Athagarg - The Sakala

ଆଠଗଡ ବନଖଣ୍ଡରେ ପୁଣି ଏକ ଦନ୍ତାହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ
ଆଠଗଡ଼: ରାଜ୍ୟରେ ଥମୁନି ହାତୀ ମୃତ୍ୟୁ । ଆଠଗଡ ବନଖଣ୍ଡରେ ପୁଣି ଏକ ଦନ୍ତାହାତୀର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ନୂଆବନ୍ଧ ବେତିଆ କାଜୁ ଜଙ୍ଗଲରେ ହାତୀର ମୃତଦେହ ଠାବ କରାଯାଇଛି । ତେବେ ଦନ୍ତାହାତୀର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ବନ ବିଭାଗ ଟିମ ପହଞ୍ଚି ତଦନ୍ତ ଜାରି ରଖିଛି । ହାତୀର ଶୁଣ୍ଢରେ କ୍ଷତଚିହ୍ନ ରହିଥିବା ଜଣାପଡିଛି ।

ତେବେ ହାତୀକୁ ଶୀକାରୀ କରାଯାଇଛି ନା ଅନ୍ୟ କୌଣସି କାରଣ ପାଇଁ ମୃତ୍ୟୁ ହୋଇଛି ସେନେଇ କାରଣ ଅସ୍ପଷ୍ଟ ରହିଛି। ପୂର୍ବରୁ ନରସିଂହପୁରରୁ ୪ଟି ଓ ବଡମ୍ବାରୁ ୪ଟି ଦନ୍ତା ହାତୀର କଙ୍କାଳ ଠାବ ହୋଇଥିବା ବେଳେ ୨ଟି ଗୁଳିବିଦ୍ଧ ହାତୀର ମୃତଦେହ ଉଦ୍ଧାର ହୋଇଥିଲା।