ବିନା ଇଣ୍ଟରନେଟ୍‌ ରେ କେମିତି କରିବେ ୟୁପିଆଇ ପେମେଣ୍ଟ, ଆସନ୍ତୁ ଜାଣିବା….

The Sakala Picture
Published On

ନୂଆଦିଲ୍ଲୀ: ସ୍ମାର୍ଟଫୋନ୍ ୟୁଜର୍ସଙ୍କ ପାଇଁ ୟୁପିଆଇ ମାଧ୍ୟମରେ ପେମେଣ୍ଟ କରିବା ଏବେ ଏକ ସୁବିଧାଜନକ ମାଧ୍ୟମ। ଏହା ଜରିଆରେ ୟୁଜର୍ସ ଯେକୌଣସି ସ୍ଥାନରେ ପାଖରେ ଟଙ୍କା ନ ଥିଲେ ବି ଟଙ୍କା ପୈଠ କରିପାରୁଛନ୍ତି। ୟୁପିଆଇ ପେମେଣ୍ଟ କରିବାକୁ ହେଲେ ଫୋନ୍‌ରେ ଇଣ୍ଟରନେଟ୍ ସଂଯୋଗ ଥିବା ଜରୁରୀ। ଅନେକ ସମୟରେ ଇଣ୍ଟରନେଟ ସଂଯୋଗ ନ ଥିଲେ କିମ୍ବା ମନ୍ଥର ଥିଲେ ଅନ୍‌ଲାଇନ୍ ପେମେଣ୍ଟ କରିବା ମୁସ୍କିଲ ହୋଇଯାଏ। ଯଦି କୌଣସି ସମୟରେ ଆପଣ ଏମିତି କିଛି ଅସୁବିଧାର […]

ନୂଆଦିଲ୍ଲୀ: ସ୍ମାର୍ଟଫୋନ୍ ୟୁଜର୍ସଙ୍କ ପାଇଁ ୟୁପିଆଇ ମାଧ୍ୟମରେ ପେମେଣ୍ଟ କରିବା ଏବେ ଏକ ସୁବିଧାଜନକ ମାଧ୍ୟମ। ଏହା ଜରିଆରେ ୟୁଜର୍ସ ଯେକୌଣସି ସ୍ଥାନରେ ପାଖରେ ଟଙ୍କା ନ ଥିଲେ ବି ଟଙ୍କା ପୈଠ କରିପାରୁଛନ୍ତି। ୟୁପିଆଇ ପେମେଣ୍ଟ କରିବାକୁ ହେଲେ ଫୋନ୍‌ରେ ଇଣ୍ଟରନେଟ୍ ସଂଯୋଗ ଥିବା ଜରୁରୀ। ଅନେକ ସମୟରେ ଇଣ୍ଟରନେଟ ସଂଯୋଗ ନ ଥିଲେ କିମ୍ବା ମନ୍ଥର ଥିଲେ ଅନ୍‌ଲାଇନ୍ ପେମେଣ୍ଟ କରିବା ମୁସ୍କିଲ ହୋଇଯାଏ। ଯଦି କୌଣସି ସମୟରେ ଆପଣ ଏମିତି କିଛି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ତେବେ ଆପଣଙ୍କୁ କିଛି ଖାସ୍ ଟ୍ରିକ୍ ଜାଣିବାକୁ ହେବ। ଏହି ଟ୍ରିକ୍ ଜରିଆରେ ଫୋନ୍‌ରେ ଇଣ୍ଟରନେଟ୍ ସଂଯୋଗ ନ ଥିଲେ ମଧ୍ୟ ଆପଣ ୟୁପିଆଇ ପେମେଣ୍ଟ କରିପାରିବେ ।

ଆହୁରି ପଢ଼ନ୍ତୁ: ହ୍ୱାଟ୍ସଆପରେ ବଢ଼ିବ ପ୍ରାଇଭେସି: ଏବେ ଟେକ୍ସଟ୍ ମେସେଜ୍ ପାଇଁ ମଧ୍ୟ ମିଳିବ 'ଭିୟୁ ୱାନ୍ସ' ଫିଚର୍

*୯୯# ସର୍ଭିସ୍ ମାଧ୍ୟମରେ ୟୁପିଆଇ ପେମେଣ୍ଟ

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରୁ କାହିଁକି ହଟୁଛି ପୋଷ୍ଟ? ସେନ୍ସରସିପ୍ ଗୁଜବ ଉପରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଖୁଲାସା

ୟୁପିଆଇ ପେମେଣ୍ଟ କରିବାକୁ ହେଲେ ସବୁଠୁ ଜରୁରୀ ଆପଣଙ୍କ ବ୍ୟାଙ୍କ ରେ ପଞ୍ଜୀକୃତ ଏବଂ ୟୁପିଆଇ ସହ ଲିଙ୍କ୍ ହୋଇଥିବା ଫୋନ୍ ନମ୍ବର ଦରକାର । ଏହାପରେ ଆପଣଙ୍କ ଫୋନ୍‌ରେ *୯୯# ସର୍ଭିସ୍ ଆକ୍ଟିଭ୍ ଅଛି କି ନାହିଁ ଯାଞ୍ଚ କରିନିଅନ୍ତୁ। *୯୯# ଡାଏଲର କୋଡ୍ ଭାରତରେ ସମସ୍ତ ମୋବାଇଲ୍ ୟୁଜର୍ସଙ୍କ ପାଇଁ ଆରମ୍ଭ କରାଯାଇଥିଲା। ଏହାର ଅର୍ଥ ଆପଣ ୟୁପିଆଇ ଇକୋସିଷ୍ଟମର ଏକ ଅଂଶ ।

ଆସନ୍ତୁ ଜାଣିବା ବିନା ଇଣ୍ଟରନେଟ୍‌ରେ କିଭଳି କରିବେ ପେମେଣ୍ଟ -:

  • ସର୍ବପ୍ରଥମେ ଫୋନ୍‌ରେ *୯୯# ଡାଏଲ କରନ୍ତୁ ।

  • ଏହାପରେ ଆପଣଙ୍କୁ ଅନେକ ମେନ୍ୟୁ ଦେଖାଯିବ । ଏଥିରେ ଆପଣ ପ୍ରଥମ ମେନ୍ୟୁ (ସେଣ୍ଟ ମନି) ଉପରେ କ୍ଲିକ୍ କରନ୍ତୁ ।

  • ଯାହାଙ୍କୁ ଟଙ୍କା ପଠାଇବେ ତାଙ୍କର ସବିଶେଷ ତଥ୍ୟ ଦିଅନ୍ତୁ ।

  • ୟୁପିଆଇ ଆକାଉଣ୍ଟ ସହ ଲିଙ୍କ୍ ନମ୍ବର ଦିଅନ୍ତୁ ।

  • କେତେ ଟଙ୍କା ପଠାଇବେ ଟାଇପ୍ କରନ୍ତୁ। ପରେ ସେଣ୍ଟ ଉପରେ କ୍ଲିକ୍ କରନ୍ତୁ ।

  • ଏହାପରେ ଟ୍ରାଞ୍ଜାକ୍ସନ ପୁରା କରିବାକୁ ଆପଣଙ୍କୁ ୟୁପିଆଇ ପିନ୍ ଦେବାକୁ ହେବ।

23 Sep 2021 By The Sakala

ବିନା ଇଣ୍ଟରନେଟ୍‌ ରେ କେମିତି କରିବେ ୟୁପିଆଇ ପେମେଣ୍ଟ, ଆସନ୍ତୁ ଜାଣିବା….

ନୂଆଦିଲ୍ଲୀ: ସ୍ମାର୍ଟଫୋନ୍ ୟୁଜର୍ସଙ୍କ ପାଇଁ ୟୁପିଆଇ ମାଧ୍ୟମରେ ପେମେଣ୍ଟ କରିବା ଏବେ ଏକ ସୁବିଧାଜନକ ମାଧ୍ୟମ। ଏହା ଜରିଆରେ ୟୁଜର୍ସ ଯେକୌଣସି ସ୍ଥାନରେ ପାଖରେ ଟଙ୍କା ନ ଥିଲେ ବି ଟଙ୍କା ପୈଠ କରିପାରୁଛନ୍ତି। ୟୁପିଆଇ ପେମେଣ୍ଟ କରିବାକୁ ହେଲେ ଫୋନ୍‌ରେ ଇଣ୍ଟରନେଟ୍ ସଂଯୋଗ ଥିବା ଜରୁରୀ। ଅନେକ ସମୟରେ ଇଣ୍ଟରନେଟ ସଂଯୋଗ ନ ଥିଲେ କିମ୍ବା ମନ୍ଥର ଥିଲେ ଅନ୍‌ଲାଇନ୍ ପେମେଣ୍ଟ କରିବା ମୁସ୍କିଲ ହୋଇଯାଏ। ଯଦି କୌଣସି ସମୟରେ ଆପଣ ଏମିତି କିଛି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ତେବେ ଆପଣଙ୍କୁ କିଛି ଖାସ୍ ଟ୍ରିକ୍ ଜାଣିବାକୁ ହେବ। ଏହି ଟ୍ରିକ୍ ଜରିଆରେ ଫୋନ୍‌ରେ ଇଣ୍ଟରନେଟ୍ ସଂଯୋଗ ନ ଥିଲେ ମଧ୍ୟ ଆପଣ ୟୁପିଆଇ ପେମେଣ୍ଟ କରିପାରିବେ ।

*୯୯# ସର୍ଭିସ୍ ମାଧ୍ୟମରେ ୟୁପିଆଇ ପେମେଣ୍ଟ

ୟୁପିଆଇ ପେମେଣ୍ଟ କରିବାକୁ ହେଲେ ସବୁଠୁ ଜରୁରୀ ଆପଣଙ୍କ ବ୍ୟାଙ୍କ ରେ ପଞ୍ଜୀକୃତ ଏବଂ ୟୁପିଆଇ ସହ ଲିଙ୍କ୍ ହୋଇଥିବା ଫୋନ୍ ନମ୍ବର ଦରକାର । ଏହାପରେ ଆପଣଙ୍କ ଫୋନ୍‌ରେ *୯୯# ସର୍ଭିସ୍ ଆକ୍ଟିଭ୍ ଅଛି କି ନାହିଁ ଯାଞ୍ଚ କରିନିଅନ୍ତୁ। *୯୯# ଡାଏଲର କୋଡ୍ ଭାରତରେ ସମସ୍ତ ମୋବାଇଲ୍ ୟୁଜର୍ସଙ୍କ ପାଇଁ ଆରମ୍ଭ କରାଯାଇଥିଲା। ଏହାର ଅର୍ଥ ଆପଣ ୟୁପିଆଇ ଇକୋସିଷ୍ଟମର ଏକ ଅଂଶ ।

ଆସନ୍ତୁ ଜାଣିବା ବିନା ଇଣ୍ଟରନେଟ୍‌ରେ କିଭଳି କରିବେ ପେମେଣ୍ଟ -:

  • ସର୍ବପ୍ରଥମେ ଫୋନ୍‌ରେ *୯୯# ଡାଏଲ କରନ୍ତୁ ।

  • ଏହାପରେ ଆପଣଙ୍କୁ ଅନେକ ମେନ୍ୟୁ ଦେଖାଯିବ । ଏଥିରେ ଆପଣ ପ୍ରଥମ ମେନ୍ୟୁ (ସେଣ୍ଟ ମନି) ଉପରେ କ୍ଲିକ୍ କରନ୍ତୁ ।

  • ଯାହାଙ୍କୁ ଟଙ୍କା ପଠାଇବେ ତାଙ୍କର ସବିଶେଷ ତଥ୍ୟ ଦିଅନ୍ତୁ ।

  • ୟୁପିଆଇ ଆକାଉଣ୍ଟ ସହ ଲିଙ୍କ୍ ନମ୍ବର ଦିଅନ୍ତୁ ।

  • କେତେ ଟଙ୍କା ପଠାଇବେ ଟାଇପ୍ କରନ୍ତୁ। ପରେ ସେଣ୍ଟ ଉପରେ କ୍ଲିକ୍ କରନ୍ତୁ ।

  • ଏହାପରେ ଟ୍ରାଞ୍ଜାକ୍ସନ ପୁରା କରିବାକୁ ଆପଣଙ୍କୁ ୟୁପିଆଇ ପିନ୍ ଦେବାକୁ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp