odisha budget 2021 - The Sakala

ରାଜ୍ୟ ବଜେଟ୍‌ ୨୦୨୧-୨୨ : ଜାଣନ୍ତୁ କେଉଁ କ୍ଷେତ୍ର ପାଇଁ କେତେ ଟଙ୍କା ବ୍ୟୟ ବରାଦ କଲେ ରାଜ୍ୟ ସରକାର
ଭୁବନେଶ୍ବର : ରାଜ୍ୟ ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ୍‌। ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କୋଭିଡ ମହାମାରୀ ପରେ ପ୍ରଥମଥର ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଚଳିତ ବଜେଟ୍‌ରେ ମୋଟ୍‌ ୧ ଲକ୍ଷ ୭୦ ହଜାର କୋଟି ବ୍ୟୟବରାଦ କରାଯାଇଛି। ଏହି ବଜେଟ୍‌ରେ ପ୍ରଶାସନିକ ବ୍ୟୟ ପାଇଁ ୮୫ ହଜାର କୋଟି ଟଙ୍କା, କର୍ଯ୍ୟକ୍ରମ ବ୍ୟୟ ବାବଦକୁ ୭୫ ହଜାର କୋଟି ଟଙ୍କା, ବିପର୍ଯ୍ୟୟ ପ୍ରଶମନ ପାଇଁ ୩ ହଜାର ୫୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ରାଜ୍ୟ ଅର୍ଥମନ୍ତ୍ରୀ ବଜେଟ୍‌ ଉପସ୍ଥାପନ ସମୟରେ କହିଥିଲେ କି ରାଜ୍ୟରେ ବିକାଶ କାର୍ଯ୍ୟ ଗତ ବର୍ଷ ବାଧାପ୍ରାପ୍ତ ହୋଇଛି । ଯାହାର ପ୍ରମୁଖ କାରଣ ହେଉଛି କରୋନା । ସମସ୍ତ ବାଧାବିଘ୍ନ ସ୍ବତେ ମଧ୍ୟ ରାଜ୍ୟ ସରକାର ବର୍ତ୍ତମାନ ବିକାଶ ପକ୍ରିୟା ପୁନର୍ବାର ତ୍ବରାନିତ କରିଥିବା କହିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।

ସେହିପରି ରାଜ୍ୟ ସରକାରଙ୍କୁ ସମସ୍ତ ପ୍ରୟାସ ଯୋଗୁଁ କୋଭିଡ ମହାମାରୀରେ ଓଡିଶା ସଫଳ ହୋଇଛି । ରାଜ୍ୟ ସରକାର ଏହାର ସଫଳ ମୁକାବିଲା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନିଷ୍ପତି ଯୋଗୁଁ ଆମ ରାଜ୍ୟ କୋଭିଡରେ ବିଶେଷ କ୍ଷତିଗ୍ରସ୍ତ ହୋଇନାହିଁ । ବଂର ମୁକାବିଲା କରିବାରେ ଅନ୍ୟ ରାଜ୍ୟମାନଙ୍କ ପାଇଁ ଆଦର୍ଶ ସାଜିଛି । ଯେଉଁଥିପାଇଁ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଓଡିଶାକୁ ପ୍ରଶଂସା କରିଥିବା କହିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।

ଆଜି ବଜେଟ୍‌ରେ ସରକାର କେଉଁ କେଉଁ କ୍ଷେତ୍ରପାଇଁ କେତେ ବ୍ୟୟବରାଦ କରାଯାଇଛି ଜାଣନ୍ତୁ …

କଳାହାଣ୍ଡି ଏବଂ ନବରଙ୍ଗପୁରରେ ୨ଟି ମଧ୍ୟମ ଜଳସେଚନ ପ୍ରକଳ୍ପ ହେବ

ଜଳସେଚନ ପାଇଁ ମୋଟ ୨୨୫୮ କୋଟି ଟଙ୍କା ବ୍ୟୟବରାଦ

ବନ୍ୟା ନିୟନ୍ତ୍ରଣ ପାଇଁ ମୋଟ ୭୧୦ କୋଟି ବ୍ୟୟବରାଦ

ପାର୍ବତୀ ଗିରି ଜଳସେଚନ ଯୋଜନା ପାଇଁ ୮୬୦ କୋଟି ବ୍ୟୟବରାଦ

ଗଭୀର ନଳକୂପ ଖନନ ପାଇଁ ୩୮୯ କୋଟି ଟଙ୍କା ବ୍ୟୟବରାଦ

ନବକୃଷ୍ଣ ଚୌଧୁରୀ ଜଳସେଚନ ଯୋଜନାରେ ୭୭ କୋଟି ବ୍ୟୟବରାଦ

କାଳିଆ ଯୋଜନା ପାଇଁ ୧୮୦୦ କୋଟି ଟଙ୍କା ବ୍ୟୟ ବରାଦ

ବିହନ ପାଇଁ ଶହେ ଓ ସାର ପାଇଁ ୧୦୦ କୋଟି ଅତିରିକ୍ତ ପାଣ୍ଠି

ଉଦ୍ୟାନ କୃଷି ବିକାଶ ପାଇଁ ୧୩୨ କୋଟି ବ୍ୟୟ ବରାଦ

ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ୪୫୦ କୋଟି ବ୍ୟୟବରାଦ

ବିପର୍ଯ୍ୟୟରେ ତ୍ୱରିତ କ୍ଷତିପୂରଣ ପାଇଁ ୫୬୦ କୋଟି ବ୍ୟୟବରାଦ

ମତ୍ସ୍ୟଚାଷ ଓ ପଶୁପାଳନ ପାଇଁ ୧୪୧୫ କୋଟି ବ୍ୟୟବରାଦ

ମାଛଧରା ଜେଟି ଓ ମାଛ ବଜାର ପାଇଁ ୧୦୦ କୋଟି ବ୍ୟୟବରାଦ କରାଯାଇଛି

ପଶୁଙ୍କୁ ଚିକିତ୍ସା ପାଇଁ ଆରମ୍ଭ ହେବ ପଶୁ ହେଲପ ଲାଇନ ସେବା, ରାଜ୍ୟରେ ପ୍ରତିଷ୍ଠା ହେବ ପଶୁ ଚିକିତ୍ସା ବିଜ୍ଞାନ ବିଶ୍ୱବିଦ୍ୟାଳୟ।

କୃଷି ବଜେଟ ପାଇଁ ମୋଟ ୧୭, ୪୬୮ କୋଟି ବ୍ୟୟବରାଦ।

ଓମ୍ବାଡସି ଓ ଡିଏମ୍ଏଫରୁ କୃଷି କ୍ଷେତ୍ରରେ ୪୪୭ କୋଟି ବିନିଯୋଗ ହେବ।

ମନରେଗାରୁ ୧୯୬୬ କୋଟି ଟଙ୍କା କୃଷି କ୍ଷେତ୍ରରେ ବିନିଯୋଗ ଯୋଜନା କରାଯାଇଛି।

୨୦୨୧-୨୨ରେ କୃଷି କ୍ଷେତ୍ରରେ ପ୍ରାୟ ୨୦ ହଜାର କୋଟି ବ୍ୟୟବରାଦ କରାଯାଇଛି।

କୋଭିଡ଼ ସତ୍ତ୍ୱେ ଚଳିତ ବର୍ଷ ରାଜସ୍ୱ ଆୟ ୧୦% ବୃଦ୍ଧି ଆକଳନ କରାଯାଇଛି।

ଚଳିତ ବର୍ଷ ଋଣ ଭାର GSDPର ୨୦.୯% ହେବା ଆକଳନ।

ଚଳିତ ବର୍ଷ ମୋଟ ବଜେଟ ପରିମାଣ ୧ ଲକ୍ଷ ୭୦ ହଜାର କୋଟି।

୧.୭୦ ଲକ୍ଷରୁ ୧, ୨୫, ୬୦୦ କୋଟି ଟିକସ ଓ ଅନୁଦାନରୁ ପ୍ରାପ୍ତି ଲକ୍ଷ୍ୟ ରହିଛି।

ଋଣରୁ ପ୍ରାୟ ୪୪ ହଜାର ୪୦୦ କୋଟି ପ୍ରାପ୍ତି ଲକ୍ଷ୍ୟ।

ନେଟ୍ ଋଣ ପରିମାଣ ୧୮, ୪୬୫ କୋଟି ରହିବ।

SCBକୁ ଏମ୍ସ ପ୍ଲସ କରିବାକୁ ୩୫୦୦ କୋଟି ବ୍ୟୟ ଯୋଜନା।

SCB ପାଇଁ ଚଳିତ ବର୍ଷ ୫ଶହ କୋଟି ବ୍ୟୟବରାଦ କରାଯାଇଛି।

ପୁରୀ ପାଇଁ ଅବଢ଼ା ଯୋଜନାରେ ୫୪୨ କୋଟି ବ୍ୟୟବରାଦ କରାଯାଇଛି।

ଏକାମ୍ର କ୍ଷେତ୍ର ପାଇଁ ୨ଶହ ଓ ସମଲେଇ ପାଇଁ ୨ଶହ କୋଟି ବ୍ୟୟବରାଦ।

ରାଉରକେଲା ହକି ଷ୍ଟାଡିୟମ ପାଇଁ ୯୦ କୋଟି ବ୍ୟୟବରାଦ କରାଯାଇଛି।

ସ୍ୱାସ୍ଥ୍ୟସେବା ପାଇଁ ମୋଟ ୯୧୬୪ କୋଟି ବ୍ୟୟବରାଦ।

ଦୁର୍ଘଟଣାରେ ଗୁରୁତରଙ୍କୁ ଚିକିତ୍ସା ପାଇଁ ଫ୍ରି ଟ୍ରମା କେୟାର ଯୋଜନା।

ଫ୍ରି ଟ୍ରମା କେୟାର ଯୋଜନା ପାଇଁ ୪୦ କୋଟି ଟଙ୍କା ବ୍ୟୟବରାଦ।

ଶିକ୍ଷା କ୍ଷେତ୍ର ପାଇଁ ମୋଟ ୨୪, ୩୭୦ କୋଟି ବ୍ୟୟବରାଦ।

ଆଦର୍ଶ ସ୍କୁଲ ପାଇଁ ୨୮୦ କୋଟି ଟଙ୍କା ବ୍ୟୟବରାଦ।

ମଧ୍ୟାହ୍ନ ଭୋଜନ ଯୋଜନା ପାଇଁ ୯୫୭ କୋଟି ବ୍ୟୟବରାଦ।

ମୋ ସ୍କୁଲ ପାଇଁ ୨୫୩ କୋଟି ଓ ମୋ କଲେଜ ପାଇଁ ୭ କୋଟି ବ୍ୟୟବରାଦ।

ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ୧୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

ବ୍ଲକସ୍ତରରେ ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ଅତିରିକ୍ତ ଶହେ କୋଟି।

୧ ଟଙ୍କାରେ ଚାଉଳ ଯୋଗାଣ ପାଇଁ ୯୬୯ କୋଟି ବ୍ୟୟବରାଦ।

ବିପର୍ଯ୍ୟୟ ସହନୀୟ ବିଦ୍ୟୁତ ଯୋଗାଣ ପାଇଁ ୫୦ କୋଟି ଟଙ୍କା।

ହାତୀ କରିଡ଼ର ବିଦ୍ୟୁତ ଯୋଗାଣ ପାଇଁ ୧୨୦ କୋଟି।

ବିଜୁ ଏକ୍ସପ୍ରେସ ୱେ  ପାଇଁ ୧୦୦ କୋଟି ବ୍ୟୟବରାଦ ଯୋଜନା।

ବିଜୁ ସେତୁ ଯୋଜନା ପାଇଁ ୯୧୨ କୋଟି ଟଙ୍କା ବ୍ୟୟବରାଦ।

ଓମ୍ବାଡସି ଓ ଡିଏମଏଫରୁ କୃଷି କ୍ଷେତ୍ରରେ ୪୪୭କୋଟି ବିନିଯୋଗ।

ମନରେଗାରୁ ୧୯୬୬କୋଟି ଟଙ୍କା କୃଷି କ୍ଷେତ୍ରରେ ବିନିଯୋଗ କରାଯିବ।

ସହରଗୁଡିକୁ ନିର୍ମଳ ରଖିବାକୁ ୩ ଶହ ୯୫ କୋଟି ଟଙ୍କାର ବ୍ୟୟ ପ୍ରସ୍ତାବ

ଅର୍ବାନ ସ୍ୱରେଜ ପ୍ରକଳ୍ପ ପାଇଁ ୧ ଶହ ୬୦ କୋଟି ଟଙ୍କା ବ୍ୟୟବରାଦ।

ଅର୍ବାନ ସାନିଟେସନ ପ୍ରକଳ୍ପ ପାଇଁ ୧ ଶହ ୯୦ କୋଟି ଟଙ୍କାର ପ୍ରସ୍ତାବ।

ସ୍ୱଚ୍ଛ ଭାରତ ମିଶନ ଅଧିନରେ ଗ୍ରାମାଞ୍ଚଳକୁ ୨ ଶହ କୋଟି ଟଙ୍କାର ବ୍ୟୟ ପ୍ରସ୍ତାବ।

ସ୍ୱଚ୍ଛ ଭାରତ ମିଶନ ସହରାଞ୍ଚଳକୁ ୨ ଶହ ୧୫କୋଟି ଟଙ୍କାର ବ୍ୟୟ ପ୍ରସ୍ତାବ।

ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ଲାଗି ୫୧ କୋଟିର ବ୍ୟୟ ପ୍ରସ୍ତାବ।

ଐତିହ୍ୟସ୍ଥଳୀର ସୁରକ୍ଷାୟ ଓ ସଂରକ୍ଷଣ ପାଇଁ ୮ କୋଟିର ବ୍ୟୟ ବରାଦ।

ମଧୁବାବୁ ପେନସନ ଯୋଜନାରେ ୧ ହଜାର ୯ କୋଟି ଟଙ୍କାର ପ୍ରସ୍ତାବ।