Tuesday Hprpscope - The Sakala
ମଙ୍ଗଳବାର ରାଶିଫଳ ( ୨୯- ୦୭- ୨୦୨୫ )
ମେଷ: ଦିନଟିରେ ଚିନ୍ତାଗ୍ରସ୍ତ ରହିବେ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ନିବେଶରୁ ଦୂରେଇ ରହିବେ। ନୂଆ ଯୋଜନା ପାଇଁ ଗୁରୁଜନଙ୍କ ପରାମର୍ଶ ନେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ।
ବୃଷ: ବ୍ୟବସାୟରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ଉଧାର ଧନ ଫେରିପାଇବେ। ସରକାରୀ କ୍ଷେତ୍ରରେ ସଫଳତା ଲାଭ କରିବେ। ବିଦ୍ୟାର୍ଥୀ ଖେଳକୁଦରେ ସମୟ ଅତିବାହିତ କରିବେ।
ମିଥୁନ: ଧନ ଆଗମନ ଯୋଗ ଅଛି। ପରିବାର ସଦସ୍ୟଙ୍କ ସହିତ ମତାନ୍ତର ହେବ। ବ୍ୟବସାୟୀ ଦୂର ସ୍ଥାନକୁ ଯାତ୍ରା କରିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ମନ ପ୍ରସନ୍ନ ରହିବ।
କର୍କଟ: ଅଫିସ୍‌ କାମରେ ବ୍ୟସ୍ତ ରହିବେ ଏବଂ ଅତିରିକ୍ତ ଦାୟିତ୍ବ ତୁଲାଇବେ। ବନ୍ଧୁଙ୍କ ସାହାଯ୍ୟରେ ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଧାର୍ମିକ କାର୍ଯ୍ୟ ପାଇଁ ଆଗ୍ରହୀ ହେବେ।
ସିଂହ: କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ବନ୍ଧୁଙ୍କ ସହ ବୁଲିବା ପାଇଁ ନୂଆ ଯୋଜନା କରିବେ। ଧାର କରଜରୁ ଦୂରେଇ ରହିବେ। ନୃତ୍ୟଶିଳ୍ପୀଙ୍କ ପାଇଁ ଦିନଟି ଭଲ।
କନ୍ୟା: ଯାତ୍ରାରୁ ଲାଭ ମିଳିବ। ଦିନଟିରେ କର୍ମଚଞ୍ଚଳ ରହିବେ। ପାରିବାରିକ ଜୀବନରେ ତିକ୍ତତା ଦେଖା ଦେବ। ବ୍ୟବସାୟରେ ସଫଳତା ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ।
ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ। ଅଫିସ୍‌ରେ ସହକର୍ମୀଙ୍କ ସହ ବ୍ୟକ୍ତିଗତ କଥା ଆଲୋଚନା କରିବେ ନାହିଁ।
ବିଛା: ଦିନଟି ଶୁଭଫଳ ପ୍ରଦାନ କରିବ। ସରକାରୀ କାମ ସମସ୍ୟା ସମାଧାନ ହେବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ପାରିବାରିକ ବିବାଦରୁ ଦୂରେଇ ରହିବେ।
ଧନୁ: କାର୍ଯ୍ୟରେ ଉନ୍ନତି ଘଟିବ। ଦାମ୍ପତ୍ୟ ଜୀବନ ହସଖୁସିରେ ଅତିବାହିତ କରିବେ। ଇଚ୍ଛା ପୂରଣ ହେବ। ଗରିବ, ଅସହାୟଙ୍କୁ ସାହାଯ୍ୟ କରିବେ। ସନ୍ତାନଙ୍କ ସଫଳତା ପାଇଁ ଖୁସି ହେବେ।
ମକର: ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ବଦଭ୍ୟାସ ପରିତ୍ୟାଗ କରିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବିବାହ ପ୍ରସ୍ତାବ ସ୍ଥିର ହେବ। ବିଦ୍ୟାର୍ଥୀ ପ୍ରବେଶିକା ପରୀକ୍ଷା ଲାଗି ପ୍ରସ୍ତୁତି ଜାରି ରଖିବେ।
କୁମ୍ଭ: ଦୀର୍ଘ ଦିନ ସମସ୍ୟାର ସମାଧାନ ହେବ। ଅଫିସ୍‌ କାମ ସୂଚାରୁରୂପେ ତୁଲାଇବେ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ବଡ଼ ଭାଇ ଓ ଭଉଣୀଙ୍କ ସହଯୋଗ ମିଳିବ।
ମୀନ: କଥା ଓ କାମ ମଧ୍ୟରେ ଲୋକଙ୍କୁ ପ୍ରଭାବିତ କରିବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। ଆର୍ଥିକ ମାମଲାରେ ସୁଧାର ଆସିବ। ମଠ ତଥା ମନ୍ଦିରରେ ଦାନ କରିବେ।
ମଙ୍ଗଳବାର ରାଶିଫଳ ( ୧-୦୭- ୨୦୨୫ )
ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ।
ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଦେଖା ଦେବ।
ମିଥୁନ: ଯାନବାହନ କିଣିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।
କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।
ସିଂହ:ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଆୟର ନୂଆ ଅବସର ପ୍ରାପ୍ତ ହେବ।
ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିପାରେ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।
ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।
ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।
କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।
ମୀନ: ଭାବିଚିନ୍ତି ନିବେଶ କରନ୍ତୁ। ଅଫିସ୍‌ରେ ସହକର୍ମୀଙ୍କ ସହ ମତାନ୍ତର ଦେଖା ଦେବ। ନୂଆ କାର୍ଯ୍ୟ ଆରମ୍ଭ କରିବାର ଉତ୍ତମ ସମୟ। ସ୍ବାମୀ-ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝମଣା ରହିବ।
ମେଷ: ଅଫିସ୍‌ କାର୍ଯ୍ୟ ପ୍ରଭାବିତ ହେବ। ଆର୍ଥିକ ସମସ୍ୟା ଦେଖାଦେବ। ଖାଦ୍ୟପାନୀୟ ପ୍ରତି ଧ୍ୟାନ ରଖିବେ। ମହିଳାଙ୍କଠାରେ ଆଣ୍ଠୁଗଣ୍ଠି ସମସ୍ୟା ଦେଖାଦେବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ ।
ବୃଷ: ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟରେ ସମସ୍ୟାକୁ ସାମ୍ନା କରିବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ। ମନ ପ୍ରସନ୍ନ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ମିଥୁନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ନୂଆ କାର୍ଯ୍ୟ ଆରମ୍ଭ କରିବେ। ବିଦେଶ ଯାତ୍ରା ଯୋଗ ରହିଛି। ପରିବାର ସହିତ ହସଖୁସିରେ ସମୟ ଅତିବାହିତ କରିବେ।
କର୍କଟ: ଶାନ୍ତ ଓ ଖୁସି ମନରେ ସମସ୍ତ କାମ ପୂରା କରିବେ। ନିବେଶରୁ ଲାଭ ମିଳିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ଜୀବନସାଥୀଙ୍କ ସହ ବୁଲିବାକୁ ଯିବେ। ଆଇଟି କ୍ଷେତ୍ରରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
ସିଂହ: ବ୍ୟବସାୟରେ ବିରୋଧୀଙ୍କୁ ସାମ୍ନା କରିବେ। ନୂଆ କାମରେ ବନ୍ଧୁ ତଥା ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ବିବାହ ପ୍ରସ୍ତାବ ସ୍ଥିର ହେବ। କଳା କ୍ଷେତ୍ରରେ ରୁଚି ବଢ଼ିବ। ଦେବକାର୍ଯ୍ୟରେ ମନୋଯୋଗ ଦେବେ।
କନ୍ୟା: ବ୍ୟବସାୟରୁ ଲାଭ ମିଳିବ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ପିତାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିଦ୍ୟାର୍ଥୀ ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ।
ତୁଳା: କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିବେ। ପାରିବାରିକ ବିବାଦ ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ବିଛା: କାର୍ଯ୍ୟରେ ବାଧା ଆସିବ। ଅନଲାଇନ୍ ବ୍ୟବସାୟୀଙ୍କୁ ଲାଭ ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। ଭାଇ-ଭଉଣୀଙ୍କ ସମ୍ପର୍କ ମଜଭୁତ ହେବ। ଦାମ୍ପତ୍ୟ ଜୀବନ ଅଶାନ୍ତି ଭିତରେ ଗତି କରିବ।
ଧନୁ: କର୍ମଚଞ୍ଚଳ ରହିବେ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ। ଅଫିସ୍‌ କାର୍ଯ୍ୟରେ ସମସ୍ୟା ଆସିବ। ସମୟ ପୂର୍ବରୁ କାମ ଶେଷ କରିବେ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ।
ମକର: ଆୟଠୁ ଅଧିକ ବ୍ୟୟ ହେବ। ପରିବାର ସଦସ୍ୟଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ସ୍ବାସ୍ଥ୍ୟ ପ୍ରତି ସଚେତନ ହେବେ। ଅଯଥା ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।
କୁମ୍ଭ: ଧାର କରଜରୁ ଦୂରେଇ ରହିବେ। ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ମୀନ: ଦିନଟି ବ୍ୟସ୍ତତା ଭିତରେ କଟିବ। ପରିବାରରେ ହସଖୁସିର ପରିବେଶ ରହିବ। ଖେଳାଳିଙ୍କ ପାଇଁ ଅନୁକୂଳ ସମୟ। ଧନଲାଭ ଯୋଗ ଅଛି। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ମେଷ: ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟରେ ଖୁସି ହେବେ। ବ୍ୟବସାୟରେ ସମସ୍ୟା ଦେଖା ଦେବ। କୌଣସି କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାମରେ ପରିବାରର ସହଯୋଗ ମିଳିବ।
ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କାର୍ଯ୍ୟରେ ପଦୋନ୍ନତି ସମ୍ଭାବନା ରହିବ। ଛାତ୍ରଛାତ୍ରୀଙ୍କୁ ଶୁଭଫଳ ମିଳିବ। ଅଟକି ରହିଥ଄ବା କାର୍ଯ୍ୟ ପୂରା ହେବ। ଘରେ ପୂଜାପାଠ ଆୟୋଜନ କରିବେ।
ମିଥୁନ: ନିଜ ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଧନ ବ୍ୟୟର ଯୋଗ ରହିଛି। ଭାଇ, ଭଉଣୀଙ୍କ ମନୋମାଳିନ୍ୟ ଦୂର ହେବ। ରାଜନୀତିରେ ସଫଳତା ମିଳିବ।
କର୍କଟ: ଚାକିରିଆଙ୍କୁ ଧନପ୍ରାପ୍ତି ଯୋଗ ଅଛି। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଯାନବାହନ କିଣିପାରନ୍ତି। କୌଣସି ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ସିଂହ: ଦୂର ସ୍ଥାନକୁ ଯାତ୍ରା କରିବେ। ନୂଆ ଲୋକଙ୍କ ସହ ସମ୍ପର୍କ ଘନିଷ୍ଠ ହେବ। ଅଧିକ ଖର୍ଚ୍ଚାନ୍ତ ହେବେ। ଛାତ୍ରଛାତ୍ରୀ ବିଦେଶ ଯାତ୍ରା କରିବେ। କଥାରେ ମଧୁରତା ରଖିବେ।
କନ୍ୟା: ବନ୍ଧୁଙ୍କ ସହାୟତାରେ ଆୟର ନୂଆ ମାର୍ଗ ଉନ୍ମୁକ୍ତ ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପୂଜାପାଠରେ ସାମିଲ ହେବେ। ପ୍ରେମ ଜୀବନରେ ମଧୁରତା ଆସିବ।
ତୁଳା: ପୈତୃକ ସମ୍ପତ୍ତିରେ ବିବାଦ ଦେଖା ଦେବ। ପୂର୍ବରୁ କରିଥିବା ନିବେଶରୁ ଲାଭ ମିଳିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ।
ବିଛା: ବ୍ୟାଙ୍କ ଚାକିରିଆଙ୍କୁ କୌଣସି ଖୁସି ଖବର ମିଳିବ। ପିଲାଙ୍କ ସହ ସମୟ ଅତିବାହିତ କରିବେ। ପରିବାର ସହ କୌଣସି ସ୍ଥାନକୁ ବୁଲିବାକୁ ଯିବେ। ସ୍ବାସ୍ଥ୍ୟରେ ସୁଧାର ହେବ।
ଧନୁ: ଅର୍ଥ ସଞ୍ଚୟ କରିବେ। ଭବିଷ୍ୟତର କୌଣସି ଯୋଜନାକୁ ନେଇ ଚିନ୍ତାରେ ରହିବେ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।
ମକର: ସମୟ ପୂର୍ବରୁ କାର୍ଯ୍ୟ ଶେଷ କରିବେ। ବ୍ୟବସାୟରେ ପରିବର୍ତ୍ତନ ଆଣିବା ଲାଗି ଘରର ଗୁରୁଜନଙ୍କ ସହ ଆଲୋଚନା କରିବେ। ଜମି କିଣାବିକାକୁ ନେଇ ନୂଆ ଯୋଜନା କରିବେ।
କୁମ୍ଭ: ପ୍ରେମ ଜୀବନରେ ପ୍ରଗାଢ଼ତା ଆସିବ। ଭବିଷ୍ୟତ ଲାଗି ଅର୍ଥ ନିବେଶ କରିବେ। ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ଦେଖା ଦେବ।
ମୀନ: ଭଜନ, କୀର୍ତ୍ତନରେ ସାମିଲ ହେବେ। କୌଣସି କାମରେ ପରିବାରର ସହଯୋଗ ମିଳିବ। ବିରୋଧୀଙ୍କଠାରୁ ଦୂରତ୍ବ ରକ୍ଷା କରିବେ।
ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଦିନଟି ମିଶ୍ରିତ ଫଳ ଦେବ। ପରୋପକାରରେ ନିଜକୁ ସାମିଲ କରିେବ।
ବୃଷ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପାରିବାରିକ ଜୀବନ ସୁଖମୟ ହେବ। ନିଜଲୋକଙ୍କ ସହ ସୁଖଦ ସମୟ ଅତିବାହିତ କରିବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ।
ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ସାମାଜିକ କାର୍ଯ୍ୟରେ ସମୟ ଅତିବାହିତ କରିେବ। ଆର୍ଥିକ ମାମଲାରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସମ୍ପର୍କୀୟଙ୍କୁ ଉଧାର ଦେଇ ପାରନ୍ତି।
କର୍କଟ: ବନ୍ଧୁଙ୍କ ସହଯୋଗ ମିଳିବ। ଜମି କ୍ରୟ କରିପାରନ୍ତି। ମହିଳାଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ସିଂହ: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଘରକୁ ଅତିଥି ଆଗମନ କରିେବ। କାର୍ଯ୍ୟଭାର ବଢ଼ିବ। ଆୟଠୁ ବ୍ୟୟ ଅଧିକ ହେବେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ପେଟଜନିତ ସମସ୍ୟା ଦେଖାଦେଇପାରେ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ।
ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ବିଦ୍ୟାର୍ଥୀ ସଫଳତା ପାଇଁ କଠିନ ପରିଶ୍ରମ କରିେବ। ନୂତନ ବ୍ୟବସାୟ ପାଇଁ ଯୋଜନା ପ୍ରସ୍ତୁତ କରିେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ବିଛା: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ଧନୁ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।
ମକର: ଦିନଟି ଶୁଭଫଳ ପ୍ରଦାନ କରିବ। ଗୁରୁଜନଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାରେ ରହିେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। କ୍ରୀଡ଼ାବିତ୍‌ ସଫଳ ହେବେ।
କୁମ୍ଭ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ ପ୍ରତିଷ୍ଠା ବଢ଼ିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଘରେ ମାଙ୍ଗଳିକ କାର୍ଯ୍ୟ ହେବ। ପ୍ରେମ ବ୍ୟାପାରରେ ସଫଳତା ମିଳିବ।
ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ବିଶେଷ କାର୍ଯ୍ୟରୁ ଲାଭ ମିଳିବ।
ମେଷ: କର୍ମକ୍ଷେତ୍ରରେ କାହାସହ ଯୁକ୍ତିତର୍କ କରନ୍ତୁନି। ମନୋରଞ୍ଜନରେ ଦିନ ବିତିବ। ପାରିବାରିକ ଜୀବନରେ ସୁଖଶାନ୍ତି ବଜାୟ ରହିବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
ବୃଷ: ଯୋଜନା ଅନୁସାରେ ସମସ୍ତ କାର୍ଯ୍ୟ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଉଚ୍ଚ ପ୍ରଶଂସା ପାଇପାରନ୍ତି। ନିଜର ପରିଶ୍ରମ ଓ ବୁଝାମଣା ଯୋଗୁଁ ଜୀବନରେ ସୁଖଶାନ୍ତି ପାଇବେ।
ମିଥୁନ: ସାହିତ୍ୟ, କଳା, ଲେଖନ, ସଙ୍ଗୀତ, ଫିଲ୍ମ ତଥା ରଚନାତ୍ମକ କ୍ଷେତ୍ରରେ ପ୍ରତିଭା ପ୍ରଦର୍ଶନ କରିବେ। ଆଜି ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ। ସୂର୍ଯ୍ୟଦେବତାଙ୍କୁ ଜଳଅର୍ପଣ କରନ୍ତୁ।
କର୍କଟ: ଅଟକି ଥିବା ଦିଗରୁ ଅର୍ଥ ପାଇବେ। ନୂତନ ଜମି କିମ୍ବା ଯାନବାହନ କ୍ରୟ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବାଣିଜ୍ୟ ବେପାରରୁ ଲାଭ ମିଳିବ। ଗୃହିଣୀମାନେ ଘରକାମରେ ବ୍ୟସ୍ତ ରହିବେ।
ସିଂହ: ଲୋକସମ୍ପର୍କ ବଢ଼ିବ। ଆର୍ଥିକ ଲାଭ ପ୍ରାପ୍ତ ହେବ। ଅଟକି ଥିବା କାମ ପୂରା ହେବ। ଉଧାର ଟଙ୍କା ପାଇବାରେ ବିଳମ୍ବ ହେବ। ପିଲାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ହେବେ।
କନ୍ୟା: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଅଫିସ୍‌ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ। ସାମାଜିକ ଲୋକପ୍ରିୟତା ବୃଦ୍ଧି ପାଇବ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ।
ତୁଳା: ଦୀର୍ଘ ଦିନର ସ୍ବପ୍ନ ପୂରଣ ହେବ। ନୂତନ ବ୍ୟବସାୟ ଆରମ୍ଭ କରିବାକୁ ଅନୁକୂଳ ସମୟ। ବିଦ୍ୟାର୍ଥୀମାନେ ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିପାରନ୍ତି। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସମ୍ପର୍କରେ ଆସିବେ।
ବିଛା: କାର୍ଯ୍ୟସ୍ଥଳୀରେ ଭଲ ପ୍ରଦର୍ଶନ କରିବେ। ବ୍ୟବହାର ବଳରେ ସମସ୍ତଙ୍କ ମନ କିଣିନେବେ। ନିଜକୁ ପ୍ରମାଣିତ କରିବା ପାଇଁ ବର୍ତ୍ତମାନ ଭଲ ସମୟ। ଆୟ ଅନୁସାରେ ବ୍ୟୟ ହେବ।
ଧନୁ: କଠିନ ପରିଶ୍ରମ ଓ ପ୍ରୟାସ ବଳରେ ସଫଳତା ହାସଲ କରିବେ। ସାମାଜିକ କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ପରିବାର ଲୋକଙ୍କ ସହ ଭଲ ସମୟ ବିତାଇବେ। ଦୂରସ୍ଥାନ ଯାତ୍ରା କରିପାରନ୍ତି।
ମକର: ବର୍ତ୍ତମାନ ସମୟ ଆପଣଙ୍କ ପାଇଁ ଏତେଟା ଭଲ ନୁହେଁ। ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ। ଅର୍ଥାଭାବ ଦେଖାଦେବ। ଭଗବାନ ବିଷ୍ଣୁଙ୍କ ଆରାଧନା କରିବା ଫଳପ୍ରଦ।
କୁମ୍ଭ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ବ୍ୟବସାୟ କ୍ଷେତ୍ରରେ କ୍ଷତି ସହିବେ। ହଠାତ୍‌ ଦୂରସ୍ଥାନ ଯାତ୍ରା କରିପାରନ୍ତି। ପିଲାମାନେ ଖେଳକୁଦରେ ସମୟ ବିତାଇବେ। ବ୍ୟୟ ଅଧିକ ହେବ।
ମୀନ: କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ। ଅଚିହ୍ନା ଲୋକଙ୍କ ସହ କଥାବାର୍ତ୍ତା କରିବା ସମୟରେ ସାବଧାନ ରହୁନ୍ତୁ। ନିଜ ପାଇଁ ସମୟ କାଢ଼ନ୍ତୁ। ପାରିବାରିକ ଦାୟିତ୍ବ ବଢ଼ିବ।
ମଙ୍ଗଳବାର ରାଶିଫଳ (୧୪-୦୩-୨୦୨୩)
ମେଷ: ଚତୁରତାର ସହ କାର୍ଯ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ । ମହିଳାମାନେ ସ୍ବାଭିମାନୀ ହେବେ। ରାଜନୀତିରେ ଉଚ୍ଚସମ୍ମାନ ପାଇବେ। ବାଣିଜ୍ୟରେ ଭଲ ଆୟ ହେବ।
ବୃଷ: ଦିନଟିରେ କାର୍ଯ୍ୟମନ୍ଥର ସହ ଖର୍ଚ୍ଚାନ୍ତ ଦେଖାଦେବ। ସାଂସାରିକ ଭୁଲ୍‌ ବୁଝାମଣା ରହିବ। ସମାଜରେ ଲୋକପ୍ରିୟତା ହ୍ରାସ ପାଇବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ।
ମିଥୁନ: ପରିଶ୍ରମର ଫଳ ପାଇବେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। କର୍ମକ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମନେ ଉତ୍ସାହିତ ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ।
କର୍କଟ: କୌଣସି କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। କର୍ମକ୍ଷେତ୍ରରେ ଅବହେଳା ରହିବ। ବାଣିଜ୍ୟରେ ବ୍ୟୟ ବହୁଳତା ରହିବ। ଶିକ୍ଷାର୍ଥୀ ଅସ୍ଥିରମନା ହେବେ।
ସିଂହ: କର୍ମକ୍ଷେତ୍ରରେ ସୁଖସନ୍ତୋଷ ପ୍ରାପ୍ତି ହେବ। ଅତିଥିଙ୍କ ଆଗମନ ହୋଇପାରେ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ଆଶାଜନକ ଫଳ ପାଇବେ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ।
କନ୍ୟା: ଦିନଟି ବ୍ୟସ୍ତବିବ୍ରତ ରହିବେ। ରାଜନୀତିରେ ଉତ୍ତେଜନା ପରିସ୍ଥିତି ଦେଖାଦେଇ ପାରେ । ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟ ଚିନ୍ତାଜନକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ।
ତୁଳା: ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ରାଜନୀତିରେ ନେତୃତ୍ବ ବୃଦ୍ଧି ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ।
ବିଛା: ବଡ଼ଧରଣର ସଫଳତା ପାଇପାରନ୍ତି। ରାଜନୀତିରେ ସକ୍ରିୟ ଭୂମିକା ରହିବ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ।
ଧନୁ: ବାରମ୍ବାର ଚେଷ୍ଟା କରି ସୁଫଳ ପାଇବେ। ମହିଳାମାନେ ଧର୍ମ ପରାୟଣା ହେବେ। ବାଣିଜ୍ୟରେ ଲାଭ ମିଳିବ। ମହିଳାମାନେ ଜନସେବାରେ ବ୍ରତୀ ହେବେ।
ମକର: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ ସମସ୍ୟା ଘେରରେ ରହିବେ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ।
କୁମ୍ଭ: ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ରାଜନୀତିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ।
ମୀନ: ଦେହ ଓ ମନ ଭଲ ରହିବ। ଆର୍ଥିକ ସ୍ବଚ୍ଛଳତା ରହିବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ।ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ।