Subhash Chandra Bose - The Sakala

କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
କଟକ: ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୬ ତମ ପୁଣ୍ୟ ଜୟନ୍ତୀ। କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁବାଷ ବୋଷଙ୍କ ଜୟନ୍ତୀ ପାଳନ ପାଇଁ ଚଳଚଞ୍ଚଳ ହୋଇଛି କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ସଂଗ୍ରହାଳୟ। ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀକୁ ନେଇ ଦେଶ ପାଳୁଛି ପରାକ୍ରମ ଦିବସ। ୧୮୯୬ ଜାନୁଆରୀ ୨୩ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ଏହି ମହାପୁରୁଷ। ତାଙ୍କ ପିତାଙ୍କ ନାଁ ଥିଲା ଜାନକୀନାଥ ବୋଷ, ମା’ଙ୍କ ନାଁ ଥିଲା ପ୍ରଭାବତୀ ଦେବୀ। କଟକ ଓଡ଼ିଆ ବଜାର ଜାନକୀନାଥ ଭବନରେ ନେତାଜୀଙ୍କ ପିଲାବେଳ କଟିଥିଲା। ସୁବାଷ ବ୍ରିଟିଶ ସରକାରଙ୍କୁ ନିଜ ଦାମ୍ଭିକତାରେ ଚମକାଇ ଦେଇଥିଲେ। ସୁବାଷଙ୍କ କାଳଜୟୀ ଉଦଘୋଷଣା ‘ମୋତେ ରକ୍ତ ଦିଅ ମୁଁ ସ୍ବାଧିନତା ଦେବି’ ଆଜିବି କୋଟି କୋଟି ଭାରତୀୟଙ୍କ ପ୍ରାଣରେ ଉଜ୍ଜୀବିତ ହୋଇ ରହିଛି। ଜଣେ ମହାନ ସ୍ବାଧୀନତା ସଂଗ୍ରାମୀ, ଦେଶଭକ୍ତ ଓ ଜଣେ ଅବିସ୍ମରଣୀୟ ଯୋଦ୍ଧାଭାବେ ନେତାଜୀ ଏ ଜାତିର ଚିର ନମସ୍ୟ।