blast - The Sakala
ଚୀନର ବାଣ କାରଖାନାରେ ଭୟାବହ ବିସ୍ଫୋରଣ: ୨୧ ମୃତ, ୬୧ ଆହତ
ନୂଆଦିଲ୍ଲୀ: ମଧ୍ୟ ଚୀନର ହୁନାନ ପ୍ରଦେଶରେ ଥିବା ଏକ ବାଣ କାରଖାନାରେ ଏକ ଭୟାବହ ବିସ୍ଫୋରଣ ଘଟି ଅତିକମରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୧ ଜଣ ଆହତ ହୋଇଛନ୍ତି। ସୋମବାର ଅପରାହ୍ନ ପ୍ରାୟ ୪:୪୦ ମିନିଟ୍ ସମୟରେ ଏହି ଅଘଟଣ ଘଟିଥିବା ରାଷ୍ଟ୍ରୀୟ ଗଣମାଧ୍ୟମ ପକ୍ଷରୁ ସୂଚନା ମିଳିଛି।
ହୁନାନ ପ୍ରଦେଶର ରାଜଧାନୀ ଚାଙ୍ଗସା ଅଧୀନରେ ଥିବା ଲିଉୟାଙ୍ଗ ସହରର ହୁଆସେଙ୍ଗ ଫାୟାରୱାର୍କସ ମ୍ୟାନୁଫ୍ୟାକ୍ଚରିଂ ଆଣ୍ଡ ଡିସପ୍ଲେ କମ୍ପାନୀ ରେ ଏହି ବିସ୍ଫୋରଣ ଘଟିଛି। ଏହି ସହରଟି ବ୍ୟାପକ ବାଣ ଉତ୍ପାଦନ ପାଇଁ ସମଗ୍ର ଦେଶରେ ବେଶ୍ ପରିଚିତ। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ବିସ୍ଫୋରଣ ପରେ ଘଟଣାସ୍ଥଳରୁ ବହଳିଆ ଧଳା ଧୂଆଁ ବାହାରୁଥିବା ଦେଖିବାକୁ ମିଳିଛି।
ଏହି ଘଟଣାକୁ ନେଇ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ଦୁଃଖ ପ୍ରକାଶ କରିବା ସହ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିଖୋଜ ଥିବା ଲୋକଙ୍କୁ ଖୋଜି ବାହାର କରିବା ସହ ଆହତମାନଙ୍କୁ ଉନ୍ନତ ତଥା ଜରୁରୀକାଳୀନ ଚିକିତ୍ସା ଯୋଗାଇଦେବା ପାଇଁ ସେ ପ୍ରଶାସନକୁ ଆଦେଶ ଦେଇଛନ୍ତି। ବର୍ତ୍ତମାନ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜୋରଦାର କରାଯାଇଛି।
ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ପରେ ଜମ୍ମୁ-କାଶ୍ମୀର ନିୟନ୍ତ୍ରଣ ରେଖା (ଏଲଓସି)ରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୁଧବାର ଚରମ ସୀମାରେ ପହଞ୍ଚିଛି। । ବାୟୁସେନାର ଏହି ଆକ୍ରମଣ ପରେ ବୁଧବାର ପାକ୍ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ସେନା ବୁଧବାର ଜମ୍ମୁ ଓ କାଶ୍ମୀରର ନିୟନ୍ତ୍ରଣ ରେଖା (ଏଲଓସି) ନିକଟରେ ଅବସ୍ଥିତ ଗ୍ରାମଗୁଡ଼ିକୁ ଟାର୍ଗେଟ କରି ପ୍ରବଳ ଗୁଳିମାଡ଼ ଚଳାଇଛି। ଏହି ଗୁଳିମାଡ଼ରେ ଲାନ୍ସ ନାୟକ ଦିନେଶ କୁମାର ସହିଦ ହୋଇଛନ୍ତି। ଅଧିକାରୀମାନେ ଏହି ସୂଚନା ପ୍ରଦାନ କରିଥିଲେ।
ଖବର ଅନୁଯାୟୀ, ଗୁଳିମାଡ଼ରେ ଭାରତୀୟ ଯବାନ ଗୁରୁତର ହୋଇଥିଲେ। ଆହତ ସୈନିକଙ୍କୁ ତୁରନ୍ତ ଡାକ୍ତରଖାନାକୁ ନିଆଯାଇଥିଲା। ଡାକ୍ତରମାନେ ତାଙ୍କୁ ବଞ୍ଚାଇବା ପାଇଁ ଯଥାସମ୍ଭବ ଚେଷ୍ଟା କରିଥିଲେ। କିନ୍ତୁ ଦୁର୍ଭାଗ୍ୟବଶତଃ ଭାରତୀୟ ସେନାଙ୍କ ଜୀବନ ରକ୍ଷା ହୋଇପାରିଲା ନାହିଁ। ଭାରତୀୟ ସେନା ପକ୍ଷରୁ ଏହି ବିଷୟରେ ସୂଚନା ଦିଆଯାଇଛି । ସହିଦ ଜଣକ ହେଲେ ଦିନେଶ କୁମାର ଶର୍ମା (୩୨ବର୍ଷ)। ହରିୟାଣାର ପଲୱାଲର ମହମ୍ମଦପୁର ଗାଁର ନିବାସୀ। ତାଙ୍କୁ ୫ମ ଫିଲ୍ଡ ରେଜିମେଣ୍ଟରେ ନିଯୁକ୍ତି ଦିଆଯାଇଥିଲା। ଭାରତୀୟ ସେନାର ହ୍ୱାଇଟ୍ ନାଇଟ୍ କର୍ପସ ତାଙ୍କ ବଳିଦାନକୁ ସଲାମ କରିଛି।ହ୍ୱାଇଟ୍ ନାଇଟ୍ କର୍ପସର ଜିଓସି ଏବଂ ସମସ୍ତ ସୈନିକ ଲାନ୍ସ ନାୟକ ଦିନେଶ କୁମାରଙ୍କୁ ତାଙ୍କ ସାହସିକତା ଏବଂ ଦେଶ ପାଇଁ ତାଙ୍କର ସର୍ବୋଚ୍ଚ ବଳିଦାନ ପାଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ସେନା ଏହା ମଧ୍ୟ କହିଛି ଯେ, ପୁଞ୍ଚ ସେକ୍ଟରରେ ପାକିସ୍ତାନ ସେନା ଦ୍ୱାରା ନିରୀହ ନାଗରିକଙ୍କ ଉପରେ ଆକ୍ରମଣର ଶିକାର ହୋଇଥିବା ଲୋକଙ୍କ ସହ ଭାରତୀୟ ସେନା ଠିଆ ହୋଇଛି। ଏହି ଆକ୍ରମଣ ଯୋଗୁଁ ଅଞ୍ଚଳରେ ଉତ୍ତେଜନା ଏବଂ ଭୟର ବାତାବରଣ ସୃଷ୍ଟି ହୋଇଛି । ଏଥିସହ ହରିୟାଣା ମୁଖ୍ୟମନ୍ତ୍ରୀ ନାଇବ ସିଂହ ସାଇନି ସହିଦ ଲାନ୍ସ ନାୟକ ଦିନେଶ କୁମାରଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।
ଭଦ୍ରକ: ଭଦ୍ରକ ଜିଲ୍ଲା ଚାନ୍ଦବାଲି ରାସ୍ତାରେ ହଳଦୀ ଡିହ ବାଇପାସ ନିକଟ ବାଣ ଗୋଦାମରେ ବିସ୍ଫୋରଣ। ଏହି ବିସ୍ଫୋରଣରେ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ଯରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଗୁରୁତଙ୍କୁ ଭଦ୍ରକ ଜିଲ୍ଳା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କ ମଧ୍ୟରେ ଅନେକଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ଗୁରୁତରଙ୍କ ମଧ୍ୟରେ ୪ଜଣ ମହିଳା ଥିବାବେଳେ ଜଣେ ନାବାଳକ ରହିଥିବା ସୂଚନା ମିଳିଛି। ନାବାଳକକୁ ଅଧିକ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଉଦ୍ଧାର କାର୍ଯ୍ୟରେ ୨ ଟି ୧୦୮ ଆମ୍ବୁଲାନ୍ସ  ନିୟୋଜିତ ରହିଥିଲା।
ଖବର ଅନୁଯାୟୀ, ଆଜି ସକାଳ ପ୍ରାୟ ୯ ଟା ସମୟରେ ଭଦ୍ରକ ଚାନ୍ଦବାଲି ରାସ୍ତାରେ ହଳଦୀ ଡିହ ବାଇପାସ ନିକଟରେ ଥିବା ବାଣ ଗୋଦାମରେ କୌଣସି କାରଣବଶତଃ ପ୍ରଚଣ୍ଡ ଶବ୍ଦ ହୋଇଥିଲା। ସ୍ଥାନୀୟ ଲୋକମାନେ ଜାଣିବାକୁ ପାଇଥିଲେ ଯେ ବାଣ ଗୋଦାମରେ ଅଗ୍ନିକାଣ୍ଡ ଘଟି ବିସ୍ପୋରଣ ଘଟିଛି। ଏହି ବିସ୍ଫୋରଣରେ ବାଣ ଗୋଦାମ ସମ୍ପୂର୍ଣ୍ଣ ଭାବରେ ନଷ୍ଟ ହୋଇଯାଇଛି। ବାଣ ଭିଡୁ ଥିବାବେଳେ ବିସ୍ପୋରଣ ଘଟିଥିବା ନେଇ ସ୍ଥାନୀୟଲୋକେ କହିଛନ୍ତି। ତେବେ ଏହି ଗୋଦାମରେ କାମ କରୁଥିବା ପାଖାପାଖି ୧୧ ଜଣ ଲୋକ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୫ଜଣ ଗୁରୁତରଙ୍କୁ ଭଦ୍ରକ ଚିକିତ୍ସାଳୟରେ ଚିକିତ୍ସା କରାଯାଉଛି।
ପଶ୍ଚିମବଙ୍ଗ ସାହାରାରେ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ୯ ମୃତ, ଅନେକ ଆହତ
ମେଦିନପୁର: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲା ଏଗରା ଠାରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ହୋଇଛି । ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି । ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି । ଏଗ୍ରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି।
ତେବେ ଏହି ବିସ୍ଫୋରଣ ଏକ ବେଆଇନ ବାଣ କାରଖାନାରେ ହୋଇଥିବା ପୋଲିସ କହିଛି । ଆଖପାଖ ଅଞ୍ଚଳର ଲୋକେ ବି ବିସ୍ଫୋରଣର ପ୍ରଚଣ୍ଡ ଶବ୍ଦ ଶୁଣିବାକୁ ପାଇଥିଲେ ଏବଂ ଘଟଣାସ୍ଥଳରେ ପହଞ୍ଚିଥିଲେ। ଚଟାଣରେ କିଛି ଲୋକଙ୍କର ଦଗ୍ଧ ଶରୀର ଦେଖି ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଥିଲେ ଏବଂ ସଙ୍ଗେ ସଙ୍ଗେ ପୋଲିସକୁ ଖବର ଦେଇଥିଲେ। ବିସ୍ଫୋରଣ ପରେ ଘଟଣାସ୍ଥଳରୁ ପ୍ରବଳ ମାତ୍ରାରେ ଧୂଆଁ ବାହାରିଥିବାର ଦେଖାଯାଇଥିଲା । ରେସକ୍ୟୁ ଅପରେଶନରେ ସାମିଲ ହୋଇଛି ଅଗ୍ନିଶମ ବାହିନୀ । ୬ ପ୍ଲାଟୁନ ପୋଲିସ ଫୋସ ଘଟଣା ସ୍ଥଳରେ ମୁତୟନ ହୋଇଛନ୍ତି ।
ଇଟାଲୀର ମିଲାନ୍‌ ସହରରେ ଭୟଙ୍କର ବିସ୍ଫୋରଣ, ପାର୍କିଂରେ ଥିବା ଅନେକ ଗାଡି ଜଳି ପାଉଁଶ
ନୂଆଦିଲ୍ଲୀ: ଇଟାଲୀ ମିଲାନ ସହରରେ ଭୟଙ୍କର ବିସ୍ଫୋରଣ । ମିଲାନ ସିଟି ସେଣ୍ଟରରେ ହୋଇଛି ଏହି ବିସ୍ଫୋରଣ ।ବିସ୍ଫୋରଣ ଏତେ ଭୀଷଣ ଥିଲା ଯେ ଆଖାପାଖରେ ପାର୍କିଂ ହୋଇଥିବା ଅନେକ ଗାଡ଼ି ଜଳି ପାଉଁଶ ହୋଇଯାଇଛି। ବିସ୍ଫୋରଣରେ ଜଣେ ଆହତ ହୋଇଥିବା ବେଳେ କାହାରି ମୃତ୍ୟୁ ହୋଇ ନଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।
ତେବେ ଅକ୍ସିଜେନ ସିଲିଣ୍ଡର ବୋଝେଇ ଟ୍ରକ ବିସ୍ଫୋରଣ ଯୋଗୁ ଅଘଟଣ ଘଟିଥିବା ଅନୁମାନ କରାଯାଉଛି । ପାଖରେ ଥିବା ଏକ ସ୍କୁଲ ଓ ଜନବସତି ଅଞ୍ଚଳକୁ ଖାଲି କରାଯାଇଛି । ପୂରା ଅଞ୍ଚଳକୁ ସିଲ କରାଯାଇଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସୋସିଆଲ ମିଡିଆରେ ଅଗ୍ନିକାଣ୍ଡ ସମୟର ଭିଜୁଆଲ ଭାଇରାଲ ହୋଇଛି ।
ମିଲାନ ସହରରେ ହୋଇଥିବା ଏହି ବିସ୍ଫୋରଣର ହୃଦୟ ବିଦାରକ ଭିଡିଓ ମଧ୍ୟ ଏବେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଯାନବାହନ ଗୁଡିକ ଜଳୁଥିବା ଏବଂ ଲୋକମାନେ ନିଆଁରୁ ରକ୍ଷା ପାଇବା ପାଇଁ ଦୌଡ଼ି ପଳାଉଥିବାର ଦେଖିବାକୁ ମିଳୁଛି । ସୂଚନା ଅନୁଯାୟୀ, ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି ।
ଖୋର୍ଦ୍ଧା ଭୁଷଣ୍ଡପୁରରେ ବାଣ ବିସ୍ଫୋରଣ: ୪ ମୃତ, ୪ ଗୁରୁତର
ଖୋର୍ଦ୍ଧା/ଭୁଶୁଣ୍ଢପୁର: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ଭୁଷଣ୍ଡପୁରରେ ବାଣ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୪ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଥିବା ଜଣାଯାଇଛି। ଏ ନେଇ ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କଟାରିଆ ସୂଚନା ଦେଇଛନ୍ତି।
ଆହତଙ୍କ ମଧ୍ୟରେ ଭୁଶୁଣ୍ଢପୁରର ମହେଶ୍ୱର ବେହେରା (୨୪), ଦୋଳଗୋବିନ୍ଦ ବେହେରା (୬୦), ସୁଦର୍ଶନ ବେହେରା (୩୬) ଏବଂ ଅନ୍ୟଜଣେ ରହିଛନ୍ତି। ଆହତ ମାନଙ୍କୁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ତେବେ ଖବର ପାଇ ଘଟଣାସ୍ଥଳରେ ଖୋର୍ଦ୍ଧା ଜିଲ୍ଲାପାଳ, ଏସପି, ଉପଜିଲ୍ଲାପାଳ, ବାଲୁଗାଁ ଏସଡିପିଓ, ଟାଙ୍ଗୀ ଆଇଆଇସି, ବିଡ଼ିଓ, ତହସିଲଦାର ପ୍ରମୁଖ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ରହିଛି। ଆସନ୍ତା କାଲି ଦୋଳ ଯାତ୍ରା ରହିଥିବାରୁ ଗାଁର ଏକ ସ୍ଥାନରେ ବାଣ ପ୍ରସ୍ତୁତି ଚାଲିଥିଲା। ଏଥିରେ ୮ରୁ ଉର୍ଦ୍ଧ୍ବ ଲୋକ ସାମିଲ ହୋଇଥିଲେ। ତେବେ ଦିନ ପ୍ରାୟ ୧୧ଟା ସମୟରେ ଅଚାନକ ବିସ୍ଫୋରଣ ହୋଇଥିଲା । ଯାହାର ପ୍ରଚଣ୍ଡ ଶବ୍ଦ ରେ ଥରି ଉଠିଲା ଆଖପାଖ। ଅନ୍ୟପକ୍ଷରେ ଖୋର୍ଦ୍ଧା ମେଡିକାଲରେ ସ୍ଥାନୀୟ ବିଧାୟକ ଜ୍ୟୋତିରେନ୍ଦ୍ର ନାଥ ମିତ୍ର ପହଞ୍ଚି ଆହତଙ୍କ ଚିକିତ୍ସା ଅବସ୍ଥା ପଚାରି ବୁଝିଛନ୍ତି।
ଗ୍ୟାସ୍ ସିଲିଣ୍ଡର ଫାଟି ଭୁଶୁଡ଼ିଲା ଘରର କାନ୍ଥ ଓ ଛାତ, ୨ ଆହତ
ବ୍ରହ୍ମପୁର: ଗ୍ଯାସ ଟାଙ୍କି ବିସ୍ଫୋରଣରେ ଭୁଶୁଡିଲା ଘର। ପ୍ରଚଣ୍ଡ ବିସ୍ଫୋରଣରେ ଘର କାନ୍ଥ ଓ ଛାତ ଭୁଶୁଡି ପଡ଼ିଛି। ଏହି ବିସ୍ଫୋରଣରେ ୨ ଜଣ ଆହତ ହୋଇଛନ୍ତି। ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ଏଭଳି ଅଘଟଣ ଗୋପାଳପୁର ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗାଁରେ ଘଟିଛି। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆକୁ ଆୟତ୍ତ କରିଛନ୍ତି। ଦେବରାଜଙ୍କ ନାୟକଙ୍କ ଘରେ ୬୬ଟି ଗ୍ଯାସ ସିଲିଣ୍ଡର ରହିଥିବା ସୂଚନା। ଉକ୍ତ ଗ୍ଯାସ ସିଲିଣ୍ଡର ଗୁଡିକ କମର୍ସିଆଲ୍ ସିଲିଣ୍ଡର। ଗ୍ଯାସ ଲିକରୁ ଏହି ବିସ୍ଫୋରଣ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି।
ସ୍ପଞ୍ଜ ଆଇରନ କାରଖାନାରେ ବିସ୍ଫୋରଣ: ୧ ମୃତ, ୩ ଗୁୁରୁତର
ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅନ୍ତର୍ଗତ ରଘୁନାଥପାଲି ସ୍ପଞ୍ଜ ଆଇରନ କାରଖାନାରେ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ସିକ୍ୟୁରିଟି ଗାର୍ଡ ବୋଲି ଜଣାପଡ଼ିଛି। ଆହତ ମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ ବୁର୍ଲା ବଡ ଡାକ୍ତରଖାନାରେ ଭର୍ତ୍ତି କରି ଚିକିତ୍ସା କରାଯାଉଥିବା  ବେଳେ ଅନ୍ୟ ଦୁଇ ଜଣଙ୍କୁ ଝାରସୁଗୁଡା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ତେବେ କରାଖାନାରେ କିପରି ବିସ୍ଫୋରଣ ଘଟିଲା ତା’ର କାରଣ ସ୍ପଷ୍ଟ ହୋଇ ନାହିଁ। କରାଖାନାରେ ଗ୍ୟାସ ଟାଙ୍କି ଫାଟି ବିସ୍ଫୋରଣ ଘଟିଥିବା କୁହାଯାଉଛି। ଘଟଣାସ୍ଥଳରେ କୋଲାବିରା ପୁଲିସ ପହଞ୍ଚି  ଏକ ମାମଲା ରଜୁ କରି ତଦନ୍ତ ଆରମ୍ଭ କରିଛି।
ରାସାୟନିକ କାରଖାନାରେ ଭୟଙ୍କର ବିସ୍ଫୋରଣ; ୪ମୃତ, ୧ ଗୁରୁତର
ମୁମ୍ବାଇ: ମହାରାଷ୍ଟ୍ରର ରତ୍ନାଗିରି ଜିଲ୍ଲା ଶିଳ୍ପାଞ୍ଚଳର ଏକ ରାସାୟନିକ କାରଖାନାରେ ଶନିବାର ବିସ୍ଫୋରଣ ପରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ସମୟରେ କାରଖାନାରେ ୪୦ ରୁ ୫୦ ଜଣ ଲୋକ ଫସି ରହିଥିବା ବେଳେ ସମସ୍ତଙ୍କୁ ଉଦ୍ଧାର କରାଯଇଛି।
Maharashtra: 4 people died and 1 critically injured in an explosion at a chemical factory in an industrial area in Ratnagiri district. More details awaited.
— ANI (@ANI) March 20, 2021
ରତ୍ନାଗିରି ଫାୟାର ବ୍ରିଗେଡରୁ ମିଳିଥିବା ସୂଚନା ଅନୁଯାୟୀ, ବିସ୍ଫୋରଣ ପରେ ଏହି ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତି ଓ ଗୁରୁତର ଭାବେ ପୋଡି ଯାଇଥିବା ବ୍ଯକ୍ତିଙ୍କୁ ଉଦ୍ଧାର କରାଯାଇ ରତ୍ନଗିରି ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀର ୮ଟି ଗାଡି ପହଞ୍ଚି ନଆଁକୁ ଆୟତ କରିଛନ୍ତି।