ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ‘ଏକ୍ସ’ ସର୍ଭର ଡାଉନ୍‌

The Sakala Picture
Published On

ନୂଆଦିଲ୍ଲୀ : ସୋସିଆଲ୍ ମିଡିଆ ପ୍ଲାଟଫର୍ମ ‘X’ ର ସର୍ଭର ଡାଉନ୍‌ ହୋଇଛି। ଗୁରୁବାର ସକାଳୁ ଢ ବ୍ୟବହାର କରୁଥିବା ଲୋକଙ୍କ ପାଇଁ ସମସ୍ୟା ଉପୁଜିଛି । ସାଇଟ ଡାଉନ ହେବା ଯୋଗୁଁ ୟୁଜର୍ସ ଅନେକ ହଇରାଣ ହେଉଛନ୍ତି । ସମସ୍ୟାଟି ସମଗ୍ର ବିଶ୍ୱବ୍ୟାପୀ ଦେଖାଯାଉଥିବା ଜଣାପଡିଛି। ଯାହାଫଳରେ ୟୁଜର୍ସମାନେ ଅନେକ ଅସୁବିଧାର ସାମ୍ନା ହେବା ସହିତ ଏନେଇ ଅଭିଯୋଗ ମଧ୍ୟ କରୁଛନ୍ତି । ଏପରିକି ‘ଏକ୍ସ’ରେ ଟ୍ୱିଟର ଡାଉନ୍ ବୋଲି ଟ୍ରେଣ୍ଡ ହେବାରେ ମଧ୍ୟ ଲାଗିଛି । […]

ନୂଆଦିଲ୍ଲୀ : ସୋସିଆଲ୍ ମିଡିଆ ପ୍ଲାଟଫର୍ମ ‘X’ ର ସର୍ଭର ଡାଉନ୍‌ ହୋଇଛି। ଗୁରୁବାର ସକାଳୁ ଢ ବ୍ୟବହାର କରୁଥିବା ଲୋକଙ୍କ ପାଇଁ ସମସ୍ୟା ଉପୁଜିଛି । ସାଇଟ ଡାଉନ ହେବା ଯୋଗୁଁ ୟୁଜର୍ସ ଅନେକ ହଇରାଣ ହେଉଛନ୍ତି । ସମସ୍ୟାଟି ସମଗ୍ର ବିଶ୍ୱବ୍ୟାପୀ ଦେଖାଯାଉଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

ଯାହାଫଳରେ ୟୁଜର୍ସମାନେ ଅନେକ ଅସୁବିଧାର ସାମ୍ନା ହେବା ସହିତ ଏନେଇ ଅଭିଯୋଗ ମଧ୍ୟ କରୁଛନ୍ତି । ଏପରିକି ‘ଏକ୍ସ’ରେ ଟ୍ୱିଟର ଡାଉନ୍ ବୋଲି ଟ୍ରେଣ୍ଡ ହେବାରେ ମଧ୍ୟ ଲାଗିଛି । ସର୍ଭର ଡାଉନ୍ ହେବା କାରଣରୁ ୟୁଜର୍ସମାନେ ‘ଏକ୍ସ’ରେ ପୋଷ୍ଟ ସେୟାର କରିପାରୁନାହାଁନ୍ତି । ‘ଏକ୍ସ’ ଖୋଲିଲେ କେବଳ ‘ୱେଲକମ୍ ଟୁ ଏକ୍ସ’ ଲେଖା ହେଇଥିବା ନଜର ଆସୁଛି । ଉଭୟ ଫୋନ୍ ଏବଂ ୱେବରେ ୟୁଜର୍ସମାନେ ଏହି ଅସୁବିଧାର ସାମ୍ନା କରୁଛନ୍ତି ।

ଆହୁରି ପଢ଼ନ୍ତୁ: ହାଣ୍ଡିଶାଳରେ ଯୁଦ୍ଧର ପ୍ରଭାବ; ଲିଟର ପିଛା ୫ରୁ୧୦ ଟଙ୍କା ବଢ଼ିଲା ଖାଇବା ତେଲ ଦାମ୍

ସୂଚନାଯୋଗ୍ୟ ଆଜି ସକାଳ ୧୦.୪୯ ମିନିଟରୁ X ସାଇଟ ଡାଉନ ରହିଛି । X ଖୋଲିବା ସମୟରେ, Welcome ଲେଖା ହୋଇଛି କିନ୍ତୁ ଏହା ପରେ କୌଣସି ପୋଷ୍ଟ ଦେଖାଯାଉନି । ଉଭୟ ମୋବାଇଲ୍ ଏବଂ ଡେସ୍କଟପ୍ ବ୍ୟବହାରକାରୀ ଏହି ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଉଭୟ ଭେରିଫାଇଡ ଓ ନନ୍ ଭେରିଫାଇଡ ଉଭୟଙ୍କ ପାଇଁ ଅସୁବିଧା ହୋଇଛି ।

ଆହୁରି ପଢ଼ନ୍ତୁ: ସାମ୍ବାଦିକ ଛତ୍ରପତି ହତ୍ୟା ମାମଲାରେ ଡେରା ମୁଖ୍ୟ ରାମ ରହିମ ନିର୍ଦ୍ଦୋଷରେ ଖଲାସ, କିନ୍ତୁ ଜେଲରୁ ମିଳିବନି ମୁକ୍ତି

21 Dec 2023 By The Sakala

ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ‘ଏକ୍ସ’ ସର୍ଭର ଡାଉନ୍‌

ନୂଆଦିଲ୍ଲୀ : ସୋସିଆଲ୍ ମିଡିଆ ପ୍ଲାଟଫର୍ମ ‘X’ ର ସର୍ଭର ଡାଉନ୍‌ ହୋଇଛି। ଗୁରୁବାର ସକାଳୁ ଢ ବ୍ୟବହାର କରୁଥିବା ଲୋକଙ୍କ ପାଇଁ ସମସ୍ୟା ଉପୁଜିଛି । ସାଇଟ ଡାଉନ ହେବା ଯୋଗୁଁ ୟୁଜର୍ସ ଅନେକ ହଇରାଣ ହେଉଛନ୍ତି । ସମସ୍ୟାଟି ସମଗ୍ର ବିଶ୍ୱବ୍ୟାପୀ ଦେଖାଯାଉଥିବା ଜଣାପଡିଛି।

ଯାହାଫଳରେ ୟୁଜର୍ସମାନେ ଅନେକ ଅସୁବିଧାର ସାମ୍ନା ହେବା ସହିତ ଏନେଇ ଅଭିଯୋଗ ମଧ୍ୟ କରୁଛନ୍ତି । ଏପରିକି ‘ଏକ୍ସ’ରେ ଟ୍ୱିଟର ଡାଉନ୍ ବୋଲି ଟ୍ରେଣ୍ଡ ହେବାରେ ମଧ୍ୟ ଲାଗିଛି । ସର୍ଭର ଡାଉନ୍ ହେବା କାରଣରୁ ୟୁଜର୍ସମାନେ ‘ଏକ୍ସ’ରେ ପୋଷ୍ଟ ସେୟାର କରିପାରୁନାହାଁନ୍ତି । ‘ଏକ୍ସ’ ଖୋଲିଲେ କେବଳ ‘ୱେଲକମ୍ ଟୁ ଏକ୍ସ’ ଲେଖା ହେଇଥିବା ନଜର ଆସୁଛି । ଉଭୟ ଫୋନ୍ ଏବଂ ୱେବରେ ୟୁଜର୍ସମାନେ ଏହି ଅସୁବିଧାର ସାମ୍ନା କରୁଛନ୍ତି ।

ସୂଚନାଯୋଗ୍ୟ ଆଜି ସକାଳ ୧୦.୪୯ ମିନିଟରୁ X ସାଇଟ ଡାଉନ ରହିଛି । X ଖୋଲିବା ସମୟରେ, Welcome ଲେଖା ହୋଇଛି କିନ୍ତୁ ଏହା ପରେ କୌଣସି ପୋଷ୍ଟ ଦେଖାଯାଉନି । ଉଭୟ ମୋବାଇଲ୍ ଏବଂ ଡେସ୍କଟପ୍ ବ୍ୟବହାରକାରୀ ଏହି ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଉଭୟ ଭେରିଫାଇଡ ଓ ନନ୍ ଭେରିଫାଇଡ ଉଭୟଙ୍କ ପାଇଁ ଅସୁବିଧା ହୋଇଛି ।

https://www.thesakala.in/technology/social-media-platform-x-down-for-users-globally/article-28448
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର