱାରା ରାଜ୍ୟରେ ଆର୍ଦ୍ରତା ପରିମାଣ ଅଧିକ ରହୁଛି। ଯାହାକି ଗୁଳୁଗୁଳି କରାଇବା ପାଇଁ ସହାୟକ ହେଉଛି। ରବିବାର ଅଧିକାଂଶ ସ୍ଥାନରେ ଆର୍ଦ୍ରତା ୭୦-୯୦ ପ୍ରତିଶତ ମଧ୍ୟରେ ରହିଥିଲା। ଉପକୂଳ ଓଡ଼ିଶା ସମେତ ଏହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଗୁଳୁଗୁଳିର ଅଧିକ ପ୍ରଭାବ ରହିଥିବା ବେଳେ ଆସନ୍ତା ୨-୩ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବା ନେଇ ଆଶଙ୍କା କରାଯାଇଛି।
ଆର୍ଦ୍ରତା ବଢ଼ିବା କାରଣରୁ ଦିନ ସହିତ ରାତିରେ ମଧ୍ୟ ସ୍ଥିତି ଅସମ୍ଭାଳ ହେଉଛି। ରବିବାର ରାଜ୍ୟର ୨୨ ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରେକର୍ଡ ହୋଇଥିବା ବେଳେ ୧୬ ଜିଲ୍ଲାରେ ତାତି ୪୦ ଡିଗ୍ରୀ ଉପରେ ରହିଥିଲା। ୪ ସହରରେ ତାତି ୪୨ ଡିଗ୍ରୀ ଉପରେ ରହିଥିଲା। ୪୩ ଡିଗ୍ରୀ ସହ ଝାରସୁଗୁଡ଼ା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଶନିବାର ମୟୂରଭଞ୍ଜ ଓ କେନ୍ଦୁଝର ଆଦିରେ କିଛ ସ୍ଥାନରେ ହାଲୁକା କାଳବୈଶାଖୀ ବର୍ଷା ଯୋଗୁଁ ସେଠାରେ ତାପମାତ୍ରା କିଛି ପରିମାଣରେ ହ୍ରାସ ହୋଇଛି।.