HSC - The Sakala
କଟକ:  ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଇଛି।  ଶୁକ୍ରବାର ଅପରାହ୍ନ ୪ଟାରେ କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ଘୋଷଣା ହୋଇଛି। ବୋର୍ଡର କଟକସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ  ଏବଂ ସଚିବ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଥିଲେ। ଚଳିତ ଥର ମାଟ୍ରିକରେ ୯୪.୯୩ ପ୍ରତିଶତ ରେଜଲ୍ଟ ହୋଇଛି। ପୁଅଙ୍କ ପାସ ହାର ୯୪ ପ୍ରତିଶତ ରହିଥିବା ବେଳେ ଝିିଅଙ୍କ ପାସ୍ ହାର ୯୬ ପ୍ରତିଶତ ରହିଛି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିଲେ ୫ ଲକ୍ଷ ୨ ହଜାର ୪୧୭ ଜଣ । ପାସ୍ କରିଛନ୍ତି ୪ ଲକ୍ଷ ୮୪ ହଜାର ୮୬୩ ଜଣ । ସେମାନଙ୍କ ମଧ୍ୟରୁ ୧୮୧୨ ଜଣ A1 ଗ୍ରେଡ ପାଇଥିବାବେଳେ, ୧୨ ହଜାର ୨୦୦ ଜଣ ଛାତ୍ରଛାତ୍ରୀ A2 ଗ୍ରେଡ ପାଇଛନ୍ତି । ସେହିପରି B1 ଗ୍ରେଡ ପାଇଛନ୍ତି ୩୮ ହଜାର ୮୩୧ ଜଣ ଛାତ୍ରଛାତ୍ରୀ। B2 ଗ୍ରେଡ ପାଇଛନ୍ତି ୮୪,୯୭୧ ଜଣ ଛାତ୍ରଛାତ୍ରୀ । C ଗ୍ରେଡ ପାଇଛନ୍ତି ୧ ଲକ୍ଷ ୩୩ ହଜାର ୮୮୨ ଜଣ ଛାତ୍ରଛାତ୍ରୀ। D ଗ୍ରେଡ ପାଇଛନ୍ତି ୧ ଲକ୍ଷ ୪୬ ହଜାର ୧୫୪ ଜଣ ଛାତ୍ରଛାତ୍ରୀ। E ଗ୍ରେଡ ପାଇଛନ୍ତି ୭୬,୦୧୩ ଜଣ ଛାତ୍ରଛାତ୍ରୀ। F ଗ୍ରେଡ ପାଇଛନ୍ତି ୭,୩୮୪ ଜଣ ଛାତ୍ରଛାତ୍ରୀ। ଗଜପତି ଜିଲ୍ଲାରେ ସର୍ବାଧିକ ପାସହାର ୯୯.୩୫ ପ୍ରତିଶତ ରହିଛି । ସେହିଭଳି କୋରାପୁଟ ଜିଲ୍ଲାରେ ସର୍ବନିମ୍ନ ପାସ ହାର  ୯୨.୮୩ ପ୍ରତିଶତ ଅଛି   ।
ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀ ମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ ନିଜ ନିଜର ପରୀକ୍ଷାଫଳ ଦେଖିପାରିବେ।ଛାତ୍ରଛାତ୍ରୀମାନେ ସେମାନଙ୍କ ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍‌ରେ ଫଳାଫଳ ଯାଞ୍ଚ କରିପାରିବେ ଛାତ୍ରଛାତ୍ରୀ । ଏହା ସହିତ, ଏସ୍‌ଏମ୍‌ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ବୋର୍ଡ ପକ୍ଷରୁ ଉପଲବ୍ଧ କରାଯାଇଛି।  ମୋବାଇଲରୁ OR10 ଏବଂ ନିଜର ରୋଲ ନମ୍ବର ଲେଖି 5676750କୁ ଟାଇପ କରି ପଠାଇଲେ ମଧ୍ଯ ପରୀକ୍ଷା ଫଳ ଜାଣିପାରିବେ । ଯେଉଁମାନେ ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ, ସେମାନେ ପୁନଃ ମୂଲ୍ୟାୟନ କିମ୍ବା ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ଚଳିତ ବର୍ଷ ଫେବ୍ରୁଆରୀ ୨୧ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା । ରାଜ୍ୟରେ ହୋଇଥିବା ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୫ ଲକ୍ଷ ୨୨ ହଜାର ୩୩୬ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ୩୦ ଜିଲ୍ଲାରେ ୩୧୩୩ ପରୀକ୍ଷା କେନ୍ଦ୍ର ସହ ୩୧୪ଟି ନୋଡାଲ୍‌ ସେଣ୍ଟର ବ୍ୟବସ୍ଥା କରାଯାଇଥିଲା। ସବୁ ସେଣ୍ଟରରେ ସିସିଟିଭି ଲାଗିଥିଲା । କପି ରୋକିବା ପାଇଁ ୪ ସ୍ତରୀୟ ସ୍କ୍ବାର୍ଡ ବ୍ୟବସ୍ଥା ହୋଇଥିଲା ।
ଭୁବନେଶ୍ବର: ଆସନ୍ତାକାଲିଠୁ ଆରମ୍ଭ ହେବ ଚଳିତ ବର୍ଷର ୧୦ମ ବୋର୍ଡ (ମାଟ୍ରିକ) ପରୀକ୍ଷା। ଉଭୟ ରେଗୁଲାର, ଏକ୍ସ-ରେଗୁଲାର ପାଇଁ ପରୀକ୍ଷା ଅନୁଷ୍ଠିତ ହେବ। ଉଭୟ ରେଗୁଲାର, ଏକ୍ସ-ରେଗୁଲାର ପରୀକ୍ଷା ଗୋଟିଏ ସିଟିଂ ଓ ଗୋଟିଏ ପ୍ରଶ୍ନପତ୍ରରେ ହେବ। ସକାଳ ୭ଟା ୩୦ ମିନିଟରେ ପରୀକ୍ଷା କେନ୍ଦ୍ର ଖୋଲିବ। ପରୀକ୍ଷା ପାଇଁ ବିଭାଗ ସମସ୍ତ ପଦକ୍ଷେପ ନେଇଛି। ୩୦୨୯ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହେବ। ୫ ଲକ୍ଷ ୧୨ ହଜାର ୪୩୭ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ବିଭାଗ ପକ୍ଷରୁ ୩୧୪ଟି ନୋଡାଲ ସେଣ୍ଟର ହୋଇଛି। ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଫ୍ଲାଇଂ ସ୍କ୍ୱାର୍ଡ ଠାରୁ ଆରମ୍ଭ କରି ନୋଡାଲ ଅଫିସରମାନଙ୍କୁ ନିଯୁକ୍ତ କରାଯାଇଛି। ସେଣ୍ଟ୍ରାଲ ଅବଜରଭର୍, ଜିଲ୍ଲାସ୍ତର ଅବଜରଭର୍ ମାନେ ଦାୟିତ୍ୱରେ ରହିଛନ୍ତି। ଯେମିତି ପରୀକ୍ଷାରେ କୌଣସି ବ୍ୟତିକ୍ରମ ହେବ ନାହିଁ, ସେଥିପାଇଁ ବିଭାଗ ତରଫରୁ ଗୁରୁତ୍ଵ ଦିଆଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜିଠୁ ମାଟ୍ରିକ୍‌‌ ସମ୍ମେଟିଭ-୨ ପରୀକ୍ଷା, ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ
କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌‌ ସମ୍ମେଟିଭ୍‌‌-୨ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଯାଇଛି। ଏକ ସଙ୍ଗରେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ କରାଯାଉଛି। ଚଳିତ ବର୍ଷ ମାଟ୍ରିକ୍‌‌ ପରୀକ୍ଷାର୍ଥୀଙ୍କ ସଂଖ୍ୟା ହେଉଛି ୫ ଲକ୍ଷ ୪୧ ହଜାର ୨୪୭। ମୋଟ୍‌‌ ୩୨୧୮ଟି କେନ୍ଦ୍ରରେ ପରୀକ୍ଷା ହେଉଛି। ପ୍ରଶ୍ନପତ୍ର ମହଜୁଦ ରଖିବା ପାଇଁ ୩୧୬ଟି ନୋଡାଲ ସେଣ୍ଟର କରାଯାଇଛି। ମାଓ ଅଧ୍ୟୁଷିତ ଅଞ୍ଚଳରେ ୨୨ଟି ଥାନାକୁ ନୋଡାଲ ସେଣ୍ଟର ଭାବେ ବ୍ୟବହାର କରାଯିବ। ଏହି ପରିପ୍ରେକ୍ଷୀରେ କନ୍ଧମାଳରେ ୭ଟି, କୋରାପୁଟରେ ୫ଟି ଓ ମାଲକାନଗିରିରେ ୧୦ଟି ଥାନା ନୋଡାଲ ସେଣ୍ଟର ହୋଇଛି। ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହେବ। ଶୁକ୍ରବାର ପ୍ରଥମ ଭାଷା ଅର୍ଥାତ ଓଡ଼ିଆ ବିଷୟ ପରୀକ୍ଷା ରହିଛି। ପ୍ରଥମ ଦିନରେ ପରୀକ୍ଷାର୍ଥୀମାନଙ୍କୁ ୧ ଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ପଡ଼ିବ ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଥିଲେ।
ଚଳିତ ବର୍ଷ ମାଟ୍ରିକ୍‌‌ ପରୀକ୍ଷା ଶାନ୍ତିଶୃଙ୍ଖଳାରେ ସମାପନ କରିବା ପାଇଁ ବୋର୍ଡ କର୍ତ୍ତୃପକ୍ଷ ସ୍ୱତନ୍ତ୍ର ପଦକ୍ଷେପ ନେଇଛନ୍ତି ବୋଲି ସଭାପତି ଶ୍ରୀ ହାଜରା କହିଛନ୍ତି। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସମସ୍ତ ଜିଲ୍ଲାର ଜିଲ୍ଲାପାଳ, ଜିଲ୍ଲା ଶିକ୍ଷାଧିକାରୀମାନଙ୍କ ସହିତ ଭର୍ଚୁଆଲ ପ୍ଲାଟ୍‌‌ଫର୍ମରେ ଏ ସଂକ୍ରାନ୍ତରେ ଆଲୋଚନା କରିଛନ୍ତି। ପ୍ରଶ୍ନପତ୍ର ଲିକ୍‌‌ ଏବଂ କପି ରୋକିବା ଦିଗରେ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯିବ। କିଛି ସମ୍ବେଦନଶୀଳ କେନ୍ଦ୍ର ଚିହ୍ନଟ ହୋଇଥିବାବେଳେ ଏଠାରେ ନିରୀକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ବୋର୍ଡ ପକ୍ଷରୁ ୩୬ଟି ସ୍କ୍ୱାଡ୍‌‌କୁ ମିଶାଇ ମୋଟ୍‌‌ ୭୪ଟି ସ୍କ୍ୱାଡ୍‌‌ ଗଠନ ହୋଇଛି ବୋଲି ସେ ଜଣାଇଛନ୍ତି। ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କଠାରୁ ମିଳିଥିବା ସୂଚନା ମୁତାବକ, ପରୀକ୍ଷା ସକାଳ ୮ଟାରେ ଆରମ୍ଭ ହେବ। ହେଲେ ସକାଳ ୬ଟାରୁ ୭ଟା ମଧ୍ୟରେ କଡ଼ା ସୁରକ୍ଷା ବଳୟ ଭିତରେ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରକୁ ଅଣାଯିବ। ପ୍ରଶ୍ନପତ୍ର ନେଇ ଆସୁଥିବା ଗାଡ଼ିକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ସୁରକ୍ଷା ଯୋଗାଇ ଦିଆଯିବ। କେନ୍ଦ୍ରରେ ନିୟୋଜିତ ସମସ୍ତ ଶିକ୍ଷକ କିମ୍ବା ଅଧିକାରୀମାନଙ୍କ ମୋବାଇଲ୍‌‌ ବ୍ୟବହାର ଉପରେ କଟକଣା ଲଗାଯିବ ବୋଲି ଉପସଭାପତି ଶ୍ରୀ ମହାନ୍ତି ସୂଚନା ଦେଇଛନ୍ତି। ପ୍ରଶ୍ନପତ୍ର ଓ ଉତ୍ତରଖାତା ରହୁଥିବା ଷ୍ଟ୍ରଙ୍ଗ୍‌‌ ରୁମ୍‌‌ରେ ୨୪ ଘଣ୍ଟିଆ କଡ଼ା ନିରାପତ୍ତା, ପରୀକ୍ଷା କେନ୍ଦ୍ରରେ ସୁରକ୍ଷାକର୍ମୀ ମୁତୟନ, ବିଦ୍ୟୁତ୍‌‌ ଏବଂ ପିଇବା ପାଣି ବ୍ୟବସ୍ଥା ସହ ପରୀକ୍ଷା ପରିଚାଳନାରେ ବାଧା ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ୨୯୧୪ ଜଣ ମଧ୍ୟମା ପରୀକ୍ଷା ଦେବେ। ସେମାନଙ୍କ ପାଇଁ ୧୦୮ଟି କେନ୍ଦ୍ରରେ ପରୀକ୍ଷା ଦେବାକୁ ବ୍ୟବସ୍ଥା ହୋଇଛି। ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୭୧୮୧ ଜଣ ପରୀକ୍ଷାର୍ଥୀ ୧୪୬ଟି ସେଣ୍ଟରରେ ପରୀକ୍ଷା ଦେବେ ବୋଲି ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ମାର୍ଚ୍ଚ ୧୦ରୁ ଦଶମ ପରୀକ୍ଷା: କପି ରୋକିବା ପାଇଁ ସେଣ୍ଟର ଗୁଡ଼ିକୁ ଅଚାନକ ଗସ୍ତ କରିବେ ସ୍ୱତନ୍ତ୍ର ସ୍କ୍ୱାର୍ଡ
ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧୦ରୁ ୧୭ ଯାଏ ହେବ ମାଟ୍ରିକ ପରୀକ୍ଷା। ଏଥର କପି ରୋକିବାକୁ ସ୍ୱତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପରୀକ୍ଷା ସେଣ୍ଟର ଗୁଡ଼ିକୁ ସ୍କ୍ୱାର୍ଡ ଅଚାନକ ଗସ୍ତ କରିବେ। ଯାହାର ଗତିବିଧି ସମ୍ପର୍କରେ କେହି ଜାଣି ନଥିବେ।  ପ୍ରଶ୍ନପତ୍ର ହବ୍‌କୁ ଯାଇଛି । ଯେତେ ସମ୍ଭବ ସିସିଟିଭି ଲଗାଇବାକୁ କୁହାଯାଇଛି। ଜିଲ୍ଲା ପ୍ରଶାସନ ସହ ବି ସହଯୋଗ ପାଇଁ ଆଲୋଚନା ହୋଇଛି । ହବ୍‌କୁ ପରୀକ୍ଷା ସେଣ୍ଟର ଯାଏ ପ୍ରଶ୍ନପତ୍ର ନେବାକୁ ସ୍ୱତନ୍ତ୍ର ଲୋକଙ୍କୁ ଦାୟିତ୍ୱ ଦିଆଯାଇଛି । ଶୃଙ୍ଖଳା ସହ ପରୀକ୍ଷା ହେବ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ। ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ।