Aircraft Crash - The Sakala

କର୍ଣ୍ଣାଟକ ବିଜୟପୁରାରେ ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ: ଅଳ୍ପକେ ବର୍ତ୍ତିଲେ ପାଇଲଟ୍, ୨ ଆହତ
କର୍ଣ୍ଣାଟକର ବିଜୟପୁରା ଜିଲ୍ଲାରେ ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଯାଇଛି। ଏଠାରେ ଏକ ଘରୋଇ ଟ୍ରେନିଂ ଏୟାରକ୍ରାଫ୍ଟ ବା ବିମାନ ଦୁର୍ଘଟଣାର ଶିକାର ହୋଇଛି। ଏହି ଦୁର୍ଘଟଣାରେ ବିମାନରେ ଥିବା ଦୁଇ ଜଣ ବ୍ୟକ୍ତି ଆହତ ହୋଇଥିବା ସୂଚନା ମିଳିଛି।

ଚାଷ ଜମିରେ ଖସିପଡିଲା ବିମାନ

ପ୍ରାଥମିକ ସୂଚନା ଅନୁଯାୟୀ, ଉଡାଣ ସମୟରେ ଯାନ୍ତ୍ରିକ ତ୍ରୁଟି କିମ୍ବା ଅନ୍ୟ କୌଣସି କାରଣରୁ ବିମାନଟି ନିୟନ୍ତ୍ରଣ ହରାଇ ଏକ ଚାଷ ଜମିରେ ଖସି ପଡିଥିଲା। ବିମାନଟି ଜମିରେ ପିଟି ହେବା ଫଳରେ ଏହାର କିଛି ଅଂଶ କ୍ଷତିଗ୍ରସ୍ତ ହୋଇଛି। ତେବେ ସୌଭାଗ୍ୟବଶତଃ ଏଥିରେ କୌଣସି ପ୍ରାଣହାନି ଘଟିନାହିଁ।

ଘଟଣାସ୍ଥଳରେ ପୋଲିସ ଓ ଉଦ୍ଧାରକାରୀ ଦଳ

ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିବାରେ ସାହାଯ୍ୟ କରିଥିଲେ। ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ପୋଲିସ ଓ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି। କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା, ସେ ନେଇ ବିମାନ ଚଳାଚଳ ବିଭାଗ ପକ୍ଷରୁ ଅଧିକ ତଦନ୍ତ କରାଯିବ ବୋଲି ଜଣାପଡିଛି।

ଭାରତୀୟ ବାୟୁସେନାର ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗସ୍ତ, ପାଇଲଟ ସୁରକ୍ଷିତ
କର୍ଣ୍ଣାଟକ: ଭାରତୀୟ ବାୟୁସେନାର ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗସ୍ତ । ଅଳ୍ପକେ ବର୍ତ୍ତିଲେ ବିମାନର ଦୁଇ ପାଇଲଟ । କର୍ଣ୍ଣାଟକର ଚାମରାଜନଗର ଠାରେ ଦୁର୍ଘଟଣାର ଶିକାର ହୋଇଛି ଭାରତୀୟ ବାୟୁସେନାର ଏହି ପ୍ରଶିକ୍ଷଣ ବିମାନ। ଦୁର୍ଘଟଣା ପରେ ଦୁଇ ପାଇଲଟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇପାରିଛି । ପାରାଚ୍ୟୁଟ ଯୋଗେ ଦୁଇ ପାଇଲଟ ସୁରକ୍ଷିତ ଲ୍ୟାଣ୍ଡ କରିଥିବା ବେଳେ କେହି ମୃତାହତ ହୋଇ ନଥିବା ଜଣାପଡ଼ିଛି । ଏନେଇ ଭାରତୀୟ ବାୟୁସେନା ପକ୍ଷରୁ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି । ତେବେ ଦୁର୍ଘଟଣାର କାରଣ ଏ ପର୍ଯ୍ୟନ୍ତ ଜଣାପଡିନାହିଁ ।

ନେପାଳ ବିମାନ ଦୁର୍ଘଟଣାରେ ୬୮ ଯାତ୍ରୀଙ୍କ ସହ ୪କ୍ରୁ ମେମ୍ବରଙ୍କ ମୃତ୍ୟୁ, ବିମାନରେ ଥିଲେ ୫ ଭାରତୀୟ
ନୂଆଦିଲ୍ଲୀ : ନେପାଳର କାଠମାଣ୍ଡୁର ପୋଖରାରେ ହୋଇଥିବା ଭୟଙ୍କର ବିମାନ ଦୁର୍ଘଟଣାର ୭୨ ଜଣଙ୍କର ମୃତ୍ୟୁ ହୋଇଛି। ନେପାଳର ରାଜଧାନୀ କାଠମାଣ୍ଡୁରୁ ପୋଖରା ଯାଉଥିବା ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାରେ ଶିକାର  ହୋଇଥିଲା। ଏହି ବିମାନରେ ୬୮ଜଣ ଯାତ୍ରୀଙ୍କ ସହ ୪ଜଣ କ୍ରୁ ମେମ୍ବର ରହିଥିଲେ। ତେବେ ଏହି ଭୟଙ୍କର ଦୁର୍ଘଟଣାରେ ସସମ୍ତ ଯାତ୍ରୀ ଓ କ୍ରୁ ମେମ୍ବରଙ୍କର ମୃତ୍ୟୁ ହୋଇଛି।

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଯାତ୍ରୀବାହୀ ବିମାନଟି ଆଖିପିଛୁଳାକେ ହୁତୁହୁତୁ ହୋଇ ଜଳିଯାଇଛି। ସ୍ଥାନୀୟ ପ୍ରଶାସନ ଏବଂ ସେନା ଉଦ୍ଧାରକାରୀ ଦଳ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିବା ସହ ମୃତଦେହକୁ ଉଦ୍ଧାର କରୁଛନ୍ତି। ବିମାନଟି କାଠମାଣ୍ତୁରୁ ପୋଖରା ଯାଉଥିବା ବେଳେ ଏପରି ଘଟଣା ଘଟିଛି।

#UPDATE | Aircraft crash at Pokhara Airport in Nepal | 53 Nepali, 5 Indian, 4 Russian, One Irish, 2 Koreans, 1 Argentinian and a French national were on board: Airport authority

— ANI (@ANI) January 15, 2023

ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ ୟେତି ଏୟାରଲାଇନ୍ସର ବିମାନଟି କ୍ରାଶ କରି ଯାଇଛି। ପୁରୁଣା ଏୟାରପୋର୍ଟ ଓ ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦର ମଧ୍ୟରେ ଏପରି ଘଟଣା ଘଟିଛି। ବରିଷ୍ଠ ଅଧିକାରୀ ଓ ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ଉଦ୍ଧାର କାର୍ଯ୍ୟ କରାଯାଉଛି। ବିମାନରେ ୫୩ ଜଣ ନେପାଳ ନାଗରିକଙ୍କ ସମେତ ୫ ଜଣ ଭାରତୀୟ ଓ ୧୦ ଜଣ ଅନ୍ୟ ଦେଶ ନାଗରିକ ରହିଥିଲେ।

https://t.co/SA6oqFbUk1

— Rahul Sisodia (@Sisodia19Rahul) January 15, 2023

ନେପାଳ ବିମାନଚଳାଚଳ ମନ୍ତ୍ରଣାଳୟର ସୂଚନା ଅନୁସାରେ, ୟେତି ଏୟାରଲାଇନ୍ସର ୯ଏନ-ଏନସି ଏଟିଆର-୭୨ ବିମାନଟି ୬୮ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ସଦସ୍ୟଙ୍କୁ ନେଇ ଦିନ ୧୦.୩୩ରେ କାଠମାଣ୍ଡୁରୁ ଉଡ଼ାଣ ଭରିଥିଲା। ଏହା ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବାର ଥିଲା। ତେବେ ଉଡ଼ାଣ ଆରମ୍ଭ ହେବାର ୨୦ ମିନିଟ୍‌ ପରେ ବିମାନଟି ପୁରୁଣା ଏୟାରପୋର୍ଟ ଓ ନୂଆ ଏୟାରପୋର୍ଟ ମଧ୍ୟରେ ଥିବା ସେତି ନଦୀ କୂଳରେ ଖସି ପଡ଼ିଥିଲା। ଫଳରେ ଏଥିରେ ନିଆଁ ଲାଗି ଯାଇଥିଲା ବୋଲି ମନ୍ତ୍ରଣାଳୟ କହିଛି। ପ୍ରଧାନମନ୍ତ୍ରୀ ପୁଷ୍ପ କମଳ ଦହାଲ ପ୍ରଚଣ୍ଡ ଦୁର୍ଘଟଣା ପରେ ଜରୁରୀ ବୈଠକ ଡାକି ସ୍ଥିତିର ସମୀକ୍ଷା କରିଛନ୍ତି।

ନେପାଳରେ ଭୟଙ୍କର ବିମାନ ଦୁର୍ଘଟଣା, ବିମାନରେ ଥିଲେ ୬୮ ଯାତ୍ରୀଙ୍କ ସହ ୪କ୍ରୁ ମେମ୍ବର
ନୂଆଦିଲ୍ଲୀ: ଆଜି ସକାଳେ ନେପାଳର କାଠମାଣ୍ଡୁର ପୋଖରାରେ ଏକ ଭୟଙ୍କର ବିମାନ ଦୁର୍ଘଟଣାର ସୂଚନା ମିଳିଛି । ନେପାଳର ରାଜଧାନୀ କାଠମାଣ୍ଡୁରୁ ପୋଖରା ଯାଉଥିବା ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାରେ ଶିକାର ହୋଇଛି । ଏହି ବିମାନରେ ୬୮ଜଣ ଯାତ୍ରୀଙ୍କ ସହ ୪ଜଣ କ୍ରୁ ମେମ୍ବର ଥିବା ଜଣାପଡିଛି । ଦୁର୍ଘଟଣାରେ ଶିକାର ହୋଇଥିବା ବିମାନଟି ୟେତି ଏୟାରଲାଇନ୍ସର ବୋଲି କୁହାଯାଉଛି ।

#UPDATE | A total of 68 passengers & four crew members were on board the Yeti airlines aircraft that crashed between the old airport and the Pokhara International Airport, Sudarshan Bartaula, spokesperson of Yeti Airlines: The Kathmandu Post

— ANI (@ANI) January 15, 2023

ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇ ୟେଟି ଏୟାରଲାଇନ୍ସର ମୁଖପାତ୍ର ସୁଦର୍ଶନ ବାର୍ଟାଲା କହିଛନ୍ତି ଯେ ୟେତି ଏୟାର୍‌ଲାଇନ୍‌’ର  ‘ଏଟିଆର୍‌୭୨’ ୭୨ ସିଟ୍ ବିଶିଷ୍ଟ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନରେ ୬୮ ଯାତ୍ରୀଙ୍କ ସହ ୪ ଜଣ କ୍ରୁ ସଦସ୍ୟ ରହିଥିଲେ। ବିମାନଟି ପୋଖରା ବିମାନବନ୍ଦରରୁ ଉଡାଣ ଆରମ୍ଭ କରିବା ବେଳେ ଦୁର୍ଘଟଣାରେ ଶିକାର ହୋଇଛି । ଏବେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏଥିପାଇଁ ବିମାନବନ୍ଦରକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖାଯାଇଛି ।

#WATCH | A passenger aircraft crashed at Pokhara International Airport in Nepal today. 68 passengers and four crew members were onboard at the time of crash. Details awaited. pic.twitter.com/DBDbTtTxNc

— ANI (@ANI) January 15, 2023

ସୋସିଆଲ ମିଡିଆ ପ୍ଲାଟଫର୍ମରେ ପୋଷ୍ଟ କରାଯାଇଥିବା ଚିତ୍ର ଏବଂ ଭିଡିଓଗୁଡିକ ଦୁର୍ଘଟଣାଗ୍ରସ୍ତ ସ୍ଥାନରୁ ଧୂଆଁ ବାହାରୁଥିବା ଦେଖାଯାଇଥିଲା । ହେଲିକପ୍ଟର ଯୋଗେ ଦୁର୍ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ନିୟୋଜିତ ହୋଇଛନ୍ତି।

ମନ୍ଦିରରେ ଧକ୍କା ହୋଇ କ୍ରାସ ହେଲା ପ୍ରଶିକ୍ଷଣ ବିମାନ; ପାଇଲଟ୍‌ ମୃତ, ଜଣେ ଆହତ
ଭୋପାଳ: ମନ୍ଦିରରେ ଧକ୍କା ହେଲା ପ୍ରଶିକ୍ଷଣ ବିମାନ । ଦୁର୍ଘଟଣାରେ ବିମାନ ଖଣ୍ଡବିଖଣ୍ଡିତ ହେବା ସହ ଜଣେ ପାଇଲଟ୍‌ ମୃତ୍ୟୁବରଣ କରିଛନ୍ତି ଏବଂ ଅନ୍ୟ ଜଣେ ଆହତ ହୋଇଛନ୍ତି । ମଧ୍ୟପ୍ରଦେଶର ରିବା ଜିଲ୍ଲାର ଚୋରହଟା ଥାନା ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ହୋଇଛି । ବିମାନଟି ଏକ ପାଇଲଟ ଟ୍ରେନିଂ କମ୍ପାନୀର ବୋଲି ସୂଚନା ମିଳିଛି । ଟ୍ରେନିଂ ବେଳେ ମନ୍ଦିରର ଉପରି ଭାଗରେ ମାଡ଼ ହୋଇଯାଇଥଲା ବିମାନ । ଖରାପ ପାଣିପାଗ ଯୋଗୁ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

କୁହାଯାଉଛି କି, ବିମାନଟି ଚୋରହଟା ବିମାନ ବନ୍ଦରରୁ ଉଡ଼ାଣ ଭରିଥିଲା, ମାତ୍ର ଖରାପ ପାଣିପାଗ ତଥା ଘନ କୁହୁଡ଼ି ଯୋଗୁଁ ପ୍ଲେନ୍ ତଳେ ହିଁ ଉଡ଼ୁଥିଲା ଏବଂ ଏହା ଏକ ମନ୍ଦିର ଗମ୍ବୁଜରେ ପିଟିହୋଇଥିଲା । ଫଳରେ ବିମାନଟି କ୍ରାସ ହୋଇ ଖଣ୍ଡବିଖଣ୍ଡିତ ହୋଇଯାଇଥିଲା । ଘଟଣା ବିଷୟରେ ଜଣାପଡ଼ିବା ପରେ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା।