Rashtrapati Bhavan - The Sakala
ଓଡ଼ିଶାର ସଂସ୍କୃତିକୁ ବଡ଼ ସମ୍ମାନ: ରାଷ୍ଟ୍ରପତି ଭବନରେ ଶୋଭା ପାଇବ ପୁରୀ ରଥଯାତ୍ରାର ତିନି ରଥ ଚକ
ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ତଥା ଆଧ୍ୟାତ୍ମିକ ଐତିହ୍ୟର ଏକ ବଡ଼ ସ୍ୱୀକୃତି ସ୍ୱରୂପ, ନୂଆଦିଲ୍ଲୀ ସ୍ଥିତ ରାଷ୍ଟ୍ରପତି ଭବନରେ ଶ୍ରୀଜୀଉଙ୍କ ରଥଯାତ୍ରାରେ ବ୍ୟବହୃତ ତିନି ରଥର ଗୋଟିଏ ଲେଖାଏଁ ପବିତ୍ର ଚକ ସ୍ଥାପନ କରାଯିବ। ଏହି ପ୍ରସ୍ତାବକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ପକ୍ଷରୁ ଉପସ୍ଥାପନ କରାଯିବା ପରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହାକୁ ନିଜର ଅନୁମୋଦନ ଦେଇଛନ୍ତି। ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରାର ଏହି ପ୍ରତୀକ ଏବେ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ବାସଭବନରେ ଶୋଭା ପାଇବ।
ସୋମବାର ଦିନ ଭୁବନେଶ୍ୱର ସ୍ଥିତ ଲୋକ ଭବନରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଏହି ପ୍ରସ୍ତାବକୁ ଆନୁଷ୍ଠାନିକ ଭାବେ ପ୍ରଦାନ କରିଥିଲେ। ରାଷ୍ଟ୍ରପତି ଏହି ପଦକ୍ଷେପକୁ ତୁରନ୍ତ ଅନୁମୋଦନ କରିଛନ୍ତି, ଯାହା ଫଳରେ ଶତାବ୍ଦୀ ଶତାବ୍ଦୀ ଧରି ଚାଲିଆସୁଥିବା ଜଗନ୍ନାଥ ପରମ୍ପରାକୁ ସମ୍ମାନ ଜଣାଇ ରାଷ୍ଟ୍ରପତି ଭବନ ପରିସରରେ ପବିତ୍ର ରଥଚକ ପ୍ରଦର୍ଶିତ ହେବାର ବାଟ ଫିଟିଛି।
ପ୍ରତିବର୍ଷ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ନୂତନ ରଥ ନିର୍ମାଣ କରାଯାଇଥାଏ। ଏହି ପ୍ରସ୍ତାବିତ ଚକଗୁଡ଼ିକ ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ, ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଅଂଶ। ଏହି ପବିତ୍ର ରଥ ଏବଂ ଏହାର ଚକ ରାଜ୍ୟର ଅନନ୍ୟ ସାଂସ୍କୃତିକ ପରିଚୟ, ଭକ୍ତି ଓ ବିଶ୍ୱାସର ପ୍ରତୀକ ଅଟେ।
ଖୁବଶୀଘ୍ର ଏହି ରଥ ଚକଗୁଡ଼ିକୁ ରାଷ୍ଟ୍ରପତି ଭବନକୁ ସ୍ଥାନାନ୍ତର କରାଯିବ। ଦେଶର ସର୍ବୋଚ୍ଚ ସାମ୍ବିଧାନିକ ବାସଭବନରେ ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ଓଡ଼ିଶାର ଆଧ୍ୟାତ୍ମିକ ଐତିହ୍ୟକୁ ସ୍ଥାୟୀ ପ୍ରତୀକ ଭାବେ ପ୍ରଦର୍ଶିତ କରିବା ରାଜ୍ୟ ପାଇଁ ଅତ୍ୟନ୍ତ ଗର୍ବର ବିଷୟ। ଏହି ପଦକ୍ଷେପ ଶ୍ରୀଜଗନ୍ନାଥ ସଂସ୍କୃତିର ବିଶ୍ୱବ୍ୟାପୀ ଗୁରୁତ୍ୱକୁ ଆହୁରି ସୁଦୃଢ଼ କରିବ ବୋଲି ଆଶା କରାଯାଉଛି।
ନୂଆଦିଲ୍ଲୀ: ବଦଳିଲା ମୋଗଲ ଗାର୍ଡେନର ନାମ। ରାଷ୍ଟ୍ରପତି ଭବନରେ ଥିବା ମୋଗଲ ଗାର୍ଡେନର ନାଁ ଆଜି ପରିବର୍ତ୍ତନ କରାଯାଇ ଅମୃତ ଉଦ୍ୟାନ ରଖାଯାଇଛି । ରାଷ୍ଟ୍ରପତି ଭବନର ମୋଗଲ ଗାର୍ଡେନ ଏହାର ସୌନ୍ଦର୍ଯ୍ୟ ପାଇଁ ବହୁତ ପ୍ରସିଦ୍ଧ। ଅମୃତ ମହୋତ୍ସବ ଅବସରରେ ଏହାର ନାମକୁ ପରିବର୍ତ୍ତନ କରି ଏଭଳି ରଖାଯାଇଛି । ଖୁବଶୀଘ୍ର ଏହା ଲୋକଙ୍କ ପାଇଁ ଖୋଲାଯିବ ବୋଲି ଜଣାପଡିଛି ।
ମୋଗଲ ଗାର୍ଡେନରେ ୧୨ ପ୍ରକାରର ଟ୍ୟୁଲିପ ଫୁଲ ରହିଛି । ଏଠାରେ ୧୩୮ ପ୍ରକାରର ଗୋଲାପ, ୭୦ ଅଲଗା ଅଲଗା ପ୍ରଜାତିର ବିଭିନ୍ନ ଫୁଲ ରହିଛି । ଏହି ଉଦ୍ୟାନକୁ ଦେଶର ପ୍ରଥମ ରାଷ୍ଟ୍ରପତି ଡା ରାଜେନ୍ଦ୍ର ପ୍ରସାଦ ସାଧାରଣ ଲୋକଙ୍କ ପାଇଁ ଖୋଲିଥିଲେ । ସେବେଠାରୁ ଏହା ପ୍ରତିବର୍ଷ ବସନ୍ତ ଋତୁରେ ସର୍ବସାଧାରଣଙ୍କ ପାଇଁ ଖୋଲା ଯାଇଥାଏ। ୧୫ ଏକରରୁ ଅଧିକ ଜମିରେ ତିଆରି ହୋଇଥିବା ଏହି ଉଦ୍ୟାନ ବ୍ରିଟିଶ ଶାସନ କାଳରେ ନିର୍ମିତ ହୋଇଥିଲା।