Naba Kishore Das - The Sakala

ଚୌଦ୍ୱାର ଜେଲରେ ଗୋପାଳ, ତାକୁ ଦେଖିବା ଓ ତାହା ସହ କଥା ହେବାକୁ ଅନ୍ୟ କଏଦୀଙ୍କ ଭିଡ଼
କଟକ: ଚୈଦ୍ୱାର ଜେଲରେ ଗୋପାଳ କାଟିଲା ଦୁଇ ଦିନ । ଆଜି ସକାଳ ୬:୩୦ରେ ଉଠିଥିଲା ଗୋପାଳ । ନିଜର ନିତ୍ୟକର୍ମ ସାରି ସ୍ୱତନ୍ତ୍ର ସେଲରୁ ବାହାରକୁ ବାହାରିଥିଲା ଗୋପାଳ । ଜେଲ ମାନୁଆଲ ହିସାବରେ ଗୋପାଳକୁ ଦିଆଯାଇଥିଲା ଚୁଡା ସନ୍ତୁଳା । ସକାଳ ଜାଳିଖିଆ ଖାଇ ଜେଲ କତୃପକ୍ଷଙ୍କୁ ଦୁଇଟି ଖବର କାଗଜ ମାଗିଥିଲା ଗୋପାଳ । ଗୋପାଳକୁ ଦେଖିବା ଓ ତାହା ସହ କଥା ହେବାକୁ ଅନ୍ୟ ବନ୍ଦୀଙ୍କ ଭିଡ଼ ଦେଖିବାକୁ ମିଳିଥିଲା । କଡା ସୁରକ୍ଷା ମଧ୍ୟରେ ଥିବାବେଳେ ତାହା ପାଖକୁ କାହାକୁ ଛଡାଯାଇ ନଥିଲା ।

ଝାରସୁଗୁଡାରେ ନବ ଦାସଙ୍କ ପାର୍ଥିବ ଶରୀର: ଶେଷ ଦର୍ଶନ ପାଇଁ ହଜାର ହଜାର ଶୁଭେଚ୍ଛୁ ଓ ସମର୍ଥକଙ୍କ ଭିଡ
ଭୁବନେଶ୍ବର: ଝାରସୁଗୁଡାରେ ପହଞ୍ଚିଲା ନବ ଦାସଙ୍କ ପାର୍ଥିବ ଶରୀର। ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନରେ ଯାଇ ଝାରସୁଗୁଡ଼ା ବିମାନବନ୍ଦରରେ ନବ ଦାସଙ୍କ ପାର୍ଥିବ ଶରୀର ପହଞ୍ଚିଛି। ସେଠାରୁ ଏକ ସ୍ୱତନ୍ତ୍ର ଗାଡ଼ିରେ ତାଙ୍କ ପାର୍ଥିବ ଶରୀରକୁ ସରବାହାଲ ବାସଭବନକୁ ନିଆଯାଇଥିଲା । ତାଙ୍କ ପ୍ରିୟ ନେତାଙ୍କୁ ଶେଷ ଦର୍ଶନ କରିବାକୁ ବିମାନ ବନ୍ଦରଠାରୁ ଆରମ୍ଭ କରି ତାଙ୍କ ବାସଭବନରେ ହଜାର ହଜାର ଶୁଭେଚ୍ଛୁ ଓ ସମର୍ଥକଙ୍କ ଭିଡ ଲାଗି ରହିଛି। ସମସ୍ତଙ୍କ ଆଖିରେ ଲୁହ। କଇଁ କଇଁ ହୋଇ କାନ୍ଦୁଛନ୍ତି ସମର୍ଥକ। କହୁଛନ୍ତି , ଆମର ଦମ୍ଭ ଥିଲେ ନବ ଦାଦା। ତାଙ୍କ ଦେହାନ୍ତରେ ପୁରା ଝାରସୁଗୁଡ଼ା ଭାଙ୍ଗିଯାଇଛି। ନବ ଦାସ ଅମର ରହେ ଧ୍ୱନିରେ ପ୍ରକମ୍ପିତ ହେଉଛି ପରିବେଶ । ନବ ଦାସଙ୍କୁ ଶେଷ ଦର୍ଶନ କରିବା ପାଇଁ ତାଙ୍କ ବାସ ଭବନରେ ବିଭିନ୍ନ ଦଳର ରାଜନେତା ମଧ୍ୟ ପହଞ୍ଚିଛନ୍ତି ।

ନବ ଦାସଙ୍କୁ ତାଙ୍କ ବାସଭବନରେ ଶେଷ ଦର୍ଶନ କରିବା ପରେ ସେଠାରୁ ତାଙ୍କ ପାର୍ଥିବ ଶରୀରକୁ ମନମୋହନ ଏମ୍ ଇ ସ୍କୁଲ ପଡ଼ିଆକୁ ନିଆଯିବ । ସେଠାରେ ତାଙ୍କ ମରଶରୀର ଶେଷ ଦର୍ଶନ ପାଇଁ ରଖାଯିବ । ପରେ ତାଙ୍କ ପାର୍ଥିବ ଶରୀରକୁ ଏକ ଶୋଭାଯାତ୍ରାରେ ଖେରୁଆଲ ନିଆଯାଇ ଅନ୍ତିମ ସଂସ୍କାର କରାଯିବ । ରାଷ୍ଟ୍ରୀୟ ମର୍ଯ୍ଯାଦର ସହ ଶେଷକୃତ୍ୟ ହେବ ।

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଦିବଗଂତ ମନ୍ତ୍ରୀ ନବ କିଶୋର ଦାସଙ୍କର ଆଜି ହେବ ଶେଷକୃତ୍ୟ
ଭୁବନେଶ୍ୱର: ଦିବଗଂତ ମନ୍ତ୍ରୀ ନବ କିଶୋର ଦାସଙ୍କର ଆଜି ହେବ ଶେଷକୃତ୍ୟ । ଭୁବନେଶ୍ୱର ସରକାରୀ ବାସଭବନରେ ଶେଷ ଦର୍ଶନ ସହିତ ବିଜେଡି କାର୍ଯ୍ୟାଳୟରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିବେ ନେତା । ପରେ ଝାରସୁଗୁଡ଼ା ଅଭିମୁଖେ ଯିବ ମରଶରୀର । ହେଲିକପ୍ଟରରେ ପାର୍ଥୀବ ଶରୀରକୁ ଝାରସୁଗୁଡ଼ା ନିଆଯାଇ ଅନ୍ତିମ ସଂସ୍କାର କରାଯିବ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ହେବ ଶେଷକୃତ୍ୟ । ମନ୍ତ୍ରୀଙ୍କ ବିୟୋଗରେ ରାଜ୍ୟବ୍ୟାପୀ ୩ ଦିନିଆ ଶୋକ ପାଳନ କରାଯିବ। ଆସନ୍ତାକାଲି ପର୍ଯ୍ୟନ୍ତ ଶୋକ ପାଳନ କରାଯିବ। ରାଜଧାନୀ ଭୁବନେଶ୍ୱର ଓ ଝାରସୁଗୁଡ଼ାରେ ଅର୍ଦ୍ଧନମିତ ହେବ ଜାତୀୟ ପତାକା । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ତରଫରୁ ୩ ମନ୍ତ୍ରୀ ଉପସ୍ଥିତ ରହିବେ । ସଂସଦୀୟ ବ୍ୟାପର, ଅର୍ଥ, କୃଷି, ବାଣିଜ୍ୟ ଓ ପରିବହନ, ଜଳ ସଂପଦ ମନ୍ତ୍ରୀ ଅନ୍ତିମ ସଂସ୍କାର ସମୟରେ ଉପସ୍ଥିତ ରହିବେ ।

ଗୁଳିମାଡ଼ରେ ଗୁରୁତର ହୋଇ ଗତକାଲି ସନ୍ଧ୍ୟାରେ ରାଜଧାନୀର ଆପୋଲୋ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ମନ୍ତ୍ରୀ ନବ କିଶୋର ଦାସଙ୍କ ପରଲୋକ ହୋଇଥିଲା । ତାଙ୍କ ବାମ ପଟ ଛାତିରେ ଗୁଳି ବାଜିଥିଲା । ଡାକ୍ତର ଦେବାଶିଷ ନାୟକଙ୍କ ନେତୃତ୍ୱରେ ଡାକ୍ତରୀ ଟିମ୍‌ ଅପରେସନ୍‌ କରିଥିଲେ । ଗୁଳି ତାଙ୍କ ଛାତିରେ ବାଜି ପିଠି ଦେଇ ବାହାରକୁ ଚାଲି ଯାଇଥିଲା । ନବ କିଶୋର ଦାସଙ୍କ ହାର୍ଟ ଓ ବାମ ପଟ ଫୁସଫୁସରେ ଆଘାତ ସୃଷ୍ଟି ହୋଇଥିଲା । ଗୁଳିମାଡ଼ ଯୋଗୁଁ ପ୍ରବଳ ଅନ୍ତଃ ରକ୍ତସ୍ରାବ ହେଉଥିଲା । ଏଥିପାଇଁ ଜରୁରୀକାଳୀନ ଆଇସିୟୁ ଚିକିତ୍ସା ଦିଆଯାଇଥିଲା । ଡାକ୍ତରଙ୍କ ଅକ୍ଳାନ୍ତ ପରିଶ୍ରମ ପରେ ବି ନବକିଶୋର ଦାସଙ୍କୁ ବଞ୍ଚାଇ ପାରିନଥିଲେ । ଚିକିତ୍ସାଧୀନ ଅବସ୍ଥାରେ ୬୧ବର୍ଷ ବୟସରେ ନବକିଶୋର ଦାସଙ୍କ ପରଲୋକ ହୋଇଛି । ପରେ କ୍ୟାପିଟାଲ ହସ୍ପିଟାଲରେ ଶବ ବ୍ୟବଚ୍ଛେଦ ପରେ ବିଧାନସଭା ପରିସରକୁ ନିଆଯାଇଥିଲା ମରଶରୀର । ସେଠାରେ ସବୁ ଦଳର ନେତା ଓ ବିଧାୟକ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ସେଠାରୁ ନବ କିଶୋରଙ୍କ ସରକାରୀ ବାସଭବନକୁ ଅଣାଯାଇଥିଲା ମରଶରୀର । ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ ସମ୍ପନ୍ନ ହେବ ।

ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ ଅକାଳ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
ନୂଆଦିଲ୍ଲୀ : ଓଡ଼ିଶାର ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଓଡ଼ିଶା ମନ୍ତ୍ରୀଙ୍କ ଦୁର୍ଭାଗ୍ୟଜନକ ମୃତ୍ୟୁରେ ସେ ମର୍ମାହତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହି ଦୁଃଖଦ ସମୟରେ ଦିବଂଗତ ପରିବାରକୁ ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସଙ୍କ ଦୁର୍ଭାଗ୍ୟଜନକ ଦେହାନ୍ତରେ ଦୁଃଖିତ । ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା । ଓଁ ଶାନ୍ତି ।

— Narendra Modi (@narendramodi) January 29, 2023

ଆଜି ମଧ୍ୟାହ୍ଣରେ ସେ ଏକ କାର୍ଯ୍ୟକ୍ରମରେ ବ୍ରଜରାଜନଗର ଯାଇଥିବା ବେଳେ ସ୍ଥାନୀୟ ଗାନ୍ଧୀଛକ ଫାଣ୍ଡିର ପୁଲିସ ଏଏସଆଇ ଗୋପାଳ ଦାସ ତାଙ୍କୁ ଗୁଳିମାଡ଼ କରିଥିଲେ। ଏହି ଗୁଳିମାଡ଼ ପରେ ସଂକଟାପନ୍ନ ଅବସ୍ଥାରେ ତାଙ୍କୁ ଭୁବନେଶ୍ବରକୁ ଏୟାରଲିଫ୍ଟ କରାଯାଇଥିଲା ଓ ଆପୋଲୋ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ଗୁରୁତର ନବ ଦାସଙ୍କୁ ବଞ୍ଚାଇବା ପାଇଁ ଭୁବନେଶ୍ବରସ୍ଥିତ ଆପଲୋ ହସ୍‌ପିଟାଲରେ ଡାକ୍ତରୀ ଟିମ୍‌ ବହୁ ଉଦ୍ୟମ କରି ଶେଷରେ ବିଫଳ ହୋଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହେଉଥିଲା। ଏହି ଘଟଣାରେ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଛି।

Saddened by the unfortunate demise of Minister in Odisha Government, Shri Naba Kishore Das Ji. Condolences to his family in this tragic hour. Om Shanti.

— Narendra Modi (@narendramodi) January 29, 2023

ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ ଘଟଣା: ଚିକିତ୍ସା ପାଇଁ ଆପୋଲୋ ହସ୍ପିଟାଲରେ ଭର୍ତ୍ତିହେଲେ ନବ ଦାସ
ଭୁବନେଶ୍ବର: ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ ଘଟଣା । ଝାରସୁଗୁଡା ହସ୍ପିଟାଲରୁ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ମନ୍ତ୍ରୀ ନବ ଦାସ। ପହଞ୍ଚିବା ପରେ ଗ୍ରୀନ କରିଡରରେ ଜରିଆରେ ଭୁବନେଶ୍ୱରର ଆପୋଲୋ ହସ୍ପିଟାଲକୁ ଅଣାଯାଇଥିଲା। ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି। ଏପଟେ ଆପୋଲୋରେ ଡାକ୍ତରୀ ଟିମ ସମ୍ପୂର୍ଣ୍ଣ ସଜାଗ ହୋଇ ରହିଛି। ସେପଟେ ଚିକିତ୍ସା ବ୍ୟବସ୍ଥା ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆପୋଲରେ ପହଞ୍ଚିଛନ୍ତି। ତାଙ୍କ ଶୁଭେଚ୍ଛୁଙ୍କ ସମେତ ଅନେକ ଲୋକ ତାଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଛନ୍ତି।

ସୂଚନା ଅନୁଯାୟୀ, ନବ ଦାସ ସାଧାରଣ ସଭାରେ ଯୋଗଦେବାକୁ ଯାଇଥିବା ବେଳେ ଏହି ଗୁଳିମାଡ ହୋଇଥିଲା । ପୁଲିସ କର୍ମୀ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଥିବା ବ୍ରଜରାଜନଗର ଏସଡିପିଓ କହିଥିଲେ । ବ୍ରଜରାଜନଗର ଗାନ୍ଧି ଛକରେ ଏହି ଗୁଳିମାଡ ହୋଇଥିଲା। ତାଙ୍କ ଉପରକୁ ୫ ରାଉଣ୍ଡ ଗୁଳିମାଡ କରାଯାଇଥିବା ଜଣାପଡିଥିଲା। ଗୁଳିମାଡ ପରେ ସେ ଅଚେତ ହୋଇପଡିଥିଲେ। ତାଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ରହିଛି। ତାଙ୍କ ଅବସ୍ଥା ଗରୁତର ରହିଥିବାରୁ ଅଧିକ ଚିକିତ୍ସା ପାଇଁ ଝାରସୁଗୁଡାରୁ ଭୁବନେଶ୍ବରକୁ ଏୟାରଲିଫ୍ଟ କରାଯାଇଥିଲା। ଏୟାରଲିଫ୍ଟରେ ପହଞ୍ଚିବା ପରେ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ବରର ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ।

ଏୟାରଲିଫ୍ଟ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ
ଭୁବନେଶ୍ବର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଏୟାରଲିଫ୍ଟ କରାଯାଇଛି। ଭୁବନେଶ୍ୱରର ଆପୋଲୋ ହସ୍ପିଟାଲକୁ ଅଣାଯାଉଛି। ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ରହିଥିବାରୁ ଅଧିକ ଚିକିତ୍ସା ପାଇଁ  ଝାରସୁଗୁଡା ହସ୍ପିଟାଲରୁ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରକୁ ଅଣାଯାଉଛି। ଭୁବନେଶ୍ବର ବିମାନ ବନ୍ଦରରରୁ ସ୍ବତନ୍ତ୍ର ଗ୍ରୀନ କରିଡର ବ୍ୟବସ୍ଥା କରାଯାଇଛି। ଏପଟେ ଆପୋଲରେ ଡାକ୍ତରୀ ଟିମ ସମ୍ପୂର୍ଣ୍ଣ ସଜାଗ ହୋଇ ରହିଛି।

ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପୁଲିସ କର୍ମୀ ଗୁଳିମାଡ କରିଛନ୍ତି । ଗୁଳିମାଡ ନେଇ ଏସଡିପିଓ ସ୍ପଷ୍ଟ କରିଛନ୍ତି । ବ୍ରଜରାଜନଗର ଏସଡିପିଓ କହିଥିଲେ ଯେ, ଗାନ୍ଧୀଛକ ଫାଣ୍ଡିରେ ପୁଲିସ କର୍ମୀ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଛନ୍ତି। ଅଭିଯୁକ୍ତଙ୍କୁ କାବୁ କରାଯାଇଛି। କିନ୍ତୁ କାହିଁକି ମନ୍ତ୍ରୀଙ୍କୁ ଗୁଳିମାଡ କଲା ତାହା ଜଣାପଡିନାହିଁ  ।

ସୂଚନା ଅନୁଯାୟୀ, ନବ ଦାସ ସାଧାରଣ ସଭାରେ ଯୋଗଦେବାକୁ ଯାଇଥିବା ବେଳେ ଏହି ଗୁଳିମାଡ ହୋଇଥିଲା । ବ୍ରଜରାଜନଗର ଗାନ୍ଧି ଛକରେ ଏହି ଗୁଳିମାଡ ହୋଇଥିଲା। ତାଙ୍କ ଉପରକୁ ୫ ରାଉଣ୍ଡ ଗୁଳିମାଡ କରାଯାଇଥିବା ଜଣାପଡିଥିଲା। ଗୁଳିମାଡ ପରେ ସେ ଅଚେତ ହୋଇପଡିଥିଲେ। ତାଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ରହିଛି। ତାଙ୍କ ଅବସ୍ଥା ଗରୁତର ରହିଥିବାରୁ ଅଧିକ ଚିକିତ୍ସା ପାଇଁ ଝାରସୁଗୁଡାରୁ ଭୁବନେଶ୍ବରକୁ ଏୟାରଲିଫ୍ଟ କରାଯାଉଛି।

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଛି ପୁଲିସ ଏଏସଆଇ: SDPO
ଭୁବନେଶ୍ବର: ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ଘଟଣା। ତେବେ ଏହି ଗୁଳିମାଡ ପୁଲିସ କରିଛି। ତେବେ କାହିଁକି ପୁଲିସ ଜଣଙ୍କ ଏମିତି କାଣ୍ଡ ଭିଆଇଲେ ସେ ନେଇ ତଥ୍ୟ ମିଳିପାରି ନାହିଁ। ଏନେଇ ବ୍ରଜରାଜନଗର ଏସଡିପିଓ କହିଛନ୍ତି ଯେ, ଗାନ୍ଧୀଛକ ଫାଣ୍ଡିରେ ପୁଲିସ କର୍ମୀ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଛନ୍ତି। ଅଭିଯୁକ୍ତଙ୍କୁ କାବୁ କରାଯାଇଛି।

ସୂଚନା ଅନୁଯାୟୀ, ନବ ଦାସ ସାଧାରଣ ସଭାରେ ଯୋଗଦେବାକୁ ଯାଇଥିବା ବେଳେ ଦୁର୍ବୃତ୍ତ ଗୁଳିମାଡ କରିଥିଲେ । ବ୍ରଜରାଜନଗର ଗାନ୍ଧି ଛକରେ ଏହି ଗୁଳିମାଡ ହୋଇଥିଲା । ପ୍ରାଥମିକ ଖବରରୁ ୩ ଜଣ ଦୁର୍ବୃତ୍ତ ଅତର୍କିକ ଗୁଳିମାଡ କରିଥିବା ସୂଚନା ମିଳିଥିଲା। ତାଙ୍କ ଉପରକୁ ୫ ରାଉଣ୍ଡ ଗୁଳିମାଡ କରାଯାଇଥିବା ଜଣାପଡିଥିଲା। ଗୁଳିମାଡ ପରେ ସେ ଅଚେତ ହୋଇପଡିଥିଲେ। ତାଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଅବସ୍ଥା ଗୁରୁତର ରହିଛି।

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
ଭୁବନେଶ୍ବର: ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼। ନବ ଦାସଙ୍କ ଦେହରେ ବାଜିଛି ଗୁଳି।  ସାଧାରଣ ସଭାରେ ଯୋଗଦେବାକୁ ଯାଇଥିବା ବେଳେ ଗୁଳିମାଡ କରିଛନ୍ତି ଦୁର୍ବୃତ୍ତ । ବ୍ରଜରାଜନଗର ଗାନ୍ଧି ଛକରେ ଏହି ଗୁଳିମାଡ ହୋଇଥିବା ସୂଚନା । ୩ ଜଣ ଦୁର୍ବୃତ୍ତ ଅତର୍କିକ ଗୁଳିମାଡ କରିଥିଲେ। ତାଙ୍କ ଉପରକୁ ୫ ରାଉଣ୍ଡ ଗୁଳିମାଡ କରାଯାଇଥିବା ଜଣାପଡିଛି। ଗୁଳିମାଡ ପରେ ସେ ଅଚେତ ହୋଇପଡିଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଅବସ୍ଥା ଗୁରୁତର ରହିଛି। କିଏ ଓ କାହିଁକି ଗୁଳିମାଡ କରିଛି ଏ ନେଇ ପୁଲିସ ତଦନ୍ତ ଆରମ୍ଭ କରିଦେଇଛି।