Dipali Das - The Sakala
ଝାରସୁଗୁଡା: ଝାରସୁଗୁଡା ବିଧାନସଭା ନିର୍ବାଚନୀ ମାମଲା। ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା।  ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ମାମଲା ଚାଲିବ। ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ଟଙ୍କଧରଙ୍କ ଆବେଦନ ହାଇକୋର୍ଟ ଖାରଜ କରିଛନ୍ତି। ଟଙ୍କଧରଙ୍କ ବିରୋଧରେ ଅପରାଧୀକ ମାମଲା ସମ୍ପର୍କରେ ତଥ୍ୟ ନେଇ ସତ୍ୟପାଠ ଦାଖଲ କରିବାକୁ ଦୀପାଳି ଦାସଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଅପରାଧୀକ ମାମଲା ସମ୍ପର୍କରେ ତଥ୍ୟ ଲୁଚାଇବା ଅସାଧୁ ଉପାୟ ଅବଲମ୍ବନ ବୋଲି ହାଇକୋର୍ଟଙ୍କ ମତ। ଏପ୍ରିଲ ୨୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦରୁ ବିପୁଳ ଭୋଟରେ ଜିତିବୁ, ମୋ ଉପରେ ଭରସା ରଖିଥିବାରୁ ଧନ୍ୟବାଦ : ଦୀପାଳି ଦାସ
ଝାରସୁଗୁଡା : ଆସନ୍ତା ମେ ୧୦ରେ ଝାରସୁଗୁଡା ଉପନିର୍ବାଚନ ପାଇଁ ହେବ ଭୋଟ ଗ୍ରହଣ। ଏନେଇ ଗତ ୨୯ ତାରିଖ ଅର୍ଥାତ ବୁଧବାର ଭାରତୀୟ ନିର୍ବାଚନ ଆୟୋଗ ଘୋଷଣା କରିବା ପରେ ୪୮ ଘଣ୍ଟା ମଧ୍ୟରେ ବିଜୁ ଜନତା ଦଳ ପ୍ରତମ ଦଳ ଭାବେ ତାର ପ୍ରାର୍ଥୀ ଘୋଷା କରିଛି। ସ୍ବର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡି ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ନେଇ ଦୀପାଳିଙ୍କ ନାଁରେ ମୋହର ମାରିଛନ୍ତି । ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ନିଜର ପ୍ରଥମ ବୟାନରେ ଦୀପାଳି ଦାସ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେବା ସହ ଉପନିର୍ବାଚନରେ ବିଜେଡି ବିପୁଳ ଭୋଟରେ ବିଜୟ ହାସଲ କରିବ ବୋଲି ଦମ୍ଭୋକ୍ତିର ସହ କହିଛନ୍ତି।
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଝାରସୁଗୁଡା ଉପନିର୍ବାଚନ ପାଇଁ ଦୀପାଳିଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିବ ପରେ ଦୀପାଳି କହିଛନ୍ତି‘ମୋ ଉପରେ ଭରସା ରଖିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ’ ମୁଖ୍ୟମନ୍ତ୍ରୀଙ୍କ କାମ ଲୋକଙ୍କ ପାଖରେ ପହଞ୍ଚାଇବି। ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦରୁ ଏହି ଉପନିର୍ବାଚନ ବିପୁଳ ଭୋଟରେ ଜିତିବୁ। ମୋ ବାପା ଝାରସୁଗୁଡାକୁ ନେଇ ଯେଉଁ ସ୍ବପ୍ନ ଦେଖିଥିଲେ  ତାହା ସବୁ ପୂରଣ ପାଇଁ ଚେଷ୍ଟା କରିବି ।
ଅନ୍ୟପଟେ ବିଜେଡି ଉପ ସଭାନେତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି, ଝାରସୁଗୁଡାରେ ବିଜେଡି ୫୦ ହଜାରରୁ ଅଧିକ ଭୋଟରେ ଜିତିବ।ଦିପାଳୀ ଜଣେ ଉଚ୍ଚଶିକ୍ଷିତା ମହିଳା । ବିରୋଧୀଙ୍କ ଉପରେ ସେ ଭାରି ପଡିବେ । ଝାରସୁଗୁଡାରେ ଅନୁକମ୍ଫା ଫ୍ୟାକ୍ଟର କାମ କରିପାରେ । ତେବେ ବିଜେଡି କିନ୍ତୁ ଝାରସୁଗୁଡାରେ ୫୦ ହଜାରରୁ ଅଧିକ ଭୋଟରେ ଜିତିବ । ତେବେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ବୈଠକ ଡାକିଛନ୍ତି । ଯାହା ରଣନୀତି ପ୍ରସ୍ତୁତ ହେବ, ମୁଖ୍ୟମନ୍ତ୍ରୀ ଯାହା ନିର୍ଦ୍ଦେଶ ଦେବେ ସେଇ ଅନୁସାରେ ବିଜେଡି ନିର୍ବାଚନ ମଇଦାନକୁ ଓହ୍ଲାଇବ ବୋଲି ସେ କହିଛନ୍ତି ।
ଅନ୍ୟପଟେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେପି ଓ କଂଗ୍ରେସ ପ୍ରାର୍ଥୀ ଖୋଜିବାରେ ଲାଗିଛନ୍ତି। କାରଣ ଦୀପାଳି ଦାସଙ୍କୁ ଟକ୍କର ଦେଲା ଭଳି ବିରୋଧୀଙ୍କୁ ପ୍ରାର୍ଥୀ ମିଳୁନାହାନ୍ତି । ପୂର୍ବ ୨୦୧୯ ନିର୍ବାଚନରେ ବିଜେଡିର ଟାଣୁଆ ନେତା ଦୃଢ ସଙ୍ଗଠନ ସ୍ବର୍ଗତ ନବ କିଶୋର ଦାସ ବଡ଼ ବିଜୟ ହାସଲ କରିଥିଲେ। ତାଙ୍କ ଅବର୍ତ୍ତମାନରେ ହେଉଥିବା ଉପନିର୍ବାଚନରେ ଝାରସୁଗୁଡା ବାସୀ ପୁଣିଥରେ ବିଜେଡିକୁ ହିଁ ବିଜୟ ଦେବେ ବୋଲି ବିଜେଡି ବିଧାୟକ ଶଶୀ ଭୂଷଣ ବେହେରା କହିଛନ୍ତି।
ସୂଚନା ମୁତାବକ ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀରେ ୨ ଲକ୍ଷ ୨୧ ହଜାର ଭୋଟର ରହିଥିବା ବେଳେ ପୁରୁଷ ଭୋଟର ୧ ଲକ୍ଷ ୧୦ ହଜାର ଓ ମହିଳା ଭୋଟର ୧ ଲକ୍ଷ ୨୦ ହଜାର ରହିଛନ୍ତି। ଏଥିରେ କିରିମିରା, ଲଇକେରା, କୋଲାବିରା ବ୍ଲକ, ଝାରସୁଗୁଡା ବ୍ଲକ ଓ ଝାରସୁଗୁଡା ପୌର ପରିଷଦର ୨୪ ୱାର୍ଡକୁ ନେଇ ଝାରସୁଗୁଡା ନିର୍ବାଚନ ମଣ୍ଡଳୀ । ୨୦୦୯ରୁ ସ୍ୱର୍ଗତ ନବକିଶୋର ଦାସ ଝାରସୁଗୁଡ଼ାରୁ ନିର୍ବାଚିତ ହୋଇଥିଲେ। ଦୁଇଥର କଂଗ୍ରେସ ଓ ଥରେ ବିଜେଡି ଟିକେଟରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ ନିର୍ବାଚନରେ ସ୍ୱର୍ଗତ ନବ କିଶୋର ଦାସ ୯୮ ହାଜରରୁ ଅଧିକ ଭୋଟ ପାଇଥିଲେ । ଏହା ସହ ବିଜେପି ପ୍ରାର୍ଥୀ ଦୀନେଶ କୁମାର ଜୈନଙ୍କୁ ୪୫ ହଜାରରୁ ଅଧିକ ଭୋଟରେ ପରାସ୍ତ କରିଥିଲେ ନବକିଶୋର ଦାସ। ଏଥି ସହିତ ଗତ ପଂଚାୟତ ନିର୍ବାଚନରେ ୫ଟି ଜିଲ୍ଲା ପରଷଦ ଓ ପୌର ନିର୍ବାଚନରେ ଝାରସଗୁଡା ପୌର ପରିଷଦ ଦଖଲ କରିଥିଲା ବିଜେଡି। ଏଣୁ ଉପନିର୍ବାଚନରେ ମଧ୍ୟ ବିଜେଡି ବିପୁଳ ଭୋଟରେ ବାଜିମାତ୍‌ କରିବ ବୋଲି ରାଜନୈତିକ ସମୀକକ୍ଷ ମାନେ ମତ ଦେଇଛନ୍ତି।
ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା: ବାପାଙ୍କ ମୃତ୍ଯୁ ନେଇ ରାଜନୀତି ନହେଉ- ଝିଅ ଦୀପାଳି
ଭୁବନେଶ୍ବର: ନବ ଦାସଙ୍କ ହତ୍ୟା ଘଟଣାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ । ଏହି ପ୍ରସଙ୍ଗରେ ଝିଅ ଦୀପାଳି ଦାସ ଆଜି ପ୍ରତିକ୍ରିୟା ଦେଇଛନ୍ତି। ବାପାଙ୍କ ମୃତ୍ଯୁ ଏକ ସମ୍ବେଦନଶୀଳ ଘଟଣା ବୋଲି ଦୀପାଳି କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଉପରେ ଭରସା ଅଛି। ଆମ ପରିବାରକୁ ନ୍ୟାୟ ମିଳିବ ବୋଲି ଦୀପାଳି କହିଛନ୍ତି। ତାଙ୍କ ବାପାଙ୍କ ହତ୍ୟାକୁ ରାଜନୈତିକ ପ୍ରସଙ୍ଗ ନକରିବାକୁ ସେ କହିଛନ୍ତି। ଜଣେ ଭଲ ଜଜଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି । ମୁଖ୍ୟମନ୍ତ୍ରୀ ଆମ ପିତା ଭଳି ଆଶୀର୍ବାଦ ରଖିଛନ୍ତି। ଧୈର୍ଯ୍ଯ ଦେଇଥିବାରୁ ସାରା ଜୀବନ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞ ରହିବି ବୋଲି ଝିଅ ଦୀପାଳି କହିଛନ୍ତି।