Law And Order - The Sakala

ବିଜେପି ସରକାର ଆସିବା ପରଠୁ ରାଜ୍ୟର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ; ପ୍ରତିବାଦରେ କଟକ ଡିଜି ଅଫିସ ଆଗରେ ବିଜେଡିର ବିକ୍ଷୋଭ
କଟକ: ଓଡ଼ିଶାରେ ବିଜେପି ସରକାର ଆସିବା ପରଠୁ ରାଜ୍ୟର ଆଇନ ଶୃଙ୍ଖଳା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ବିଜେପି ଶାସନରେ ସାଧାରଣ ଲୋକ ଆତଙ୍କିତ ଥିବା ବେଳେ ମହିଳାଙ୍କ ଉପରେ ଯୌନ ନିର୍ଯ୍ୟାତନା ବଢିଛି। ଏହି ଅଭିଯୋଗ କରି ବିଜେଡି ଆଜି କଟକରେ ବିକ୍ଷୋଭ କରୁଛି। ଓଡ଼ିଶାକୁ ଲଜ୍ଜିତ କରିଛି ବାଲିଅନ୍ତା, ନୟାଗଡ଼ ଘଟଣା । ଏଭଳି ଅମାନୁଷିକ ଘଟଣାମାନଙ୍କ ଉପରେ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ବିଜେପି ସରକାରଙ୍କ ଏକ ପ୍ରକାର ସ୍ଥାଣୁତା ଓ ଅପାରଗତା ସଭ୍ୟ ସମାଜକୁ ଚକିତ ଓ ବିଚଳିତ କରୁଛି ।

ଓଡ଼ିଶାରେ ବିଜେପି ଦଳ କ୍ଷମତାସୀନ ହେବା ପରଠାରୁ ସର୍ବସାଧାରଣରେ ପୋଲିସ କର୍ମୀଙ୍କ ସହ ନିରୀହ ଲୋକଙ୍କୁ ହତ୍ୟା, ରାହାଜାନୀ, ଅରାଜକତା, ବର୍ବରତା, ଧର୍ଷଣ ଓ ଲୁଣ୍ଠନ ଆଦି ଘଟଣା ବହୁମାତ୍ରାରେ ବୃଦ୍ଧି ପାଇଛି ।

କୃଷ୍ଣପ୍ରସାଦରେ ସୁଧୁରୁଛି ଆଇନଶୃଙ୍ଖଳା: ନୂଆ ଥାନା ଅଧିକାରୀ ବିଚିତ୍ରାନନ୍ଦ ପ୍ରଧାନଙ୍କ କାର୍ଯ୍ୟଶୈଳୀକୁ ନେଇ ଚର୍ଚ୍ଚା
ପୁରୀ ଜିଲ୍ଲା ଅନ୍ତର୍ଗତ କୃଷ୍ଣପ୍ରସାଦ ଥାନାରେ ନୂତନ ଅଧିକାରୀ ଭାବେ ବିଚିତ୍ରାନନ୍ଦ ପ୍ରଧାନ ଯୋଗଦେବା ପରେ ସ୍ଥାନୀୟ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତିରେ ବ୍ୟାପକ ସୁଧାର ଆସିଛି। ଚୋରି, ରାହାଜାନି ଓ ନିଶା ବେପାର ଭଳି ଅପରାଧିକ କାର୍ଯ୍ୟକଳାପ ଉପରେ ରୋକ୍ ଲଗାଇବାରେ ପୋଲିସ ସଫଳତା ହାସଲ କରିଛି।

ମାଲୁଦ ବଜାର ଗୁଳିକାଣ୍ଡର ସଫଳ ପର୍ଦ୍ଦାଫାଶ

ନିକଟରେ ମାଲୁଦ ବଜାରରେ ଥିବା ଏକ ସୁନା ଦୋକାନ କର୍ମଚାରୀଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା। ଏହି ଘଟଣାର ତଦନ୍ତ କରି କୃଷ୍ଣପ୍ରସାଦ ପୋଲିସ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିଲା। ଏହି ସମ୍ବେଦନଶୀଳ ମାମଲାର ଦ୍ରୁତ ସମାଧାନ କରିବାରେ ଥାନା ଅଧିକାରୀଙ୍କ ପ୍ରମୁଖ ଭୂମିକାକୁ ନେଇ ସାଧାରଣରେ ବେଶ୍ ପ୍ରଶଂସା କରାଯାଉଛି।

କଡ଼ାକଡ଼ି ହେଲା ରାତ୍ରିକାଳୀନ ପାଟ୍ରୋଲିଂ

କେବଳ ଗୁଳିକାଣ୍ଡ ନୁହେଁ, ବରଂ ଦୀର୍ଘ ବର୍ଷ ଧରି ଫେରାର୍ ଥିବା ଅନେକ ଅସାମାଜିକ ବ୍ୟକ୍ତିଙ୍କୁ ପୋଲିସ ୱାରେଣ୍ଟ ବଳରେ ଗିରଫ କରିଛି। ସ୍ଥାନୀୟ ଅଞ୍ଚଳରେ ଶାନ୍ତି ବଜାୟ ରଖିବା ପାଇଁ ରାତ୍ରିକାଳୀନ ପାଟ୍ରୋଲିଂ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ବିଗତ ୩ ମାସ ତଳେ ଶ୍ରୀ ପ୍ରଧାନ ଏଠାରେ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଅପରାଧୀଙ୍କ ମନରେ ଛନକା ପଶିଛି।

ବୁଦ୍ଧିଜୀବୀ ମହଲରେ ପ୍ରଶଂସା

କୃଷ୍ଣପ୍ରସାଦ ଅଞ୍ଚଳରେ ଅପରାଧ ନିୟନ୍ତ୍ରଣ ଦିଗରେ ନିଆଯାଇଥିବା ଏଭଳି ଦୃଢ଼ ପଦକ୍ଷେପ ଯୋଗୁଁ ସ୍ଥାନୀୟ ବାସିନ୍ଦାମାନେ ଆଶ୍ୱସ୍ତ ହୋଇଛନ୍ତି। ଥାନା ଅଧିକାରୀଙ୍କ ଦକ୍ଷତା ଏବଂ କାର୍ଯ୍ୟଶୈଳୀକୁ ନେଇ ବର୍ତ୍ତମାନ ଛକବଜାରଠାରୁ ଆରମ୍ଭ କରି ବୁଦ୍ଧିଜୀବୀ ମହଲରେ ସବୁଠି ସକାରାତ୍ମକ ଚର୍ଚ୍ଚା ଜୋର ଧରିଛି।

ରଣକ୍ଷେତ୍ର ପାଲଟିଲା ୟୁପିର ଶାହଜାହାନପୁର; ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରବଳ ପଥରମାଡ଼ ପରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ
ଉତ୍ତରପ୍ରଦେଶର ଶାହଜାହାନପୁରରେ ଏକ ଅଭାବନୀୟ ଘଟଣା କ୍ରମେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଗୁରୁବାର ଦିନ କୌଣସି ଏକ ବିବାଦକୁ କେନ୍ଦ୍ର କରି ଉଭୟ ପକ୍ଷ ମୁହାଁମୁହିଁ ହୋଇଥିଲେ, ଯାହା ପରେ ପରିସ୍ଥିତି ଉଗ୍ର ରୂପ ନେଇଥିଲା। ଏହି ସମୟରେ ଉଭୟ ପକ୍ଷରୁ ପ୍ରବଳ ପଥରମାଡ଼ (Stone Pelting) ହୋଇଥିବା ଖବର ମିଳିଛି।

ଘଟଣାସ୍ଥଳରେ ଉତ୍ତେଜନା

ପ୍ରାପ୍ତ ସୂଚନା ଅନୁଯାୟୀ, ଶାହଜାହାନପୁରର ଏକ ସମ୍ବେଦନଶୀଳ ଅଞ୍ଚଳରେ ଏହି ଘଟଣା ଘଟିଛି। ଦୁଇ ସମ୍ପ୍ରଦାୟ ମଧ୍ୟରେ ଆରମ୍ଭ ହୋଇଥିବା ଯୁକ୍ତିତର୍କ ଶେଷରେ ସଂଘର୍ଷରେ ପରିଣତ ହୋଇଥିଲା। ରାସ୍ତା ଉପରେ ପଥରମାଡ଼ ଯୋଗୁଁ କିଛି ସମୟ ପାଇଁ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଏହି ଘଟଣାରେ କିଛି ଲୋକ ଆହତ ହୋଇଥିବା ଆଶଙ୍କା କରାଯାଉଛି।

ପୋଲିସର ତତ୍ପରତା ଓ କାର୍ଯ୍ୟାନୁଷ୍ଠାନ

ଖବର ପାଇବା ମାତ୍ରେ ସ୍ଥାନୀୟ ପୋଲିସ ଏବଂ ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସକୁ କଡ଼ା ପଦକ୍ଷେପ ନେବାକୁ ପଡ଼ିଥିଲା। ବର୍ତ୍ତମାନ ସେଠାରେ ବିପୁଳ ସଂଖ୍ୟକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ପୋଲିସ ଅଧିକାରୀମାନେ ଲୋକଙ୍କୁ ଶାନ୍ତି ବଜାୟ ରଖିବାକୁ ନିବେଦନ କରିଛନ୍ତି ଏବଂ ଉତ୍ପାତକାରୀଙ୍କୁ ଚିହ୍ନଟ କରିବା ପାଇଁ ତଦନ୍ତ ଆରମ୍ଭ କରିଛନ୍ତି।

ଆପ୍ ନେତା ଲକି ଓବରଏଙ୍କୁ ଗୁଳି କରି ହତ୍ୟା; ସିସିଟିଭିରେ କଏଦ ହେଲା ଭୟଙ୍କର ଦୃଶ୍ୟ
ପଞ୍ଜାବର ଜଳନ୍ଧରରେ ଶୁକ୍ରବାର ସକାଳେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଆମ୍ ଆଦମୀ ପାର୍ଟି (ଆପ୍) ନେତା ଲକି ଓବରଏ (ସତୀମପାଲ ସିଂହ ଯୋଗୀ)ଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା କରିଛନ୍ତି। ମଡେଲ ଟାଉନ୍ ସ୍ଥିତ ଏକ ଗୁରୁଦ୍ୱାର ବାହାରେ ଏହି ହତ୍ୟାକାଣ୍ଡ ଘଟିଛି, ଯାହା ପୁରା ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି କରିଛି।

ସିସିଟିଭିରେ କଏଦ ହେଲା ହତ୍ୟାକାଣ୍ଡର ଦୃଶ୍ୟ

CCTV: Punjab AAP leader Lucky Oberoi shot dead in his car in Jalandhar. pic.twitter.com/JWWwLxZn73

— Sandeep Panwar (@tweet_sandeep) February 6, 2026

ଏହି ଘଟଣାର ଏକ ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି, ଯେଉଁଥିରେ ହତ୍ୟାକାଣ୍ଡର ଭୟଙ୍କର ଚିତ୍ର ଦେଖିବାକୁ ମିଳିଛି। ଫୁଟେଜ୍ ଅନୁଯାୟୀ, ଲକି ଓବରଏ ଗୁରୁଦ୍ୱାରରୁ ଦର୍ଶନ ସାରି ନିଜର ମହିନ୍ଦ୍ରା ଥାର୍ ଗାଡ଼ିରେ ବସିବା ମାତ୍ରେ ଜଣେ କଳା ରଙ୍ଗର ହୁଡି ପିନ୍ଧିଥିବା ଯୁବକ ତାଙ୍କ ନିକଟକୁ ଆସିଥିଲେ। ଦୁର୍ବୃତ୍ତ ଜଣକ ଅତି ନିକଟରୁ ଗାଡ଼ି ଭିତରକୁ ଏକାଧିକ ରାଉଣ୍ଡ ଗୁଳି ଚଳାଇଥିଲେ। ଘଟଣାସ୍ଥଳରେ ୮ରୁ ୧୦ ରାଉଣ୍ଡ ଗୁଳି ଫୁଟିଥିବା ଜଣାପଡ଼ିଛି, ଯେଉଁଥିରୁ ୫-୬ଟି ଗୁଳି ଲକି ଓବରଏଙ୍କ ଦେହରେ ବାଜିଥିଲା। ଗୁଳିମାଡ଼ ପରେ ଆକ୍ରମଣକାରୀ ତାଙ୍କ ସହଯୋଗୀଙ୍କ ସହ ବାଇକ୍‌ରେ ଫେରାର ହୋଇଯାଇଥିଲେ।

ଗୁଳିମାଡ଼ ପରେ ସ୍ଥାନୀୟ ଲୋକେ ତୁରନ୍ତ ଲକି ଓବରଏଙ୍କୁ ନିକଟସ୍ଥ ଘରୋଇ ଡାକ୍ତରଖାନାକୁ ନେଇଯାଇଥିଲେ, କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ କମିଶନରଙ୍କ ସୂଚନା ଅନୁଯାୟୀ, ଏହା ଏକ ପୂର୍ବପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ଘଟଣାସ୍ଥଳରୁ ପୋଲିସ ପ୍ରମାଣ ସଂଗ୍ରହ କରିବା ସହ ସିସିଟିଭି ଫୁଟେଜ୍ ଆଧାରରେ ତଦନ୍ତ ଆରମ୍ଭ କରିଛି।

ରାଜନୈତିକ ଉତ୍ତେଜନା ଓ ଗ୍ୟାଙ୍ଗଷ୍ଟର ଲିଙ୍କ୍

ଏହି ଘଟଣା ପରେ ବିରୋଧୀ ଦଳଗୁଡ଼ିକ ପଞ୍ଜାବର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଅନ୍ୟପକ୍ଷରେ, ସୋସିଆଲ ମିଡିଆରେ କିଛି ଗ୍ୟାଙ୍ଗଷ୍ଟର ଗ୍ରୁପ୍ ଏହି ହତ୍ୟାକାଣ୍ଡ ପାଇଁ ନିଜକୁ ଦାୟୀ କରିଥିବା ଖବର ଆସୁଛି, ଯାହାକୁ ପୋଲିସ ଯାଞ୍ଚ କରୁଛି। ଜଳନ୍ଧର ପୋଲିସ ସହରର ବିଭିନ୍ନ ସ୍ଥାନରେ ନାକାବନ୍ଦୀ କରି ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ରଖିଛି।

ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡା ମାଡ଼ କଲା ଯୁବ କଂଗ୍ରେସ, ପୁଲିସ ସହ ଧସ୍ତାଧସ୍ତି...
ଭୁବନେଶ୍ୱର: ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୁଙ୍ଖଳା ପରିସ୍ଥିତିକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି ପ୍ରଦେଶ ଯୁବ କଂଗ୍ରେସ। ଆଜି ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ କରିବା ସହ ଅଣ୍ଡା ମାଡ଼ କରିଛନ୍ତି ଯୁବ କଂଗ୍ରେସ କର୍ମୀ। ଏହି ଘଟଣାକୁ କେନ୍ଦ୍ର କରି ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ରଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଏକ ଶୋଭାଯାତ୍ରାରେ ଆସି ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ପହଞ୍ଚିଥିଲେ। ରାଜ୍ୟରେ ବଢୁଥିବା ଅପରାଧ ଏବଂ ଆଇନ ଶୁଙ୍ଖଳା ପରିସ୍ଥିତି ନିୟନ୍ତ୍ରଣରେ ସରକାର ବିଫଳ ହୋଇଥିବା ଅଭିଯୋଗ କରି ସେମାନେ ସରକାର ବିରୋଧୀ ସ୍ଲୋଗାନ ଦେଇଥିଲେ। ଏହି ସମୟରେ କିଛି କର୍ମୀ ସୁରକ୍ଷା ବଳୟ ଭାଙ୍ଗିବାକୁ ଚେଷ୍ଟା କରିବା ସହ ବାସଭବନ ଉପରକୁ ଅଣ୍ଡା ମାଡ଼ କରିଥିଲେ। ଆନ୍ଦୋଳନକାରୀଙ୍କୁ ଅଟକାଇବାକୁ ଯାଇ ପୋଲିସ ନାକେଦମ୍ ହୋଇଥିଲା। ଉଭୟ ପୋଲିସ ଓ ଯୁବ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ଓ ଟଣାଓଟରା ପରିସ୍ଥିତି ସୃଷ୍ଟି ହୋଇଥିଲା। ପରିସ୍ଥିତି ନିୟନ୍ତ୍ରଣକୁ ଆଣିବା ପାଇଁ ପୋଲିସ ବହୁ ଯୁବ କଂଗ୍ରେସ ନେତା ଓ କର୍ମୀଙ୍କୁ ଗିରଫ କରିଛି।

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ହିଞ୍ଜିଳି ମ୍ୟୁନିସିପାଲିଟିର ବିଜେଡି ନେତା ଓ କର୍ମୀ
ଭୁବନେଶ୍ୱର: ଗତକାଲି ଶେରଗଡ଼ ବ୍ଲକର ବିଜେଡି କର୍ମୀ ଓ ନେତା ମାନେ ସେମାନଙ୍କ ବିଧାୟକ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ସରକାରୀ ଉଦାସୀନତା ବିରୁଦ୍ଧରେ ଅଭିଯୋଗ ଆଣିଥିଲେ। ଆଜି  ହିଞ୍ଜିଳି ମ୍ୟୁନିସିପାଲଟି ବିଜୁ ଜନତା ଦଳର ନେତା  ଏବଂ କର୍ମୀମାନେ ନବୀନ ନିବାସରେ ବିଜେଡି ସଭାପତି ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ସମାନ ଅଭିଯୋଗ କରିଛନ୍ତି।

ସରକାରୀ ଅବହେଳା ଯୋଗୁଁ ହିଞ୍ଜିଳି ମ୍ୟୁନିସିପାଲଟି ଅଞ୍ଚଳରେ ବିକାଶ କାମ ସ୍ଥାଣୁ ହୋଇ ଯାଇଥିବା ଓ ଆଇନ ଶୃଙ୍ଖଳା ଅଧୋଗତି ନେଇ ବିଜେଡି ନେତା ଓ କର୍ମୀ ମାନେ ନବୀନ ପଟ୍ଟନାୟକଙ୍କୁ ଅବଗତ କରିଥିଲେ। ହିଞ୍ଜିଳି ଉପଖଣ୍ଡ ଡାକ୍ତରଖାନାରେ ଉନ୍ନତ ଭିତ୍ତିଭୂମି ଥିଲେ ମଧ୍ୟ ସରକାରଙ୍କ ଉଦାସୀନତା ଯୋଗୁଁ ଡାକ୍ତର ଓ ଷ୍ଟାଫ ଅଭାବ ଯୋଗୁଁ ଲୋକ ଉପଯୁକ୍ତ ସ୍ୱାସ୍ଥ୍ୟ ସେବା ପାଉନାହାନ୍ତି। ମ୍ୟୁନିସିପାଲିଟିରେ କର୍ମଚାରୀ ଅଭାବ ଓ ଅନ୍ୟାନ୍ୟ ସମସ୍ୟା ପ୍ରତି ସରକାର ସମ୍ପୂର୍ଣ୍ଣ ଉଦାସୀନ.ଯୋଗ୍ୟ ବ୍ୟକ୍ତିଙ୍କ ରାସନ କାର୍ଡ଼ ଓ ଭତ୍ତା ମନମୁଖୀ ଭାବରେ କାଟି ଦିଆଯାଉଛି।

ଅଭିଯୁକ୍ତ  ନିର୍ଭୟରେ ବୁଲୁଥିବା ବେଳେ  ଅଭିଯୋଗ  କରୁଥିବା  ଲୋକ ନାମରେ କେସ୍ କରାଯାଉଛି। ଦଳୀୟ ମନୋଭାବ ନେଇ ପୁଲିସ ପ୍ରଶାସନର କାମ ଯୋଗୁଁ ସାଧାରଣ ଲୋକ ଥାନାକୁ ଯିବାକୁ ଭୟ କରୁଛନ୍ତି। ଏଭଳି ଅନେକ ଅଭିଯୋଗ ସମ୍ପର୍କ ରେ ବିଜେଡି ନେତା କର୍ମୀମାନେ ନବୀନ ପଟ୍ଟନାୟକଙ୍କୁ ଅବଗତ କରିବା ସହ ତାଙ୍କର ହସ୍ତକ୍ଷେପ ଲୋଡ଼ିଥିଲେ। ଶ୍ରୀ ପଟ୍ଟନାୟକ ଏ ସବୁ ଅଭିଯୋଗ ବିଷୟରେ ଜିଲ୍ଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିବେ ବୋଲି କହିଥିଲେ ଏବଂ ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ବିକାଶ ଓ ଲୋକଙ୍କ ଅଭାବ ଅସୁବିଧା ଦୂର କରିବା ଦିଗରେ କାମ ଜାରି ରଖିବାକୁ ପରାମର୍ଶ ଦେଇଥିଲେ।

ଏହି ଆଲୋଚନା ସମୟରେ ବିରୋଧୀ ଦଳ ନେତାଙ୍କ ହିଞ୍ଜିଳି ପ୍ରତିନିଧି ଦେବାନନ୍ଦ ମହାପାତ୍ରଙ୍କ ସମେତ ହିଞ୍ଜିଳି ମୁନିସିପାଲିଟିର ଚେୟାରମ୍ୟାନ୍ ସୁବାସ ପଲେଇ ରୋଗୀକଲ୍ୟାଣ ସମିତି ସଭାପତି ନୀଳମଣି ପଟ୍ଟନାୟକ, ହୃଦାନନ୍ଦ ମହାପାତ୍ର ,ମନୋଜ  ପଲେଇ ଶୋଭା ମହାରଣା  ଉପସ୍ଥିତ ଥିଲେ। ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ସିମାଞ୍ଚଳ ମହାରଣା ବିରୋଧୀ ଦଳ ନେତାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଥିଲେ।

କଟକରେ ଆତଙ୍କ; ବିଚ୍ ରାସ୍ତାରେ ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୃତ୍ତ
କଟକ: କଟକ ସଦର ଥାନା ଅନ୍ତର୍ଗତ ସାର୍ତୋଳ ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ବିଚ୍ ରାସ୍ତାରେ ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ଗୋଡେଇ ଗୋଡେଇ ହାଣିଥିବା ଖବର ସାମ୍ନାକୁ ଆସିଛି। ଦିନ ଦ୍ୱିପ୍ରହରରେ ଏଭଳି ମରଣାନ୍ତକ ଆକ୍ରମଣ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି କରିଛି।ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣକ ହେଲେ ଶଙ୍କରପୁର ଅଞ୍ଚଳର ଲକି ରାଉତ୍।

ସୂଚନା ମୁତାବକ, ଦୁର୍ବୃତ୍ତମାନେ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଖବର ପାଇ ପୁଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା ଏବଂ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଲକିଙ୍କୁ ଉଦ୍ଧାର କରିଥିଲା। ତାଙ୍କ ଶରୀରରେ ଗଭୀର କ୍ଷତ ରହିଥିବାରୁ ଏବଂ ଅବସ୍ଥା ସଙ୍କଟାପନ୍ନ ଥିବାରୁ ପୋଲିସ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ମେଡିକାଲ ପଠାଇଛି। ତେବେ ଏହି ଆକ୍ରମଣ ପଛରେ ପୂର୍ବ ଶତ୍ରୁତା ରହିଛି ନା ଅନ୍ୟ କିଛି କାରଣ, ସେ ନେଇ ପୁଲିସ ତଦନ୍ତ ଆରମ୍ଭ କରିଛି।

ଧଉଳିରେ ଲଜ୍ଜାଜନକ ଘଟଣା: ରାଜ୍ୟ ସରକାରଙ୍କୁ ନବୀନଙ୍କ ଟାର୍ଗେଟ୍, 'ଆଇନଶୃଙ୍ଖଳା କେତେ ଆଉ ବିପର୍ଯ୍ୟସ୍ତ ହେଲେ ସରକାର ସଜାଗ ହେବେ'
ଭୁବନେଶ୍ୱର: ରାଜ୍ୟ ରାଜଧାନୀ ଭୁବନେଶ୍ୱରର ଛାତି ଉପରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା ସମଗ୍ର ରାଜ୍ୟକୁ ସ୍ତବ୍ଧ କରିଦେଇଛି। ଏହି ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ ବିଚଳିତ କରିଦେବା ଭଳି ପରିସ୍ଥିତି ସୃଷ୍ଟି କରିଛି ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି। ରାଜଧାନୀରେ ବର୍ବରତା ଓ ଅରାଜକତା ସୀମା ଟପୁଥିବା ବେଳେ ଏଠାରେ ମହିଳା ଓ ନାବାଳିକାମାନେ କେତେ ସୁରକ୍ଷିତ, ତାହା ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ବୋଲି ନବୀନ କହିଛନ୍ତି।

https://twitter.com/Naveen_Odisha/status/2000842825441681868

ଏହି ଜଘନ୍ୟ କାଣ୍ଡ ପରେ ସରକାରଙ୍କ ଆଇନଶୃଙ୍ଖଳା ବ୍ୟବସ୍ଥା ଉପରେ ସେ ତୀବ୍ର ସମାଲୋଚନା କରିଛନ୍ତି। ରାଜ୍ୟରେ ଅପରାଧୀମାନେ ଭୟଶୂନ୍ୟ ହୋଇପଡ଼ିଛନ୍ତି ଏବଂ ସରକାର ନିଜର ବିଶ୍ୱସନୀୟତା ହରାଉଛନ୍ତି। ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ବେଳେ ସରକାର କେବେ ସଜାଗ ହେବେ ବୋଲି ପ୍ରଶ୍ନ କରିଛନ୍ତି ନବୀନ। ଅପରାଧ ରୋକିବା ଦିଗରେ ସରକାରଙ୍କ ଅସମର୍ଥତା ସାଧାରଣ ଜନତାଙ୍କୁ ଭୟଭୀତ କରୁଛି। ରାଜଧାନୀରେ ମହିଳାଙ୍କ ପାଇଁ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରି ନ ପାରିବା ରାଜ୍ୟ ସରକାରଙ୍କ ଅପାରଗତା ଓ ସମ୍ବେଦନହୀନ ଆଚରଣକୁ ଦର୍ଶାଉଛି ବୋଲି ସେ କହିଛନ୍ତି। ମହିଳାଙ୍କ ସୁରକ୍ଷା ସହ ଅପରାଧ ପ୍ରବଣତାକୁ ରୋକିବା ପାଇଁ ସରକାର କଠୋର ପଦକ୍ଷେପ ନେବାକୁ ଦାବି କରିଛନ୍ତି। କେବଳ ଘଟଣା ଘଟିବା ପରେ ନୁହେଁ, ବରଂ ପୂର୍ବରୁ ଅପରାଧକୁ ରୋକିବା ଦିଗରେ ସରକାର ତତ୍ପର ହେବା ଆବଶ୍ୟକ ବୋଲି ନବୀନ କହିଛନ୍ତି।

ଖବର ଅନୁଯାୟୀ,  ରାଜଧାନୀ ଉପକଣ୍ଠ ଧଉଳିରୁ ପୁଣି ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ପୁରୁଷବନ୍ଧୁଙ୍କ ସହ ବୁଲି ଯାଇଥିବା ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଛନ୍ତି। ଦିନ ଦି’ପହରେ ଦୁର୍ବୃତ୍ତମାନେ ପୁରୁଷବନ୍ଧୁଙ୍କୁ ମାଡ଼ ମାରି ତାଙ୍କ ଆଖି ଆଗରେ ନାବାଳିକାକୁ ଗଣଦୁଷ୍କର୍ମ କରିଛନ୍ତି। ଏହାକୁ ନେଇ ତୀବ୍ର ଆଲୋଡ଼ନ ସୃଷ୍ଟି ହୋଇଛି। ଗତ ୧୦ ତାରିଖରେ ଏହି ବର୍ବର କାଣ୍ଡ  ଘଟିଥିବା ବେଳେ ଆଜି ପଦାକୁ ଆସିଛି। ଏହି ଘଟଣା‌ରେ ପୁଲିସ ଏକ ମାମଲା ରୁଜୁ କରି ୨ ଅଭିଯୁକ୍ତଙ୍କୁ ଗିରଫ କରିଛି।

ସୂଚନା ମୁତାବକ, ନାବାଳିକାଜଣଙ୍କ ତାଙ୍କ ପୁରୁଷବନ୍ଧୁଙ୍କ ସହ ଧଉଳି ବୁଲିବାକୁ ଆସିଥିଲେ। ପରେ ସେମାନେ ଲିଙ୍ଗିପୁର ନିକଟ ଦୟାନଦୀ କୂଳ ଦେଇ ଘରକୁ ଫେରୁଥିଲେ। ଏହି ସମୟରେ ୫ଜଣ ଦୁର୍ବୃତ୍ତ ଦୁଇଟି ବାଇକ୍‌ରେ ତାଙ୍କୁ ପିଛା କରିଥିଲେ। ଏକ ନିକାଞ୍ଚନ ସ୍ଥାନରେ ତାଙ୍କୁ ଅଟକାଇ ଲୁଟ୍‌ ଉଦ୍ୟମ  କରିଥିଲେ। ନାବାଳିକା ଏବଂ ପୁରୁଷବନ୍ଧୁ ସେମାନଙ୍କୁ ବିରୋଧ କରିବାରୁ ଏଥିରେ ଉତ୍‌କ୍ଷିପ୍ତ ହୋଇଯାଇଥିଲେ। ଦୁର୍ବୃତ୍ତମାନେ ପୁରୁଷ ବନ୍ଧୁଙ୍କୁ ନିସ୍ତୁକ ମାଡ଼ ମାରିବା ପରେ ତାଙ୍କ ଆଖି ଆଗରେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରିଥିଲେ। ନାବାଳିକାଜଣଙ୍କ ଯେତେ କାକୁତିମିନତି ହୋଇଥିଲେ ହେଁ ଯୌନପିପାସୁ ରାକ୍ଷସମାନେ କିଛି ଶୁଣି ନଥିଲେ। ପରେ ସେମାନେ ଉଭୟଙ୍କଠାରୁ ସୁନା, ଟଙ୍କା ଲୁଟ୍‌ କରି ଫେରାର୍‌ ହୋଇଯାଇଥିଲେ। ଏନେଇ ନାବାଳିକା ଜଣଙ୍କ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏହି ଘଟଣାରେ ପୁଲିସ ୨ଜଣଙ୍କୁ ଗିରଫ କରିଛି। ଅନ୍ୟ ଅଭିଯୁକ୍ତମାନେ ଫେରାର ଥିବା ଜଣାପଡ଼ିଛି। ଏହି ଘଟଣାରେ ନାବାଳିକା ଏବଂ ପୁରୁଷବନ୍ଧୁଙ୍କ ବୟାନ ରେକର୍ଡ କରାଯାଇଛି।

ଆଇନଶୃଙ୍ଖଳା ନାଁରେ ପୋଲିସକୁ ବିଜେପିର ଆକ୍ରମଣ ଘଟଣା: ଷଡ଼ଯନ୍ତ୍ରକାରୀଙ୍କୁ ଗିରଫ ଦାବିରେ ଦାବିପତ୍ର ପ୍ରଦାନ
ଭୁବନେଶ୍ବର: ଆଇନଶୃଙ୍ଖଳା ନାଁରେ ପୋଲିସକୁ ବିଜେପିର ଆକ୍ରମଣ ଘଟଣା। ଅତିରିକ୍ତ ପୋଲିସ କମିଶନର ଉମାଶଙ୍କର ଦାଶଙ୍କୁ ଭେଟିଲା ଅଲ୍ ଓଡ଼ିଶା ଷ୍ଟୁଡେଣ୍ଟ ଭଏସ ସଂଗଠନ। ସମ୍ବଲପୁରରେ ମହିଳା ପୋଲିସ ଅଧିକାରୀଙ୍କୁ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କ ଆକ୍ରମଣ ଓ ଭୁବନେଶ୍ୱରରେ ଆଇନଶୃଙ୍ଖଳା ନାଁରେ ହିଂସାକାଣ୍ଡ ଘଟାଇବା ପଛର ଷଡ଼ଯନ୍ତ୍ରକାରୀଙ୍କୁ ଗିରଫ ଦାବିରେ ଦାବିପତ୍ର ପ୍ରଦାନ କରାଯାଇଛି। ଡିଜିପିଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ପୋଲିସ କମିଶନର ଉମାଶଙ୍କର ଦାଶଙ୍କୁ ଦାବିପତ୍ର ପ୍ରଦାନ ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛି ଅଲ୍ ଓଡ଼ିଶା ଷ୍ଟୁଡେଣ୍ଟ ଭଏସ ସଂଗଠନ।