Summative-1 - The Sakala

କାଲିଠୁ ଦଶମ ଶ୍ରେଣୀ ସମ୍ମେଟିଭ-୧ ପରୀକ୍ଷା, ଦିନ ୧୦ରୁ ୧୨ଟା ଯାଏଁ ପରୀକ୍ଷା
କଟକ: ଆସନ୍ତାକାଲିଠୁ ଦଶମ ସମ୍ମେଟିଭ-୧ ପରୀକ୍ଷା । ଦିନ ୧୦ଟାରୁ ଆରମ୍ଭ ହେବ ପରୀକ୍ଷା । ପ୍ରଥମ ଦିନ ଇଂରାଜୀ, ୨୫ରେ ଗଣିତ ଓ ୨୬ ତାରିଖରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ସେହିପରି ୨୭ ତାରିଖରେ ପ୍ରାକ୍ଟିକାଲ, ୨୮ରେ ସାଧାରଣ ବିଜ୍ଞାନ, ୨୯ରେ ସାମାଜିକ ବିଜ୍ଞାନ ଏବଂ ୩୦ ତାରିଖରେ ତୃତୀୟ ଭାଷା ପରୀକ୍ଷା କରାଯିବ । ଏନେଇ ଆଜି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

ଚଳିତଥର ମାଟ୍ରିକ ପରୀକ୍ଷା ପାଇଁ ମୋଟ ୩ ହାଜର୨୯ଟି ସେଣ୍ଟର କରାଯାଇଛି । ୩୧୬ ନୋଡାଲ ସେଣ୍ଟରେ ପ୍ରଶ୍ନପତ୍ର କଡ଼ା ସୁରକ୍ଷାରେ ରହିଛି । ମାଓ ପ୍ରବଣ ଅଞ୍ଚଳ କନ୍ଧମାଳରେ ୭ଟି, ମାଲକାନଗିରିରେ ୧୦ଟି ଓ କୋରାପୁଟରେ ୫ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି । ଚଳିତ ଥର ୫ ଲକ୍ଷ ୪୦ ହଜାରରୁ ଅଧିକ ପିଲାମାନେ ପରୀକ୍ଷା ଦେବେ l ପରୀକ୍ଷା କେନ୍ଦ୍ର ଭିତରକୁ କେବଳ ପେନ୍ ଓ ଆଡମିଟ କାର୍ଡ ନେଇପାରିବେ ଛାତ୍ରଛାତ୍ରୀ ।