Medical College - The Sakala

୧୦୦ଟି ଏମବିବିଏସ୍ ସିଟ୍ ଲାଗି ମିଳିଲା ଅନୁମତି, ଚଳିତ ଶିକ୍ଷାବର୍ଷରୁ କଳାହାଣ୍ଡି ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢ଼ା
କଳାହାଣ୍ଡି: ଚଳିତବର୍ଷରୁ କଳାହାଣ୍ଡି ଭବାନୀପାଟଣାସ୍ଥିତ ସରକାରୀ ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢ଼ା । ୧୦୦ଟି ଏମବିବିଏସ୍ ସିଟ୍ ଲାଗି ଅନୁମତି ମିଳିଛି। ଏନେଇ ସୂଚନା ଦେଇଛି ନ୍ୟାସନାଲ ମେଡିକାଲ କମିଶନ୍ ମେଡିକାଲ ଆସେସମେଣ୍ଟ ଆଣ୍ଡ ରେଟିଂ ବୋର୍ଡ । ୧୦୦ଟି ଏମବିବିଏସ୍ ସିଟ ଲାଗି ମିଳିଲା ଅନୁମତି । ୨୦୨୩-୨୪ ଶିକ୍ଷାବର୍ଷରୁ କଳାହାଣ୍ଡି ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢ଼ା ।

ଡାକ୍ତରୀ ଅଭାବ ସମସ୍ୟାର ହେବ ସମାଧାନ, ରାଜ୍ଯର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ
ଭୁବନେଶ୍ବର: ଚଳିତ ଶିକ୍ଷା ବର୍ଷରୁ କଳାହାଣ୍ଡିର ମେଡିକାଲ କଲେଜରେ ଛାତ୍ରଛାତ୍ରୀ ଗ୍ରହଣ କରାଯିବ। ଏନେଇ ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି। ଆସନ୍ତା ବର୍ଷ ଯାଜପୁର ଓ କନ୍ଧମାଳ ଜିଲ୍ଲାରେ ଦୁଇଟି ଓ ୨୦୨୬ ସୁଦ୍ଧା ତାଳଚେରରେ ମଧ୍ୟ ପ୍ରତିଷ୍ଠା ହେବ ମେଡିକାଲ କଲେଜ। ଆଗକୁ ସବୁ ଜିଲ୍ଲା ସଦର ମହକୁମାରେ ମେଡିକାଲ କଲେଜ ଖୋଲିବା ଯୋଜନା ରଖିଛନ୍ତି ରାଜ୍ୟ ସରକାର।

ବର୍ତ୍ତମାନ ରାଜ୍ୟରେ ବ୍ରହ୍ମପୁର, କଟକ ଓ ବୁର୍ଲା ସମେତ ମୋଟ ୧୦ ଟି ସରକାରୀ ମେଡିକାଲ କଲେଜ ରହିଛି। ଏହା ସହିତ ୨ଟି ପୋଷ୍ଟ ଗ୍ରାଜୁଏଟ ଓ ଡେଣ୍ଟାଲ ମେଡିକାଲ କଲେଜ ରହିଛି। ପ୍ରତ୍ୟେକ ନୂତନ ମେଡିକାଲ କଲେଜରେ ୧୦୦ ସିଟ ଲେଖାଏଁ ରହିଛି। ୧୦ଟି ମେଡିକାଲ କଲେଜରେ ମୋଟ ୧୪୦୦ ଏମବିବିଏସ ସିଟ ରହିଛି। ସବୁ ଜିଲ୍ଲାରେ ମେଡିକାଲ ଖୋଲିବା ପରେ ରାଜ୍ୟର ଡାକ୍ତର ଅଭାବ ସମସ୍ୟା ଦୂର ହେବ। ଏଥିପାଇଁ ରାଜ୍ୟ ସରକାର ବେଶ ଯତ୍ନବାନ ଓ ଭିତ୍ତିଭୂମିର ବିକାଶ କରାଯାଉଛି।

ଏମବିବିଏସ ଡିଗ୍ରୀ ହାସଲ ପରେ ରାଜ୍ୟ ବାହାରକୁ ନଯିବା ପାଇଁ ଦୁଇ ବର୍ଷ ବଣ୍ଡ ବା ଚୁକ୍ତି କରାଯାଉଛି। ନକଲି ଡାକ୍ତରଙ୍କୁ ଚିହ୍ନଟ କରିବା ପାଇଁ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ଏନେଇ ଆବଶ୍ୟକ ପଦକ୍ଷେପ ଖୁବଶୀଘ୍ର ନିଆଯିବ। ଏ ନେଇ ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି।