THE SAKALA mini marathon - The Sakala

ଗୁରୁବାର ‘ସକାଳ’ର ମିନି ମାରାଥନ, ଆପଣ ବି ହୁଅନ୍ତୁ ସାମିଲ….
ଭୁବନେଶ୍ୱର: ଦୈନିକ ଖବରକାଗଜ ‘ସକାଳ’ର ଦ୍ୱିତୀୟ ସ୍ୱନକ୍ଷତ୍ର ଉତ୍ସବ ଡିସେମ୍ବର-୧ (ଆସନ୍ତାକାଲି) ଅନୁଷ୍ଠିତ ହେବ। ଏହି ଅବସରରେ ‘ସକାଳ’ ଓ ‘ନନ୍ଦିଘୋଷ ଟିଭି’ ପକ୍ଷରୁ ଏକ ମିନି ମାରାଥନର ଆୟୋଜନ କରାଯାଇଛି । ଏହି ମାରାଥନ ରାଜ୍ୟର ୯ଟି ସ୍ଥାନରେ ଏକା ସମୟରେ ଅନୁଷ୍ଠିତ ହେବ । ରାଜଧାନୀ ଭୁବନେଶ୍ୱର ସହ କଟକ, ପୁରୀ, ବାଲେଶ୍ୱର, ରାଉରକେଲା, ଅନୁଗୁଳ, ଜୟପୁର, ସମ୍ବଲପୁର ଓ ବ୍ରହ୍ମପୁରରେ ସହରରେ ପ୍ରସ୍ତୁତି ସରିଛି।

ପାଠକଙ୍କ ପ୍ରିୟ ବହୁଳ ପ୍ରସାରିତ ‘ସକାଳ’ର ସ୍ୱନକ୍ଷତ୍ର ଅବସରରେ ଜନସଚେତନତା ସୃଷ୍ଟି ପାଇଁ ଏ ମାରାଥନ ଦୌଡ଼ ଆୟୋଜନ କରାଯାଉଛି । ପାଦରେ ପାଦ ମିଶାଇ ଧାଇଁବ ସାରା ଓଡ଼ିଶା । ୧ ଡିସେମ୍ବର ସକାଳ ୬.୩୦ରେ ମିନି ମାରାଥନ ଆରମ୍ଭ ହେବ । ସକାଳ ୫.୩୦ରେ ଏଥିପାଇଁ ଆରମ୍ଭ ହେବ ପଞ୍ଜିକରଣ । ଏଥିପାଇଁ ପଞ୍ଜିକରଣ କରିବାକୁ ୯୦୪୦୦୧୧୧୨୪, ୯୪୩୭୬୪୭୯୫୯, ୭୦୦୮୪୮୯୨୮୯, ୮୨୪୯୫୨୬୮୦୩ ରେ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି ।