ODISHA CORONA - The Sakala

ପୁଣି କୋରୋନା ଚିନ୍ତା : କୋଭିଡ ସ୍ଥିତିର ସମୀକ୍ଷା ପରେ ମାସ୍କ ପିନ୍ଧିବା, ହାତ ଧୋଇବାକୁ ସ୍ୱାସ୍ଥ୍ୟ ସଚିବ ଦେଲେ ପରାମର୍ଶ
ଭୁବନେଶ୍ବର : ପ୍ରାୟ ତିନି ବର୍ଷ ତଳେ ଚୀନ୍‌ର ୟୁହାନ ପ୍ରଦେଶରେ ସୃଷ୍ଟି ହୋଇଥିବା କରୋନା ଭୂତାଣୁ ସାରା ବିଶ୍ବ ପାଇଁ ଯେଭଳି ମୃତ୍ୟୁର ବିଭୀଷିକା ସୃଷ୍ଟି କରିଥିଲା ତାହା ବର୍ତ୍ତମାନ ସୁଦ୍ଧା ଲୋକଙ୍କ ମନରୁ ଲିଭିନଥିବା ବେଳେ ପୁଣିଥରେ ଫେରିଛି କରୋନା ମହାମାରୀ। ଜାପାନ, କୋରିଆ, ଆମେରିକା, ଫ୍ରାନ୍ସ, ବ୍ରାଜିଲ୍‌, ଜର୍ମାନି ଓ ଚୀନ୍‌ କରୋନା ଓମିକ୍ରନ୍‌ର ନୂଆ ଭାରିଆଣ୍ଟ ଖୁବ୍‌ ଶୀଘ୍ର ବ୍ୟାପୁଥିବା ‌ବେଳ ଏହାକୁ ନେଇ ସତର୍କ ହୋଇଛନ୍ତି କେନ୍ଦ୍ର ସରକାରଙକ୍କ ସମେତ ସମସ୍ତ ରାଜ୍ୟ ସରକାର।

କୋଭିଡ ସ୍ଥିତିକୁ ନେଇ ଗତକାଲିଠୁ କେନ୍ଦ୍ର ସରକାର ବାର୍‌ବାର୍‌ ସମୀକ୍ଷା କରୁଥିବା ବେଳେ ଆଜି ରାଜ୍ୟମାନଙ୍କ ସେମାନଙ୍କ ସ୍ଥିତି ସମୀକ୍ଷା ନେଇ କୁହାଯାଇଥିଲା। ଯାହା ପରେ ଓଡ଼ିଶା ସରକାରଙ୍କ ପକ୍ଷରୁ କୋଭିଡ ସ୍ଥିତି ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ ଡାକିଥିଲା।ସମୀକ୍ଷାରେ ସ୍ୱାସ୍ଥ୍ୟ ସଚିବ ସାଲିନି ପଣ୍ଡିତ କହିଥିଲେ, ଆମ ରାଜ୍ୟରେ କରୋନା ସ୍ଥିତି ଭଲ ରହିଛି । ନଭେମ୍ବରଠାରୁ ଦୈନିକ ସଂକ୍ରମଣ ମାମଲା ୧୫ରୁ କମ ରହିଛି । ରାଜ୍ୟରେ ଟେଷ୍ଟିଂ ସ୍ତର ଜାତୀୟ ତୁଳନାରେ ଅଧିକ ଅଛି । ଆଇସିଏମଆର ଗାଇଡଲାଇନ ଅନୁସାରେ ଟେଷ୍ଟିଂ ଓ ସର୍ଭିଲାନ୍ସ ଜାରି ରହିବ ।

ରାଜ୍ୟରେ ସମ୍ଭାବ୍ଯ କୋଭିଡ୍ ସଂକ୍ରମଣ ମୁକାବିଲା ସମ୍ବନ୍ଧରେ @HFWOdisha କମିଶନର-ତଥା-ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତଙ୍କ ପ୍ରେସ୍ ବିବୃତି:

ସମ୍ପୂର୍ଣ୍ଣ ବିବୃତି ପାଇଁ ନିମ୍ନ ଲିଙ୍କ୍ କରନ୍ତୁ:https://t.co/8yRW5nxX98 pic.twitter.com/Nu0Vo45Cod

— I & PR Department, Odisha (@IPR_Odisha) December 23, 2022

ବିମାନ ବନ୍ଦର ଗୁଡିକରେ ଗାଇଡଲାଇନ ଅନୁସାରେ ସର୍ଭିଲାନ୍ସ ହେବ । ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ମକଡ୍ରିଲ କରାଯିବ । ସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ମକଡ୍ରିଲ ହେବ । କୋଭିଡ ପଜିଟିଭ ଚିହ୍ନଟ ହେଲେ ଜେନମ ସିକ୍ୟୁଏନ୍ସିଂ କରାଯାଉଥିବା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶିକା ଡକ୍ଟର ଶାଳିନୀ ପଣ୍ଡିତ । ପୂର୍ବପରି କୋଭିଡ଼ ନିୟମ ମାନିବାକୁ ରାଜ୍ୟବାସୀଙ୍କୁ ସରକାର ପରାମର୍ଶ ଦେଇଛନ୍ତି। ମାସ୍କ ପିନ୍ଧିବା, ନିୟମିତ ହାତ ଧୋଇବାକୁ ପରାମର୍ଶ ଦିଆଯିବା ସହ କିଛି ଲକ୍ଷଣ ଦେଖିଲେ ନିଜକୁ ନିଜେ ଆଇସୋଲେସନ ପାଇଁ ଅପିଲ କରିଛନ୍ତି ସରକାର । ସର୍ବସାଧାରଣ ସ୍ଥାନରେ ଛେପ ନପକାଇବାକୁ ମଧ୍ୟ ପରାମର୍ଶ ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ବୈଠକ ପରେ ସଚିବ ଶାଳିନୀ ପଣ୍ଡିତ କହିଛନ୍ତି ଯେ, ବାକି ଲୋକଙ୍କୁ ଶୀଘ୍ର ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି । ପ୍ରିକସନ ଡୋଜ ଟିକାଦାନ ପୁଣି ଆରମ୍ଭ ପାଇଁ ଚିଠି ଲେଖାଯିବ । କଟକ ଏସସିବିରେର ଜିନୋମ ସିକ୍ବେନ୍ସିଂ ଆରମ୍ଭ ହେବ। ରାଜ୍ୟରେ ହସ୍ପିଟାଲ ଓ ଅକ୍ସିଜେନ ପ୍ଲାଣ୍ଟ ପ୍ରସ୍ତୁତିର ସମୀକ୍ଷା ହେବ ବୋଲି ସେ କହିଛନ୍ତି। ହକି ବିଶ୍ୱକପ୍ ପାଇଁ ଭୁବନେଶ୍ୱର, ରାଉରକେଲା ଏବଂ କଟକରେ ଅଧିକ ଟେଷ୍ଟିଂ ବ୍ୟବସ୍ଥା ରହିବ । ଏହି ତିନି ସହରର ସମସ୍ତ ୟୁପିଏଚସି ଓ ୟୁସିଏଚସିରେ ଟେଷ୍ଟିଂ ବ୍ୟବସ୍ଥା ରହିବ । ଏଗୁଡ଼ିକରେ ଉଭୟ ଆଣ୍ଟିଜେନ୍ ଓ ଆରଟି-ପିସିଆର ଟେଷ୍ଟ ବ୍ୟବସ୍ଥା ରହିବ। ଏହି ତିନି ସହର ପାଇଁ ଆବଶ୍ୟକ ହେଲେ ଅତିରିକ୍ତ ଷ୍ଟାଫ୍ ରଖିବାକୁ ପରାମର୍ଶ ଦିଆଯାଇଛି ।

ରାଜ୍ୟରେ ପୁଣି ଉପରମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୨୨ କୋଭିଡ୍ ପଜିଟିଭ୍
ଭୁବନେଶ୍ବର : ରାଜ୍ୟରେ ଉପର ତଳ ହେଉଥିବା କରୋନା ମିଟର ପୁଣିଥରେ ଉପରମୁହାଁ ହୋଇଛି। ଗତ ଦୁଇ ରୁ ତିନି ଦିନ ସଂକ୍ରମଣ ସମାନ୍ୟ ହ୍ରାସ ପାଇଥିବା ବେଳେ ଆଜି ପୁଣି ବୃଦ୍ଧି ହୋଇଛି। ରାଜ୍ୟରେ ଆଜି ପୁଣି ହଜାରେ ଉପରେ ଦୈନିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୨୪ଘଣ୍ଟାରେ ୧୧୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୪ ଜଣ ସଂକ୍ରମିତ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Covid-19 Report For 19th July

New Positive Cases: 1122
Of which 0-18 years: 164
In quarantine: 658
Local contacts: 464

(Details of local contacts will be shared by concerned District)

1. Angul: 1
2. Balasore: 12
3. Bargarh: 8
4. Bhadrak: 12
5. Balangir: 12
6. Boudh: 6

— I & PR Department, Odisha (@IPR_Odisha) July 20, 2022

ଆଜି ରାଜ୍ୟରୁ ଚିହ୍ନଟ ୧୧୨୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ  ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୧୩୨ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୨୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୭ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୨୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୬୫ଜଣ, ସୋନପୁର ଜିଲ୍ଲାରୁ ୪୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯୭ଜଣ, ଷ୍ଟେଟ ପୁଲ୍‌ରୁ ୭୧ଜଣ ରହିଛନ୍ତି ।

23. Nayagarh: 14
24. Nuapada: 13
25. Puri: 24
26. Rayagada: 10
27. Sambalpur: 65
28. Sonepur: 42
29. Sundargarh: 197
30. State Pool: 71

New recoveries: 737
Cumulative tested: 32410847
Positive: 1301995
Recovered: 1286111
Active cases: 6701

— I & PR Department, Odisha (@IPR_Odisha) July 20, 2022

ସୂଚନାଯୋଗ୍ୟ  ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୧୯୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୭୦୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୬୧୧୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୪୧୦୮୪୭ ସାମ୍ପୁଲ ଟେଷ୍ଟ୍ ହୋଇଛି।

ଆହୁରି ୨ ମାସ ଯାଏଁ ରାଜ୍ୟରେ କମିବନି ସଂକ୍ରମଣ ହାର : ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ବର : ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ। ପ୍ରତିଦିନ ଦୈନିକ ସଂକ୍ରମଣ ହୁ ହୁ ହୋଇ ବଢୁଛି। ପୂର୍ବରୁ ଯେଉଁଠି ଦୈନିକ ସଂକ୍ରମଣ ହଜାରେ ତଳେ ରହୁଥିଲା ଆଜି ତାହା ୮ ହଜାର ପାର୍‌ କରିସାରିଛି। ଏହାରି ମଧ୍ୟରେ ରାଜ୍ୟରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମାମଲା ମଧ୍ୟ ରାଜ୍ୟରେ ବହୁ ମାତ୍ରାରେ ବୃଦ୍ଧି ପାଉଛି। ବତ୍ତର୍ମାନ ସୁଦ୍ଧା ରାଜ୍ୟରୁ ୧୭୦ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି। ରାଜ୍ୟରେ ବଢୁଥିବା ସଂକ୍ରମଣକୁ ନେଇ ରାଜ୍ୟବାସୀ ଚିନ୍ତିତ ଥିବା ବେଳେ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବବା ବେଳେ ଆସନ୍ତା ୨ମାସ କରୋନା ସଂକ୍ରମଣ ବଢ଼ିକି ରହିବ।

ରାଜ୍ୟବାସୀଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି ରାଜ୍ୟବାସୀ ସତର୍କ ରୁହନ୍ତୁ। କରୋନା କଟକଣାର ସଠିକ ଅନୁପାଳନ କରୁନ୍ତୁ। ୫୦୦ତଳକୁ ଖସିଯାଇଥିବା ସଂଖ୍ୟା ଏବେ ୮ହଜାର ଟପିଲାଣି। ତେବେ ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବବା ବେଳେ ଆସନ୍ତା ୨ମାସ କରୋନା ସଂକ୍ରମଣ ବଢ଼ିକି ରହିବ। ଅନ୍ୟ ଦେଶରେ ମଧ୍ୟ ସଂକ୍ରମଣ ବ୍ୟାପୁଛି । ଅଧିକାଂଶ ଆକ୍ରାନ୍ତଙ୍କର ସାମନ୍ୟ ଲକ୍ଷଣ ଅଛି । ପ୍ରାୟ ୮ଟି ଜିଲ୍ଲାରେ ଟିପିଆର ଅଧିକ ଅଛି, ତେଣୁ ୮ଜିଲ୍ଲା ବର୍ତ୍ତମାନ ରେଡ ଜୋନରେ ରହିଛି । କିନ୍ତୁ ମୃତ୍ୟୁ, ହସ୍ପିଟାଲାଇଜେସନ ଓ ଆଇସିୟୁ ଆବଶ୍ୟକତା କମ୍ ରହୁଛି ।

ରାଜ୍ୟର କରୋନା ସ୍ଥିତି ନେଇ ଗତକାଲି ମୁଖ୍ୟମନ୍ତ୍ରୀ ସମୀକ୍ଷା କରି ସମସ୍ତ ଜିଲ୍ଲାପାଳଙ୍କୁ ଆବଶ୍ୟକ ଅନୁସାରେ କ୍ଲଷ୍ଟର କଣ୍ଟେନମେଣ୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଟିକାକରଣ ଜୋରଦାର ହୋଇଛି। ବୁଷ୍ଟର ଡୋଜ୍‌ ମଧ୍ୟ ଦିଆଚାଲିଛି। ରାଜ୍ୟର ପାଞ୍ଚ ଜିଲ୍ଲାରେ ଟିକାକରଣ ହାର କମ୍ ରହିଛି ଯାହାକୁ ନେଇ ସେଠାକାର ଅଧିକାରୀମାନଙ୍କୁ ଟିକାକରଣ ହାର ବୃଦ୍ଧି ପାଇଁ ନିର୍ଦେଶ ଦିଆଯାଇଛି। ରାଜ୍ୟରେ ହସ୍ପିଟାଲାଇଜେସନ ରୋଗୀଙ୍କ ସଂଖ୍ୟା କମ୍‌ ରହିଛି ଯଦି ଏହି ସଂଖ୍ୟା ବୃଦ୍ଧି ଘଟେ ତେବେ ବେଡ୍‌ ସଂଖ୍ୟା ବୃଦ୍ଧି କରାଯିବ ବୋଲି କହିଛନ୍ତି ଡାକ୍ତର ନିରଞ୍ଜନ ମିଶ୍ର ।

ଭୟ ବଢାଉଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରୁ ୧୩୭୯ ନୂଆ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ବେକାବୁ ହେଉଛି କରୋନା ମହାମାରୀ। କ୍ରମାଗତ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି ଯାହା ରାଜ୍ୟବାସୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ  ୧୩୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୯୫୬୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୦୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୭୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Covid-19 Report For 10th April

New Positive Cases: 1379
In quarantine: 808
Local contacts: 571

(Details of local contacts will be shared by concerned District Administration)

District Wise Cases:

1. Angul: 27
2. Balasore: 33
3. Bargarh: 68
4. Bhadrak: 36
5. Balangir: 54

— I & PR Department, Odisha (@IPR_Odisha) April 11, 2021

ଗତକାଲି ଭଳି ସୁନ୍ଦରଗଡ଼ ଜିଲ୍ଲାରେ ଆଜି ବି ସର୍ବାଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରୁ ଗତ ୨୪ ଘଣ୍ଟାରେ ୩୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୧୫୮ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ଜିଲ୍ଲାରୁ ୯୦ ଜଣ ଚିହ୍ନଟ ହୋଇଛନ୍ତି।ଅନୁଗୋଳ ଜିଲ୍ଲାରୁ ୨୭ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୩, ବରଗଡ଼ରୁ ୬୮, ଭଦ୍ରକରୁ ୩୬, ବଲାଙ୍ଗିରରୁ ୫୪, ବୌଦ୍ଧରୁ ଜଣେ, କଟକରୁ ୫୬, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪, ଗଜପତିରୁ ୩, ଗଞ୍ଜାମରୁ ୩୧, ଜଗତସିଂହପୁରରୁ ୬, ଯାଜପୁରରୁ ୧୯, ଝାରସୁଗୁଡ଼ାରୁ ୪୨, କଳାହାଣ୍ଡିରୁ ୩୦, କନ୍ଧମାଳରୁ ୧୦, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୩୦, କୋରାପୁଟରୁ ୯, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୪୯, ନବରଙ୍ଗପୁରରୁ ୭୧, ନୟାଗଡ଼ରୁ ୧୮, ପୁରୀରୁ ୪୩, ରାୟଗଡ଼ାରୁ ୨୫, ସମ୍ବଲପୁରରୁ ୮୬ ଓ ସୋନପୁର ଜିଲ୍ଲାରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୩୫ ଜଣ ଚିହ୍ନଟ ହୋଇଛନ୍ତି।

22. Mayurbhanj: 49
23. Nawarangpur: 71
24. Nayagarh: 18
25. Nuapada: 90
26. Puri: 43
27. Rayagada: 25
28. Sambalpur: 86
29. Sonepur: 14
30. Sundargarh: 317
31. State Pool: 35

New recoveries: 403
Cumulative tested: 9370359
Positive: 349561
Recovered: 339603
Active cases: 7979

— I & PR Department, Odisha (@IPR_Odisha) April 11, 2021

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୯୫୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୯୭୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୯୬୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୩୭୦୩୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

କାୟା ମେଲାଇ ଚାଲିଛି କରୋନା : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୭୯ କରୋନା ଆକ୍ରାନ୍ତ
ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତି ବେକାବୁ ହେବାରେ ଲାଗିଛି। ଧିରେ ଧିରେ କରୋନା ଗ୍ରାଫ୍‌ ଉପରମୁହାଁ ହେବା ସହ କରୋନାର ଦ୍ୱିତୀୟ ଲହରର କୋପ ଦେଖିବାକୁ ମିଳୁଛି। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ୮୭୯ ପଜିଟିଭ୍ ମଧ୍ୟରୁ କ୍ୱାରେଣ୍ଟିନରୁ ୫୧୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍‌ ହେଉଛି ୩୬୧। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Covid-19 Report For 7th April

New Positive Cases: 879
In Quarantine: 518
Local Contacts: 361

(Details of local contacts will be shared by concerned District Administration)

District Wise Cases:

1. Angul: 20
2. Balasore: 22
3. Bargarh: 53
4. Bhadrak: 17
5. Balangir: 26

— I & PR Department, Odisha (@IPR_Odisha) April 8, 2021

ଆଜି ଚିହ୍ନଟ ହୋଇଥିବା ୮୭୯ ପଜିଟିଭ୍ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ  ସର୍ବାଧିକ ୧୪୪ ଚିହ୍ନଟ ହୋଇଛନ୍ତି । ଏଥି ସହିତ ସୁନ୍ଦରଗଡ଼ ଜିଲ୍ଲାରୁ ୧୩୧, ନୂଆପଡ଼ାରୁ  ୬୧, ବରଗଡ଼ରୁ  ୫୩, କଟକରୁ  ୫୦  ଓ ସମ୍ବଲପୁରରୁ  ୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୨୦, ବାଲେଶ୍ୱରରୁ ୨୨ ଜଣ , ଭଦ୍ରକରୁ ୧୭, ବଲାଙ୍ଗୀରରୁ ୨୬, ଯାଜପୁର ରୁ ୧୫, ଝାରସୁଗୁଡାରୁ ୨୩, ମୟୁରଭଞ୍ଜ ରୁ ୨୯, ନବରଙ୍ଗପୁର ଜିଲ୍ଲାରୁ ୧୯ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୪୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ଜଣ,  ସୋନପୁର ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ,  କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୩୨ଜଣ ରହିଛନ୍ତି ।

22. Nayagarh: 6
23. Nuapada: 61
24. Puri: 45
25. Rayagada: 13
26. Sambalpur: 48
27. Sonepur: 2
28. Sundargarh: 131
29. State Pool: 32

New recoveries: 246
Cumulative tested: 9275631
Positive: 345526
Recovered: 338662
Active cases: 4888

— I & PR Department, Odisha (@IPR_Odisha) April 8, 2021

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୫୫୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୮୮ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୬୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

କରୋନା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ପଶ୍ଚିମ ଓଡିଶା ପ୍ରତି ସ୍ଵତନ୍ତ୍ର ନଜର ରଖିବାକୁ ନିର୍ଦ୍ଦେଶ
ଭୁବନେଶ୍ବର : ରାଜ୍ୟରେ କୋଭିଡ୍‌ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରତିଦିନ ରାଜ୍ୟରେ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଥିବା ବେଳେ ସଂକ୍ରମଣରେ ବ୍ରେକ୍‌ ଲଗାଇବା ପାଇଁ ପ୍ରଶାସନିକ ସ୍ଥରରେ ବ୍ୟାପକ ପ୍ରସ୍ତୁତି ସହ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ସନ୍ଧ୍ୟାରେ ରାଜ୍ୟରେ କରୋନା ସଂକ୍ରମଣର ଦ୍ବିତୀୟ ଲହର ନେଇ ସ୍ଥିତି‌ର ସମୀକ୍ଷା  କରିବାକୁ ଭିଡିଓ କନଫରେନ୍‌ସିଂ ମାଧ୍ୟମରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡ଼ିଶା ଉପରେ ଅଧିକ ଗୁରୁତ୍ବ ଦେଇଛନ୍ତି। ଛତିଶଗଡ଼ ସୀମାକୁ ଲାଗିଥିବା ଜିଲ୍ଲା ଗୁଡ଼ିକରେ କରୋନା ଭାଇରସ ସଂକ୍ରମଣ ଅଧିକ ସକ୍ରିୟ ଥିବାରୁ ମୁଖ୍ୟ ସଚିବ ଓ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବଙ୍କୁ ସ୍ଥିତି ପର୍ଯ୍ୟବେକ୍ଷଣ ଲାଗି ପଶ୍ଚିମ ଓଡ଼ିଶା ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି। ‌ପଶ୍ଚିମ ଓଡ଼ିଶାରେ କରୋନାର ସ୍ଥିତି ଅନୁଧ୍ୟାନ କରି ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ପଶ୍ଚିମ ଓଡ଼ିଶାକୁ ତୁରନ୍ତ ଅଧିକ ସଂଖ୍ୟକ ଡାକ୍ତର, ପାରାମେଡିକାଲ୍‌ ଷ୍ଟାଫ୍‌ ଓ ଲ୍ୟାବ୍‌ ଟେକ୍ନିସିଆନ୍‌ ପଠାଇବାକୁ ନିର୍ଦ୍ଦେଶ ଦେବା ସହ କରୋନା ମୁକାବିଲା ପାଇଁ ହସ୍‌ପିଟାଲ ଭିତ୍ତିଭୂମି ଦୃଢ଼ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଏଥି ସହିତ ରାଜ୍ୟରେ କିପରି କୋଭିଡ୍‌ ନିୟମ କଡାକଡି ଭାବେ ପାଳନ କରାଯିବ ତାହା ଉପରେ ଗୁରୁତ୍ବ ଦିଆଯାଇଛି।  ଏଥି ସହିତ  ଅମାନିଆଙ୍କୁ ସାବାଡ଼ କରିବାକୁ ୧୦ ଦିନ ସ୍ପେଶାଲ ଡ୍ରାଇଭ ପାଇଁ ପୁଲିସ ଡିଜି ଅଭୟଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସଂକ୍ରମଣ ହ୍ରାସ୍‌ କରିବାକୁ ଅଧିକ ପୁଲିସ ମୁତୟନ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଖାଲି ସେତିକି ନୁହେଁ, ସାରା ରାଜ୍ୟରେ ପୁଲିସ ମୁତୟନ କରି ସ୍ପେଶାଲ ଡ୍ରାଇଭ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ସୁରକ୍ଷା ନିୟମ କଡ଼ାକଡ଼ି ପାଳନ ପାଇଁ ଅଧିକ ପୁଲିସ ମୁତୟନ କରିବାକୁ କୁହାଯାଇଛି। ଏହି ସମୟରେ ମାସ୍କ, ସାମାଜିକ ଦୂରତ୍ୱ ନେଇ ସୂଚନା ଓ ପ୍ରସାରଣ ବିଭାଗ ସଚେତନତା କରିବ।

ମୁଖ୍ୟମନ୍ତ୍ରୀଙ୍କ ଏହି ଗୁରୁତ୍ବପୂର୍ଣ୍ଣ ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିସନର ପ୍ରଦୀପ ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାାପାତ୍ର, ରାଜ୍ୟର ସବୁ ଜିଲ୍ଲାପାଳ ଓ ବରିଷ୍ଠ ପ୍ରଶାସନିକ ଓ ପୁଲିସ ଅଧିକାରୀ ଉପସ୍ଥିତ ଥିଲେ।

ରାଜ୍ୟରେ ବଢୁଛି ସଂକ୍ରମଣ : ସମସ୍ତ ହସ୍ପିଟାଲରେ ଅକ୍ସିଜେନ ବ୍ୟବସ୍ଥା ସହ ବେଡ୍ ପ୍ରସ୍ତୁତ ରଖିବାକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ
ଭୁବନେଶ୍ବର : ପୁଣିଥରେ ରାଜ୍ୟକୁ ଘାରିଛି କରୋନା ଭୟ। ଧିରେ ଧିରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ରାଜ୍ୟ ସରକାରଙ୍କ ଚିନ୍ତା ବଢାଇ ଦେଇଛି। ରାଜ୍ୟରେ ବଢୁଥିବା ସଂକ୍ରମିତଙ୍କ ସଂଖ୍ୟାକୁ ଦେଖି ମୁକାବିଲା ପାଇଁ ପ୍ରସ୍ତୁତ ହୋଇଯାଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଏ ସଂପର୍କରେ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସମସ୍ତ ଜିଲ୍ଲାପାଳ, ସିଡିଏମଓ ଓ ମ୍ୟୁନସିପାଲ କମିଶନରମାନଙ୍କୁ ଚିଠି ଲେଖି ସତର୍କ ରହିବା ସହ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟର ସବୁ ଜିଲ୍ଲା ହସ୍ପିଟାଲରେ ଅକ୍ସିଜେନ ବ୍ୟବସ୍ଥା ସହ ବେଡ୍ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ଵାସ୍ଥ୍ୟ ସଚିବ । କେବଳ ଏତିକି ନୁହେଁ ବରଂ ଆଇସିୟୁ, ଡାଏଲିସିସ୍, ଲେବର ରୁମ୍ ଆଦି ମଧ୍ୟ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କେବଳ ସରକାରୀ ନୁହେଁ ବରଂ ଘରୋଇ ହସ୍ପିଟାଲ ଗୁଡ଼ିକୁ ମଧ୍ୟ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ଵାସ୍ଥ୍ୟ ସଚିବ। ଏଥି ସହିତ ଫାଭିପିରାଭିର୍, ରେମଡେସିଭିର ପର୍ଯ୍ୟାପ୍ତ ପରିମାଣରେ ଗଚ୍ଛିତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବହୁବିଧ ରୋଗରେ ପୀଡିତଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ଟିକାକରଣ ପାଇଁ, ଘରୋଇ ହସ୍ପିଟାଲଗୁଡିକୁ ମଧ୍ୟ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏସଓପି ବ୍ୟବସ୍ଥାରେ ଚିକିତ୍ସା କରିବା ପରାମର୍ଶ ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୬୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୨୭୨ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍‌ ହେଉଛି ୧୮୯। ଆଜି ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୮୬ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୬୯, ସୁନ୍ଦରଗଡ଼ରୁ ୬୨, କଳାହାଣ୍ଡିରୁ ୩୬, ବରଗଡ଼ରୁ ୩୨ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୭୭୨ରେ ପହଞ୍ଚିଥିବା ବେଳେ ୩,୩୭,୨୧୨ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୨୫୬୮ ଆକ୍ଟିଭ କେସ୍‌ ରହିଛି।

ରାଜ୍ୟରେ ପୁଣି କାୟା ମେଲାଉଛି ମହାମାରୀ : ୨୪ ଘଣ୍ଟାରେ ୩୯୪ଜଣ ଆକ୍ରାନ୍ତ
ଭୁବନେଶ୍ବର : ରାଜ୍ୟରେ ବିଗୁଡୁଛି କରୋନା ସ୍ଥିତି। ସଂକ୍ରମଣ ବଢି ଚାଲିଥିବା ବେଳେ ଏବେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଲଗାତର କିଛି ଦିନ ହେବ ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଖ୍ୟା ୨୦୦ ଶହ ଉପରେ ରହୁଥିବା ବେଳେ ଆଜି ଏହା ୪ ଶହ ମୁହାଁ ହୋଇଛି। ରାଜ୍ୟରେ କରୋନାର ଏହି ଲମ୍ବ ନିଆଁ ସ୍ଥିତି ବିଗୁଡୁ ଥିବା ଦର୍ଶାଉଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ରେକର୍ଡସଂଖ୍ୟକ ୩୯୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ସେମାନଙ୍କ ମଧ୍ୟରୁ ୨୩୧ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।

ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୧୧୧ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୭ ହଜାର ୦୯୧ ଜଣ। ଏବେ ବି ସକ୍ରିୟ ଅଛନ୍ତି ୨୨୪୬ ଜଣ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ୩୯୪ଜଣ ନୂଆ କରୋନା ପଜିଟିଭ୍‌ଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୭୦ ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୪୩, ନୂଆପଡ଼ା ଜିଲ୍ଲାରୁ ୪୦, ବରଗଡ଼ ଜିଲ୍ଲାରୁ ୩୪, ସୁନ୍ଦରଗଡ଼ରୁ ୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବାଦ କଟକ ଜିଲ୍ଲାରୁ ୨୭, ଅନୁଗୁଳରୁ ୨୪, ମୟୂରଭଞ୍ଜ ଜିଲ୍ଲାରୁ ୧୯, ସମ୍ବଲପୁର ଜିଲ୍ଲାରୁ ୧୪, ପୁରୀ ଜିଲ୍ଲାରୁ ୧୨, ବଲାଙ୍ଗିର ଜିଲ୍ଲାରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବାଦ ଷ୍ଟେଟପୁଲରୁ ୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି।

ପୁଣିଥରେ କାୟା ମେଲାଉଛି କରୋନା : ଏପ୍ରିଲ୍‌ ମାସ ପାଇଁ ଗାଇଡଲାଇନ୍‌ ଜାରି କଲେ ରାଜ୍ୟ ସରକାର
ଭୁବନେଶ୍ବର : ଦେଶରେ ପୁଣିଥରେ କରୋନା ଦୃତ ଗତିରେ କାୟା ମେଲାଉଥିବା ବେଳେ ରାଜ୍ୟରେ ମଧ୍ୟ ଧିରେ ଧିରେ ସଂକ୍ରମଣ ବୃଦ୍ଧି ପାଉଛି। କିଛି ଦିନ ହେବ ରାଜ୍ୟର ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨୦୦ ପାର୍‌ କରିଥିବା ବେଳେ ଆଜି ୩ଶହ ନିକଟତର ହୋଇଛି। ତେବେ ଏହାରି ମଧ୍ୟରେ ରାଜ୍ୟ ସରକାର ଏପ୍ରିଲ୍‌ ମାସ ପାଇଁ କରୋନା ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏପ୍ରିଲ୍‌ ୧ରୁ ୩୦ ପର୍ଯ୍ୟନ୍ତ ବଳବତ୍ତର ରହିବ ଗାଇଡ୍‌ଲାଇନ୍‌ । ଏନେଇ ସ୍ୱତନ୍ତ୍ର ରିଲିଫ୍‌ କମିଶନର୍‌ ସୂଚନା ଦେଇଛନ୍ତି ।

ସତର୍କତାର ସହ ମାଇକ୍ରୋ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆର୍‌ସି । ଜିଲ୍ଲାପାଳ ଏବଂ ମ୍ୟୁନିସ୍‌ପାଲ୍‌ କମିଶନର୍‌ଙ୍କ ହାତରେ କ୍ଷମତା ରହିବ ସହିତ କଣ୍ଟେନ୍‌ମେଣ୍ଟ ଜୋନ୍‌ ପାଇଁ ସେମାନେ ନିଷ୍ପତ୍ତି ନେଇପାରିବେ । କଣ୍ଟେନ୍‌ମେଣ୍ଟ ଜୋନ୍‌ରୁ କେହି ବାହାରକୁ ଆସିପାରିବେ ନାହିଁ ବା ବାହାରକୁ ବାହିରିବା ପାଇଁ ଅନୁମତି ଆବଶ୍ୟକ ହେବ । ଘରକୁ ଘର ସର୍ଭେ ହେବ ।ଏହାସହ ମାସ୍କ ଓ ସାମାଜିକ ଦୂରତା କଡାକଡି ପାଳନ କରିବାକୁ କୁହାଯାଇଛି  ଟେଷ୍ଟିଂ, ଟ୍ରାକିଂ ଏବଂ ଟ୍ରିଟ୍‌ମେଣ୍ଟ୍‌ ଉପରେ ଗରୁତ୍ୱ ଦେବାକୁ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଥିବା ବେଳେ ଯଥା ସମ୍ଭବ ଅଧିକ ଆର୍‌ଟିପିସିଆର୍‌ ଟେଷ୍ଟ କରିବାକୁ ନିର୍ଦ୍ଦେଶ ହୋଇଛି।

ମନ୍ଦିର ଭିତରକୁ କେତେ ଭକ୍ତ ଯିବେ ସେନେଇ ନିଷ୍ପତ୍ତି ନେବ ପ୍ରଶାସନ । ସେହିପରି ସାମାଜିକ, ରାଜନୈତିକ ଓ ଧାର୍ମିକ ସମାବେଶରେ ସର୍ବାଧିକ ୨ଶହ ଲୋକଙ୍କୁ ଅନୁମତି ଦିଆଯାଇଛି।

ବଢୁଛି ସଂକ୍ରମଣ : ୨୪ ଘଣ୍ଟାରେ ୨୦୮ ପଜିଟିଭ୍ ଚିହ୍ନଟ, ୧ ମୃତ
ଭୁବନେଶ୍ବର : ରାଜ୍ୟରେ ବଢି ଚାଲିଛି କରୋନା ସଂକ୍ରମଣ। ଲଗାତର କିଛି ଦିନ ହେବ ଦୈନିକ ସଂକ୍ରମିତଙ୍କ ସଖ୍ୟା ୨୦୦ ଶହ ଉପରେ ରହୁଛି। ଏହାରି ମଧ୍ୟରେ ଗତ ରାଜ୍ୟରୁ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୨୦୮ କରୋନା ପଜିଟିଭ୍ । ସେମାନଙ୍କ ଭିତରୁ ୧୨୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ବାକି ୮୬ ଜଣ ଲୋକାଲ୍ କେସ୍ ବୋଲି ରିପୋର୍ଟ ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୦୪୦୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛିତେବେ ରାଜ୍ୟରେ ଦୈନିକ ସଂକ୍ରମଣ ହାର ୨ ଶହ ଉପରେ ରହିଥିବାରୁ ରାଜ୍ୟ ସରକାରଙ୍କ ଚିନ୍ତା ବଢିଛି ।

ଏହି ସଂକ୍ରମିତଙ୍କ ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ୩୩ ଜଣ ରହିଛନ୍ତି । ସେହିପରି ନୂଆପଡାରୁ ୩୬, ଅନୁଗୁଳରୁ ୩, ବାଲେଶ୍ୱରରୁ ୮, ବରଗଡରୁ ୨୨, ବଲାଙ୍ଗିରରୁ ୪, ବୌଦ୍ଧରୁ ୧, କଟକରୁ ୧୫, ଗଞ୍ଜାମରୁ ୩, ଯାଜପୁରରୁ ୮, ଝାରସୁଗୁଡାରୁ ୧୧ ଓ କଳାହାଣ୍ଡିରୁ ୨୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦ୍ରାପଡାରୁ ୩ ଜଣ, ମୟୂରଭଞ୍ଜରୁ ୯, ନବରଙ୍ଗପୁରରୁ ୧, ପୁରୀରୁ ୯, ରାୟଗଡାରୁ ୧,ସମ୍ବଲପୁରରୁ ୫, ସୁନ୍ଦରଗଡରୁ ୭ ଏବଂ ଷ୍ଟେଟପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ରାଜ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଜଣଙ୍କ କଳାହାଣ୍ଡି ଜିଲ୍ଲାର ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୦୪୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୩୭ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୬୬୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୦୦୧୪୫୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ରାଜ୍ୟରେ ବଢିବାରେ ଲାଗିଛି ସଂକ୍ରମଣ, ୨୪ ଘଣ୍ଟାରେ ଆଉ ୨୩୪ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଲୋକଙ୍କୁ ପୁଣି କରୋନା ଡର ଘାରିଛି। ନୂଆ ଷ୍ଟ୍ରେନ୍‍ର ଭୟ ଭିତରେ ହଠାତ୍‍ ବର୍ଦ୍ଧିତ ସଂଖ୍ୟା ପୁଣି ଭୟ ସୃଷ୍ଟି କରିଛି।ଗତ ୩ ମାସ ପରେ ରାଜ୍ୟରେ ଗତକାଲି ପ୍ରଥମ ଥର ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଥିବା ବେଳେ ଆଜି ମଧ୍ୟ ୨୦୦ ପାର୍‌ କରିଛି ସଂକ୍ରମଣ। ବୁଧବାର ଦିନ ୧୭୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହା ବୃଦ୍ଧି ପାଇ ୨୧୪ରେ ପହଞ୍ଚିଥିଲା । ଆଉ ଆଜି ଏହା ୨୩୪ରେ ପହଞ୍ଚିଛି।  କରୋନାକୁ ନେଇ ରାଜ୍ୟ ସରକାର ପୁଣି ତତ୍‍ପର ହେବା ପରେ ବିଭିନ୍ନ ଅଞ୍ଚଳରେ ଟେଷ୍ଟିଂ ବୃଦ୍ଧି ପାଇଛି। ଏହାଦ୍ୱାରା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢ଼ିଥିବା ଜଣାପଡ଼ିଛି। ଗତ ଜାନୁଆରୀ ୧୪ ତାରିଖରେ ଶେଷ ଥର ପାଇଁ ରାଜ୍ୟରେ ୨୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେବେଠାରୁ ୩ ମାସ ଧରି ଏହି ସଂଖ୍ୟା ଲଗାତାର ହ୍ରାସ ପାଇ ଚାଲିଥିଲା। ମାତ୍ର ପୁଣି ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଅତିକ୍ରମ କରିଥିବାରୁ ଆଗକୁ ଆହୁରି ସ୍ଥିତିବିଗିଡ଼ିବାର ଆଶଙ୍କା ଦେଖାଦେଇଛି।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୨, କଟକରୁ ୨୯, ବରଗଡ଼ରୁ ୨୪, କଳାହାଣ୍ଡିରୁ ୧୭, ସୁନ୍ଦରଗଡ଼ ଓ ବଲାଙ୍ଗିରରୁ ୧୫ ଲେଖାଏଁ, ସମ୍ବଲପୁରରୁ ୧୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଭାରତରେ ଗତ ୨୪ ଘଣ୍ଟା ଭିତରେ ୫୯ ହଜାର ୧୧୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୮ ଲକ୍ଷ ୪୬ ହଜାର ୬୫୨କୁ ବୃଦ୍ଧି ପାଇଛି । ସେହିପରି ଦିନକରେ ୨୫୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ୨୫୭କୁ ମିଶାଇ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୦ ହଜାର ୯୪୯ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧ କୋଟି ୧୨ ଲକ୍ଷ ୬୪ ହଜାର ୬୩୭ ଜଣ ସୁସ୍ଥ ହୋଇଥିବା ବେଳେ ଏବେବି ଆକ୍ଟିଭ କେସ୍ ରହିଛି ୪ ଲକ୍ଷ ୨୧ ହଜାର ୬୬ ରହିଛି। ଆଜି ସୁଦ୍ଧା ସମଗ୍ର ଦେଶରେ ୫ କୋଟି ୫୫ ଲକ୍ଷ ୪ ହଜାର ୪୪୦ ଜଣ ଟିକା ନେଇସାରିଲେଣି

ପଡ଼ୋଶୀ ରାଜ୍ୟରେ ସଂକ୍ରମଣ ବଢ଼ିବାରୁ ସତର୍କ ହେଲା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ , ଗଠନ କଲା କମିଟି
ଭୁବନେଶ୍ବର : ଦେଶର ବିଭିନ୍ନ ରାଜ୍ୟରେ ପୁଣିଥରେ ବଢିଚାଲିଛି କରୋନା ସଂକ୍ରମଣ। ଆଜି ସମଗ୍ର ଦେଶରେ ନୂଆ ୨୩ ହଜାର ୨୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଓଡିଶାର ପଡୋଶୀ ରାଜ୍ୟମାନଙ୍କରେ ମଧ୍ୟ କରୋନା ପୁଣିଥରେ କୟା ବିସ୍ତାର କରିବା ଆରମ୍ଭ କରିଛି। ଯାହାକୁ ଦେଖି ଆଗୁଆ ସତର୍କ ହୋଇ ଯାଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।

ବାହାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ଦେଖି ପଦକ୍ଷେପ ନେଲା ସ୍ୱାସ୍ଥ୍ୟ ବିଭାଗ । ପଡ଼ୋଶୀ ଓ ବାହାର ରାଜ୍ୟର ପ୍ରଭାବ ରାଜ୍ୟ ଉପରେ ନ ପଡ଼ିବା ନେଇ ସ୍ୱାସ୍ଥ୍ୟ ବିଭାଗ କମିଟି ଗଠନ କରିଛି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ, ଆରଏମଆରସି ନିର୍ଦେଶକ, ଆଇଏଲ୍ଏସ୍ ନିର୍ଦ୍ଦେଶକଙ୍କୁ ନେଇ କମିଟି ଗଠନ ହୋଇଛି ।

ବାହାର ରାଜ୍ୟରେ ବଢୁଥିବା ସଂକ୍ରମଣର ପ୍ରଭାବ ଯେମିତି ଓଡ଼ିଶା ଉପରେ ନ ପଡ଼ିବ ସେ ନେଇ କମିଟି ପଦକ୍ଷେପ ନେବ । ଅନ୍ୟ ରାଜ୍ୟରେ ସଂକ୍ରମଣ ମାମଲା ବଢ଼ୁଥିବା ବେଳେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବହୁତ କମ୍ ଅଛି । ସୋମବାର ସୁଦ୍ଧା ରାଜ୍ୟରେ ଦୈନିକ ଟିକାକରଣ ୧ ଲକ୍ଷରେ ପହଞ୍ଚିବ । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ ।

ଅନ୍ୟପଟେ ପାଞ୍ଚୋଟି ରାଜ୍ୟରୁ ଓଡ଼ିଶାକୁ ସିଧା ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଯାଇଛି । ମହାରାଷ୍ଟ୍ର କେରଳ, କର୍ଣ୍ଣାଟକ, ପଞ୍ଜାବ ଓ ଗୁଜୁରାଟ ଭଳି ରାଜ୍ୟରେ ଏବେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ତେଣୁ ଏଥିପ୍ରତି ବିଶେଷ ଗୁରୁତ୍ୱ ଦିଆଯାଇଛି । ଉକ୍ତ ରାଜ୍ୟ ଗୁଡ଼ିକରୁ ଆସୁଥିବା ଲୋକଙ୍କୁ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଆଣିବା ବାଧ୍ୟତାମୂଳକ । ଓଡ଼ିଶା ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କର ଆର୍‌ଟିପିସିଆର୍‌ ଟେଷ୍ଟ କରାଯିବ । ନେଗେଟିଭ୍‌ ରିପୋର୍ଟ ଆସିଲେ ତାଙ୍କୁ ଛଡ଼ାଯିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।