OERC Chairman - The Sakala

ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ, OERCର ଅଧ୍ୟକ୍ଷ ଭାବେ ମିଳିଲା ନିଯୁକ୍ତି
ଭୁବନେଶ୍ୱର: ଅବସର ନେବା ପୂର୍ବରୁ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ନୂଆ ଦାୟିତ୍ବ । OERC ଅଧ୍ୟକ୍ଷ ହେବେ ସୁରେଶ ଚନ୍ଦ୍ର ମହାପାତ୍ର । ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟୋରି କମିଶନ(ଓଇଆରସି) ଚେୟାରମ୍ୟାନ ଭାବେ ସୁରେଶ ମହାପାତ୍ରଙ୍କୁ ନିଯୁକ୍ତି ମିଳିଛି। ଏନେଇ ଶକ୍ତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୮ରେ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେବେ ସୁରେଶ ମହାପାତ୍ର ।

ମୁଖ୍ୟ ଶାସନ ସଚିବଙ୍କ ପଦରୁ ସୁରେଶଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ ପ୍ରଦୀପ କୁମାର ଜେନା । ଏନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏବେ ଏସଆରସି ଦାୟିତ୍ୱରେ ଅଛନ୍ତି ପ୍ରଦୀପ ଜେନା । ମାର୍ଚ୍ଚ ୧ ତାରିଖରୁ ନୂଆ ଶାସନ ସଚିବ ଭାବେ ପ୍ରଦୀପ ଜେନା ଦାୟିତ୍ୱ ଗ୍ରହଣ କରିବେ ।