PGT - The Sakala

ରାଜ୍ୟରେ ଖୁବ ଶୀଘ୍ର ପ୍ରକାଶ ପାଇବ ୧୦୦୮ଟି ଉଚ୍ଚ ମାଧ୍ୟମିକ ପିଜିଟି ପଦବୀ
ଭୁବନେଶ୍ବର: ରାଜ୍ୟରେ ଖୁବ ଶୀଘ୍ର ପ୍ରକାଶ ପାଇବାକୁ ଯାଉଛି ୧୦୦୮ଟି ଉଚ୍ଚ ମାଧ୍ୟମିକ ପିଜିଟି ପଦବୀ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାରମ୍ଭିକ ପଦ୍ଧତି ଆରମ୍ଭ ହୋଇଛି। ୨୩ ଗୋଟି ଭିନ୍ନଭିନ୍ନ ବିଷୟ ପାଇଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମାନଙ୍କରେ ଏହି ନିଯୁକ୍ତି ଦିଆଯିବ।

ପୂର୍ବରୁ ୫୦ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମାଧ୍ୟମିକ ବିଦ୍ୟାଳୟରୁ ଉନ୍ନୀତ ହୋଇଥିବା ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏହି ନିଯୁକ୍ତି କରାଯିବ। ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଏହି ଚୟନ ଶେଷ ହେବା ପରେ ଉଚ୍ଚ ଶିକ୍ଷା ବିଭାଗରୁ ଆସି ଶିକ୍ଷାଦାନ କରୁଥିବା ଅତିଥି ଅଧ୍ୟାପକମାନଙ୍କୁ ଉଚ୍ଚ ଶିକ୍ଷା ବିଭାଗକୁ ଫେରାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।

ଖୁବ୍‌‌ଶୀଘ୍ର ପୂରଣ ହେବ ୧୫୪୩ ପିଜିଟି ପଦ: ପ୍ରଥମ ପର୍ଯ୍ୟାୟରେ ୫୫୫ ଓ ୨ୟ ପର୍ଯ୍ୟାୟରେ ୯୮୮ ଜଣଙ୍କୁ ଦିଆଯିବ ନିଯୁକ୍ତି
ଭୁବନେଶ୍ୱର: ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନସ୍ଥ ବେସରକାରୀ ପୂର୍ଣ୍ଣ ଅନୁଦାନପ୍ରାପ୍ତ କଲେଜଗୁଡ଼ିକରେ ୧୫୪୩ ପିଜିଟି(ପୋଷ୍ଟ ଗ୍ରାଜୁଏଟ୍‌‌ ଶିକ୍ଷକ) ପଦ ଖୁବଶୀଘ୍ର ପୂରଣ ହେବ। ଚୟନ ପ୍ରକ୍ରିୟା ତ୍ୱରାନ୍ୱିତ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏସଏସବି(ରାଜ୍ୟ ଚୟନ ବୋର୍ଡ଼)କୁ ଚିଠି ଲେଖାଯାଇଛି। ଚୟନ ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ବିଭାଗ ଏସଏସବିକୁ ଚିଠିରେ ଦର୍ଶାଇଛି। ପ୍ରଥମ ପର୍ଯ୍ୟାୟରେ ୫୫୫ ଓ ଦ୍ୱିତୀୟ ପର୍ଯ୍ୟାୟରେ ୯୮୮ ଜଣ ପିଜିଟିଙ୍କୁ ନିଯୁକ୍ତି ଦିଆଯିବ। ତେବେ ଗଣଶିକ୍ଷା ବିଭାଗ ଚୟନ ପ୍ରକ୍ରିୟା ପାଇଁ ପୂର୍ବରୁ ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖିଥିଲା।

ପିଜିଟି ପଦବୀ ପୂରଣ ନିମନ୍ତେ ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ
ଭୁବନେଶ୍ବର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡିକରେ ଖାଲିଥିବା ସ୍ନାତକୋତ୍ତର  ( ପିଜିଟି ) ପଦବୀଗୁଡିକ ପୂରଣ କରିବା ନିମନନ୍ତେ ପ୍ରକ୍ରିୟା ତ୍ବରାନ୍ବିତ କରାଯାଇଛି। ଇତି ମଧ୍ଯରେ ଓପିଏସସି ଦ୍ବାରା ୩୩୫ ଜଣ ପିଜିଟିଙ୍କୁ ନିଯୁକ୍ତ ପ୍ରଦାନ କରାଯାଇଛି। ଏଥି ମଧ୍ଯରେ ୧୪ଟ ବିଷୟରେ ୧୦୭ ଜଣ ପ୍ରାର୍ଥୀ ଓପିଏସି ଦ୍ବାରା ମନୋନୀତ ହୋଇଛନ୍ତି। ତନ୍ମଧ୍ୟରୁ ୭୧ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାାଯାଇଛି। ୩୬ ଜଣ ପଜିଟିଙ୍କର ନିଯୁକ୍ତି ବିଷୟକୁ ସରକାରଙ୍କ ଅନୁମୋଦନ ନିମନ୍ତେ ପ୍ରେରଣା କରାଯାଇଛି। ଓପିଏସସି ଦ୍ବାରା ୨୨୮ ଜଣ ପିଜିଟିଙ୍କ ନିଯୁକ୍ତି ନିମନ୍ତେ ଚୟନ ପ୍ରକ୍ରିୟା ଜାରି ରହିଛି।

ଏତଦବ୍ୟତୀତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୩୬୭ଟି ଓ ପୂର୍ଣ୍ଣ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡିକରେ ୫୫୫ଟି ଖାଲିଥିବା ସ୍ନାତକୋତ୍ତର ଶିକ୍ଷକ ( ପିଜିଟି ) ପଦବୀ ପୂରଣ ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇଛି।