ଭାରତ ପାଇଁ ବିନୟ ପ୍ରକାଶଙ୍କୁ ନୂଆ ଆବାସିକ ଅଭିଯୋଗ ଅଧିକାରୀ ଭାବେ ନିଯୁକ୍ତ କଲା ଟ୍ୱିଟର

The Sakala Picture
Published On

ମୁଣ୍ଡ ନୁଆଁଇଲା ଟ୍ୱିଟର । ତାଗିଦ ପରେ ବାଟକୁ ଆସିଲା ମାଇକ୍ରୋ ବ୍ଳଗ୍ଗିଙ୍ଗ ସୋସିଆଲ ମିଡ଼ିଆ ସାଇଟ ଟ୍ୱିଟର । ଭାରତ ପାଇଁ ନୂଆ ଆବାସିକ ଅଭିଯୋଗ ଅଧିକାରୀ ନିଯୁକ୍ତ କଲା ଟ୍ୱିଟର। ଟ୍ୱିଟର ବିନୟ ପ୍ରକାଶଙ୍କୁ ଭାରତରେ ନିଜ କମ୍ପାନୀର ରେସିଡେଣ୍ଟ ଅଭିଯୋଗ ଅଧିକାରୀ ଭାବେ ନିଯୁକ୍ତ କରିଛି। ଏହି ସୂଚନା କମ୍ପାନୀର ୱେବସାଇଟରେ ଦିଆଯାଇଛି | ଗୁରୁବାର ଦିନ ଦିଲ୍ଲୀ ହାଇକୋର୍ଟରେ କମ୍ପାନୀ କହିଥିଲା ଯେ ନୂଆ ଆଇଟି ନିୟମ ଅନୁଯାୟୀ ଅଭିଯୋଗ ଅଧିକାରୀ […]

ମୁଣ୍ଡ ନୁଆଁଇଲା ଟ୍ୱିଟର । ତାଗିଦ ପରେ ବାଟକୁ ଆସିଲା ମାଇକ୍ରୋ ବ୍ଳଗ୍ଗିଙ୍ଗ ସୋସିଆଲ ମିଡ଼ିଆ ସାଇଟ ଟ୍ୱିଟର । ଭାରତ ପାଇଁ ନୂଆ ଆବାସିକ ଅଭିଯୋଗ ଅଧିକାରୀ ନିଯୁକ୍ତ କଲା ଟ୍ୱିଟର। ଟ୍ୱିଟର ବିନୟ ପ୍ରକାଶଙ୍କୁ ଭାରତରେ ନିଜ କମ୍ପାନୀର ରେସିଡେଣ୍ଟ ଅଭିଯୋଗ ଅଧିକାରୀ ଭାବେ ନିଯୁକ୍ତ କରିଛି। ଏହି ସୂଚନା କମ୍ପାନୀର ୱେବସାଇଟରେ ଦିଆଯାଇଛି |

ଆହୁରି ପଢ଼ନ୍ତୁ: ଟ୍ରମ୍ପ୍‌ଙ୍କ ନୂଆ ଶୁଳ୍କ ବୋମା: ଜେନେରିକ୍ ଔଷଧ ଉପରେ ୨୦୦% ଟାରିଫ୍‌

ଗୁରୁବାର ଦିନ ଦିଲ୍ଲୀ ହାଇକୋର୍ଟରେ କମ୍ପାନୀ କହିଥିଲା ଯେ ନୂଆ ଆଇଟି ନିୟମ ଅନୁଯାୟୀ ଅଭିଯୋଗ ଅଧିକାରୀ (ଆବାସିକ ଅଭିଯୋଗ ଅଧିକାରୀ) ନିଯୁକ୍ତି ପ୍ରକ୍ରିୟା ଚାଲିଛି ଏବଂ ଜୁଲାଇ ୧୧ କିମ୍ବା ଏହା ପୂର୍ବରୁ ଏହି ପ୍ରକ୍ରିୟା ଶେଷ ହେବ ।

ଆହୁରି ପଢ଼ନ୍ତୁ: ଟୋଲ୍ ପ୍ଲାଜାର ୨୦ କି.ମି ପରିଧିରେ ରହୁଥିଲେ ‘ଲୋକାଲ୍ ପାସ୍’, ରାଜମାର୍ଗଯାତ୍ରା ଆପ୍‌ରେ କରିହେବ ଆବେଦନ...

ସୂଚନାଯୋଗ୍ୟ, ଭାରତରେ ନୂତନ ଆଇଟି ନିୟମାବଳୀ ପାଳନ ନ କରିବାରୁ ଟ୍ୱିଟର କ୍ରମାଗତ ଭାବେ ବିବାଦ ଘେରକୁ ଆସୁଥିଲା। ଜୁଲାଇ ୮ ତାରିଖରେ ଦିଲ୍ଲୀ ହାଇକୋର୍ଟରେ ଭାରତରେ ଅଭିଯୋଗ ଅଧିକାରୀ ନିଯୁକ୍ତ ଲାଗି ଟ୍ୱିଟରକୁ କଡ଼ା ନିର୍ଦ୍ଦେଶ ଦେଇଥିଲେ।

ଆହୁରି ପଢ଼ନ୍ତୁ: ଚାଟ୍ ଜିପିଟିରେ ଆସିଲା ନୂଆ 'ହେଲଥ୍ ଫିଚର': ଏବେ ଆପଣଙ୍କ ମେଡିକାଲ ରିପୋର୍ଟ ପଢ଼ିବ ଏଆଇ

11 Jul 2021 By The Sakala

ଭାରତ ପାଇଁ ବିନୟ ପ୍ରକାଶଙ୍କୁ ନୂଆ ଆବାସିକ ଅଭିଯୋଗ ଅଧିକାରୀ ଭାବେ ନିଯୁକ୍ତ କଲା ଟ୍ୱିଟର

ମୁଣ୍ଡ ନୁଆଁଇଲା ଟ୍ୱିଟର । ତାଗିଦ ପରେ ବାଟକୁ ଆସିଲା ମାଇକ୍ରୋ ବ୍ଳଗ୍ଗିଙ୍ଗ ସୋସିଆଲ ମିଡ଼ିଆ ସାଇଟ ଟ୍ୱିଟର । ଭାରତ ପାଇଁ ନୂଆ ଆବାସିକ ଅଭିଯୋଗ ଅଧିକାରୀ ନିଯୁକ୍ତ କଲା ଟ୍ୱିଟର। ଟ୍ୱିଟର ବିନୟ ପ୍ରକାଶଙ୍କୁ ଭାରତରେ ନିଜ କମ୍ପାନୀର ରେସିଡେଣ୍ଟ ଅଭିଯୋଗ ଅଧିକାରୀ ଭାବେ ନିଯୁକ୍ତ କରିଛି। ଏହି ସୂଚନା କମ୍ପାନୀର ୱେବସାଇଟରେ ଦିଆଯାଇଛି |

ଗୁରୁବାର ଦିନ ଦିଲ୍ଲୀ ହାଇକୋର୍ଟରେ କମ୍ପାନୀ କହିଥିଲା ଯେ ନୂଆ ଆଇଟି ନିୟମ ଅନୁଯାୟୀ ଅଭିଯୋଗ ଅଧିକାରୀ (ଆବାସିକ ଅଭିଯୋଗ ଅଧିକାରୀ) ନିଯୁକ୍ତି ପ୍ରକ୍ରିୟା ଚାଲିଛି ଏବଂ ଜୁଲାଇ ୧୧ କିମ୍ବା ଏହା ପୂର୍ବରୁ ଏହି ପ୍ରକ୍ରିୟା ଶେଷ ହେବ ।

ସୂଚନାଯୋଗ୍ୟ, ଭାରତରେ ନୂତନ ଆଇଟି ନିୟମାବଳୀ ପାଳନ ନ କରିବାରୁ ଟ୍ୱିଟର କ୍ରମାଗତ ଭାବେ ବିବାଦ ଘେରକୁ ଆସୁଥିଲା। ଜୁଲାଇ ୮ ତାରିଖରେ ଦିଲ୍ଲୀ ହାଇକୋର୍ଟରେ ଭାରତରେ ଅଭିଯୋଗ ଅଧିକାରୀ ନିଯୁକ୍ତ ଲାଗି ଟ୍ୱିଟରକୁ କଡ଼ା ନିର୍ଦ୍ଦେଶ ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର