corona-guidelines - The Sakala

ବାତ୍ୟା ପାଇଁ ୧୦ ଜିଲ୍ଲାରେ ଲକ୍‌ଡାଉନ୍‌ କଟକଣା ସାମାନ୍ୟ କୋହଳ, ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ସମୟ ବୃଦ୍ଧି
ଭୁବନେଶ୍ୱର: ବାତ୍ୟା ପାଇଁ ଓଡ଼ିଶାର ୧୦ ଜିଲ୍ଲାରେ ଲକ୍‌ଡାଉନ୍‌ କଟକଣା ସାମାନ୍ୟ କୋହଳ ହୋଇଛି। ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ସମୟ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏନେଇ SRCଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। କୋହଳ କରାଯାଇଥିବା ୧୦ ଜିଲ୍ଲା ଗୁଡିକ ହେଲେ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, କେନ୍ଦୁଝର, ପୁରୀ, ଯାଜପୁର, କଟକ ଓ ଖୋର୍ଦ୍ଧା। ଆଜି ଓ ଆସନ୍ତାକାଲି ସକାଳ ୭ରୁ ଅପରାହ୍ନ ୧ଟା ଯାଏ ଏହି ୧୦ ଜିଲ୍ଲାରେ ଦୋକାନ ଖୋଲା ରହିବ।

ପୂର୍ବରୁ ମାତ୍ର ୪ ଘଣ୍ଟା ପାଇଁ ଅର୍ଥାତ ସକାଳ ୭ଟାରୁ ୧୧ଟା ଯାଏଁ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରଖିବାକୁ ଅନୁମତି ରହିଥିଲା ।

ମୁହଁରେ ମାସ୍କ ନ ଥିଲେ ଜରିମାନା: ପ୍ରଥମ ଦୁଇଥର ଧରାପଡିଲେ ୨ ହଜାର, ପରବର୍ତ୍ତୀ ସମୟରେ ଧରାପଡିଲେ ୫ ହଜାର ଫାଇନ୍
ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ବଢ଼ିଥିବା ବେଳେ ମାସ୍କ ପିନ୍ଧିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ଆଜିଠାରୁ ରାଜ୍ୟରେ ୧୪ ଦିନ ଲାଗି ମାସ୍କ ଅଭିଯାନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେବା ସହ ମାସ୍କ ନପିନ୍ଧିଲେ ୨ ଗୁଣ ଜରିମାନା ଦେବାକୁ ପଡ଼ିବ ବୋଲି କହିଛନ୍ତି । ଏହାପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୋଭିଡ୍-୧୯ ନିୟମାବଳୀରେ ସଂଶୋଧନ କରାଯାଇଛି ।

ମାସ୍କ ପିନ୍ଧି ନ ଥିବା ବେଳେ ଧରାପଡ଼ିଲେ ୨ ହଜାର ଟଙ୍କା ଜରିମାନା ଦେବାକୁ ପଡ଼ିବ। ଦ୍ୱିତୀୟ ଥର ଧରାପଡ଼ିଲେ ୨ହଜାର ଟଙ୍କା ଦେବେ । ତା’ପରେ ସମାନ ଭୁଲ୍ ପାଇଁ ଧରାପଡ଼ିଲେ ୫ ହଜାର ଟଙ୍କା ଜରିମାନା ଦେବାକୁ ପଡ଼ିବ।

ପୂର୍ବରୁ ପ୍ରଥମ ଥର ମାସ୍କ ପିନ୍ଧିନଥିବା ବେଳେ ଧରାପଡ଼ିଲେ ୧ ହଜାର ଟଙ୍କା ଜରିମାନା ଦେବାକୁ ପଡ଼ୁଥିଲା । ସଂଶୋଧିତ ଜରିମାନା ତତ୍କାଳ ଲାଗୁ ପାଇଁ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି ।

ରାଜ୍ୟରେ କୋଭିଡ୍‌ ଗାଇଡ୍‌ ଲାଇନ୍‌ କଡାକଡି କରିବାକୁ ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ନିର୍ଦ୍ଦେଶ
ଭୁବନେଶ୍ବର : ପଡୋଶୀ ରାଜ୍ୟମାନଙ୍କରେ କରୋନା ସଂକ୍ରମଣ ପୁଣିଥରେ ବୃଦ୍ଧି ପାଉଥିବାରୁ ସତର୍କ ହୋଇଛି ଓଡିଶା। ସତର୍କତା ଦୃଷ୍ଟିରୁ ରାଜ୍ୟରେ ପୁଣିଥରେ କରୋନା କଟକଣାକୁ କଡାକଡି କରାଯିବ । ଏନେଇ ଆଜି ରାଜ୍ୟ  ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ପ୍ରଦୀପ ଜେନା ସମସ୍ତ ଜିଲ୍ଲାପାଳ, ପୌର କମିଶନର ଏବଂ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦେଶର ବିଭିନ୍ନ ରାଜ୍ୟରେ କରୋନାର ନୂଆ ଷ୍ଟ୍ରେନ୍‌ ଧୀରେ ଧୀରେ ବ୍ୟାପିଗଲାଣି । ଏଣୁ ଆମେ ଆଗୁଆ ସତର୍କତା ଦୃଷ୍ଟରୁ କରୋନା କଟକଣାକୁ ପାଳନ କରିବାକୁ ପଡିବ ବୋଲି ଏସ୍‌ଆରସି କହିଛନ୍ତି।

ରାଜ୍ୟରେ କରୋନାର ମାତ୍ରା କମିବା ପରେ ରାଜ୍ୟ ସରକାର ଲୋକଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ସମସ୍ତ କଟକଣାକୁ କୋହଳ କରିଥିଲେ। କିନ୍ତୁ ଲୋକମାନେ ଏହି କୋହଳ କଟକଣା ମଧ୍ୟରେ କରୋନା କଟକଣାକୁ ଫୁ କରି ଉଡାଇ ଦେବାର ଦେଖାଯାଇଥିଲା। ଏହାରି ମଧ୍ୟରେ କରୋନା ଦେଶର ମହାରାଷ୍ଟ୍ର, ପଞ୍ଜାମ ଆଦି ରାଜ୍ୟରେ ପୁଣିଥରେ ବ୍ୟାପିବା ଆରମ୍ଭ କରିଥିବାରୁ ରାଜ୍ୟ ସରକାର ସତର୍କତା ଦୃଷ୍ଟିରୁ ପୁଣିଥରେ କରୋନା କଟକଣାକୁ କଡାକଡି କରିବାକୁ ପଦକ୍ଷେପ ନେଇଛନ୍ତି।

ରାଜ୍ୟରେ ଏଣିକି ଢାବା, ରେଷ୍ଟୁରାଣ୍ଟ, ହୋଟେଲଗୁଡିକରେ ତୀକ୍ଷ୍ନ ନଜର ରଖାଯିବ । ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ବିଭିନ୍ନ ସ୍ଥାନକୁ ଯାଇ ପରିସ୍ଥିତି ତଦାରଖ କରିବେ । ସାଧାରଣ ସ୍ଥାନରେ ଗହଳି କରି ଖାଇବା ଉପରେ ଲାଗିବ ରୋକ୍ । ନିୟମ ଉଲ୍ଲଂଘନ କଲେ ସିଲ ହେବ ବ୍ୟବସାୟିକ ପ୍ରତିଷ୍ଠାନ । ଶିକ୍ଷାନୁଷ୍ଠାନ ଉପରେ ସତର୍କ ନଜର ରଖିବାକୁ ନିର୍ଦ୍ଦେଶ । ବଜାର, ହାଟରେ ଡାକବାଜି ଯନ୍ତ୍ର ଦ୍ୱାରା ସଚେତନତା କରାଯିବ ।

ସେହିଭଳି ଧାର୍ମିକ, କ୍ରୀଡ଼ା ଓ ମନୋରଞ୍ଜନସ୍ଥଳିରେ ଭିଡ଼ ଏଡ଼ାଇବାକୁ ନିର୍ଦ୍ଦେଶ ରହିଛି । ଅଙ୍ଗନବାଡ଼ି କେନ୍ଦ୍ରରେ ପରିଷ୍କାର, ପରିଚ୍ଛନ୍ନତାକୁ ଗୁରୁତ୍ୱ ଦିଆଯିବ । ଶିକ୍ଷକ ଓ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ସ୍ୱଚ୍ଛତା ପ୍ରତି ଧ୍ୟାନ ଦେବେ । ଶିକ୍ଷାନୁଷ୍ଠାନରେ ପାଠପଢ଼ା ବ୍ୟତୀତ ଅନ୍ୟ କିଛି କାର୍ଯ୍ୟକ୍ରମ ହେବନି । ଗାଇଡଲାଇନ୍ ପାଳନ ସମ୍ପର୍କିତ ସାପ୍ତାହିକ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଏସମସ୍ତ ଗାଇଡଲାଇନ ସବୁ ଜିଲ୍ଲାପାଳ, ମ୍ୟୁନିସିପାଲ୍ କମିଶନର ଓ ଏସପିଙ୍କୁ ଚିଠି ଲେଖି ଜଣାଇଛନ୍ତି ।