Mini marathon - The Sakala
ଦୈନିକ ଖବରକାଗଜ ‘ସକାଳ’ର ୫ମ ସ୍ୱନକ୍ଷତ୍ର ଅବସରରେ ଅନୁଷ୍ଠିତ ହେବ ମିନି ମାରାଥନ, ଆପଣ ବି ହୁଅନ୍ତୁ ସାମିଲ…
ଭୁବନେଶ୍ୱର: ଦୈନିକ ଓଡ଼ିଆ ଖବରକାଗଜ ‘ସକାଳ’ର ୫ମ ସ୍ୱନକ୍ଷତ୍ର ଅବସରରେ ଆସନ୍ତାକାଲି(ଡିସେମ୍ବର ୧) ଏକ ମିନି ମାରାଥନ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି। ‘ସକାଳ’ ଓ ନନ୍ଦିଘୋଷ ଟିଭି ପକ୍ଷରୁ ମିଳିତ ଭାବେ ଆୟୋଜିତ ଏହି ମିନି ମାରାଥନ ଡିସେମ୍ବର ୧ (ସୋମବାର)ରେ ଏକାସଙ୍ଗେ ରାଜ୍ୟର ୫ଟି ସହରରେ ଅନୁଷ୍ଠିତ ହେବ। ରାଜଧାନୀ ଭୁବନେଶ୍ୱର ସମେତ ବାଲେଶ୍ୱର, ସମ୍ବଲପୁର, ଜୟପୁର ଓ ରାଉରକେଲାରେ ଏହି ମିନି ମାରାଥନ ଆୟୋଜିତ ହେବ।
ପାଠକଙ୍କ ପ୍ରିୟ ବହୁଳ ପ୍ରସାରିତ ‘ସକାଳ’ର ସ୍ୱନକ୍ଷତ୍ର ଅବସରରେ ଜନ ସଚେତନତା ସୃଷ୍ଟି ପାଇଁ ଏ ମାରାଥନ ଦୌଡ଼ ଆୟୋଜନ କରାଯାଉଛି । ପାଦରେ ପାଦ ମିଶାଇ ଧାଇଁବ ସାରା ଓଡ଼ିଶା । ୧ ଡିସେମ୍ବର(ସୋମବାର) ସକାଳ ୬ଟାରେ ମିନି ମାରାଥନ ଆରମ୍ଭ ହେବ । ସକାଳ ୫.୩୦ରେ ଏଥିପାଇଁ ଆରମ୍ଭ ହେବ ପଞ୍ଜିକରଣ ।
ଏହି ମାରାଥନର ଗତ ଚାରୋଟି ସିଜନରେ ବିଭିନ୍ନ ବୟସବର୍ଗର ସହସ୍ରାଧିକ ବ୍ୟକ୍ତିବିଶେଷ ଅଂଶଗ୍ରହଣ କରି ଏହାକୁ ସଫଳ ମଣ୍ଡିତ କରିଥିଲେ। ଚଳିତ ବର୍ଷ ମଧ୍ୟ ବୟସ ନିର୍ବିଶେଷରେ ଅଧିକରୁ ଅଧିକ ପ୍ରତିଯୋଗୀ ଅଂଶଗ୍ରହଣ କରି ଏହି ମିନି ମାରାଥନକୁ ଆହୁରି ଉତ୍କଣ୍ଠା ଓ ପ୍ରତିଦ୍ୱନ୍ଦ୍ୱୀତାପୂର୍ଣ୍ଣ କରିବାକୁ ‘ସକାଳ’ ଓ ନନ୍ଦିଘୋଷ ଟିଭି ପରିବାର ପକ୍ଷରୁ ଓଡ଼ିଶାବାସୀଙ୍କୁ ନିବେଦନ କରାଯାଇଛି।
ରାଜଧାନୀରେ ପାଟଶାଢୀ ପିନ୍ଧି ମାରାଥନରେ ଦୌଡିଲେ ୫ ହଜାର ମହିଳା
ଭୁବନେଶ୍ବର: ପାଟଶାଢ଼ୀ ପିନ୍ଧି ମାରାଥନରେ ଦୌଡ଼ିଲେ ୫ ହଜାର ମହିଳା । ‘ସମସ୍ତଙ୍କ ପାଇଁ ଶିକ୍ଷା’ ଓ ମହିଳା ସଶକ୍ତିକରଣ ଲକ୍ଷ୍ୟରେ ‘ପାଟଥନ’ ଆୟୋଜନ କରିଛି କିଟ୍ । ଏଥିରେ କିଟ୍ ଓ କିସର ୫ ହଜାର ମହିଳା କର୍ମଚାରୀ ଦୌଡ଼ରେ ସାମିଲ ହୋଇଥିଲେ । ଓଡ଼ିଶାର ଶାଢୀ ବିଶ୍ୱ ଦରବାରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ଓଡ଼ିଶାର ଶାଢୀ ବୁଣାକାର ମାନଙ୍କୁ ସମ୍ମାନ ତଥା ଏହାର ବହୁଳ ପ୍ରଚାର ପ୍ରସାର କରିବା ମଧ୍ୟ ଏହି ପାଟାଥନର ଉଦେଶ୍ୟ ରହିଛି ।
ଶିଖରଚଣ୍ଡୀ ମନ୍ଦିର ଛକରୁ କିଟ୍ କ୍ରିକେଟ ଷ୍ଟାଡିୟମ ପର୍ଯ୍ୟନ୍ତ ମହିଳାମାନେ ଦୌଡ଼ିଥିଲେ । ଶ୍ରେଷ୍ଠ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବ । କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ପ୍ରୋତ୍ସାହନରେ ପ୍ରତିବର୍ଷ ଓଡ଼ିଶାର ସମସ୍ତ ଜିଲ୍ଲା ତଥା ଭାରତର ବିଭିନ୍ନ ସହରରେ ସମସ୍ତଙ୍କ ପାଇଁ ଶିକ୍ଷା ଲକ୍ଷ୍ୟରେ ମାରାଥନ ଆୟୋଜନ କରାଯାଇଥାଏ । ଚଳିତବର୍ଷ ମଧ୍ୟ ଓଡ଼ିଶାର ୫୫ଟି ସ୍ଥାନରେ ଏହି ମାରାଥନ ଆୟୋଜନ ହୋଇଛି । ଭୁବନେଶ୍ୱରରେ ସ୍ବତନ୍ତ୍ର ଭାବେ ନିଆରା ଢଙ୍ଗରେ ‘ପାଟଥନ’ ଆୟୋଜନ କରାଯାଇଛି ।‌
ଭୁବନେଶ୍ବର: ଆଜି ଦୈନିକ ଖବରକାଗଜ ‘ସକାଳ’ର ଦ୍ବିତୀୟ ସ୍ବନକ୍ଷତ୍ର ଦିବସ । ଏହି ଅବସରରେ ସଚେତନତାର ବାର୍ତ୍ତା ନେଇ ଦୌଡିଛି ସାରା ଓଡ଼ିଶା । ବିଶ୍ବ ଏଡସ ଦିବସ ଓ ଦୈନିକ ଖବରକାଗଜ ‘ସକାଳ’ର ଦ୍ବିତୀୟ ସ୍ବନକ୍ଷତ୍ର ଅବସରରେ ରାଜଧାନୀ ଭୁବନେଶ୍ବର ସମେତ ରାଜ୍ୟର ୯ଟି ସହରରେ ଅନୁଷ୍ଠିତ ହୋଇଥିଲା ମିନି ମାରାଥନ । ଭୁବନେଶ୍ବରରେ ଶିଶୁଭବନ ଛକରୁ ଏକାମ୍ର ହାଟ ଯାଏ ଦୌଡ଼ିଥିଲେ ଶହଶହ ସାଧାରଣଲୋକ । ଭୁବନେଶ୍ବର ଡିସିପି ପ୍ରତୀକ ସିଂ ପତାକା ଦେଖାଇ ମିନି ମାରାଥନର ଶୁଭ ଉଦଘାଟନ କରିଥିଲେ । ଏହାପରେ ଏକାମ୍ର ହାଟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।
ରାଜଧାନୀରେ ଆୟୋଜିତ ମାରାଥନରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା ଓଡିଆ ସିନେମା ଜଗତ । ଫିଲ୍ମ ‘ପ୍ରତୀକ୍ଷା’ର ଟିମ ପହଞ୍ଚି ପ୍ରମୋସନ କରିବା ସହ ଜନସାଧାରଣଙ୍କ ସମର୍ଥନ ଲୋଡିଥିଲେ । ସେହିପରି କମେଡିଆନ ପପୁ ପମପମ୍‌ ମାରାଥନରେ ଯୋଗ ଦେଇ ପ୍ରତିଯୋଗୀଙ୍କ ମନୋବଳ ବଢାଇବା ସହ ହସାଇ ହସାଇ ବେଦମ କରାଇଥିଲେ ।
ଭୁବନେଶ୍ବର, କଟକ ଓ ବ୍ରହ୍ନପୁର ସମେତ ରାଜ୍ୟର ୯ଟି ସହରରେ ଆୟୋଜିତ ହୋଇଥିଲା ମିନି ମାରାଥନ୍ । ମାରାଥନରେ ଯୋଗଦେଇ ପୁରୁଷ ବିଭାଗରେ ପ୍ରଥମ ସ୍ଥାନ ଅଧିକାରୀ କରିଛନ୍ତି ଲକ୍ଷ୍ମଣ ପୃଷ୍ଟି, ଦ୍ବିତୀୟରେ ଶୁଭମ ବେହେରା ଓ ତୃତୀୟ ସ୍ଥାନରେ ସାଗର ଭୋଇ ରହିଛନ୍ତି । ସେହିପରି ମହିଳା ବିଭାଗରେ ପ୍ରଥମ ସ୍ଥାନ ବାସନ୍ତି ମଣ୍ଡିଆ ଓ ଦ୍ବିତୀୟ ସ୍ଥାନ ଅକ୍ତିଆର କରିଥିବା ମାମିନା ମୁର୍ମୁଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି । ଗଣଦୌଡ଼ରେ ଶହଶହ ସାଧାରଣ ଲୋକଙ୍କ ସହିତ ନେତା ଓ ସେଲିବ୍ରିଟି ଯୋଗଦେଇଥିଲେ ।
ଗୁରୁବାର ‘ସକାଳ’ର ମିନି ମାରାଥନ, ଆପଣ ବି ହୁଅନ୍ତୁ ସାମିଲ….
ଭୁବନେଶ୍ୱର: ଦୈନିକ ଖବରକାଗଜ ‘ସକାଳ’ର ଦ୍ୱିତୀୟ ସ୍ୱନକ୍ଷତ୍ର ଉତ୍ସବ ଡିସେମ୍ବର-୧ (ଆସନ୍ତାକାଲି) ଅନୁଷ୍ଠିତ ହେବ। ଏହି ଅବସରରେ ‘ସକାଳ’ ଓ ‘ନନ୍ଦିଘୋଷ ଟିଭି’ ପକ୍ଷରୁ ଏକ ମିନି ମାରାଥନର ଆୟୋଜନ କରାଯାଇଛି । ଏହି ମାରାଥନ ରାଜ୍ୟର ୯ଟି ସ୍ଥାନରେ ଏକା ସମୟରେ ଅନୁଷ୍ଠିତ ହେବ । ରାଜଧାନୀ ଭୁବନେଶ୍ୱର ସହ କଟକ, ପୁରୀ, ବାଲେଶ୍ୱର, ରାଉରକେଲା, ଅନୁଗୁଳ, ଜୟପୁର, ସମ୍ବଲପୁର ଓ ବ୍ରହ୍ମପୁରରେ ସହରରେ ପ୍ରସ୍ତୁତି ସରିଛି।
ପାଠକଙ୍କ ପ୍ରିୟ ବହୁଳ ପ୍ରସାରିତ ‘ସକାଳ’ର ସ୍ୱନକ୍ଷତ୍ର ଅବସରରେ ଜନସଚେତନତା ସୃଷ୍ଟି ପାଇଁ ଏ ମାରାଥନ ଦୌଡ଼ ଆୟୋଜନ କରାଯାଉଛି । ପାଦରେ ପାଦ ମିଶାଇ ଧାଇଁବ ସାରା ଓଡ଼ିଶା । ୧ ଡିସେମ୍ବର ସକାଳ ୬.୩୦ରେ ମିନି ମାରାଥନ ଆରମ୍ଭ ହେବ । ସକାଳ ୫.୩୦ରେ ଏଥିପାଇଁ ଆରମ୍ଭ ହେବ ପଞ୍ଜିକରଣ । ଏଥିପାଇଁ ପଞ୍ଜିକରଣ କରିବାକୁ ୯୦୪୦୦୧୧୧୨୪, ୯୪୩୭୬୪୭୯୫୯, ୭୦୦୮୪୮୯୨୮୯, ୮୨୪୯୫୨୬୮୦୩ ରେ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି ।
ଭୁବନେଶ୍ୱର: ଦୈନିକ ଖବରକାଗଜ ‘ସକାଳ’ର ଦ୍ୱିତୀୟ ସ୍ୱନକ୍ଷତ୍ର ଉତ୍ସବ ଡିସେମ୍ବର-୧ ରେ ଅନୁଷ୍ଠିତ ହେବ। ଏହି ଅବସରରେ ‘ସକାଳ’ ଓ ‘ନନ୍ଦିଘୋଷ ଟିଭି’ ପକ୍ଷରୁ ଏକ ମିନି ମାରାଥନର ଆୟୋଜନ କରାଯାଇଛି । ଏହି ମାରାଥନ ରାଜ୍ୟର ୯ଟି ସ୍ଥାନରେ ଏକା ସମୟରେ ଅନୁଷ୍ଠିତ ହେବ । ରାଜଧାନୀ ଭୁବନେଶ୍ୱର ସହ କଟକ, ପୁରୀ, ବାଲେଶ୍ୱର, ରାଉରକେଲା, ଅନୁଗୁଳ, ଜୟପୁର, ସମ୍ବଲପୁର ଓ ବ୍ରହ୍ମପୁରରେ ଏଥିପାଇଁ ପ୍ରସ୍ତୁତି ଜୋର ଧରିଛି ।
ପାଠକଙ୍କ ପ୍ରିୟ ବହୁଳ ପ୍ରସାରିତ ‘ସକାଳ’ର ସ୍ୱନକ୍ଷତ୍ର ଅବସରରେ ଜନସଚେତନତା ସୃଷ୍ଟି ପାଇଁ ଏ ମାରାଥନ ଦୌଡ଼ ଆୟୋଜନ କରାଯାଉଛି । ପାଦରେ ପାଦ ମିଶାଇ ଧାଇଁବ ସାରା ଓଡ଼ିଶା । ୧ ଡିସେମ୍ବର ସକାଳ ୬.୩୦ରେ ମିନି ମାରାଥନ ଆରମ୍ଭ ହେବ । ସକାଳ ୫.୩୦ରେ ଏଥିପାଇଁ ଆରମ୍ଭ ହେବ ପଞ୍ଜିକରଣ । ଏଥିପାଇଁ ପଞ୍ଜିକରଣ କରିବାକୁ ୯୦୪୦୦୧୧୧୨୪, ୯୪୩୭୬୪୭୯୫୯, ୭୦୦୮୪୮୯୨୮୯, ୮୨୪୯୫୨୬୮୦୩ ରେ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି ।