Odia Actress - The Sakala

ଅଡୁଆରେ ନିଶା ମହାରଣା: ଅଶ୍ଳୀଳ ନୃତ୍ୟ ପାଇଁ ଗିରଫ କରିବାକୁ ଭୁବନେଶ୍ୱରରେ ପହଞ୍ଚିଲା ବଲାଙ୍ଗିର ପୋଲିସ
ବହୁଚର୍ଚ୍ଚିତ ଯାତ୍ରା ନୃତ୍ୟଶିଳ୍ପୀ ନିଶା ମହାରଣାଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି। ଅଶ୍ଳୀଳ ନୃତ୍ୟ ପରିବେଷଣ ଅଭିଯୋଗରେ ତାଙ୍କୁ ଗିରଫ କରିବା ପାଇଁ ବଲାଙ୍ଗିର ପୋଲିସ ଏକ ଟିମ୍ ସହ ଭୁବନେଶ୍ୱରରେ ପହଞ୍ଚିଥିବା ସୂଚନା ମିଳିଛି। ବଲାଙ୍ଗିର ଜିଲ୍ଲା ଚନ୍ଦନ ଭାଟି ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନିଶା ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କରିଥିବା ନେଇ ଅଭିଯୋଗ ହୋଇଥିଲା।

ଏହି ଘଟଣାକୁ ଗୁରୁତର ସହ ନେଇ ପୋଲିସ ନିଜ ଆଡୁ ମାମଲା ରୁଜୁ କରିଛି। ବଲାଙ୍ଗିର ସଦର ଥାନା ପୋଲିସ ଏହି ମାମଲାର ତଦନ୍ତ ଆରମ୍ଭ କରିବା ସହ ନିଶାଙ୍କୁ ଗିରଫ କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି। ସର୍ବସାଧାରଣ ସ୍ଥାନରେ ଅଶ୍ଳୀଳତା ପ୍ରଦର୍ଶନ କରିବା ନେଇ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।

ଅନ୍ୟପକ୍ଷରେ, ଏହି କାର୍ଯ୍ୟକ୍ରମ ଆୟୋଜନ କରିଥିବା କମିଟିର ଦୁଇ ଜଣ ସଦସ୍ୟଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି। ଅଟକ ଥିବା ଦୁଇ ଆୟୋଜକ ହେଲେ ସୁରେନ୍ଦ୍ର ନାଗ ଓ ରାଧେଶ୍ୟାମ ମେହେର। ବର୍ତ୍ତମାନ ପୋଲିସର ତଦନ୍ତ ଜାରି ରହିଛି ଏବଂ ଖୁବଶୀଘ୍ର ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜଣାପଡିଛି।

ଅଭିନେତ୍ରୀ ମୌସୁମୀ ନାୟକ ଗିରଫ, ଠକେଇ ଅଭିଯୋଗରେ ଗିରଫ କଲା ଇନଫୋସିଟି ପୁଲିସ
ଭୁବନେଶ୍ବର : ଅଭିନେତ୍ରୀ ମୌସୁମୀ ନାୟକ ଗିରଫ ହୋଇଛନ୍ତି। ମୌସୁମୀଙ୍କୁ ଗିରଫ କରିଛି ଇନଫୋସିଟି ଥାନା ପୁଲିସ । ଲେଖିକା ବନସ୍ମିତା ପତିଙ୍କ ଅଭିଯୋଗ ଆଧାରରେ ମୌସୁମୀଙ୍କୁ ଗିରଫ କରାଯାଇଛି। ଗିରଫ ପରେ ମୌସୁମୀଙ୍କୁ କୋର୍ଟଚାଲାଣ କରାଯାଇଛି। ଏନେଇ ଏସିପି ରମେଶ ବିଶୋଇ ସୂଚନା ଦେଇଛନ୍ତି।

ସୂଚନାଅନୁସାରେ ଲେଖିକା ବନସ୍ମିତା ପତି ଅଭିଯୋଗ କରିଥିଲେ କି ଅଭିନେତ୍ରୀ ମୌସୁମୀ ନାୟକ ତାଙ୍କୁ ବ୍ଲାକମେଲ କରିଛନ୍ତି। ବ୍ଲାକମେଲ କରି ମୌସୁମୀ ଅଧିକ ଟଙ୍କା ନେବା ସହ ମାନହାନି ଭଳି ଅଭିଯୋଗ କରିଥିଲେ। ଟଙ୍କା ନଦେଲେ ମୌସୁମୀ ବଦନାମ କରିବା ଏବଂ ଘର ଭାଙ୍ଗିଦେବାକୁ ଧମକ ଦେଇଥିଲେ।

ବିବାହ ବନ୍ଧନରେ ବାନ୍ଧିହେଲେ ଓଡ଼ିଆ ଜଗତର ଚୁଲ୍‌ବୁଲି ଅଭିନେତ୍ରୀ ଲିପ୍‌‌ସା ମିଶ୍ର
ଭୁବନେଶ୍ୱର: ବାଜିଲା ଲିପ୍‌‌ସାଙ୍କ ସାହାନାଇ। ବିବାହ ବନ୍ଧନରେ ବାନ୍ଧି ହେଲେ ଓଡ଼ିଆ ଓ ହିନ୍ଦୀ ସିନେମା ଜଗତର ଚର୍ଚ୍ଚିତ ଟିଭି ଓ ସିନେମା ଅଭିନେତ୍ରୀ ଲିପ୍‌‌ସା ମିଶ୍ର। ଆକାଶ ଆଚାର୍ଯ୍ୟଙ୍କୁ ସେ ବିବାହ କରିଛନ୍ତି। ଭୁବନେଶ୍ୱରର ଏକ ହୋଟେଲରେ ସେମାନଙ୍କର ବିବାହ ସମ୍ପନ୍ନ ହୋଇଛି। ଆକାଶ ହେଉଛନ୍ତି ଜଣେ ମେକାନିକାଲ୍‌‌ ଇଞ୍ଜିନିୟର ଓ ମାର୍କେଟିଂରେ ସେ ଏମ୍‌‌ବିଏ ପାଠ ପଢ଼଼ିଛନ୍ତି। ବର୍ତ୍ତମାନ ସେ ନିଜ ପରିବାରର ବ୍ୟବସାୟ ଦେଖାଶୁଣା କରୁଛନ୍ତି। ଓଡ଼ିଆ ସିନେମା ଓ ଟେଲିଭିଜନ ଶିଳ୍ପରେ ନୂଆ ଧାରା ସୃଷ୍ଟି କରିବା ନେଇ ଲିପ୍‌‌ସା ପରିଚିତ। ୨୦୧୫ ମସିହାରେ ଚଳଚ୍ଚିତ୍ର ‘ମାୟା’ ଜରିଆରେ ଡେବ୍ୟୁ କରିଥିଲେ ଲିପ୍‌‌ସା। ଏହାପରେ ୨୦୧୬ରେ ‘ଅଦୃଶ୍ୟମ୍‌‌’, ୨୦୨୨ରେ ‘ତୃଷ୍ଣା’, ‘ପିଲାଟା ବିଗିଡ଼ିଗଲା’, ‘ରଙ୍ଗିଲା ବୋହୂ’, ୪ ଇଡିଅଟ୍‌‌’, ‘ଟୋକାଟା ଫସିଗଲା’ ଆଦି ଚଳଚ୍ଚିତ୍ରରେ ଲିପ୍ସାଙ୍କୁ ଦେଖିବାକୁ ମିଳିଥିଲା।