Pintu Nanda - The Sakala

ପଞ୍ଚଭୂତରେ ବିଲୀନ ହେଲେ ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ, ପୁରୀ ସ୍ୱର୍ଗଦ୍ୱାରରେ ଦିଆଗଲା ଅଶ୍ରୁଳ ବିଦାୟ
ପୁରୀ: ପଞ୍ଚଭୂତରେ ବିଲୀନ ହେଲେ ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ । ଆଜି ପୁରୀ ସ୍ୱର୍ଗଦ୍ୱାରରେ ପିଣ୍ଟୁ ନନ୍ଦଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଭୁବନେଶ୍ୱରରୁ ମରଶରୀର ସ୍ୱର୍ଗଦ୍ୱାରରେ ପହଞ୍ଚିବା ପରେ ପୁରୀର ବିଭିନ୍ନ କଳାକାର ସଙ୍ଘ, ସାଂସ୍କୃତିକ ଅନୁଷ୍ଠାନର ସଦସ୍ୟ ଓ ସିନେପ୍ରେମୀମାନେ ସ୍ୱର୍ଗଦ୍ୱାରରେ ଉପସ୍ଥିତ ରହି ପିଣ୍ଟୁଙ୍କ ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ଶୋକାକୂଳ ପରିବେଶରେ ପିଣ୍ଟୁଙ୍କ ବଡ଼ ପୁଅ ମୁଖାଗ୍ନି ଦେଇଥିଲେ।

ଗତ ବୁଧବାର ବିଳମ୍ବିତ ରାତିରେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଲିଭର ଟ୍ରାନ୍ସପ୍ଲାଣ୍ଟ ପୂର୍ବରୁ ପିଣ୍ଟୁଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୫ବର୍ଷ ହୋଇଥିଲା। ପିଣ୍ଟୁଙ୍କର ଯକୃତ ଟ୍ରାନ୍ସପ୍ଲାଣ୍ଟ ହେବାକୁ ଥିବା ବେଳେ ଡୋନର ମିଳି ନଥିଲେ। ଫଳରେ ଚିକିତ୍ସାରେ ବିଳମ୍ବ ହୋଇଥିଲା। ଗତ କିଛିଦିନ ତଳେ ତାଙ୍କୁ ଭୁବନେଶ୍ବରରୁ ଦିଲ୍ଲୀ ସ୍ଥାନାନ୍ତର କରାଯାଇଥିଲା । କିନ୍ତୁ ସେଠାରେ ଲିଭର ଡୋନର ନମିଳିବାରୁ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଥିଲା ଆଲବମ ହିରୋରୁ ଫିଲ୍ମ ହିରୋ, କମେଡିଆନରୁ ଭିଲେନ୍‌ ଅଭିନୟର ସବୁ କ୍ଷେତ୍ରରେ ନିଜର ସ୍ୱତନ୍ତ୍ର ଛାପ ଛାଡିଯାଇଛନ୍ତି ପିଣ୍ଟୁ ନନ୍ଦ ।

ଓଲିଉଡ଼ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ବର: ଓଲିଉଡ଼ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗ  ଘଟିଛି। ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।

— Naveen Patnaik (@Naveen_Odisha) March 2, 2023

ସୂଚନା ଅନୁଯାୟୀ, ପିଣ୍ଟୁ ନନ୍ଦ ଦୀର୍ଘ ଦିନ ଧରି ଯକୃତ ଜନିତ ରୋଗରେ ଆକ୍ରାନ୍ତ ଥିଲେ । ଭୁବନେଶ୍ୱରରେ ଚିକିତ୍ସା ପରେ ଯକୃତ ପ୍ରତିରୋପଣ ପାଇଁ ତାଙ୍କୁ ନୂଆ ଦିଲ୍ଲୀ ସ୍ଥାନାନ୍ତର କରଯାଇଥିଲା । କିନ୍ତୁ ସେଠାରେ ଡୋନର ନ ମିଳିବାରୁ ପିଣ୍ଟୁଙ୍କୁ ହାଇଦ୍ରାବାଦ ଯଶୋଦା ହସ୍ପିଟାଲକୁ ନିଆଯାଇଥିଲା । ସେଠାରେ ମଧ୍ୟ ଡୋନର ନ ମିଳିବାରୁ ତାଙ୍କର ଯକୃତ ପ୍ରତିରୋପଣ ହୋଇ ପାରି ନଥିଲା ।

ଲିଭର ଟ୍ରାନ୍ସପ୍ଲାଣ୍ଟ ପାଇଁ ଦିଲ୍ଲୀ ଗଲେ ଅଭିନେତା ପିଣ୍ଟୁ ନନ୍ଦ
ଭୁବନେଶ୍ବର:  ଅପରେସନ ପାଇଁ ଆଜି ଦିଲ୍ଲୀ ଗଲେ ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ ।  ଆଜି ସକାଳେ ଭୁବନେଶ୍ୱରରୁ ସେ ବିମାନ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ଦିଲ୍ଲୀରେ ଥିବା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲିଭର ଆଣ୍ଡ୍‌ ବିଲିଆରି ସାଇନସେସ(ILVS ) ହସ୍ପିଟାଲରେ ଚିକିତ୍ସିତ ହେବେ। ସେଠାରେ ପିଣ୍ଟୁ ନନ୍ଦଙ୍କ ଲିଭର୍ ଟ୍ରାନ୍ସପ୍ଲାଣ୍ଟ କରାଯିବ।

ସୂଚନା ଅନୁଯାୟୀ, ଲିଭର୍ ସିରୋସିସରେ ପୀଡ଼ିତ ହେବା ପରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ ପିଣ୍ଟୁ। ଏଥିପାଇଁ ପ୍ରାୟ ୫୦ ଲକ୍ଷ ଟଙ୍କା ଆବଶ୍ୟକ। ଯାହାକୁ ଯୋଗାଡ଼ କରିବା ତାଙ୍କ ପରିବାର ପକ୍ଷେ ସମ୍ଭବ ନଥିଲା। ତେଣୁ ସେ ସହାୟତା ପାଇଁ ନିବେଦନ କରିଥିଲେ । ବହୁ ଶୁଭେଛୁ ତାଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି । ଆହୁରି ଅଧିକ ଅର୍ଥର ଆବଶ୍ୟକତା ରହିଛି । ଏଣୁ ଅଧିକ ସହାୟତା ପାଇଁ ଶ୍ରୀତମ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

ଓଲିଉଡର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦ ବହୁ ବର୍ଷ ହେବ ଓଡିଆ ସିନେମା ଜଗତରେ ସକ୍ରିୟ ଅଛନ୍ତି। ଦର୍ଶକ ପିଣ୍ଟୁ ନନ୍ଦଙ୍କୁ କେତେବେଳେ ଖଳନାୟକ, କେତେବେଳେ ସହନାୟକ ପୁଣି କେତେବେଳେ କମେଡିଆନ୍‌ ଚରିତ୍ରରେ ଦେଖିଛନ୍ତି। ପିଣ୍ଟୁ ବିଭିନ୍ନ ସମୟରେ ନାୟକ/ନାୟିକାଙ୍କ ଭାଇ,ଦାଦା ଭଳି ଚରିତ୍ରରେ ବି ନଜର ଆସିଛନ୍ତି। ପିଣ୍ଟୁ ଶତାଧିକ ଓଡ଼ିଆ ଛବିରେ ଅଭିନୟ କରିଛନ୍ତି।

ଲିଭର ଟ୍ରାନ୍ସପ୍ଲାଣ୍ଟ ପାଇଁ ଆସନ୍ତାକାଲି ଦିଲ୍ଲୀ ଯିବେ ଅଭିନେତା ପିଣ୍ଟୁ ନନ୍ଦ
ଭୁବନେଶ୍ୱର: ଅପରେସନ ପାଇଁ ଆସନ୍ତାକାଲି ଦିଲ୍ଲୀ ଯିବେ ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ । ଦିଲ୍ଲୀର ILVS ହସ୍ପିଟାଲରେ ଅପରେସନ କରାଯିବ ବୋଲି ସୂଚନା ମିଳିଛି । ବର୍ତ୍ତମାନ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଥିବା ନେଇ ବରିଷ୍ଠ ଅଭିନେତା ଶ୍ରୀତମ ଦାସ ସୂଚନା ଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ଦୁଇ ଜଣ ଡୋନର ସ୍ଥିର ହୋଇଛି । ଦିଲ୍ଲୀରେ ଆସନ୍ତାକାଲି ପହଂଚିବା ପରେ ସେଠାରେ ଚିକିତ୍ସା ଆରମ୍ଭ କରାଯିବ ।

ସୂଚନା ଅନୁସାରେ, ଲିଭର ସିରୋସିସ୍‌ ରୋଗରେ ଗୁରୁତର ହୋଇ ପଡ଼ିଥିବା ପିଣ୍ଟୁଙ୍କର ଲିଭର ଟ୍ରାନ୍ସପ୍ଲାଣ୍ଟ କରାଯିବ। ଏଥିପାଇଁ ପ୍ରାୟ ୫୦ ଲକ୍ଷ ଟଙ୍କା ଆବଶ୍ୟକ। ଯାହାକୁ ଯୋଗାଡ଼ କରିବା ତାଙ୍କ ପରିବାର ପକ୍ଷେ ସମ୍ଭବ ନଥିଲା। ତେଣୁ ସେ ସହାୟତା ପାଇଁ ନିବେଦନ କରିଥିଲେ । ବହୁ ଶୁଭେଛୁ ତାଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି । ଆହୁରି ଅଧିକ ଅର୍ଥର ଆବଶ୍ୟକତା ରହିଛି । ଏଣୁ ଅଧିକ ସହାୟତା ପାଇଁ ଶ୍ରୀତମ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ପିଣ୍ଟୁ ନନ୍ଦଙ୍କ ସହିତ ତାଙ୍କ ଭିଣୋଇ ଯିବାକୁ ଥିବା ବେଳେ ତା’ ପରଦିନ ପିଣ୍ଟୁଙ୍କ ଭାଇ ଓ ଦୁଇ ଜଣ ଡୋନର ଯିବେ ବୋଲି ସୂଚନା ମିଳିଛି ।

ଓଲିଉଡର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦ ବହୁ ବର୍ଷ ହେବ ଓଡିଆ ସିନେମା ଜଗତରେ ସକ୍ରିୟ ଅଛନ୍ତି। ଦର୍ଶକ ପିଣ୍ଟୁ ନନ୍ଦଙ୍କୁ କେତେବେଳେ ଖଳନାୟକ, କେତେବେଳେ ସହନାୟକ ପୁଣି କେତେବେଳେ କମେଡିଆନ୍‌ ଚରିତ୍ରରେ ଦେଖିଛନ୍ତି। ପିଣ୍ଟୁ ବିଭିନ୍ନ ସମୟରେ ନାୟକ/ନାୟିକାଙ୍କ ଭାଇ,ଦାଦା ଭଳି ଚରିତ୍ରରେ ବି ନଜର ଆସିଛନ୍ତି। ପିଣ୍ଟୁ ଶତାଧିକ ଓଡ଼ିଆ ଛବିରେ ଅଭିନୟ କରିଛନ୍ତି।