ରିଲାଏନ୍ସ ଜିଓର ୨୦୨୨-୨୩ ବାର୍ଷିକ ନେଟ ଲାଭ ୨୩% ବୃଦ୍ଧି

The Sakala Picture
Published On

ଭୁବନେଶ୍ୱର: ଦେଶର ସର୍ବବୃହତ ଟେଲିକମ ଓ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ରିଲାଏନ୍ସ ଜିଓ ଇନଫୋକମ ଲିମିଟେଡ଼ ପକ୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସ ତଥା ସମ୍ପୂର୍ଣ୍ଣ ଆର୍ଥିକ ବର୍ଷର ଫଳାଫଳ ଆଜି ଘୋଷଣା କରାଯାଇଛି। ୨୦୨୨-୨୩ ଆର୍ଥିକ ବର୍ଷରେ ରିଲାଏନ୍ସ ଜିଓର ନେଟ ଲାଭ ପୂର୍ବ ବର୍ଷ ତୁଳନାରେ ୨୩ ପ୍ରତିଶତ ବୃଦ୍ଧି ସହିତ ୧୮୨୦୭ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି। ୨୦୨୧-୨୨ ଆର୍ଥିକ ବର୍ଷରେ କମ୍ପାନୀର ନେଟ ଲାଭ […]

ଭୁବନେଶ୍ୱର: ଦେଶର ସର୍ବବୃହତ ଟେଲିକମ ଓ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ରିଲାଏନ୍ସ ଜିଓ ଇନଫୋକମ ଲିମିଟେଡ଼ ପକ୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସ ତଥା ସମ୍ପୂର୍ଣ୍ଣ ଆର୍ଥିକ ବର୍ଷର ଫଳାଫଳ ଆଜି ଘୋଷଣା କରାଯାଇଛି। ୨୦୨୨-୨୩ ଆର୍ଥିକ ବର୍ଷରେ ରିଲାଏନ୍ସ ଜିଓର ନେଟ ଲାଭ ପୂର୍ବ ବର୍ଷ ତୁଳନାରେ ୨୩ ପ୍ରତିଶତ ବୃଦ୍ଧି ସହିତ ୧୮୨୦୭ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି। ୨୦୨୧-୨୨ ଆର୍ଥିକ ବର୍ଷରେ କମ୍ପାନୀର ନେଟ ଲାଭ ୧୪୮୧୭ କୋଟି ଟଙ୍କା ରହିଥିଲା । କମ୍ପାନୀର ବାର୍ଷିକ ମୋଟ ପରିଚାଳନାଗତ ରାଜସ୍ୱ ପୂର୍ବ ବର୍ଷ ତୁଳନାରେ ପ୍ରାୟ ୧୮ ପ୍ରତିଶତ ବୃଦ୍ଧି ପାଇ ୯୦୭୮୬ କୋଟି ଟଙ୍କା ହୋଇଥିବା ଘୋଷଣା କରାଯାଇଛି, ଯାହା ପୂର୍ବ ବର୍ଷ ୭୬୯୭୭ କୋଟି ଟଙ୍କା ରହିଥିଲା ।

ଆହୁରି ପଢ଼ନ୍ତୁ: ଚନ୍ଦ୍ର ବିଜୟର ‘ପାୱାର ହାଉସ’: ଜାଣନ୍ତୁ କେମିତି ପ୍ରସ୍ତୁତ ହୋଇଥିଲା ଦୁନିଆର ସବୁଠାରୁ ଶକ୍ତିଶାଳୀ ରକେଟ୍ ଇଞ୍ଜିନ୍

ସେହିଭଳି ଜାନୁଆରୀ ରୁ ମାର୍ଚ୍ଚ ୨୦୨୩ ଚତୁର୍ଥ ତ୍ରୟମାସରେ କମ୍ପାନୀର ନେଟ ଲାଭ ୪୧୭୩ କୋଟି ଟଙ୍କା ରହିଥିବା ଘୋଷଣା କରାଯାଇଛି, ଯାହା ଗତ ବର୍ଷ ସମାନ ତ୍ରୟମାସ ତୁଳନାରେ ୧୩ ପ୍ରତିଶତ ଅଧିକ ରହିଛି । ଚତୁର୍ଥ ତ୍ରୟମାସରେ କମ୍ପାନୀର ପରିଚାଳନାଗତ ରାଜସ୍ବ ୨୩୩୯୪ କୋଟି ଟଙ୍କା ରହିଛି, ଯାହା ପୂର୍ବ ବର୍ଷ ସମାନ ତ୍ରୟମାସରେ ୨୦୯୦୧ ଟଙ୍କା ରହିଥିଲା।

ଆହୁରି ପଢ଼ନ୍ତୁ: ଚାଟ୍ ଜିପିଟିରେ ଆସିଲା ନୂଆ 'ହେଲଥ୍ ଫିଚର': ଏବେ ଆପଣଙ୍କ ମେଡିକାଲ ରିପୋର୍ଟ ପଢ଼ିବ ଏଆଇ

21 Apr 2023 By The Sakala

ରିଲାଏନ୍ସ ଜିଓର ୨୦୨୨-୨୩ ବାର୍ଷିକ ନେଟ ଲାଭ ୨୩% ବୃଦ୍ଧି

ଭୁବନେଶ୍ୱର: ଦେଶର ସର୍ବବୃହତ ଟେଲିକମ ଓ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ରିଲାଏନ୍ସ ଜିଓ ଇନଫୋକମ ଲିମିଟେଡ଼ ପକ୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସ ତଥା ସମ୍ପୂର୍ଣ୍ଣ ଆର୍ଥିକ ବର୍ଷର ଫଳାଫଳ ଆଜି ଘୋଷଣା କରାଯାଇଛି। ୨୦୨୨-୨୩ ଆର୍ଥିକ ବର୍ଷରେ ରିଲାଏନ୍ସ ଜିଓର ନେଟ ଲାଭ ପୂର୍ବ ବର୍ଷ ତୁଳନାରେ ୨୩ ପ୍ରତିଶତ ବୃଦ୍ଧି ସହିତ ୧୮୨୦୭ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି। ୨୦୨୧-୨୨ ଆର୍ଥିକ ବର୍ଷରେ କମ୍ପାନୀର ନେଟ ଲାଭ ୧୪୮୧୭ କୋଟି ଟଙ୍କା ରହିଥିଲା । କମ୍ପାନୀର ବାର୍ଷିକ ମୋଟ ପରିଚାଳନାଗତ ରାଜସ୍ୱ ପୂର୍ବ ବର୍ଷ ତୁଳନାରେ ପ୍ରାୟ ୧୮ ପ୍ରତିଶତ ବୃଦ୍ଧି ପାଇ ୯୦୭୮୬ କୋଟି ଟଙ୍କା ହୋଇଥିବା ଘୋଷଣା କରାଯାଇଛି, ଯାହା ପୂର୍ବ ବର୍ଷ ୭୬୯୭୭ କୋଟି ଟଙ୍କା ରହିଥିଲା ।

ସେହିଭଳି ଜାନୁଆରୀ ରୁ ମାର୍ଚ୍ଚ ୨୦୨୩ ଚତୁର୍ଥ ତ୍ରୟମାସରେ କମ୍ପାନୀର ନେଟ ଲାଭ ୪୧୭୩ କୋଟି ଟଙ୍କା ରହିଥିବା ଘୋଷଣା କରାଯାଇଛି, ଯାହା ଗତ ବର୍ଷ ସମାନ ତ୍ରୟମାସ ତୁଳନାରେ ୧୩ ପ୍ରତିଶତ ଅଧିକ ରହିଛି । ଚତୁର୍ଥ ତ୍ରୟମାସରେ କମ୍ପାନୀର ପରିଚାଳନାଗତ ରାଜସ୍ବ ୨୩୩୯୪ କୋଟି ଟଙ୍କା ରହିଛି, ଯାହା ପୂର୍ବ ବର୍ଷ ସମାନ ତ୍ରୟମାସରେ ୨୦୯୦୧ ଟଙ୍କା ରହିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp