Joranda Mela - The Sakala

ଆଜିଠୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା, ଶୁଭିବ ବ୍ରହ୍ମ ମହାମହିମା ଧ୍ବନି
ଗଁଦିଆ: ଆଜିଠୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ଆରମ୍ଭ ହୋଇଛି । ଯୋରନ୍ଦା ମେଳା ପାଇଁ ଚଳଚଞ୍ଚଳ ହୋଇଉଠିଛି ଢେଙ୍କାନାଳ ଯୋରନ୍ଦା ପୀଠ । ୪ ଦିନ ବ୍ୟାପୀ ଚାଲିବ ମେଳା । ଶୁଭିବ ବ୍ରହ୍ମ ମହାମହିମା ଧ୍ବନି । ମାଘ ଚତୁର୍ଦ୍ଦଶୀରେ ଏକତ୍ରିତ ହେବେ ମହିମା ସାଧୁସନ୍ଥ ଓ ସନ୍ନ୍ୟାସୀ। ସେମାନଙ୍କ ଅନୁଗାମୀ ଭକ୍ତ ଶିଷ୍ୟ ଲକ୍ଷାଧିକ ସଂଖ୍ୟାରେ ଯୋରନ୍ଦା ମେଳାରେ ଗୁରୁଙ୍କ ସାନ୍ନିଧ୍ୟ ଓ ଆଶୀର୍ବାଦ ଲାଭ କରିବେ । ସନ୍ଧ୍ୟା ୫ଟା ୧୫ରେ ଗାଦି ମନ୍ଦିରର ଚାରିଦ୍ୱାରରେ ଝାଡ଼ଦୀପ ପ୍ରଜ୍ୱଳନ କାରାଯାଇଛି । ଜଗତ ଭକତର ମଙ୍ଗଳ ପାଇଁ ମହିମା ସନ୍ନ୍ୟାସୀମାନେ ଝାଡ଼ଦୀପ ପ୍ରଜ୍ୱଳନ କରିଛନ୍ତି । ମହିମା ଗାଦିରେ ଯୋରନ୍ଦା ମେଳା ପାଇଁ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ମଧ୍ୟପ୍ରଦେଶ, ବିହାର, ଛତିଶଗଡ଼, ପଶ୍ଚିମବଙ୍ଗ ଆଦି ଅଞ୍ଚଳରୁ ହଜାର ହଜାର ସଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇସାରିଲାଣି। ମାନସିକ କରିଥିବା ଶିଶୁମାନଙ୍କ କେଶ ମୁଣ୍ଡନ କରି ଅଭିଭାବକମାନେ ମେଳା ଭ୍ରମଣ ଆରମ୍ଭ କରିଦେଲେଣି।

ଶନିବାର ଭୋର୍‌ ସାଢେ଼ ୩ଟାରେ ଗାଦି ମନ୍ଦିର, ଶୂନ୍ୟ ମନ୍ଦିର, ଧୂନୀ ମନ୍ଦିର ସମେତ ଅନ୍ୟାନ୍ୟ ଉପାସନା ପୀଠରେ ନୀତି ଆରମ୍ଭ ହୋଇଛି । ବ୍ରାହ୍ମ ମୁହୂର୍ତ୍ତରେ ମନ୍ଦିର ଚାରିଦ୍ୱାର ଖୋଲାଯାଇ ରୁପାଗରାରେ ପାଣି ମନ୍ଦିର ଚତୁଃପାଶ୍ୱର୍ରେ ସିଞ୍ଚନ କାରାଯାଇଛି । ଅଗୁର, କର୍ପୂର ଓ ଚନ୍ଦନ ପାଣି ସିଞ୍ଚନ ପରେ ଛେରାପହଁରା କାରାଯାଇଛି। ତ୍ରିସନ୍ଧ୍ୟା ପୂଜା ପରେ ୫ଟା ୧୫ରେ ଝାଡ଼ଦୀପ ପ୍ରଜ୍ୱଳିତ ହୋଇଛି । ସକାଳ ୫ଟା ସୁଦ୍ଧା ପ୍ରଭୁଙ୍କ ଅବକାଶ ସ୍ତୁତି ପ୍ରାର୍ଥନା, ଭିକ୍ଷାଭଜନ ଆଦି ପାଠ ପରେ ଶୂନ୍ୟପ୍ରଭୁଙ୍କ ନିକଟରେ ଅମୁଣିଆ ପ୍ରସାଦ ଅର୍ପଣ କରାଯାଇ ବାଳକ, ବାଳିକା ତଥା ସର୍ବସାଧାରଣଙ୍କୁ ମହାପ୍ରସାଦ ବିତରଣ କରାଯାଇଛି। ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ପ୍ରତେକ ମନ୍ଦିରର ନୀତିସେବକ ସନ୍ନ୍ୟାସୀ ନିଜ କାର୍ଯ୍ୟ ସମ୍ପାଦନ କରିବା ସହ ଜଗତ ଭକତର ମଙ୍ଗଳ କାମନା କରିବେ।

ମେଳା ପଡ଼ିଆରେ ଅସ୍ଥାୟୀ ଦୋକାନଗୁଡ଼ିକ ପସରା ମେଲାଇଛନ୍ତି। ଅନୁକୂଳ ପାଗ ଯୋଗୁଁ ବିଭିନ୍ନ ପ୍ରାନ୍ତରୁ ମହିମା ସନ୍ନ୍ୟାସୀ, ଭକ୍ତଙ୍କ ସୁଅ ଛୁଟିବାରେ ଲାଗିଛି। ମନୋରଞ୍ଜନ ପାଇଁ ରାତିରେ ବିଭିନ୍ନ ଅପେରା ନାଟକ ପରିବେଷଣ କରିବା ବ୍ୟବସ୍ଥା ହୋଇଛି। ଏଥିସହ ବିଭିନ୍ନ ରକମର ଦୋଳି, ମିନାବଜାର, ଭଳିକି ଭଳି ଖାଦ୍ୟ ସାମଗ୍ରୀ ଷ୍ଟଲ ଖୋଲାଯାଇଛି। ଆଞ୍ଚଳିକ ଶିଳ୍ପକାଳର ହସ୍ତଶିଳ୍ପ ପ୍ରଦର୍ଶନୀ ଶ୍ରଦ୍ଧାଳୁଙ୍କୁ ବେଶ୍‌ ଆକୃଷ୍ଟ କରିବ ବୋଲି କୁହାଯାଉଛି। ଫେବୃଆରୀ ୧ରେ ମୁଖ୍ୟମନ୍ତୀ ଆସୁଥିବାରୁ ସୁରକ୍ଷା ବ୍ୟବସ୍ଥା ତଦାରଖ କରିବାକୁ ଜିଲ୍ଲା ପ୍ରଶାସନ ଅଧିକାରୀମାନେ ବାରମ୍ବାର ପରିଦର୍ଶନରେ ଆସୁଛନ୍ତି।

ଆଜିଠାରୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମେଳା: ସାଧୁସନ୍ଥଙ୍କ ସମାଗମରେ ଚଳଚଞ୍ଚଳ ମହିମା ଗାଦି
ଢେଙ୍କାନାଳ/ଗଁଦିଆ/ଯୋରନ୍ଦା: ଆଜିଠାରୁ ବିଶ୍ବପ୍ରସିଦ୍ଧ ଯୋରନ୍ଦା ମେଳା। ଏଥିପାଇଁ ଢେଙ୍କାନାଳ ଜିଲ୍ଲାର ଗଁଦିଆ ବ୍ଲକ ମହିମାଗାଦି ଚଳଚଞ୍ଚଳ ହୋଇଉଠିଛି। ମେଳା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଭକ୍ତମାନଙ୍କ ଗହଳିଚହଳି ବଢ଼ିବାରେ ଲାଗିଛି।

ଆଜି ସକାଳେ ବ୍ରାହ୍ମ ମୁହୂର୍ତ୍ତରୁ ଏହି ମେଳା ଆରମ୍ଭ ହୋଇଛି । ରାତି ସାଢ଼େ ୩ଟାରେ ଗାଦି ମନ୍ଦିର, ଶୂନ୍ୟ ମନ୍ଦିର, ଧୂନୀ ମନ୍ଦିର ସମେତ ଅନ୍ୟାନ୍ୟ ଉପାସନା ପୀଠରେ ନୀତି ଆରମ୍ଭ ହୋଇଛି । ସକାଳ ୫ଟା ସୁଦ୍ଧା ଅବକାଶ ସ୍ତୁସ୍ତିି ପ୍ରାର୍ଥନା, ଭିକ୍ଷା ଭଜନ ଆଦି ପାଠ ପରେ ଶୂନ୍ୟପ୍ରଭୁଙ୍କ ନିକଟରେ ଅମୁଣିଆ ପ୍ରସାଦ ଅର୍ପଣ କରାଯାଇ ଛୋଟଛୋଟ ବାଳକ, ବାଳିକା ତଥା ସର୍ବସାଧାରଣଙ୍କୁ ବିତରଣ କରାଯାଇଛି । ସକାଳ ୬ଟାରୁ ୨ଟା ପର୍ଯ୍ୟନ୍ତ ପ୍ରତ୍ୟେକ ମନ୍ଦିରର ନୀତିସେବକ ସନ୍ନ୍ୟାସୀମାନେ ନିଜ ନିଜ କାର୍ଯ୍ୟ ସମ୍ପାଦନ କରିବା ସଙ୍ଗେ ସଙ୍ଗେ ଜଗତ ଭକତଙ୍କ ମଙ୍ଗଳ କାମନା କରିବେ। ସେହିପରି ତ୍ରିସନ୍ଧ୍ୟା ପୂଜା ପରେ ଜଗତ ଭକ୍ତଙ୍କର ମଙ୍ଗଳ ପାଇଁ ମହିମା ସନ୍ନ୍ୟାସୀମାନେ ସଂଧ୍ୟା ୫ଟା ୧୫ରେ ଗାଦି ମନ୍ଦିରର ଚାରିଦ୍ୱାରରେ ଝାଡ଼ଦୀପ ପ୍ରଜ୍ଜ୍ବଳନ କରିବେ। ଏଥିପାଇଁ ମହିମା ଗାଦି ନୀତି ମନ୍ଦିରରୁ ଝାଡ଼ଦୀପକୁ ସୁସଜ୍ଜିତ କରାଯାଇ ରଖାଯାଇଛି ।

ଅପରପକ୍ଷେ, ମେଳା ପାଇଁ ସୋମବାର ସନ୍ଧ୍ୟା ସୁଦ୍ଧା ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ମଧ୍ୟପ୍ରଦେଶ, ବିହାର, ଛତିଶଗଡ଼ ଆଦି ଅଞ୍ଚଳରୁ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇସାରିଲାଣି। ‌ସେହିପରି ମାନସିକ କରିଥିବା ଛୋଟଛୋଟ ଶିଶୁମାନଙ୍କୁ କେଶମଣ୍ଡନ କାରି ଅଭିଭାବକମାନେ ମେଳା ଭ୍ରମଣ ଆରମ୍ଭ କରିଦେଲେଣି। ରାତି ସୁଦ୍ଧା ଆହୁରି ଭକ୍ତ ଓ ସାଧୁମାନଙ୍କର ସମାଗମ ବଢ଼ିବାର ସମ୍ଭାବନା ରହିଛି।

ଅପରପକ୍ଷେ, ମେଳାକୁ ଆକର୍ଷଣୀୟ ଓ ସୁରୁଖୁରୁରେ ପରିଚାଳନା କରିବା ପାଇଁ ପୁଲିସ୍‌, ପ୍ରଶାସନ ସହ ସାଧୁସନ୍ଥ ଓ ସ୍ଥାନୀୟ ଅଞ୍ଚଳବାସୀ ଜୋରସୋର୍‌ରେ ଲାଗି ପଡ଼ିଛନ୍ତି। ଆଜି ଅପରାହ୍‌ଣ‌ରେ ଏସ୍‌ପି ଅଭିନବ ସୋନାକର, ଉପଜିଲ୍ଲାପାଳ ବିବୁଧ ଗଡ଼ନାୟକ, ଗଁଦିଆ ବିଡିଓ ପବିତ୍ର ବେହେରା, ତହସିଲଦାର ସତ୍ୟଜିତ ମହାପାତ୍ର, ଗଁଦିଆ ଥାନା ଅଧିକାରୀ ଶାନ୍ତନୁ ପ୍ରଧାନ, ଯୋରନ୍ଦା ଫାଣ୍ଡି ଅଧିକାରୀ ମାଗୁଣି ଗଡ଼ନାୟକ ପ୍ରମୁଖ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ମେଳାରେ ମନୋରଞ୍ଜନ ପାଇଁ ରାତିରେ ବିଭିନ୍ନ ଅପେରା ପାର୍ଟି ନାଟକ ପରିବେଷଣ କରିବାର ବ୍ୟବସ୍ଥା ହୋଇଛି।

ଆସନ୍ତାକାଲି ଠାରୁ ଆରମ୍ଭ ହେବ ବିଶ୍ବପ୍ରସିଦ୍ଧ ଜୋରନ୍ଦା ମେଳା
ଢେଙ୍କାନାଳ: ଆସନ୍ତାକାଲି  ଠାରୁ ଆରମ୍ଭ ହେବ ବିଶ୍ବପ୍ରସିଦ୍ଧ ଜୋରନ୍ଦା ମାଘ ମେଳା ।  ଚଳଚଞ୍ଚଳ ହୋଇଉଠିଛି ମହିମା ଧର୍ମର ମୁଖ୍ୟ ପୀଠ । ପ୍ରତିବର୍ଷ ମାଘ ଶୁକ୍ଳ ଚତୁର୍ଦ୍ଦଶୀ ରେ ଏହି ମେଳା ଅନୁଷ୍ଠିତ ହୋଇଥାଏ । ଆସନ୍ତା ୨୨ ରୁ ୨୪ ତାରିଖ ପର୍ଯ୍ୟନ୍ତ ୩ ଦିନ ବ୍ୟାପୀ ପାଳିତ ହେବ ଏହି ମେଳା । ମହିମା ଧର୍ମର ପରମ୍ପରା ମୁତାବକ ଚଳିତ ବର୍ଷ ସେମାନଙ୍କର ୧୫୧ତମ ବାର୍ଷିକ ଉତ୍ସବ ପାଳିବେ ମାହିମା ସାଧୁ । ମହିମା ସାଧୁଙ୍କ ମନ୍ତ୍ରରେ ପ୍ରକମ୍ପିତ ହେବ ମହିମା ପୀଠ । ବିଭିନ୍ନ ନୀତିକାନ୍ତିର ସହିତ ଗାଦୀ ମନ୍ଦିର ପରିସରର ଚାରିଦ୍ୱାରରେ ଅଖଣ୍ଡ ଧୁନୀ ଜାଳିବେ ମହିମା ସାଧୁ । ସାରାବିଶ୍ୱର କଲ୍ୟାଣ ନିମନ୍ତେ ଦୁଇ ଦିନ ଧରି ଜାଳିବ ବିଶାଳକାୟ ଝ।ଡବତୀ ।

ବ୍ୟବସାୟକୁ ଦୃଷ୍ଟିରେ ରଖି ବିଭିନ୍ନ କିସମର ଦୋକାନୀମାନେ ବ୍ୟବସାୟର ପସରା ପାଇଁ ପ୍ରସ୍ତୁତିରେ ଲାଗିପଡିଛନ୍ତି। ଅପରପକ୍ଷରେ ଚଳିତ ବର୍ଷ ମେଳାରେ ଦର୍ଶକମାନଙ୍କର ମନୋରଞ୍ଜନ ପାଇଁ ଯାତ୍ରା, ମୀନା ବଜାର ଓ ବିଭିନ୍ନ ଦୋଳି ଆଦି ପ୍ରସ୍ତୁତି ମେଳାକୁ ଆହୁରି ସରଗରମ କରିବ। ଏହି ଯୋରନ୍ଦା ମେଳାରେ ଲକ୍ଷ ଲକ୍ଷ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ହେବାକୁ ଥିବାବେଳେ, ଶାନ୍ତି ଶୃଙ୍ଖଳା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସେପଟେ ଟ୍ରାଫିକ୍ ପରିଚାଳନା, ସ୍ୱାସ୍ଥ୍ୟ ପରିମଳ ଓ ପାନୀୟ ଜଳ ଯୋଗାଣ ଆଦି ପ୍ରସ୍ତୁତି ଚାଲିଛି।

ଆଜିଠୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମେଳା; ଗୁରୁବ୍ରହ୍ମ ମହିମା ଅଲେଖ ଧ୍ୱନୀରେ ପ୍ରକମ୍ପିତ ହେଉଛି ମହିମାଗାଦିର ଗଗନପବନ
ଢେଙ୍କାନାଳ: ଆଜିଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ ମାଘମେଳା। ଗୁରୁବ୍ରହ୍ମ ମହିମା ଅଲେଖ ଧ୍ୱନୀରେ ମହିମାଗାଦିର ଗଗନପବନ ପ୍ରକମ୍ପିତ ହୋଇଉଠୁଛି। ବିଶ୍ୱକଲ୍ୟାଣ ଉଦ୍ଦେଶ୍ୟରେ ଗାଦି ମନ୍ଦିରର ଚାରିଦ୍ୱାରରେ ଶୂନ୍ୟପ୍ରଭୁଙ୍କ ଉଦ୍ଦେଶ୍ୟରେ ଧ୍ୱନି ମନ୍ଦିର, ଅଖଣ୍ଡଜ୍ୟୋତି ମନ୍ଦିର, ଶୂନ୍ୟ ମନ୍ଦିର, ଏକୋଇଶହାତିଆ ଟୁଙ୍ଗି ମନ୍ଦିରରେ ଝାଡଦୀପ ପ୍ରଜ୍ଜ୍ୱଳିତ କରାଯାଇଥାଏ। ଝାଡଦୀପ ପ୍ରଜ୍ଜ୍ୱଳନ ପରେ ସାଧୁସନ୍ଥ, ଶ୍ରଦ୍ଧାଳୁଙ୍କ ସମାଗମରେ ଗାଦି ମନ୍ଦିରରେ ଭକ୍ତିଭାବମୟ ପରିବେଶ ସୃଷ୍ଟିହୋଇଛି।

ଏହି ମେଳାକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଆଲୋକ ବ୍ୟବସ୍ଥା, ଶୌଚାଳୟ, ପାନୀୟ ଜଳର ବ୍ୟବସ୍ଥା କରାଯାଇଥିବା ବେଳେ ପୁଲିସ ପ୍ରଶାସନ ତରଫରୁ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ମହିମା ଗାଦିରେ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଓଡ଼ିଶା ସମେତ ଆନ୍ଧ୍ର ପ୍ରଦେଶ, ମଧ୍ୟପ୍ରଦେଶ, ବିହାର, ଛତିଶଗଡ଼, ନେପାଳରୁ ହାଜର ହାଜର ସଂଖ୍ୟକ ଶ୍ରଦ୍ଧାଳୁ ଆସି ପହଞ୍ଚିଛନ୍ତି। ମେଳାରେ ୩ଲକ୍ଷରୁ ଅଧିକ ଭକ୍ତଙ୍କ ସମାଗମ ହେବ ବୋଲି ଜଣାପଡ଼ିଛି।

ସ୍ଥାୟୀ ସମାଧାନର ପ୍ରତିଶୃତି ମିଳିବା ପରେ ଯୋରନ୍ଦା ମାଘମେଳା ପାଇଁ ଫିଟିଲା ବାଟ, ପ୍ରସ୍ତୁତି ଆରମ୍ଭ
ଢେଙ୍କାନାଳ: ଢେଙ୍କାନାଳ ଗଁଦିଆ ବ୍ଲକର ଯୋରନ୍ଦା ମହିମାଗାଦିଠାରେ ଦୁଇ ବର୍ଷ ପରେ ହେବ ଯୋରନ୍ଦା ମେଳା । ଦୁଇ ଗୋଷ୍ଠିଙ୍କ ମଧ୍ୟରେ ବିବାଦ ଯୋଗୁଁ ପ୍ରସିଦ୍ଧ ଯୋରନ୍ଦା ମେଳା ହେବା ନେଇ ଅନିଶ୍ଚିତତାରେ ଥିଲା । ଶେଷରେ ଉଭୟ ଗୋଷ୍ଠିର ମହିମା ସାଧୁମାନଙ୍କୁ ମନେଇବାରେ ସଫଳ ହୋଇଛି ପ୍ରଶାସନ। ଉଭୟ ସମାଜ ମଧ୍ୟରେ ବସିଥିବା ବୈଠକରେ ବିବାଦର ସମାଧାନ ହୋଇଛି । ଯୋରନ୍ଦା ଗାଦିରେ ଉଭୟ ବକଳ ଓ କୌପୀନଧାରୀ ବାବାଙ୍କ ମଧ୍ୟରେ ବସିଥିଲା ଗୁରୁତ୍ୱପୁର୍ଣ୍ଣ ବୈଠକ । କୌପୀନଧାରୀ ସମାଜ ଏବେ ଅସ୍ଥାୟୀ ପୀଠରେ ଉପାସନା କରିବାପାଇଁ ହୋଇଛି ନିଷ୍ପତି । ପ୍ରଶାସନ ରଖିଥିବା ସର୍ତକୁ ମଧ୍ୟ ସ୍ୱୀକାର କରିଛନ୍ତି କୌପୀନ ବାବା । ତେବେ ମାଘ ମେଳା ପରେ ପରେ ସେମାନଙ୍କ ପାଇଁ ଏକ ସ୍ଥାୟୀ ପୀଠ କରାଯିବ ବୋଲି ମଧ୍ୟ କୁହାଯାଇଛି ।