Odia actor - The Sakala

ଲଭ, ସେକ୍ସ, ଧୋକା ଅଭିଯୋଗରେ ଓଡିଆ ଅଭିନେତା ଗିରଫ, ବିବାହର ପ୍ରତିଶ୍ରୁତି ଦେଇ ରଖିଥିଲେ ଶାରୀରିକ ସମ୍ପର୍କ
ଭୁବନେଶ୍ୱର: ଲଭ, ସେକ୍ସ, ଧୋକା ଅଭିଯୋଗରେ ଓଡିଆ ସିରିଏଲ ଅଭିନେତା ରଶ୍ମୀକାନ୍ତ ଭୂୟାଁ ଗିରଫ ପରେ ମୁହଁ ଖୋଲିଲେ ପୀଡିତା । ଫିଲ୍ମ କରିବା ନାଁରେ ଯୁବତୀଙ୍କ ଠାରୁ ନେଇଥିଲେ ୨୮ ଲକ୍ଷ ଟଙ୍କା । ୨୦୨୦ ମସିହାରୁ ଦୁହେଁ ସମ୍ପର୍କରେ ଥିଲେ। ପୀଡିତାଙ୍କ ଅଭିଯୋଗ ମୁତାବକ ସିଙ୍ଗର୍ ବନାଇବାର ପ୍ରତିଶ୍ରୁତି ଦେଇ ଏକାଧିକ ଥର ଶାରୀରିକ ସମ୍ପର୍କ ରଖିଥିଲେ ଅଭିଯୁକ୍ତ ଜଣଙ୍କ । ପ୍ରତିବାଦ କରିବାରୁ ବିବାହ କରିବାର ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ ପରେ ବିବାହ ନକରି ଆଉ ଧରା ଛୁଆଁ ଦେଇନଥିଲେ । ବିଭିନ୍ନ ବାହାନାରେ ପୀଡିତାଙ୍କ ଠାରୁ ଲକ୍ଷାଧିକ ଟଙ୍କା ନେଇ ମଧ୍ୟ ପରେ ଫେରାଇନଥିଲେ ଅଭିଯୁକ୍ତ ଜଣଙ୍କ । ଏ ନେଇ ମହିଳା ଥାନାରେ ଅଭିଯୋଗ ପରେ BNS 69 ଓ BNS ୩୧୮ ( ୨ ) ରେ ଅଭିଯୁକ୍ତକୁ କୋର୍ଟଚାଲାଣ କରିଛି ମହିଳା ଥାନା ପୋଲିସ।

ଦୁର୍ଘଟଣାଗ୍ରସ୍ତ ଗୁରୁତରଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଇ ଜୀବନ ବଞ୍ଚାଇଲେ ଅଭିନେତା ସିଦ୍ଧାନ୍ତ ମହାପାତ୍ର
ଭୁବନେଶ୍ୱର: କେବଳ ରିଲ୍ ରେ ନୁହଁ, ରିଅଲ ଲାଇଫରେ ବି ହିରୋ । ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ଜଣେ ଗୁରୁତରଙ୍କୁ ଉଦ୍ଧାର କରିବା ସହ ମେଡିକାଲରେ ଭର୍ତ୍ତି କଲେ ଓ ତାଙ୍କ ପାଖରେ ରହି ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ପୂର୍ବତନ ସାଂସଦ ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ର । ପାହାଳ ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ଜଣେ ଗୁରୁତରଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଇ ଜୀବନ ବଞ୍ଚାଇ ଦେଲେ ସିଦ୍ଧାନ୍ତ । ଭୁବନେଶ୍ୱର ରାଜରାସ୍ତାରେ ଏମିତି କିଛି ସହଯୋଗ କରି ଅନ୍ୟ ପାଇଁ ଉଦାହରଣ ସାଜିଛନ୍ତି ଚଳଚ୍ଚିତ୍ର ତାରକା ତଥା ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର । ଗୋଲ୍ଡେନ ଆୱାରରେ ଦୁର୍ଘଟଣାରେ ଆହତଙ୍କୁ ଉଦ୍ଧାର ପାଇଁ ତାଙ୍କର ତାରିଫ କରାଯିବା ସହ ସିଦ୍ଧାନ୍ତ ଅନ୍ୟମାନଙ୍କ ପାଇଁ ରୋଲ୍‌ ମଡେଲ ବୋଲି ଟୁଇଟ୍ କରିଛି ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସଟିଏ)।

ସୂଚନା ଅନୁସାରେ, ଗତକାଲି ଭୁବନେଶ୍ୱର ପାହାଳ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଥିଲେ। ଜାତୀୟ ରାଜପଥରେ ପଡ଼ି ଛଟପଟ ହେଉଥିବା ବେଳେ ରାସ୍ତାର ଅପର ପାର୍ଶ୍ୱରେ ଯାଉଥିବା ସିଦ୍ଧାନ୍ତ ଅଟକି ଯାଇଥିଲେ। ତୁରନ୍ତ ସେ ନିଜ ଗାଡିକୁ ଅଟକାଇ ଆହତ ବ୍ୟକ୍ତିଙ୍କ ଚିକିତ୍ସା ଲାଗି ଆମ୍ବୁଲାନ୍ସ ଡକାଇଥିଲେ ଏବଂ ନିଜ କାର୍‌ ଯୋଗେ ଆମ୍ବୁଲାନ୍ସକୁ ବାଟ କଢେଇଥିଲେ । ଏହାପରେ ପୋଲିସ କମିଶନରଙ୍କ ସହ ଯୋଗାଯୋଗ କରି ପିସିଆର ଭ୍ୟାନ୍‌ ଯୋଗେ ରାସ୍ତା କଢାଇବାର ବ୍ୟବସ୍ଥା କରିଥିଲେ । ଏହାପରେ ଆହତଙ୍କୁ ଘରୋଇ ହସ୍ପିଟାଲରେ ଆଡମିଟ୍ କରାଇବା ପରେ ତାଙ୍କ ପାଖରେ ହିଁ ରହିଥିଲେ।

ଗୁରୁତର ଆହତଙ୍କ ସମ୍ପର୍କୀୟ ମେଡିକାଲରେ ପହଞ୍ଚିବା ପର୍ଯ୍ୟନ୍ତ ସିଦ୍ଧାନ୍ତ ମେଡ଼ିକାଲରେ ରହି ତାଙ୍କର ସବୁ ପରିସ୍ଥିତି ବୁଝିଥିଲେ। ପରେ ଆହତଙ୍କ ସମ୍ପର୍କୀୟଙ୍କୁ ଭେଟି ଘଟଣା ସମ୍ପର୍କରେ ଜଣାଇଥିଲେ। ସିଦ୍ଧାନ୍ତଙ୍କ ଏଭଳି ମହତ କାର୍ଯ୍ୟ ପାଇଁ ବିଭିନ୍ନ ମହଳରୁ ତାଙ୍କ ପାଖକୁ ପ୍ରଶଂସାର ସୁଅ ଛୁଟୁଛି।

ଓଲିଉଡ଼ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ବର: ଓଲିଉଡ଼ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗ  ଘଟିଛି। ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।

— Naveen Patnaik (@Naveen_Odisha) March 2, 2023

ସୂଚନା ଅନୁଯାୟୀ, ପିଣ୍ଟୁ ନନ୍ଦ ଦୀର୍ଘ ଦିନ ଧରି ଯକୃତ ଜନିତ ରୋଗରେ ଆକ୍ରାନ୍ତ ଥିଲେ । ଭୁବନେଶ୍ୱରରେ ଚିକିତ୍ସା ପରେ ଯକୃତ ପ୍ରତିରୋପଣ ପାଇଁ ତାଙ୍କୁ ନୂଆ ଦିଲ୍ଲୀ ସ୍ଥାନାନ୍ତର କରଯାଇଥିଲା । କିନ୍ତୁ ସେଠାରେ ଡୋନର ନ ମିଳିବାରୁ ପିଣ୍ଟୁଙ୍କୁ ହାଇଦ୍ରାବାଦ ଯଶୋଦା ହସ୍ପିଟାଲକୁ ନିଆଯାଇଥିଲା । ସେଠାରେ ମଧ୍ୟ ଡୋନର ନ ମିଳିବାରୁ ତାଙ୍କର ଯକୃତ ପ୍ରତିରୋପଣ ହୋଇ ପାରି ନଥିଲା ।